Home Left

ଦାରିଙ୍ଗବାଡ଼ିରେ ଫେଲ୍‌ ମାରୁଛି ବାଲ୍ୟ ବିବାହ ଆଇନ: ନାବାଳିକା ଗର୍ଭବତୀ ନେଇ ଥାନାରେ ଅଭିଯୋଗ

ଦାରିଙ୍ଗବାଡି,୧୧ା୩ (ଅରୁଣ ସାହୁ):ଦାରିଙ୍ଗବାଡି ବ୍ଲକ୍‌ ଦୁର୍ଗମ ପଞ୍ଚାୟତ ସିର୍କାବର୍ଗ ଅଞ୍ଚଳରେ ଜଣେ ନାବାଳିକା ବିବାହ କରି ଗର୍ଭବତୀ ହେବା ଘଟଣାକୁ ନେଇ ଥାନାରେ ଅଭିଯୋଗ ହୋଇଛି। ଏନେଇ ପଞ୍ଚାୟତର ପିଇଓ ରୋଶନ କୁମାର ରଥ ଦାରିଙ୍ଗବାଡ଼ି ଥାନାରେ କରିଛନ୍ତି। ପରିବାର ଲୋକଙ୍କୁ…

ଚିତ୍ତରଞ୍ଜନ ଦାଶ ପାଇଲେ ଦିବ୍ୟାଙ୍ଗ ମିତ୍ର ପୁରସ୍କାର

ନୂଆପଡ଼ା,୧୧ା୩ (ମକାରୁ ବେମାଲ ): ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଜିଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗର ମାସିକ ସମୀକ୍ଷା ବୈଠକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଅନନ୍ତ କୁମାର ହେମ୍ବ୍ରମ…

ଯୁଦ୍ଧ ଭିତରେ ଆମେରିକା ପାଇଁ ଭାରତ କଲା ଏମିତି କାମ, ‘ଧନ୍ୟବାଦ’ଦେଲେ ଟ୍ରମ୍ପ, କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୧।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ଘୋଷଣା କରିଛନ୍ତି ଯେ ଟେକ୍ସାସର ବ୍ରାଉନ୍ସଭିଲରେ ଏକ ନୂତନ $୩୦୦ ବିଲିୟନ (ପ୍ରାୟ ୨୫ ଲକ୍ଷ କୋଟି ଟଙ୍କା) ତୈଳ ବିଶୋଧନାଗାର ନିର୍ମାଣ କରାଯିବ। ଏହା…

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ! ଆମେରିକାର ବଡ଼ ଆକ୍ସନ, ଧ୍ୱଂସ କଲା ଇରାନର…

ଓ୍ବାଶିଂଟନ୍‌,୧୧।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଆମେରିକା ବୁଧବାର ଦାବି କରିଛି ଯେ ସେ ମଙ୍ଗଳବାର ଏକ ଡଜନରୁ ଅଧିକ ଇରାନୀ ଖଣି ବିଛାଉଥିବା ଜାହାଜକୁ ନଷ୍ଟ କରିଦେଇଛି। ସେପଟେ ଇରାନ…

ମାଛ ଧରିବାକୁ ଯାଇଥିଲେ, ଝାମ୍ପିନେଲା କୁମ୍ଭୀର: ସ୍ତ୍ରୀ-ପୁଅ ପହଞ୍ଚିବାରୁ, ଲୋମଟଙ୍କୁରା ଘଟଣା ଜାଣିଲେ…

ମହାକାଳପଡ଼ା,୧୧ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣି ପଞ୍ଚାୟତ କାଂଶପାଳ ମୌଜା ଗୋବରୀ ନଦୀ ସଂଲଗ୍ନ ୫୦ ନଂ. ପ୍ଲଟ ନିକଟରେ ମଙ୍ଗଳବାର ଭୋର ୫ଟାରେ ଭଉଁରି ଜାଲ ପକାଇବା ବେଳେ କୁମ୍ଭୀର ଜଣେ ମତ୍ସ୍ୟଜୀବୀଙ୍କୁ ଝାମ୍ପି ନେଇଛି। ଏହି…

BCCIର ବଡ଼ ଘୋଷଣା: ଏହି ଦିନ ୫ଟି ବିଶ୍ୱ ଚାମ୍ପିଅନ ଭାରତୀୟ ଦଳକୁ କରାଯିବ ସମ୍ମାନିତ

ନୂଆଦିଲ୍ଲୀ,୧୧।୩: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ୨୦୨୬ ଟି-୨୦ ବିଶ୍ୱକପ ଜିତି ଇତିହାସ ରଚିଛି। ଏହି ଐତିହାସିକ ବିଜୟ ସାରା ଦେଶରେ ଉତ୍ସବର ଉଦବୋଧନ ଦେଇଛି। ଏହି ସମୟରେ ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା…

ନୂଆ ସ୍ବାଦରେ ରାଜ୍ୟ ସଭା: ଚାଲିଛି ମୂଲଚାଲ୍‌

ଭୁବନେଶ୍ୱର,୧୧ା୩(ସୁନିତ୍‌ ମିଶ୍ର):ରାଜ୍ୟ ରାଜନୀତିରେ ରାଜ୍ୟ ସଭା ନିର୍ବାଚନ ଏବେ ମୁଖ୍ୟ ପ୍ରସଙ୍ଗ ପାଲଟିଛି। ସବୁ ଦଳର ବିଧାୟକମାନେ ସେମାନଙ୍କ ପାର୍ଟିରୁ ରାଜ୍ୟ ସଭା ପାଇଁ ଯିଏ ପ୍ରାର୍ଥୀ ହୋଇଛନ୍ତି ସେମାନେ ଖର୍ଚ୍ଚ ବାବଦକୁ କେତେ ଟଙ୍କା ଦେବେ ତାକୁ ନେଇ ବିଶେଷ…

ଯୁଦ୍ଧ ମଧ୍ୟରେ ବାଂଲାଦେଶ ପାଇଁ ସଙ୍କଟମୋଚକ ସାଜିଲା ଭାରତ, କଲା ଏମିତି କାମ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୩: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ଧୀରେ ଧୀରେ ସୁଧୁରୁଛି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବାଂଲାଦେଶ ଗୁରୁତର ତେଲ ଏବଂ ଗ୍ୟାସ ଅଭାବର ସମ୍ମୁଖୀନ ହେଉଥିବା ସମୟରେ, ଭାରତ ସହାୟତାର ହାତ ବଢାଇଛି। ଭାରତ ବାଂଲାଦେଶକୁ ଡିଜେଲର ଏକ…

ଭତ୍ତା ଅପେକ୍ଷାରେ ମଞ୍ଜୁ: ଦୁର୍ଦ୍ଦିନରେ ବିତୁଛି ଜୀବନ

ଲୋଇସିଂହା ବ୍ଲକ ଅନ୍ତର୍ଗତ ବାଦିବାହାଲ ପଞ୍ଚାୟତ ଭାଲିଆମୁଣ୍ଡା ବଳଦେବପୁର ବସ୍ତିରେ ରୁହନ୍ତି ମଞ୍ଜୁ ହୋତା(୬୦)। ବିଧବା ଭତ୍ତା ପାଇଁ ବ୍ଲକ ପ୍ରଶାସନ ନିକଟରେ ଆବେଦନ କରିଥିଲେ ମଧ୍ୟ ଆଜିଯାଏ ମିଳି ପାରିନାହିଁ।ଭତ୍ତା ବାବଦରେ ଯାହାକୁ ପଚାରିଲେ କେବଳ ଆଶ୍ୱାସନା ମିଳୁଥିବା ସେ…

ମନ୍ଥର ଗତିରେ ଚାଲିଛି ମେଗା ପାନୀୟ ପ୍ରକଳ୍ପ: ଲାଗିରହିଛି ଜଳ ସମସ୍ୟା

ଲୋଇସିଂହା,୧୧ା୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ବଡଟୀକା ପଞ୍ଚାୟତ ବଡଟୀକା ସଦର ଗାଁରେ ପାନୀୟ ଜଳ ସମସ୍ୟା ଲାଗି ରହିଛି। ଗ୍ରାମକୁ ମେଗା ପ୍ରକଳ୍ପ ଜରିଆରେ ପଇିବା ପାଣି ଯୋଗାଣ ପାଇଁ ସରକାରୀ ଓ ପ୍ରଶାସନିକ ସ୍ତରରେ ପ୍ରକ୍ରିୟା ଆରମ୍ଭ ହୋଇଛି।…

ଭାଷା ବନ୍ଦନା @ ଗୋଟେ ଟଙ୍କା, ଗୋଟେ ଘଣ୍ଟା

ଓଡ଼ିଶା ଶ୍ରୀଜଗନ୍ନାଥଙ୍କ ମାଟି। ଆମ ସଂସ୍କୃତି ଯେମିତି ମହାପ୍ରଭୁଙ୍କୁ ନେଇ ଋଦ୍ଧିମନ୍ତ, ଭାଷା ବି ସେମିତି ବିକଶିତ ‘ଚକାଡୋଳା’କୁ ନେଇ। ଅର୍ଥାତ୍‌ ଆମର ପ୍ରାୟ ପ୍ରତ୍ୟେକ ଲିପି ଚକାଡୋଳା ପରି ଡୋଳାକୃତି(ଗୋଲାକୃତି) ବା ଅର୍ଦ୍ଧ ଗୋଲାକୃତିର ସମାହାର। ମାତ୍ର ୩ଟି ଲିପିଚିତ୍ର…

କନିଷ୍ଠ ଶିକ୍ଷକ ଚୟନ ପ୍ରାର୍ଥୀଙ୍କ ଧାରଣା

ଭୁବନେଶ୍ୱର,୧୧ା୩(ସୁଚିସ୍ମିତା ସାହୁ): ସର୍ବୋଚ୍ଚ ନ୍ୟାୟାଳୟ ଏବଂ ଓଡ଼ିଶା ଉଚ୍ଚ ନ୍ୟାୟାଳୟଙ୍କ ରାୟର ୫ ମାସ ପରେ ମଧ୍ୟ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କନିଷ୍ଠ ଶିକ୍ଷକ ପାଇଁ ଚୟନ ହୋଇଥିବା ପ୍ରାର୍ଥୀଙ୍କୁ ନିଯୁକ୍ତି ଦେଉନାହିଁ। ପ୍ରତିବାଦରେ କନିଷ୍ଠ ଶିକ୍ଷକ ଆଶାୟୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?