କେନ୍ଦ୍ର, ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ: ଦେହଜୀବୀଙ୍କୁ ଆର୍ଥିକ ସହାୟତା ଦିଅ
ଭୁବନେଶ୍ୱର, ୨୩।୯(ବ୍ୟୁରୋ):କରୋନା ମହାମାରୀ ଯୋଗୁ ଦେହଜୀବୀମାନେ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସେମାନଙ୍କୁ ତୁରନ୍ତ ଆର୍ଥିକ ସହାୟତା ଦେବା ସହ ଖାଦ୍ୟସାମଗ୍ରୀ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ଦ୍ରବ୍ୟ ଯୋଗାଇ ଦେବାକୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି…
କଳାକାରଙ୍କ ତଥ୍ୟ ରଖିବ ‘ଆମ ଶିଳ୍ପୀ: ଆମ ଗର୍ବ’
ଭୁବନେଶ୍ୱର, ୨୩।୯(ବ୍ୟୁରୋ):ପାରମ୍ପରିକ କଳା ଓ କଳାକାରଙ୍କ ବିକାଶ ପାଇଁ ନୂଆ ପଦକ୍ଷେପ ଗ୍ରହଣ କରିବ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ। କଳା ଓ କଳାକାରଙ୍କୁ ସାମ୍ନାକୁ ଆଣିବାକୁ ବିଭାଗ ଅଧୀନ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ବିଭିନ୍ନ…
ଧୋନୀଙ୍କୁ ହାତଯୋଡି ନମସ୍କାର କଲେ ଏହି କ୍ରିକେଟର୍
ଶାରଜା,୨୩।୯: ଚଳିତବର୍ଷ ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୦ରେ ରାଜସ୍ଥାନ ରୟାଲ୍ସ ପକ୍ଷରୁ ଯୁବ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲ ଡେବ୍ୟୁ କରିଛନ୍ତି। ସେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ ନିଜ ଆଇପିଏଲ୍ କ୍ୟାରିୟରର ପ୍ରଥମ ମ୍ୟାଚ୍ ଖେଳିଛନ୍ତି। ଯଦିଓ ସେ ମାତ୍ର ୬…
୯ ମାସ ବିତିଲା: ବାହାରିନି ରେଜଲ୍ଟ
କଟକ ଅଫିସ, ୨୩।୯:ରେଭେନ୍ଶା ବିଶ୍ୱବିଦ୍ୟାଳୟରେ ଗତ ୨୦ ତାରିଖରୁ ପିଜି ଏବଂ ୟୁଜିର ଶେଷ ସେମିଷ୍ଟର ପରୀକ୍ଷା ଆରମ୍ଭ ହୋଇଛି। ଛାତ୍ରୀଛାତ୍ରମାନେ ଘରେ ରହି ଅନ୍ଲାଇନରେ ପରୀକ୍ଷା ଦେଉଛନ୍ତି। ହେଲେ ପିଜିର ପ୍ରଥମ ସେମିଷ୍ଟର ବ୍ୟାକ ପେପର ପରୀକ୍ଷା ରେଜଲ୍ଟ ଏପର୍ଯ୍ୟନ୍ତ…
ଭୁବନେଶ୍ୱରର ଐତିହ୍ୟସ୍ଥଳ ଅଞ୍ଚଳରେ ୟୁନିଫର୍ମ ରହିବ ସାଇନ୍ବୋର୍ଡ
ଭୁବନେଶ୍ୱର, ୨୩।୯(ବ୍ୟୁରୋ):ଏଣିକି ରାଜଧାନୀରେ ଥିବା ଐତିହ୍ୟସ୍ଥଳୀଗୁଡ଼ିକରେ ଅସମାନ ସାଇନ୍ ବୋର୍ଡ ରହିବ ନାହିଁ। ସେହିପରି ଐତିହ୍ୟସ୍ଥଳର ନିର୍ଦ୍ଧାରିତ ପରିସୀମା ଭିତରେ କେହି ମନଇଚ୍ଛା ସାଇନ୍ବୋର୍ଡ ଲଗାଇପାରିବେ ନାହିଁ। ଏନେଇ ମଙ୍ଗଳବାରଠାରୁ କଟକଣା ଲଗାଇଛି ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)। ଏଣିକି ଗୋଟିଏ…
ଶାହିନ୍ବାଗ୍ରୁ ଟାଇମ୍ ପତ୍ରିକା: ପ୍ରଭାବଶାଳୀ ତାଲିକାରେ ବିଲ୍କିସ୍ ଦାଦୀ
ନୂଆଦିଲ୍ଲୀ, ୨୩।୯: ଟାଇମ୍ ମାଗାଜିନ୍ର ୨୦୨୦ର ପ୍ରଭାବଶାଳୀ ବ୍ୟକ୍ତିଙ୍କ ତାଲିକାରେ ଭାରତର ଜଣେ ୮୨ ବର୍ଷ ବୟସ୍କା ବୃଦ୍ଧା ବିଲ୍କିସ୍ ଦାଦୀ ରହିଛନ୍ତି। ସେ ନାଗରିକତ୍ୱ ସଂଶୋଧନ ଆଇନ ବିରୋଧରେ ଦିଲ୍ଲୀର ଶାହିନ୍ବାଗ୍ରେ ଧାରଣାରେ ବସିଥିଲେ। ଶାହିନ୍ବାଗ୍ର ଧାରଣା ଯେ ଦିନେ…
ଗଞ୍ଜାମକୁ ଆସୁଥିବା ଲୋକଙ୍କ ଉପରେ ରଖାଯିବ ନଜର: ନିର୍ଦ୍ଦେଶ ଦେଲେ ଜ଼ିଲାପାଳ
ଛତ୍ରପୁର, ୨୩।୯(ଡି.ଏନ.ଏ): ଗଞ୍ଜାମରେ କରୋନା ସ୍ଥିତିରେ ବେଶ୍ ସୁଧାର ଆସିଛି । ଏନେଇ ଜ଼ିଲାବାସୀଙ୍କୁ ଜ଼ିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଏକ ଭିଡିଓ ବାର୍ତ୍ତାରେ ଧନ୍ୟବାଦ ଜଣାଇଛନ୍ତି। ତେବେ ଏବେ ବି ବିପଦ ଟଳିନି। କେତେ ଲୋକେ ସମ୍ପୂର୍ଣ୍ଣ ଭୟମୁକ୍ତ ହୋଇ…
ମିଳିନି କ୍ଷତିପୂରଣ, ଉପଜିଲାପାଳ ଅଫିସ ଘେରିଲେ ଚାଷୀ
ବରଗଡ ଅଫିସ,୨୩।୯- ଚଳିତ ଖରିଫ ଚାଷ ପ୍ରାୟ ଅଧେ ସରିଯାଇଛି। ମାତ୍ର ଏ ପର୍ଯ୍ୟନ୍ତ ବରଗଡ ଜିଲା ପଦ୍ମପୁର ଉପଖଣ୍ଡ ପାଇକମାଳ ବ୍ଲକର ଲଖମରା, ଭେଙ୍ଗରାଜପୁର, ବାଦିକଟା ପଞ୍ଚାୟତ ସମେତ ଆଖପାଖ ବିଭିନ୍ନ ଅଞ୍ଚଳର କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ୨୦୧୯ ଖରିଫ ଫସଲ…
ଜଗନ୍ନାଥଙ୍କ ଶରଣାପନ୍ନ ହେଲା ପାତି ମାଙ୍କଡ
ପୁରୁଷୋତ୍ତମପୁର, ୨୩।୯(ଡି.ଏନ.ଏ.) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ପରିସରରେ ଥିବା ଜଗନ୍ନାଥ ମନ୍ଦିରରେ ମଙ୍ଗଳବାର ସଂଧ୍ୟାରେ ଏକ ବିସ୍ମୟକର ଘଟଣା ଦେଖିବାକୁ ମିଳଥିଲା। ଏକ ପାତି ମାଙ୍କଡ ମନ୍ଦିର ଭିତରେ ପଶି ଜଗନ୍ନାଥଙ୍କୁ ଜାବୁଡି ଧରି ମୁଣ୍ଡ ପୋତି ବସିଥିବାର ଦେଖିବାକୁ…
ଉପବାସ ଭାଙ୍ଗିଲେ ହରିବଂଶ
ନୂଆଦିଲ୍ଲୀ, ୨୩।୯: ରାଜ୍ୟ ସଭାରେ ୮ ଜଣ ଏମ୍ପିିଙ୍କ ଆଚରଣରେ ଅପମାନବୋଧ ମନେ କରିଥିବା ଉପ ବାଚସ୍ପତି ହରିବଂଶ ଦିନିକିଆ ଆତ୍ମଶୁଦ୍ଧି ଉପବାସ ମଙ୍ଗଳବାରଠାରୁ ଆରମ୍ଭ କରିଥିଲେ। ବୁଧବାର ସେ ଉପବାସ ଭଙ୍ଗ କରିଛନ୍ତି। ଜନତା ଦଳ(ୟୁ) ଏମ୍ପି ରାଜୀବ ରଞ୍ଜନ…
କରୋନା ନେଲା ୧୫ ଜୀବନ
ଭୁବନେଶ୍ୱର,୨୩।୯(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୧୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୩୬କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ୧୫…
ପ୍ରବଳ ବର୍ଷା: ବମ୍ବେ ହାଇକୋର୍ଟ ଘୋଷଣା କଲା ‘ରେନି ଡେ’
ମୁମ୍ବାଇ, ୨୩।୯: ପ୍ରବଳ ବର୍ଷା ଯୋଗୁ ମୁମ୍ବାଇରେ ସାଧାରଣ ଜୀବନ ଯାତ୍ରା ଅଚଳ ହୋଇ ପଡ଼ିଛି। ରାସ୍ତାଘାଟରେ ଛାତିଏ ପାଣି ଜମି ରହିଛି। ଏହାକୁ ଦୃଷ୍ଟିରେ ରଖି ବମ୍ବେ ହାଇକୋର୍ଟ ପକ୍ଷରୁ ବୁଧବାରକୁ ‘ରେନି ଡେ’ ଛୁଟି ଘୋଷଣା କରାଯାଇଛି। କୋର୍ଟର…
Archives


