Home Left

ବିସ୍ଥାପିତ ପାଇଥିବା ଜାଗାକୁ ନେଇ କେଁ

ପୁରୀ ଅଫିସ, ୨୬।୯: ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପ ପାଇଁ ମହାପ୍ରଭୁଙ୍କ ପ୍ରତି ସମର୍ପଣ ଭାବ ରଖି ସେମାନେ ନିଜ ଭିଟାମାଟି ଛାଡ଼ିଦେଲେ। ଏହାପରେ ଘର କରିବା ନିମନ୍ତେ କେତେଜଣ ବିସ୍ଥାପିତ ସରକାରଙ୍କ ପକ୍ଷରୁ ଜାଗା ପାଇଲେ। ତେବେ ସମ୍ପୃକ୍ତ ଜାଗାକୁ ନେଇ…

ଭାଗବତ ନନ୍ଦଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ବିଶିଷ୍ଟ ସର୍ବୋଦୟ ନେତା ଭାଗବତ ପ୍ରସାଦ ନନ୍ଦଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ତାଙ୍କ ଶୋକ ବାର୍ତ୍ତାରେ କହିଛନ୍ତି ଯେ, ସ୍ବର୍ଗତ ନନ୍ଦ ଜଣେ ବହୁମୁଖୀ ପ୍ରତିଭାର ଅଧିକାରୀ ସହ ଏହି…

ଦୈନିକ ସାଢ଼େ ୪ ଘଣ୍ଟା ଚାଲିବ ବିଧାନସଭା

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଆସନ୍ତା ୨୯ ତାରିଖରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ତେବେ ଏହି ଅଧିବେଶନ କରୋନା କଟକଣା ମଧ୍ୟରେ ସମ୍ପନ୍ନ ହେବ। ଦୈନିକ ସାଢ଼େ୪ ଘଣ୍ଟା ଚାଲିବ। ସକାଳ ୧୦ଟା ୩୦ ମିନିଟ୍‌ରୁ ମଧ୍ୟାହ୍ନ ୧ଟା ଏବଂ ଅପରାହ୍ନ ୩ଟାରୁ ୫ଟା…

୨୦ ପଇସା କମିଲା ଡିଜେଲ

ଭୁବନେଶ୍ୱର,୨୬।୯: ଭୁବନେଶ୍ୱରରେ ଡିଜେଲ ଦର ୨୦ ପଇସା ହ୍ରାସ ପରିଲକ୍ଷିତ ହୋଇଛି। ଫଳରେ ଶୁକ୍ରବାର ଏଠାରେ ଡିଜେଲ ୭୭.୩୭ ଟଙ୍କାକୁ କମିଛି। ପେଟ୍ରୋଲ ଅପରିବର୍ତ୍ତିତ ୮୧.୬୦ ଟଙ୍କା ରହିଛି। ଶୁକ୍ରବାର ଦେଶର ମେଟ୍ରୋ ସହରଗୁଡ଼ିକରେ ଡିଜେଲ ୧୭ରୁ ୨୦ ପଇସା ହ୍ରାସ…

ବିରୋଧ, ବିକ୍ଷୋଭ

ଭୁବନେଶ୍ୱର,୨୬।୯(ବ୍ୟୁରୋ): କେନ୍ଦ୍ର ସରକାରଙ୍କ କୃଷି ବିଲ୍‌କୁ ବିରୋଧ କରି ଭାରତୀୟ କିଷାନ ୟୁନିୟନ, ଅଲ୍‌ ଇଣ୍ଡିଆ କୃଷକ ସଂଗଠନ, ଅଖିଳ ଭାରତ କିଷାନ ସଂଘର୍ଷ ସମନ୍ବୟ ସମିତି, ଅଲ୍‌ ଇଣ୍ଡିଆ କିଷାନ ମହାସଂଘ ଭଳି ୨୪ଟି ସଂଗଠନ ପକ୍ଷରୁ ଶୁକ୍ରବାର ଦେଶବ୍ୟାପୀ…

କରୋନାରେ ସଂକ୍ରମିତ ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

ରାଞ୍ଚି,୨୬ ।୯: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ବାବୁଲାଲ ମାରାଣ୍ଡି କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ଦେଇଛନ୍ତି । ଟୁଇଟ୍ କରି କହିଛନ୍ତି ମୋ ନିକଟରେ କରୋନାର ପ୍ରଥମ ଲକ୍ଷଣ ଦେଖାଯିବାରୁ ମୁଁ ଟେଷ୍ଟ କରିବା ପରେ ମୋର ରିପୋର୍ଟ ପଜିଟିଭ ଆସିଛି…

ବିହାର ନିର୍ବାଚନରେ କୌଣସି ପ୍ରସଙ୍ଗ ନ ରହିଲେ ମୁମ୍ବାଇରୁ ହେବ ପାର୍ସଲ: ସଞ୍ଜୟ ରାଉତ

ମୁମ୍ବାଇ, ୨୬।୯: ବିହାର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇସାରିଛି। ନିର୍ବାଚନକୁ ଦୃଷ୍ଟିରେ ରଖି ବଲିଉଡ୍‌କୁ ଜାଣିଶୁଣି ଡ୍ରଗ୍ସ୍‌ ମାମଲାରେ ଛନ୍ଦି ଦିଆଯାଇଥିବା ଶିବସେନା ଏମ୍‌ପି ସଞ୍ଜୟ ରାଉତ କହିଛନ୍ତି। ବିହାର ନିର୍ବାଚନରେ କୌଣସି ପ୍ରସଙ୍ଗ ନ ରହିଲେ ବ୍ୟସ୍ତ…

ବ୍ରିଟେନରେ ହେବ ଭୟଙ୍କର ପରୀକ୍ଷଣ: ମାନବ ଶରୀରରେ ଛାଡି ଦିଆଯିବ କରୋନା ଭାଇରସ!

ଲଣ୍ଡନ,୨୬ ।୯: ବ୍ରିଟେନରେ ହେବାକୁ ଯାଉଛି ଏକ ଭୟଙ୍କର ପରୀକ୍ଷଣ । ଜାଣିଶୁଣି ମାନବ ଶରୀରରେ କରୋନା ଭାଇରସକୁ ଛାଡି ଦିଆଯାଇ ଏହି ପରୀକ୍ଷା କରାଯିବ ବୋଲି ଜଣାପଡିଛି । ଯଦି ଏପରି ହେଲା ତେବେ ଏ ଦିଗରେ ବ୍ରିଟେନ ପ୍ରଥମ…

ଭାରତ-ଜାପାନ ମିଳିତ ସମରାଭ୍ୟାସ: ଚାଇନାର ଚିନ୍ତା ବଢ଼ିଲା

ନୂଆଦିଲ୍ଲୀ, ୨୬।୯: ଏଲ୍‌ଏସିରେ ଚାଇନା ସହିତ ଭାରତର ବିବାଦ ବଢ଼ିଚାଲିଥିବାବେଳେ ଏଲ୍‌ଓସିରେ ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଜାରି ରଖିଛି। ଏପରିସ୍ଥଳେ ଭାରତ ମୁକାବିଲା ଲାଗି ନିଜକୁ ପ୍ରସ୍ତୁତ କରିବାରେ ବ୍ୟସ୍ତ ରହିଛ। ଏବେ ଭାରତ ଏବଂ ଜାପାନ ମଧ୍ୟରେ ମିଳିତ ସମରାଭ୍ୟାସ…

ମନମୋହନ ସିଂଙ୍କ ଭଳି ପ୍ରଧାନମନ୍ତ୍ରୀଙ୍କ ଅନୁପସ୍ଥିତିକୁ ଅନୁଭବ କରୁଛି ଦେଶ: ରାହୁଲ

ନୂଆଦିଲ୍ଲୀ,୨୬ ।୯: ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହସ ସିଂ ୮୮ ବର୍ଷରେ ପଦାର୍ପଣ କରିଛନ୍ତି । ତାଙ୍କ ଜନ୍ମଦିନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମନମୋହନଙ୍କୁ ଶୁଭେଚ୍ଛା ଜଣାଇବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଟାକ୍ଷ କରିଛନ୍ତି । ରାହୁଲ କହିଛନ୍ତି…

ଡ୍ରଗ୍ସ ମାମଲା: ଏନ୍‌ସିବି କାର୍ଯ୍ୟାଳୟ ପହଞ୍ଚିଲେ ଦୀପିକା, ସାରା-ଶ୍ରଦ୍ଧାଙ୍କୁ ହୋଇପାରେ ଜେରା

ମୁମ୍ବାଇ,୨୬ ।୯: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କ ଆସିବା ପରେ ବଲିଉଡ୍‌ର କେତେଜଣ ନାମୀଦାମୀ ବ୍ୟକ୍ତି ବିଶେଷ ଏବେ ନାର୍କୋଟିକ୍ସ କଣ୍ଟ୍ରୋଲ୍ ବ୍ୟୁରୋ(ଏନ୍‌ସିବିବି) ରାଡାରରେ ରହିଛନ୍ତି । ଏମାନଙ୍କ ମଧ୍ୟରେ ରହିଛନ୍ତି ବଲିଉଡ୍ ନାୟିକା…

ମୂଷାକୁ ମିଳିଲା ବୀରତ୍ୱ ପୁରସ୍କାର: କାରଣ ଜାଣିଲେ ହେବେ ଆଶ୍ୱର୍ଯ୍ୟ

ପଶୁପକ୍ଷୀ ଅବା ଜୀବଜନ୍ତୁଙ୍କ ସାହସିକତାର କାହାଣୀ ଅନେକ ସମୟରେ ଶୁଣିବାକୁ ମିଳିଥାଏ। ସେମିତି ଏକ କାହାଣୀ ଏବେ ସମ୍ମୁଖକୁ ଆସିଛି। ଆଫ୍ରିକୀୟ ପ୍ରଜାତିର ଏକ ବିରାଟ ମୂଷାକୁ ତାର ସାହସିକତା ପାଇଁ ବ୍ରିଟେନର ଏକ ଅନୁଷ୍ଠାନ ଦ୍ୱାରା ସ୍ବର୍ଣ୍ଣ ପଦକ ପ୍ରଦାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri