Home Left

ମଧୁମେହ, କିଡ୍‌ନୀ, ହୃଦ୍‌ରୋଗୀଙ୍କୁ ବିଶେଷଜ୍ଞଙ୍କ ପରାମର୍ଶ

ଭୁବନେଶ୍ୱର,୨୫ା୯(ବ୍ୟୁରୋ): କୌଣସି ଜଟିଳ ରୋଗ ଥିବା କରୋନା ଆକ୍ରାନ୍ତ ହୋମ୍‌ ଆଇସୋଲେଶନରେ ରହିପାରିବେ। କିନ୍ତୁ ଏଥିପାଇଁ ଅଧିକ ସତର୍କ ରହିବାକୁ ପଡ଼ିବ। ଏହି ପରିପ୍ରେକ୍ଷୀରେ ବିଶେଷକରି ମଧୁମେହ, କିଡ୍‌ନୀ ଓ ହୃଦ୍‌ରୋଗୀଙ୍କ ପାଇଁ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କେତେକ ପରାମର୍ଶ ଦେଇଛନ୍ତି। ରାଜ୍ୟ…

ବରଦା ପ୍ରସନ୍ନ ଦାସ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅତିରିକ୍ତ ନିର୍ଦ୍ଦେଶକ

ଭୁବନେଶ୍ୱର ୨୪।୯(ବ୍ୟୁରୋ)- ସୂଚନା ଓ ଲୋକ ସମ୍ପର୍କ ବିଭାଗର ଦୀର୍ଘଦିନ ଧରି ଖାଲିଥିବା ଅତିରିକ୍ତ ନିର୍ଦ୍ଦେଶକ ପଦ ପୂରଣ କରାଯାଇଛି। ଯୁଗ୍ମ ନିର୍ଦ୍ଦେଶକ ଥିବା ବରଦା ପ୍ରସନ୍ନ ଦାସଙ୍କୁ ପଦୋନ୍ନତି ଦେଇ ଉକ୍ତ ପଦବୀରେ ନିଯୁକ୍ତି ମିଳିଛି। ପୂର୍ବରୁ ସେ ଟିଟିଲାଗଡ଼ରେ…

ଟ୍ରାକ୍ଟର ଚଲାଇଲେ ତେଜସ୍ବୀ ଯାଦବ

ପାଟନା,୨୫।୯: ଆରଜେଡି ନେତା ଲାଲୁ ପ୍ରସାଦ ଯାଦବଙ୍କ ପୁଅ ତଥା ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ କୃଷି ବିଲ ବିରୋଧରେ ଏକ ଟ୍ରାକ୍ଟର ରାଲି ବାହାର କରିଛନ୍ତି। ଏହି ସମୟରେ ତେଜସ୍ବୀ ନିଜେ ଟ୍ରାକ୍ଟର ଚଲାଇ କୃଷି ବିଲ୍‌କୁ ବିରୋଧ…

କୋଭିଡ୍‌ ହସ୍ପିଟାଲରେ ଆର୍‌ଟିପିସିଆର୍‌ ଟେଷ୍ଟ ଆରମ୍ଭ

ପୁରୀ ଅଫିସ,୨୫ା୯:ପୁରୀ ଜିଲାରେ କରୋନା ସଂକ୍ରମଣ ଏବେ ଅଣାୟତ୍ତ ହୋଇପଡ଼ିିଛି। ଖୋର୍ଦ୍ଧା ଓ କଟକ ପରେ ସଂକ୍ରମିତଙ୍କ ତାଲିକାର ତୃତୀୟ ସ୍ଥାନରେ ରହିଛି ପୁରୀ। ଦୈନିକ ପଜିଟିଭ ଓ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ତେଣୁ ପୁରୀ ଉପରେ ଏବେ ରାଜ୍ୟ…

ରାଜରାସ୍ତାକୁ ଓହ୍ଲାଇଲେ କୃଷକ

ନୂଆଦିଲ୍ଲୀ,୨୫।୯: ଚାଷୀ ପାଇଁ ମୋଦି ସରକାର ଆଣିଥିବା ବିଲକୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଚାଲିଛି। ଭାରତୀୟ କିଷାନ ୟୁନିଅନ ସମେତ ବିଭିନ୍ନ କୃଷକ ସଂଗଠନ ଆଜି ସାରା ଦେଶରେ ବନ୍ଦ ଡାକରା ଦେଇଛି। ୩୧ଟି ସଂସ୍ଥା ଏଥିରେ ଯୋଗ…

ଅକ୍ଟୋବର ୧୦ ସୁଦ୍ଧା ସିବିଏସ୍‌ଇ ଦ୍ୱାଦଶ କମ୍ପାର୍ଟମେଣ୍ଟ ରେଜଲ୍ଟ

ଭୁବନେଶ୍ୱର,୨୫ା୯(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦ୍ୱାଦଶ କମ୍ପାର୍ଟମେଣ୍ଟ ପରୀକ୍ଷାଫଳ ଅକ୍ଟୋବର ୧୦ କିମ୍ବା ତା’ ପୂର୍ବରୁ ପ୍ରକାଶ ପାଇବ। ଏ ନେଇ ସିବିଏସ୍‌ଇ ପକ୍ଷରୁ ଗୁରୁବାର ସୁପ୍ରିମକୋର୍ଟକୁ ଅବଗତ କରାଯାଇଛି। ଯେହେତୁ ଅକ୍ଟୋବର ୩୧ ସୁଦ୍ଧା…

ରାଜ୍ୟ ସଭାର ୮୩ ଅଧିକାରୀ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୨୫।୯: ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନି। କରୋନା ଭିତରେ ଆରମ୍ଭ ହୋଇଥିବା ସଂସଦର ମୌସୁମୀ ଅଧିବେଶନ ଗତ ବୁଧବାର ନିର୍ଦ୍ଧାରିତ ସମୟର ଯଥେଷ୍ଟ ପୂର୍ବରୁ ଶେଷ କରାଯାଇଛି। ଏସବୁ ଭିତରେ ସଂସଦ ଚାଲିଥିବାବେଳେ ରାଜ୍ୟ ସଭାର ୮୩ ଅଧିକାରୀ…

ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫ା୯(ବ୍ୟୁରୋ): ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ଦୁଇଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନୂଆପଡା, ବଲାଙ୍ଗୀର, ବରଗଡ, ଝାରସୁଗୁଡା, ସୁନ୍ଦରଗଡ,…

ଏବେଠୁ ଚାଇନା ସତର୍କ

ଜାତିସଂଘ, ୨୫ା୯:ଜାତିସଂଘ ନିରାପତ୍ତା ପରିଷଦ (ୟୁଏନ୍‌ଏସ୍‌ସି)ରେ ତୁରନ୍ତ ସଂସ୍କାର ଆଣିବା ଲାଗି ଜି-୪ ଗ୍ରୁପ ଯଥା ଭାରତ, ବ୍ରାଜିଲ, ଜାପାନ ଓ ଜର୍ମାନୀ ‘ଟେକ୍ସ୍‌ଟ ବେସ୍‌ଡ ନେଗୋସିଏଶନ’ ଉପରେ ଗୁରୁତ୍ୱ ଦେବା ପରେ ଚାଇନା ଗୁରୁବାର ପ୍ରତିକ୍ରୟା ପ୍ରକାଶ କରିଛି। ଉଲ୍ଲେଖଯୋଗ୍ୟ,…

ଥମୁନିି କରୋନା ଆକ୍ରାନ୍ତଙ୍କ ସଂଖ୍ୟା,ଦିନକରେ ୮୬ ହଜାରରୁ ଅଧିକ ଚିହ୍ନଟ, ୧୧୪୧ ମୃତ୍ୟୁ

ନୂଆଦିଲ୍ଲୀ,୨୫।୯: ଦେଶରେ ଲଗାତାର କରୋନା ସଂକ୍ରମଣ ବଢିଚାଲିଛି। ଗତ କିଛି ଦିନ ହେବ କରୋନା ସଂକ୍ରମଣ ୮୦ ହଜାରରୁ ଅଧିକ ରହିଛି। ଶୁକ୍ରବାର ପୁଣିଥରେ ଦେଶରେ ସଂକ୍ରମଣ ମାମଲା ପ୍ରାୟ ୮୬ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ…

ଗୁଜରାଟକୁ ଯାଉଛନ୍ତି ସର୍ବାଧିକ ଶ୍ରମିକ: ସ୍ବାଭାବିକ ହେଉଛି ସ୍ଥିତି, କର୍ମସ୍ଥଳୀମୁହାଁ ପ୍ରବାସୀ

ଭୁବନେଶ୍ୱର,୨୫ା୯(ବ୍ୟୁରୋ): ଦେଶରେ କରୋନା ସଂକ୍ରମଣ ବଢ଼ୁଥିଲେ ମଧ୍ୟ ଜୀବନଜୀବିକା ଓ ଆର୍ଥିକ ସ୍ଥିତିକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏକ୍ଷେତ୍ରରେ ଧୀରେ ଧୀରେ ସ୍ଥିତି ସ୍ବାଭାବିକ ହେଉଥିବାରୁ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ ଯୋଗୁ ବିଭିନ୍ନ ରାଜ୍ୟରୁ ଓଡ଼ିଶା ଫେରିଥିବା ପ୍ରବାସୀ…

ଫିଟ୍‌ନେସ୍‌ ପାଇଁ ଏସବୁ ଜିନିଷକୁ ବାଏ ବାଏ କହିଛନ୍ତି କୋହଲି

ନୂଆଦିଲ୍ଲୀ,୨୫।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫିଟ ଇଣ୍ଡିଆ ଆନ୍ଦୋଳନର ପ୍ରଥମ ବାର୍ଷିକୀ ଅବସରରେ ଦେଶର କିଛି ଫିଟ୍‌ନେସ୍‌କୁ ଧ୍ୟାନ ଦେଉଥିବା ବଛାବଛା ସେଲିବ୍ରିଟିଙ୍କ ସହ କଥା ହୋଇଥିଲେ। ଏହି କ୍ରମରେ ଭାରତୀୟ କ୍ରିକେଟର ବିରାଟ କୋହଲି ମଧ୍ୟ ମୋଦିଙ୍କ ସହ କଥା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri