Home Left

ସବୁ ହସ୍ପିଟାଲରେ ରହିବ କୋଭିଡ୍‌ ହେଲ୍ପ ଡେସ୍କ

ଭୁବନେଶ୍ୱର, ୨୩।୯(ବ୍ୟୁରୋ):ରାଜ୍ୟର ସମସ୍ତ ସରାକରୀ ଓ ଘରୋଇ ହସ୍ପିଟାଲରେ କୋଭିଡ୍‌ ହେଲ୍ପ ଡେସ୍କ ରହିବ। ଚିକିତ୍ସିତ ହେଉଥିବା କୋଭିଡ୍‌ ଆକ୍ରାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସଂକ୍ରାନ୍ତରେ ପରିବାର ଲୋକେ ପଚାରି ବୁଝିପାରିବେ। ମଙ୍ଗଳବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି…

ଜାତୀୟ ଶିକ୍ଷାନୀତି ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ

ଭୁବନେଶ୍ୱର, ୨୩।୯(ବ୍ୟୁରୋ):ଜାତୀୟ ଶିକ୍ଷାନୀତି ଭାରତୀୟ ସଂସ୍କୃତି, ଶୈକ୍ଷିକ ପରମ୍ପରା, ଚିନ୍ତନ ଓ ତତ୍ତ୍ବ ଉପରେ ଆଧାରିତ। ଏହା ମାଧ୍ୟମରେ ଭାରତୀୟତା ସ୍ପଷ୍ଟ ଭାବରେ ପ୍ରକାଶିତ ଓ ପ୍ରସାରିତ ହୋଇପାରିବ। ଭାରତୀୟତା ହେଉଛି ବିଶ୍ୱଜନୀନତା, ଯାହାର ଆବଶ୍ୟକତା ସାମ୍ପ୍ରତିକ ବିଶ୍ୱ ପାଇଁ ଏକାନ୍ତ…

ଦୁର୍ଦ୍ଦିନରେ କମିଶନରେଟ ପୋଲିସ

ଭୁବନେଶ୍ୱର, ୨୩।୯(ବ୍ୟୁରୋ) :କରୋନା ଲଢ଼େଇରେ ଆଗଧାଡ଼ିର ଯୋଦ୍ଧା ହେଉଛନ୍ତି ପୋଲିସ। ତେବେ ରାଜ୍ୟର ସବୁଠୁ ଜନଗହଳିପୂର୍ଣ୍ଣ ରାଜଧାନୀ ଭୁବନେଶ୍ୱର ଓ କଟକରେ ସଂକ୍ରମଣ ରୋକିବାରେ ପ୍ରମୁଖ ଭୂମିକା ନେଉଛି କମିଶନରେଟ ପୋଲିସ। ନିଜ ଜୀବନକୁ ବାଜି ଲଗାଇ ସକାଳୁ ରାତି ସଜାଗ…

ନଭେମ୍ବରରୁ ୟୁଜି, ପିଜି ପାଇଁ ନୂଆ ଶିକ୍ଷାବର୍ଷ

ଭୁବନେଶ୍ୱର, ୨୩।୯(ବ୍ୟୁରୋ):କରୋନା ସ୍ଥିତି ଲାଗି ଚଳିତବର୍ଷ ଅଣ୍ଡର ଗ୍ରାଜୁଏଟ(ୟୁଜି) ଓ ପୋଷ୍ଟ ଗ୍ରାଜୁଏଟ(ପିଜି) ଶିକ୍ଷାବର୍ଷକୁ ପରିବର୍ତ୍ତନ କରାଯାଇଛି। ମାର୍ଚ୍ଚ ପରିବର୍ତ୍ତେ ଏଥର ନଭେମ୍ବରରୁ ନୂତନ ଶିକ୍ଷାବର୍ଷ ଆରମ୍ଭ ହୋଇ ୨୦୨୧ ଅଗଷ୍ଟ ପର୍ଯ୍ୟନ୍ତ ଚାଲିବ। କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ୨୦୨୦-୨୧…

ଶ୍ରମ ବିଲ୍‌କୁ ବିଜେଡିର ସମର୍ଥନ

ଭୁବନେଶ୍ୱର, ୨୩।୯(ବ୍ୟୁରୋ):ବିଜୁ ଜନତା ଦଳ(ବିଜେଡି) ମଙ୍ଗଳବାର ଲୋକ ସଭାରେ ଆଗତ କରାଯାଇଥିବା ଶ୍ରମିକ ସମ୍ବନ୍ଧୀୟ ୩ଟି ବିଲ୍‌କୁ ସମର୍ଥନ ଦେଇଛି। ସେହି ବିଲ୍‌ଗୁଡିକ ହେଲା ଅକୁପେଶନାଲ ସେଫ୍ଟି , ହେଲ୍‌ଥ ଆଣ୍ଡ ଓ୍ବାର୍କିଂ କଣ୍ଡିଶନସ୍‌ କୋଡ୍‌-୨୦୨୦, ଇଣ୍ଡଷ୍ଟ୍ରିୟାଲ ରିଲେଶନ କୋଡ ବିଲ୍‌-୨୦୨୦…

ଏହି ହସ୍ପିଟାଲରେ କରୋନା ଆକ୍ରାନ୍ତଙ୍କୁ ଦିଆଯାଉଛି ଆଇପିଏଲ୍‌ ମ୍ୟାଚ୍ ଦେଖିବାର ସୁଯୋଗ

ନୋଏଡା, ୨୨।୯: ଉତ୍ତର ପ୍ରଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବାବେଳେ ନୋଏଡାରେ ଥିବା ଏକ ହସ୍ପିଟାଲରେ ଆକ୍ରାନ୍ତଙ୍କ ଲାଗି ଅଦ୍ଭୁତ ସୁବିଧା ଯୋଗାଇ ଦିଆଯାଇଛି। ନୋଏଡାସ୍ଥିତ ଯଥାର୍ଥ ହସ୍ପିଟାଲରେ କରୋନା ଆକ୍ରାନ୍ତଙ୍କ ମନୋବଳ ବଢ଼ାଇବା ଉଦ୍ଦେଶ୍ୟରେ ହସ୍ପିଟାଲର ୮ମ ମହଲାରେ…

ସାମ୍‌ସନଙ୍କ ବିସ୍ଫୋରକ ଅର୍ଦ୍ଧଶତକ; ଚେନ୍ନାଇ ସାମ୍ନାରେ ୨୧୭ ଟାର୍ଗେଟ୍‌ ରଖିଲା ରାଜସ୍ଥାନ

ଶାରଜା, ୨୨।୯: ଆଇପିଏଲ୍‌-୧୩ର ୪ର୍ଥ ମୁକାବିଲାରେ ମଙ୍ଗଳାବର ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର୍‌ କିଙ୍ଗ୍ସ ଓ ରାଜସ୍ଥାନ ରୟାଲ୍ସ ସାମ୍ନାସାମ୍ନି ହୋଇଛନ୍ତି। ଏଥିରେ ଟସ୍‌ ହାରି ପ୍ରଥମେ ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ରାଜସ୍ଥାନ ନିର୍ଦ୍ଧାରିତ ୨୦ ଓଭରରେ ୭…

ଟାର୍ଗେଟ୍‌ ପୂରଣ ପାଇଁ ନିଜର ୧୫ଥର କରୋନା ଟେଷ୍ଟ କଲେ ଡାକ୍ତର

ମଥୁରା, ୨୨।୯: ଉତ୍ତର ପ୍ରଦେଶର ମଥୁରାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ଜଣେ ଡାକ୍ତର ଟାର୍ଗେଟ୍‌ ପୂରଣ କରିବା ଲାଗି ୧୫ଥରରୁ ଊର୍ଦ୍ଧ୍ୱ ନିଜର କରୋନା ଟେଷ୍ଟ କରାଇଛନ୍ତି। ଏଭଳି ଭାବେ କରୋନା ଟେଷ୍ଟ କରାଉଥିବା ଡାକ୍ତରଙ୍କ ଭିଡିଓ…

ତାଲା ଭାଙ୍ଗି ଜେଲରୁ ଫେରାର୍‌ ହୋଇଗଲେ ୮ କଏଦୀ

ହରିଦ୍ୱାର, ୨୨।୯: ଉତ୍ତରାଖଣ୍ଡ ହରିଦ୍ୱାରର ଏକ ଅସ୍ଥାୟୀ ଜେଲରୁ ୮ ଜଣ ବିଚାରଧୀନ କଏଦୀ ତାଲା ଭାଙ୍ଗି ଫେରାର୍‌ ହୋଇଯାଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣ ନରେନ୍ଦ୍ର ବାଲ୍ମିକୀ ଗ୍ୟାଙ୍ଗର ସଦସ୍ୟ ଥିଲେ। ଫେରାର୍‌ ହୋଇଥିବା ସମସ୍ତ ୮ ଜଣ କଏଦୀ…

ଓଡ଼ିଶାରେ କରୋନା ଆରୋଗ୍ୟ ସଂଖ୍ୟା ଦେଢ଼ ଲକ୍ଷ ଟପିଲା

ଭୁବନେଶ୍ୱର, ୨୨।୯: ଓଡ଼ିଶାରେ ମଙ୍ଗଳବାର ସୁଦ୍ଧା ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ଦିଆଯାଇଥିବା ସୂଚନା ଅନୁଯାୟୀ ମଙ୍ଗଳବାର ୩ ହଜାର ୮୩୪ ଜଣ…

ଟସ୍‌ ଜିତି ପ୍ରଥମେ ଫିଲ୍ଡିଂ କରିବାକୁ ଧୋନୀଙ୍କ ନିଷ୍ପତ୍ତି

ଶାରଜା, ୨୨।୯: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ୧୩ତମ ସଂସ୍କରଣର ୪ର୍ଥ ମୁକାବିଲାରେ ମଙ୍ଗଳବାର ଗତଥରର ରନର୍ସଅପ୍‌ ଚେନ୍ନାଇ ସୁପର୍‌ କିଙ୍ଗ୍ସ ଓ ରାଜସ୍ଥାନ ରୟାଲ୍ସ ପରସ୍ପରକୁ ଭେଟିଛନ୍ତି। ଏହି ମ୍ୟାଚ୍‌ରେ ଟସ୍‌ ଜିତି ଚେନ୍ନାଇ ସୁପର୍‌ କିଙ୍ଗ୍ସର ଅଧିନାୟକ ମହେନ୍ଦ୍ର…

ଆର୍‌ସିବି ପାଇଁ ୨୦୦ ଛକା ମାରିଲେ ଏବି ଡି ଭିଲର୍ସ

ଦୁବାଇ, ୨୨।୯: ରୟାଲ୍‌ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ପକ୍ଷରୁ ପ୍ରତିନିଧିତ୍ବ କରୁଥିବା ବିସ୍ଫୋରକ ଦକ୍ଷିଣ ଆଫ୍ରିକା ବ୍ୟାଟ୍ସମ୍ୟାନ ଏବି ଡି ଭିଲର୍ସ ନିଜ ଫ୍ରାଞ୍ଚାଇଜ୍‌ ପାଇଁ ୨୦୦ ଛକା ମାରିବାର ସୌଭାଗ୍ୟ ଲାଭ କରିଛନ୍ତି। ସୋମବାର ବାଙ୍ଗାଲୋର ଓ ସନ୍‌ରାଇଜର୍ସ ହାଇଦ୍ରାବାଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri