ରାଜ୍ୟ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କୁ କରୋନା
ଭୁବନେଶ୍ୱର, ୨୫।୯ (ବ୍ୟୁରୋ): ରାଜ୍ୟ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା କରୋନା ଆକ୍ରାନ୍ତ ହୋଇଛନ୍ତି। କ୍ରୀଡ଼ାମନ୍ତ୍ରୀ ନିଜେ ଶୁକ୍ରବାର ଟୁଇଟ୍ ଯୋଗେ ଏହି ସୂଚନା ଦେଇଛନ୍ତି। ‘ମୁଁ ଆଜି କରୋନା ଆକ୍ରାନ୍ତ ହୋଇଛି। ବିଗତ ୭ ଦିନ…
ଟି୨୦ରେ ୪ ଦେଶରେ ଶତକ ମାରିବାରେ ରାହୁଲ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ
ଦୁବାଇ, ୨୫।୯: ଆଇପିଏଲ୍ରେ ଗୁରୁବାର ଖେଳାଯାଇଥିବା ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବିପକ୍ଷ ମ୍ୟାଚ୍ରେ କିଙ୍ଗ୍ସ ଇଲେଭେନ ପଞ୍ଜାବ ୯୭ ରନର ବୃହତ୍ ବ୍ୟବଧାନରେ ବିଜୟ ହାସଲ କରିଥିଲା। ଏହି ମ୍ୟାଚ୍ରେ ପଞ୍ଜାବର ଅଧିନାୟକ ଲୋକେଶ ରାହୁଲ ମାତ୍ର ୬୯ ବଲରୁ ୧୩୨…
ରାଜଧାନୀରେ ଚିହ୍ନଟ ହେଲେ ୩୨୬ ନୂଆ କରୋନା ସଂକ୍ରମିତ
ଭୁବନେଶ୍ୱର,୨୫ ।୯: ରାଜଧାନୀ ଭୁବନେଶ୍ୱରରେ ବେଳକୁ ବେଳ ଅଣାୟତ ହୋଇଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଏଠାରେ ୩୨୬ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପୁଣିଥରେ ଚିନ୍ତା ବଢାଇଛି । ଏମାନଙ୍କ ମଧ୍ୟରେ ୨୫୬ ରହିଛି ଲୋକାଲ…
ପୁଣିଥରେ ରାମ-ଲଖନଙ୍କୁ ନେଇ ଫିଲ୍ମ ତିଆରି କରିବେ ସୁଭାଷ
ମୁମ୍ବାଇ: ଦୀର୍ଘ ୩୧ ବର୍ଷ ପରେ ପୁଣିଥରେ ରାଭ-ଲଖନ ଯୋଡିଙ୍କୁ ନେଇ ଫିଲ୍ମ ନିର୍ମାଣ କରିବାକୁ ଯାଉଛନ୍ତି ବଲିଉଡ୍ର ଜଣାଶୁଣା ନିର୍ଦ୍ଦେଶକ ସୁଭାଷ ଘାଇ । ୩୧ ବର୍ଷ ପୂର୍ବରୁ ସେ ବଲିଉଡ୍ ନାୟକ ଜ୍ୟାକି ଶ୍ରଫ ଓ ଅନୀଲ କପୁରଙ୍କୁ…
ସଲମାନଙ୍କୁ ସୁପରଷ୍ଟାର କରିଥିଲା ବାଲାସୁବ୍ରମଣ୍ୟଙ୍କ ଗୀତ
ମୁମ୍ବାଇ: ନିଜର ମଖମଲି ସ୍ୱରରେ ଶ୍ରୋତାଙ୍କ ହୃଦୟରେ ଘର କରିଥିବା ଗାୟକ ଏସ୍ପି ବାଲାସୁବ୍ରମଣ୍ୟମଙ୍କର ଶୁକ୍ରବାର ୭୪ ବର୍ଷ ବୟସରେ ପରଲୋକ ହୋଇଛି । ସେ ଅଗଷ୍ଟ ପ୍ରଥମ ସପ୍ତାହରେ କରୋନାରେ ସଂକ୍ରମିତ ହେବା ପରେ ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ…
ତ୍ରିଶତକରୁ ୨ଟି ଛକା ଦୂରରେ ଧୋନୀ
ଦୁବାଇ, ୨୫।୯: ଚଳିତ ଆଇପିଏଲ୍ର ୭ମ ମୁକାବିଲାରେ ଶୁକ୍ରବାର ଚେନ୍ନାଇ ସୁପର୍ କିଙ୍ଗ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ପରସ୍ପର ସାମ୍ନାସାମ୍ନି ହେବେ। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍ରେ ଚେନ୍ନାଇ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ…
ଲାଲୁ ପ୍ରସାଦଙ୍କ ଶାସନକାଳକୁ ଯଦି ‘ଜଙ୍ଗଲ ରାଜ’ କୁହାଯାଉଛି ତେବେ ଏବେକା ଶାସନ ହେଉଛି ‘ରାକ୍ଷସ ରାଜ’: ତେଜସ୍ୱୀ
ପାଟନା,୨୫ ।୯: ବିହାର ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ କମିଶନ ଶୁକ୍ରବାର ତାରିଖ ଘୋଷଣା କରିଛନ୍ତି । ଏହାପରେ ପୁଣିଥରେ ରାଜନୈତିକ ମହଲରେ ଉଷ୍ମତା ପରିଲକ୍ଷିତ ହୋଇଛି । ଏଥର ଲାଲୁ ପ୍ରସାଦ ଯାଦବଙ୍କ ଦଳ ରାଷ୍ଟ୍ରୀୟ ଜନତା ଦଳ(ଆର୍ଜେଡି)ବିଜୟ ଲକ୍ଷ…
କୋହଲିଙ୍କୁ ୧୨ ଲକ୍ଷ ଟଙ୍କା ଜରିମାନା; କାହିଁକି ଜାଣନ୍ତୁ…
ଦୁବାଇ, ୨୫।୯: ଆଇପିଏଲ୍-୧୩ତମ ସଂସ୍କରଣର ୬ଷ୍ଠ ମୁକାବିଲାରେ ଗୁରୁବାର ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୯୭ ରନର ବୃହତ୍ ବ୍ୟବଧାନରେ କିଙ୍ଗ୍ସ ଇଲେଭେନ ପଞ୍ଜାବ ନିକଟରୁ ପରାସ୍ତ ହୋଇଥିଲା। ମ୍ୟାଚ୍ରେ ବିରାଟ ବ୍ୟାଟିଂରେ ବିଫଳ ହୋଇଥିବାବେଳେ ତାଙ୍କ ଅଧିନାୟକତ୍ୱକୁ…
ଏହି ୫ ଜଣଙ୍କ ସହ ବାଣ୍ଟନ୍ତୁ ନାହିଁ ବ୍ୟବସାୟ ସହ ଜଡ଼ିତ କଥା, ଜାଣନ୍ତୁ ଏପରି କାହିଁକି କହିଲେ ଚାଣକ୍ୟ
ଆଚାର୍ଯ୍ୟ ଚାଣକ୍ୟ କହିଛନ୍ତି ବ୍ୟବସାୟ ସହ ଜଡିତ ଅଧିକାଂଶ କଥା ଅନ୍ୟକୁ କହିବା ଉଚିତ ନୁହେଁ। କାରଣ ଏହା କରିବା ଦ୍ୱାରା ବ୍ୟବସାୟରେ ବ୍ୟାପକ କ୍ଷତି ହୋଇଥାଏ। ବିଶେଷକରି ସେ ପାଞ୍ଚ ଜଣଙ୍କୁ ବ୍ୟବସାୟ କଥା ବାଣ୍ଟିବାକୁ ବାରଣ କରିଛନ୍ତି। ଜାଣନ୍ତୁ…
ଭାଜପା କର୍ମୀଙ୍କୁ ମୋଦିଙ୍କ ଅପିଲ: କୃଷକଙ୍କ ପାଖକୁ ଯାଇ ସହଜରେ ବୁଝାଇ ଦିଅ କୃଷି ବିଲ୍
ନୂଆଦିଲ୍ଲୀ,୨୫ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ଜୟନ୍ତି ଅବସରରେ ଦେଶର ସମସ୍ତ ଭାରତୀୟ ଜନତା ପାର୍ଟି(ଭାଜପା) କର୍ମୀଙ୍କୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ସେ ସମସ୍ତ ଭାଜପା କର୍ମୀଙ୍କୁ କହିଛନ୍ତି ସେମାନେ ପ୍ରତିଟି କୃଷକଙ୍କ…
ରାଗିଗଲେ ଅନୁଷ୍କା: ଗାଭାସ୍କରଙ୍କୁ ଦେଲେ ଏମିତି ଜବାବ
ୟୁଏଇରେ ଇଣ୍ଡିଆନ୍ ପ୍ରିମିୟର ଲିଗ୍ ୧୩ତମ ସଂସ୍କରଣ ଖେଳ ଚାଲୁରହିଛି। ଗତ ଗୁରୁବାର ଏହି ଟୁର୍ନାମେଣ୍ଟର ଷଷ୍ଠ ମ୍ୟାଚ୍ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ କିଙ୍ଗସ୍ ଏକାଦଶ ପଞ୍ଜାମ ମଧ୍ୟରେ ଖେଳାଯାଇଥିଲା ଏହି ମ୍ୟାଚ୍ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ଅଧିନାୟକ ବିରାଟ…
ମାଛକୁ ଏତେ ପାଖରେ ପାଇ, ଦେଖନ୍ତୁ କ’ଣ କଲା ବିଲେଇ
ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ପ୍ରାୟତଃ ମାଛ ବିଲେଇର ପ୍ରିୟ ହୋଇଥାଏ।…
Archives


