Home Left

ଯୁକ୍ତ ୨ ନାମଲେଖା ସମୟସୀମା ବୃଦ୍ଧି

ଭୁବନେଶ୍ୱର,୨୨।୯(ବ୍ୟୁରୋ): ଯୁକ୍ତ ୨ ପ୍ରଥମ ପର୍ଯ୍ୟାୟ ନାମଲେଖା ସମୟ ବୃଦ୍ଧି କରାଯାଇଛି। ଚଳିତମାସ ୨୬ ପରିବର୍ତ୍ତେ ୩୦ ପର୍ଯ୍ୟନ୍ତ ଏହାକୁ ଘୁଞ୍ଚାଇ ଦିଆଯାଇଥିବା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ନାମଲେଖା ପ୍ରକ୍ରିୟା ସମୟରେ କୋଭିଡ ନିର୍ଦ୍ଦେଶାବଳୀ ଉପରେ…

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଦେହଜୀବୀଙ୍କୁ ମିଳୁନି ସହାୟତା

ଭୁବନେଶ୍ୱର,୨୨।୯(ବ୍ୟୁରୋ): ସୁପ୍ରିମକୋର୍ଟ ଦେହଜୀବୀଙ୍କ ଦୁଃଖ ବୁଝି ଗତ ୧୪ତାରିଖରେ ଆର୍ଥିକ ସହାୟତା ଯୋଗାଇ ଦେବାକୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ହେଲେ ଏହି ନିର୍ଦ୍ଦେଶ ପରେ ମଧ୍ୟ ସେମାନଙ୍କୁ କୌଣସି ସୁବିଧା ଦିଆଯାଇ ନାହିଁ। କୋଭିଡ୍‌-୧୯ ସମୟରେ ଦେହଜୀବୀମାନେ…

ବୁଡ଼େଇଲା, ଭସେଇଲା ବର୍ଷା

ଭୁବନେଶ୍ୱର, ୨୨।୯ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ସୋମବାର ପ୍ରବଳ ବର୍ଷା ହୋଇଥିଲା। ସନ୍ଧ୍ୟାସୁଦ୍ଧା ୮୦ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଥିବାବେଳେ କେତେବେଳେ ଝିପି ଝିପି ତ ଆଉ କେତେବେଳେ ମୁଷଳ ଧାରାରେ ବର୍ଷିଥିଲା। ବିଭିନ୍ନ ସ୍ଥାନରେ ଡ୍ରେନ୍‌ ନିର୍ମାଣ ଓ…

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସରେ ସତ୍ୟପ୍ରକାଶ

ପୁରୀ ଅଫିସ, ୨୨।୯: ଆଇସ୍‌କ୍ରିମ କାଠିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ତିଆରି କରି ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସରେ ନିଜ ନଁାକୁ ସ୍ଥାନିତ କରିଛନ୍ତି ପୁରୀର ଯୁବ ଶିଳ୍ପୀ ସତ୍ୟପ୍ରକାଶ ନାୟକ। ମାତ୍ର ୧୮ ବର୍ଷ ବୟସରେ ଏହି ସଫଳତା…

ବନ୍ଧ କରି ଜମିକୁ ପାଣି ନେଲେ ଚାଷୀ

ଖୋର୍ଦ୍ଧା ଅଫିସ,୨୨।୯: ଚଳିତ ବନ୍ୟାରେ ଖୋର୍ଦ୍ଧା ଜିଲାରେ ବ୍ୟାପକ କ୍ଷତି ହୋଇଛି। ବୋଲଗଡ଼ ବ୍ଲକ ଅସରଳା ପଞ୍ଚାୟତର ଅସରଦଳ ଗ୍ରାମ ନିକଟ ମାଳିବନ୍ଧଠାରେ ଜମିକୁ ଜଳସେଚନ ଲାଗି ହୋଇଥିବା ଏକ ଚେକ ଡ୍ୟାମ ବନ୍ୟାଜଳରେ ଧୋଇଯାଇଛି। ଏହାର ମରାମତି ପାଇଁ ପ୍ରଶାସନ…

କଙ୍କଡ଼ାରେ ନୃସିଂହ ଅବତାର ଚର୍ଚ୍ଚା

ପୁରୀ ଅଫିସ, ୨୨।୯: ପୁରୀ ସମୁଦ୍ରରୁ ମିଳିଛି ଏକ ଭିନ୍ନ ପ୍ରଜାତିର କଙ୍କଡ଼ା। ପୂର୍ବରୁ ଏମିତି କଙ୍କଡ଼ା ଦେଖି ନ ଥିବା ମତ୍ସ୍ୟଜୀବୀମାନେ କହିଛନ୍ତି। କଙ୍କଡ଼ାରେ ମହାପ୍ରଭୁଙ୍କ ନୃସିଂହ ଅବତାର ରହିଥିବା ଚର୍ଚ୍ଚା ହେଉଛି। ଏହାକୁ ଦେଖିବା ଲାଗି ଲୋକଙ୍କ ଭିଡ଼…

୪୨ ବର୍ଷ ତଳେ ଏଲିଅନ୍‌କୁ ଗୁଳିମାଡ଼ କରିଥିଲା ଆମେରିକା !

ଓ୍ବାଶିଂଟନ, ୨୨।୯: ଏଲିଅନ୍‌ର ଉପସ୍ଥିତି ନେଇ ବହୁ କଥା ଶୁଣିବାକୁ ମିଳିଥାଏ। ଏହାକୁ ନେଇ ବହୁ ଫିଲ୍ମ ମଧ୍ୟ ହୋଇ ସାରିଛି। କେତେକ ଏହାକୁ କାଳ୍ପନିକ ବୋଲି ମନେ କରିଥାନ୍ତି। ତେବେ ପୃଥିବୀ ଭଳି ଜୀବନ୍ତ ଗ୍ରହର ଉପସ୍ଥିତିକୁ ମହାକାଶ ବିଜ୍ଞାନୀମାନେ…

ଯୁକ୍ତ୨ ନାମଲେଖା ଆରମ୍ଭ

ଭୁବନେଶ୍ୱର, ୨୨।୯(ବ୍ୟୁରୋ): ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ସଂସ୍କୃତ ବିଭାଗରେ ନାମଲେଖା ସୋମବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କରେ ମନୋନୀତ ଛାତ୍ରୀଛାତ୍ରମାନେ ଦୁଇଟି ପର୍ଯ୍ୟାୟରେ ସକାଳ ୯ଟାରୁ ଅପରାହ୍ନ ୧ଟା ଓ ଅପରାହ୍ନ ୧ଟା…

ଶରଦ ପାଓ୍ବାର-ଉଦ୍ଧବ ଠାକ୍‌ରେଙ୍କୁ ଆୟକର ନୋଟିସ୍‌

ନୂଆଦିଲ୍ଲୀ, ୨୨।୯: ରାଜ୍ୟ ସଭାରେ ୮ ଏମ୍‌ପିଙ୍କ ନିଲମ୍ବନ ନେଇ ଦେଶର ରାଜନୈତିକ କ୍ଷେତ୍ରରେ ଝଡ଼ ଉଠିଛି। ଏପରିସ୍ଥଳେ ମଙ୍ଗଳବାର ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାର ଏବଂ ଶିବସେନା ସୁପ୍ରିମୋ ତଥା ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଆୟକର ବିଭାଗ ପକ୍ଷରୁ ନୋଟିସ୍‌…

ଦିଲ୍ଲୀରୁ ଓଡ଼ିଶାକୁ ରିଲିଫ ଟ୍ରକ୍‌ ପଠାଇଲା ଭାଜପା

ଭୁବନେଶ୍ୱର, ୨୨।୯(ବ୍ୟୁରୋ):  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୦ତମ ଜନ୍ମଦିନ ଅବସରରେ ଦେଶବ୍ୟାପୀ ସେବା ସପ୍ତାହ ପାଳନ କରାଯାଇଛି । ଏହି ଅବସରରେ ସୋମବାର ନୂଆଦିଲ୍ଲୀସ୍ଥିତ କେନ୍ଦ୍ରୀୟ କାର୍ଯ୍ୟାଳୟରୁ ଏକ ରିଲିଫ ସାମଗ୍ରୀ ବୋଝେଇ ଟ୍ରକ୍‌ ଓଡ଼ିଶାରେ ବନ୍ୟା ପୀଡ଼ିତଙ୍କ ଉଦ୍ଦେଶ୍ୟରେ ଯାତ୍ରା…

ରୋଗୀଙ୍କୁ କାନ୍ଧରେ ବୋହିଲେ ଆମ୍ବୁୁଲାନ୍ସ କର୍ମଚାରୀ

ଭୁବନେଶ୍ୱର, ୨୨।୯(ବ୍ୟୁରୋ): ଆମ୍ବୁୁଲାନ୍ସ କର୍ମଚାରୀଙ୍କ ନିଃସ୍ବାର୍ଥପର ସେବା ଓ ଉପସ୍ଥିତ ବୁଦ୍ଧି ଯୋଗୁ ଅନେକ ସମୟରେ ବହୁ ଜୀବନ ରକ୍ଷା ପାଇଯାଉଛି। କେତେବେଳେ ରୋଗୀଙ୍କୁ ରକ୍ତ ଦେଇ ଜୀବନ ବଞ୍ଚାଉଛନ୍ତି ତ ଆଉ କେତେବେଳେ ନିଜ ଜୀବନକୁ ବାଜି ଲଗାଇ ମହାନତା…

ପୁରୀ ଜିଲାରେ ସଂକ୍ରମଣ ବୃଦ୍ଧି ନେଇ ସରକାରଙ୍କ ଗୁରୁତ୍ୱ

ଭୁବନେଶ୍ୱର,୨୨।୯(ବ୍ୟୁରୋ): ପୁରୀ ଜିଲାରେ କୋଭିଡ୍‌ ସଂକ୍ରମଣ କମାଇବା ପାଇଁ ରାଜ୍ୟ ସରକାର ଗୁରୁତ୍ୱାରୋପ କରିଛନ୍ତି। ସୋମବାର ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଭିଡିଓ କନ୍‌ଫରେନ୍ସରେ ଜିଲାର କୋଭିଡ୍‌ ପରିସ୍ଥିତି ନେଇ ସମୀକ୍ଷା କରିଛନ୍ତି। ଜିଲାରେ ହେଉଥିବା ନମୁନା ପରୀକ୍ଷାକୁ ଅଧିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri