ଅର୍ଶଦୀପଙ୍କୁ ଜରିମାନା, ଜାଣନ୍ତୁ କାହିଁକି…
ଦୁବାଇ, ୧୦ା୩: ଅହମଦାବାଦରେ ଅନୁଷ୍ଠିତ ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍ ଫାଇନାଲ ସମୟରେ ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ ଡେରିଲ ମିଚେଲଙ୍କୁ ଲକ୍ଷ୍ୟ କରି ଅକ୍ରମଣାତ୍ମକ ଢଙ୍ଗରେ ବଲ୍ ଫିଙ୍ଗିଥିବାରୁ ତାଙ୍କ ମ୍ୟାଚ୍ ଫି’ର ୧୫ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ତାଙ୍କ ଶୃଙ୍ଖଳାଗତ…
ରାଉରକେଲା IGHରେ ଅଭାବନୀୟ ଘଟଣା: ଟଏଲେଟ୍ ପ୍ୟାନ୍ ଭିତରୁ ନବଜାତକର ମୃତଦେହ ଉଦ୍ଧାର, ବଢ଼ିଲା ଚର୍ଚ୍ଚା
ରାଉରକେଲା, ୧୦।୩ (ସଂଗୀତା ଜେନା): ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲ (IGH) ପରିସରରେ ଏକ ହୃଦୟ ବିଦାରକ ତଥା ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ହସ୍ପିଟାଲର ଜରୁରୀକାଳୀନ ବିଭାଗରେ ଥିବା ମହିଳା ଶୌଚାଳୟର ପ୍ୟାନ ଭିତରୁ ଏକ ନବଜାତ ଶିଶୁର ମୃତଦେହ…
ଓଡ଼ିଶାରେ ଗ୍ୟାସ ସିଲିଣ୍ଡରକୁ ନେଇ ସରକାର ବଡ଼ ଘୋଷଣା, କାଲିଠୁ…
ଭୁବନେଶ୍ୱର,୧୦।୩: ଓଡ଼ିଶାରେ ରନ୍ଧନ ଗ୍ୟାସ (LPG) ସଙ୍କଟକୁ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ରାଜ୍ୟ ସରକାର ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ବିଶେଷ କରି ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଯୋଗୁଁ ଗ୍ୟାସ ଅଭାବ ହେବା ନେଇ ଯେଉଁ ଗୁଜବ…
ଏଲପିଜି ସଙ୍କଟ: ଏସବୁ ରାଜ୍ୟରେ ବଢିଯିବ ଗ୍ୟାସଦର! ଓଡ଼ିଶାରେ…
ନୂଆଦିଲ୍ଲୀ,୧୦।୩: ବର୍ତ୍ତମାନ ପଶ୍ଚିମ ଏସିଆରେ ଚାଲିଥିବା ଇରାନ-ଇସ୍ରାଏଲ-ଆମେରିକା ଯୁଦ୍ଧ ଯୋଗୁଁ ଭାରତରେ ଏଲପିଜି (LPG) ବା ରନ୍ଧନ ଗ୍ୟାସ ଯୋଗାଣରେ ସମସ୍ୟା ଦେଖାଦେଇଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଏବଂ ‘ଷ୍ଟ୍ରେଟ ଅଫ ହର୍ମୁଜ’ (Strait of Hormuz) ପଥରେ ଜାହାଜ…
ମାର୍ଚ୍ଚ ୧୩ରେ ନିଯୁକ୍ତି ମେଳା: ଶିକ୍ଷିତ ଯୁବତୀ, ଯୁବକଙ୍କ ପାଇଁ ବଡ଼ ସୁଯୋଗ
କେନ୍ଦୁଝର,୧୦।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଶିକ୍ଷିତ ଯୁବତୀ, ଯୁବକମାନଙ୍କୁ ନିଯୁକ୍ତି ସୁଯୋଗ ଯୋଗାଇବା ଉଦ୍ଦେଶ୍ୟରେ ଆସନ୍ତା ୧୩ରେ ସ୍ଥାନୀୟ ଓଡ଼ିଶା ଖଣି ଓ ଯାନ୍ତ୍ରିକ ବିଦ୍ୟାଳୟ ପଡ଼ିଆରେ ଜିଲାସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ ହେବ। ଏନେଇ ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।…
ଏବେ ହିଁ କରନ୍ତୁ ଗ୍ୟାସ୍ ବୁକିଂ, ନ ହେଲେ ଆଉ ୨୫ଦିନ ଯାଏ ମିଳିବନି!…
ନୂଆଦିଲ୍ଲୀ,୧୦।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନାର ତାପ ଏବେ ଭାରତରେ ଅନୁଭୂତ ହେଉଛି। ତଥାପି, ଭାରତ ସରକାର LPG ଯୋଗାଣ ବ୍ୟବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଘରୋଇ ସିଲିଣ୍ଡରର ଗଚ୍ଛିତ ଏବଂ କଳାବଜାରୀ ରୋକିବା ପାଇଁ, ସରକାର ବୁକିଂ ନିୟମକୁ କଡ଼ାକଡ଼ି…
ଅଟୋ ପଛରେ ପିଟିହେଲା ବାଇକ୍ , ଆଉ ତା’ପରେ..
ଖଜୁରିପଡ଼ା, ୧୦ା୩ ( ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅଧୀନ ବାଉଁଶୁଣି ପୋଲରେ ମଙ୍ଗଳବାର ଏକ ବାଇକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଗୁରୁତର ୩ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଲାଇନ୍ପଡ଼ା ହାଟପଦା ସାହିର ଅମିତ୍ ନାୟକ, ସୀମାଞ୍ଚଳ…
ବିଧାନସଭାରେ ମନ୍ତ୍ରୀଙ୍କ ବଡ଼ ସୂଚନା
ଭୁବନେଶ୍ୱର,୧୦।୩: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ସିଂଖୁଣ୍ଟିଆ ମଙ୍ଗଳବାର ବିଧାନସଭାରେ ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ କୁମ୍ଭୀର ସଂଖ୍ୟା ବୃଦ୍ଧି ପାଇଥିବା ମନ୍ତ୍ରୀ କହିଛନ୍ତି। ଗତବର୍ଷ ତୁଳନାରେ ରାଜ୍ୟରେ କୁମ୍ଭୀର ସଂଖ୍ୟା ୩.୫୪% ବୃଦ୍ଧି ପାଇଛି। ବର୍ତ୍ତମାନ ରାଜ୍ୟରେ…
ଭୟଙ୍କର ହେଲା ଯୁଦ୍ଧ: ଏଣ୍ଟ୍ରି ମାରିଲା ଅଷ୍ଟ୍ରେଲିଆ, ବିଶ୍ୱରେ ଚହଳ…
ନୂଆଦିଲ୍ଲୀ,୧୦।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ୧୧ତମ ଦିନ, ଏବଂ ଏହି ୧୦ ଦିନରେ, ଇସ୍ରାଏଲ ଏବଂ ଇରାନ ସମେତ ପ୍ରାୟ ୧୫ଟି ଦେଶ ଭୟଙ୍କର କ୍ଷୟକ୍ଷତି ଦେଖିଛନ୍ତି। ଇରାନର ଭିତ୍ତିଭୂମିକୁ ନଷ୍ଟ କରିବା ପରେ, ଇସ୍ରାଏଲ ଏବଂ ଆମେରିକା ଇରାନର ତୈଳ…
୩ୟ ବିଶ୍ୱଯୁଦ୍ଧ ଆରମ୍ଭ! ଯୁଦ୍ଧକୁ ଡେଇଁଲା ପାକିସ୍ତାନର ବନ୍ଧୁରାଷ୍ଟ୍ର…
ନୂଆଦିଲ୍ଲୀ,୧୦।୩: ତୁର୍କୀ ଏବେ ଇରାନ ବିରୋଧରେ ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ମଧ୍ୟପ୍ରାଚ୍ୟ ବିବାଦରେ ସକ୍ରିୟ ଭାବରେ ସାମିଲ ହେବାକୁ ନିଜର ଅଭିପ୍ରାୟ ପ୍ରକାଶ କରିଛି। ତୁର୍କୀ ସେନା ଭୂମଧ୍ୟସାଗରରେ ଏକ ଇରାନୀ ବାଲିଷ୍ଟିକ କ୍ଷେପଣାସ୍ତ୍ରକୁ ଖସାଇ ଦେଇଥିବା ରିପୋର୍ଟ…
ଡାକ୍ତରୀ ଛାତ୍ରୀଙ୍କ ମୃତ୍ୟୁ ପରେ ଆକ୍ସନ ମୋଡ଼ରେ ପୋଲିସ, ସ୍ପିଡ୍ ବାଇକରମାନଙ୍କୁ ସାବାଡ଼ କରିବା ପାଇଁ ଆରମ୍ଭ ହେଲା ଅପରେଶନ
ବଲାଙ୍ଗୀର,୧୦।୩ ( ସୁନିଲ କୁମାର ମହାନ୍ତି): ଦୁର୍ଘଟଣାରେ ସରକାରୀ ଆୟୁର୍ବେଦିକ କଲେଜର ଡାକ୍ତରୀ ଛାତ୍ରୀଙ୍କ ମୃତ୍ୟୁ ପରେ ଏବେ ଆକ୍ସନ ମୋଡ଼ରେ ବଲାଙ୍ଗୀର ଟାଉନ ପୋଲିସ । ବଲାଙ୍ଗୀର ସହରରେ ସ୍ପିଡ୍ ବାଇକରମାନଙ୍କୁ ସାବାଡ଼ କରିବା ପାଇଁ ପୋଲିସ ଅପରେସନ “ସୁପର”…
ଚାଷୀଙ୍କ ଆନ୍ଦୋଳନକୁ ସମର୍ଥନ କରି ଆଗକୁ ଆସିଲା ବିଜେଡି: ପୋଲିସ ସହିତ ମୁହାଁମୁହିଁ ପରେ…
ବରଗଡ଼,୧୦।୩(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଦାବି ନେଇ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଆନ୍ଦୋଳନ ଜାରି ରହିଛି। ଗତ ୫ତାରିଖରୁ ଧାନବସ୍ତା ଗଦା କରି ବରଗଡ଼ ଜିଲା ଭେଡେନ ବ୍ଲକ ଅନ୍ତର୍ଗତ ସହରାଟିକ୍ରା ଧାନ କ୍ରୟକେନ୍ଦ୍ର ଉପରେ ନିର୍ଭରଶୀଳ ଗ୍ରାମର ଚାଷୀମାନେ…

