Home Left

ପ୍ରଥମ ମୁମ୍ବାଇ ଖେଳାଳି ଭାବେ ଏହି କିର୍ତ୍ତୀମାନ ସ୍ଥାପନ କଲେ କିରନ ପୋଲାର୍ଡ

ଆବୁଧାବି, ୨୩।୯: ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଓ କୋଲକାତା ନାଇଟ୍‌ ରାଇଡର୍ସ ମଧ୍ୟରେ ଆଇପିଏଲ୍‌-୧୩ର ୫ମ ମ୍ୟାଚ୍‌ ବୁଧବାର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଶେଖ୍‌ ଜାୟେଦ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ମୁମ୍ବାଇର କିରନ ପୋଲାର୍ଡ ଏକ କିର୍ତ୍ତୀମାନ ଲାଭ…

ହସ୍ପିଟାଲରେ ଭର୍ତ୍ତି ହେଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ

ନୂଆଦିଲ୍ଲୀ, ୨୩।୯: କରୋନା ଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇଥିବା ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ବୁଧବାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆମ୍‌ ଆଦ୍‌ମୀ ପାର୍ଟିର ଏହି ୪୮ ବର୍ଷୀୟ ବରିଷ୍ଠ ନେତାଙ୍କୁ ସ୍ଥାନୀୟ ସରକାରୀ ଲୋକ ନାୟକ ଜୟପ୍ରକାଶ ହସ୍ପିଟାଲରେ ଭର୍ତ୍ତି…

ଟସ୍‌ ହାରି ପ୍ରଥମେ ବ୍ୟାଟିଂ ସୁଯୋଗ ପାଇଲେ ରୋହିତ୍‌ ଶର୍ମା

ଆବୁଧାବି, ୨୩।୯: ଆଇପିଏଲ୍‌ ତ୍ରୟୋଦଶ ସଂସ୍କରଣର ୫ମ ମୁକାବିଲାରେ ବୁଧବାର ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଓ କୋଲକାତା ନାଇଟ୍‌ ରାଇଡର୍ସ ପରସ୍ପର ସାମ୍ନାସାମ୍ନି ହୋଇଛନ୍ତି। ସ୍ଥାନୀୟ ଶେଖ୍‌ ଜାୟେଦ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଟସ୍‌ ଜିତି କୋଲକାତା ନାଇଟ୍‌…

୯ ବର୍ଷ ପରେ ମିଳିଲା ବଲ୍‌; ଛକା ମାରି ହଜାଇଥିଲେ ଧୋନୀ

ମୁମ୍ବାଇ, ୨୩।୯: ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ୨୦୧୧ ଆଇସିସି ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଛକା ମାରି ଭାରତକୁ ବିଶ୍ୱ ବିଜେତା କରାଇଥିଲେ। ଧୋନୀ ଛକା…

୨ ବଲରେ ୨୭ ରନ ବ୍ୟୟ କଲେ ଏହି ବୋଲର୍‌

ଶାରଜା, ୨୩।୯: ଶାରଜା, ୨୩।୯: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ୧୩ତମ ସଂସ୍କରଣର ୪ର୍ଥ ମୁକାବିଲାରେ ମଙ୍ଗଳବାର ଗତଥରର ରନର୍ସଅପ୍‌ ଚେନ୍ନାଇ ସୁପର୍‌ କିଙ୍ଗ୍ସ ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍‌ରେ ଛକାର ବର୍ଷା ଦେଖିବାକୁ ମିଳିଥିଲା। ଟସ୍‌ ହାରି…

ହାଇଦ୍ରାବାଦ୍‌କୁ ଝଟ୍‌କା, ଆଇପିଏଲ୍‌ରୁ ବାଦ୍‌ ପଡ଼ିଲେ ଏହି ଅଷ୍ଟ୍ରେଲୀୟ ଖେଳାଳି

ଦୁବାଇ, ୨୩।୯: ଆଇପିଏଲ୍‌-୧୩ତମ ସଂସ୍କରଣ ଆରମ୍ଭରୁ ସନ୍‌ରାଉଜର୍ସ ହାଇଦ୍ରାବାଦ୍‌ ଟିମ୍‌କୁ ଝଟ୍‌କା ଲାଗିଛି। ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରଠାରୁ ହାରିଥିବା ହାଇଦ୍ରାବାଦର ଅଭିଜ୍ଞ ଅଲ୍‌ରାଉଣ୍ଡ ମିଚେଲ୍‌ ମାର୍ଶ ଟୁର୍ନାମେଣ୍ଟରୁ ବାହାର ହୋଇଯାଇଛନ୍ତି। ଆଘାତଜନିତ ସମସ୍ୟା ଲାଗି ମାର୍ଶ ଆଇପିଏଲ୍‌ର ଚଳିତ…

ଚିମୁଟାଏ ଲୁଣ ବଦଳାଇ ଦେବ ଭାଗ୍ୟ, ଘରେ ରହିବନି ଟଙ୍କାର ଅଭାବ

ଲୁଣ ସହିତ ପ୍ରାୟ ସମସ୍ତେ ପରିଚିତ। ମାତ୍ର ଆପଣ କ’ଣ ଏହା ଜାଣନ୍ତି ଲୁଣ ଘରେ ନକାରାତ୍ମକ ଶକ୍ତି ଦୂର କରିଥାଏ। ବାସ୍ତୁ ଅନୁଯାୟୀ ଲୁଣ କେବଳ ଖାଦ୍ୟର ସ୍ବାଦ ବଢ଼ାଏ ନାହିଁ, ଏହା ନକାରାତ୍ମକ ଶକ୍ତି ଦୂର କରେ। ଏହା…

କ୍ୟାନସର ରୋଗୀଙ୍କୁ କରୋନା ସଂକ୍ରମଣ ଅଧିକ, ଡାକ୍ତର ଦେଲେ ଏମିତି ପରାମର୍ଶ

ଭୁବନେଶ୍ୱର,୨୩ା୯(ବ୍ୟୁରୋ): କ୍ୟାନସର ରୋଗୀଙ୍କୁ କରୋନା ସଂକ୍ରମଣ ଅଧିକ ରହିଛି। ତେଣୁ କ୍ୟାନସର ସ୍ପେଶାଲିଷ୍ଟ ଡାକ୍ତର ସୁରେନ୍ଦ୍ର ସେନାପତି ଏ ସମ୍ପର୍କରେ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, କ୍ୟାନସର ରୋଗୀଙ୍କ ରୋଗ ପ୍ରତିରୋଧକ ଶକ୍ତି ବହୁତ କମ୍‌ ରହିଥାଏ। ତେଣୁ ସେମାନଙ୍କୁ କରୋନା…

କାର୍‌ ଚକାରେ ଗୁଡ଼ାଇ ହୋଇ ଯାଇଛି ବିରାଟକାୟ ସାପ, ଆଉ ତାପରେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଆଶ୍ଚର୍ଯ୍ୟ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ…

ଡ୍ରଗ୍ସ ମାମଲାରେ ଆଉ ଦୁଇ ଷ୍ଟାରଙ୍କ ନାମ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ଘଟଣାରେ ଡ୍ରଗ୍ସ ମାମଲା ଦିନକୁ ଦିନ ନୂଆମୋଡ଼ ନେଉଛି। ଏହି ମାମଲାରେ ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ, ଶ୍ରଦ୍ଧା କପୁର, ସାରା ଅଲ୍ଲୀ ଖାନଙ୍କ ସମେତ ଅନେକ ଅଭିନେତ୍ରୀ ଅଭିନେତାଙ୍କ ନାମ…

୪ ବର୍ଷ ଭିତରେ ୨୦୦ ଫିଲ୍ମ କରିଥିବା ଏହି ଲୋକପ୍ରିୟ ଅଭିନେତ୍ରୀଙ୍କ ମୃତ୍ୟୁ ଆଜିବି ରହସ୍ୟ ଘେରରେ

ସାଉଥ୍‌ ଫିଲ୍ମର ସବୁଠାରୁ ପ୍ରସିଦ୍ଧ ତାରକା ସିଲ୍କ ସ୍ମିତା ୨୩ ସେପ୍ଟେମ୍ବରରେ ନିଜ ଘରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିଲେ। କିନ୍ତୁ ତାଙ୍କ ମୃତ୍ୟୁ ଆଜି ପର୍ଯ୍ୟନ୍ତ ରହସ୍ୟ ଘେରରେ ରହିଛି । ସ୍ମିତା ସାଉଥ୍‌ ତାରକାମାନଙ୍କ ମଧ୍ୟରୁ ଜଣେ, ଯାହାର…

ରାଜଧାନୀ ଭୁବନେଶ୍ୱରରୁ ଆଉ ୩୦୧ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୨୩।୯(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ବୁଧବାର ଆଉ ୩୦୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୩ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୧୮ ଲୋକାଲ କେସ୍‌ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri