Home Left

କୃଷି ବିଲ୍‌ ଚାଷୀଙ୍କୁ ରସାତଳଗାମୀ କରିବ: ଯୁବ କଂଗ୍ରେସ

ଭୁବନେଶ୍ୱର ୨୨।୯ (ବ୍ୟୁରୋ) କେନ୍ଦ୍ରର କୃଷି ବିଲ୍‌ ପ୍ରତିବାଦରେ ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ସୋମବାର ଏକ ବିକ୍ଷୋଭ ଶୋଭାଯାତ୍ରା କରାଯାଇଛି। ଯୁବ କଂଗ୍ରେସ ସଭାପତି ସ୍ମୃତି ରଞ୍ଜନ ଲେଙ୍କାଙ୍କ ନେତୃତ୍ୱରେ ଏକ ବିକ୍ଷୋଭ ଶୋଭଯାତ୍ରା କଂଗ୍ରେସ ଭବନରୁ ବାହାରି ମାଷ୍ଟରକ୍ୟାଣ୍ଟିନ୍‌…

ଓଏଏସ ସ୍ତରରେ ଅଦଳବଦଳ

ଭୁବନେଶ୍ୱର, ୨୨।୯(ବ୍ୟୁରୋ): ଓଏଏସ ସ୍ତରରେ ସୋମବାର ଛୋଟ ଧରଣର ଅଦଳ ବଦଳ ହୋଇଛି। ସାଧାରଣ ପ୍ରଶାନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏନେଇ ଏକ ବିଜ୍ଞପ୍ତି ଜାରି କରାଯାଇଛି। ଜାରି ବିଜ୍ଞପ୍ତି ଅନୁଯାୟୀ ୮ଜଣ ଅଧିକାରୀଙ୍କ ବଦଳି ହୋଇଛି। କିଶୋର…

ପ୍ରସାର ଭାରତୀର ପୂର୍ବତନ ଏଡିଜି ଅଭୟ ପାଢ଼ୀଙ୍କ ପରଲୋକ

ଭୁବନେଶ୍ୱର,୨୨।୯(ବ୍ୟୁରୋ): ପ୍ରସାର ଭାରତୀର ପୂର୍ବତନ ଅତିରିକ୍ତ ମହାନିର୍ଦ୍ଦେଶକ (ଏଡିଜି) ଅଭୟ କୁମାର ପାଢ଼ୀଙ୍କ ସୋମବାର ପରଲୋକ ଘଟିଛି। ସେ କରୋନାରେ ଆକ୍ରାନ୍ତ ହୋଇ ସପ୍ତାହେ ଧରି ବରଗଡ଼ର ବିକାଶ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଆଇସିୟୁରେ…

ବିଧାନସଭା ଅଧିବେଶନ ପରିଚାଳନା: ୨୫ରେ ସର୍ବଦଳୀୟ ବୈଠକ

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ଆସନ୍ତା ୨୯ ତାରିଖରେ ବିଧାନସଭାର ମୌସୁମୀ ଅଧିବେଶନ ଅନୁଷ୍ଠିତ ହେବ। କରୋନା ମହାମାରୀ ଯୋଗୁ ଆସନ୍ତା ଅଧିବେଶନର ଅବଧି ମାତ୍ର ୮ ଦିନ ରଖାଯାଇଛି। ଏହି ସ୍ବଳ୍ପ ମିଆଦ ଅଧିବେଶନ ପାଇଁ ଆସନ୍ତା ୨୫ ତାରିଖରେ ବିଧାନସଭା ପରିସରରେ ଏକ…

କୃଷି ବିଲ୍‌କୁ ବିରୋଧ: ବରଗଡ଼ରେ ଆମ୍‌ ଆଦ୍‌ମୀ ପାର୍ଟିର ବିକ୍ଷୋଭ

ବରଗଡ଼ ଅଫିସ,୨୨।୯: କେନ୍ଦ୍ର ସରକାରଙ୍କ କୃଷି ବିଲ୍‌କୁ ନେଇ ସବୁଠି ବିରୋଧର ସ୍ବର ତୀବ୍ର ହେବାରେ ଲାଗିଛି। ମଙ୍ଗଳବାର ଆମ୍‌ ଆଦ୍‌ମୀ ପାର୍ଟି (ଆପ୍) ଏହାର ପ୍ରତିବାଦରେ ବରଗଡ଼ରେ ବିକ୍ଷୋଭ ଶୋଭାଯାତ୍ରା କରିଛି। ଏହା ସହିତ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଜିଲାପାଳ ଜ୍ୟୋତିରଞ୍ଜନ…

ନିଜ ସ୍ବାର୍ଥକୁ ଗୁରୁତ୍ୱ ଦେଉଛନ୍ତି ବିରୋଧୀ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୨।୯(ବ୍ୟୁରୋ):  ବିରୋଧୀ ଦଳଗୁଡିକ କୃଷକଙ୍କ ଅପେକ୍ଷା ନିଜ ସ୍ବାର୍ଥକୁ ଅଧିକ ଗୁରୁତ୍ୱ ଦେଉଛନ୍ତି। ଯାହା ଦୁଃଖର ବିଷୟ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ସେ ତାଙ୍କ ଟୁଇଟ୍‌ରେ ଉଲ୍ଲେଖ କରିଛନ୍ତି ଯେ, ଦେଶରେ ବ୍ରିଟିଶ ଯୁଗର ଆଇନକୁ ହଟାଇବା…

ରଣବୀରଙ୍କୁ ସୁପର୍‌ ଡ୍ରଗ୍‌ କହିଥିଲେ ଦୀପିକା, ଭାଇରାଲ ହେଉଛି ପୋଷ୍ଟ

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାରେ ଡ୍ରଗ୍ସ କନେକ୍ସନ ଯାଞ୍ଚ୍‌ କରୁଥିବା ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନସିବି) ଏବେ ବଲିଉଡରେ ଡ୍ରଗ୍ସ ଯୋଗାଉଥିବା ଚେନ୍‌କୁ ଧରିବାକୁ ଚେଷ୍ଟା ଚଳାଇଛି। ଏନସିବି ଅନୁସନ୍ଧାନରେ ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ନାମ ମଧ୍ୟ ପ୍ରକାଶ…

ଜାତୀୟ ରାଜପଥ ଅବରୋଧ କଲା ଭଦ୍ରକ ଜିଲା କଂଗ୍ରେସ

ଭଦ୍ରକ ଅଫିସ,୨୨।୯: ଭଦ୍ରକ ଜିଲା କଂଗ୍ରେସ ପକ୍ଷରୁ ମଙ୍ଗଳବାର ବିଭିନ୍ନ ଦାବି ନେଇ ଜାତୀୟ ରାଜପଥ ନଂ. ୧୬ ନୂଆ ବସଷ୍ଟାଣ୍ଡଠାରେ ଶତାଧିକ କର୍ମୀ ଅବରୋଧ କରିଛନ୍ତି। ଜିଲା କଂଗ୍ରେସ କାର୍ଯ୍ୟକାରୀ ସଭାପତି ନଳିନୀ ମହାନ୍ତିଙ୍କ ନେତୃତ୍ୱରେ କର୍ମୀମାନେ ରାସ୍ତା ଅବରୋଧ…

ବିଶ୍ୱର ସବୁଠୁ ବୟସ୍କା ମହିଳା ହାସଲ କଲେ ଆଉ ଏକ ରେକର୍ଡ

ଜାପାନର କେନ ଟନାକା ବିଶ୍ୱର ସବୁଠୁ ଜୀବନ୍ତ ବୟସ୍କା ମହିଳା ଭାବେ ଗିନିଜ ବୁକ ଅଫ ରେକର୍ଡସରେ ସ୍ଥାନ ପାଇଛନ୍ତି। କେନ ଗତ ଶନିବାର ୧୧୭ ବର୍ଷ ୨୬୧ ଦିନରେ ପଦାର୍ପଣ କରି ଆଉ ଏକ ରେକର୍ଡ ସୃଷ୍ଟି କରିଛନ୍ତି। ସେ…

ଓଡ଼ିଶା କ୍ୟାଡର ଆଇପିଏସ୍‌ ବିଏସ୍‌ଏଫ୍‌ ଆଇଜି ନିଯୁକ୍ତ

ଭୁବନେଶ୍ୱର,୨୨।୯(ବ୍ୟୁରୋ)-ଓଡ଼ିଶା କ୍ୟାଡର ୧୯୯୩ ବ୍ୟାଚ ଆଇପିଏସ୍‌ ଅଫିସର ସୁଶାନ୍ତ କୁମାର ନାଥକୁ କେନ୍ଦ୍ର ସରକାର ସୀମା ସୁରକ୍ଷା ବାହିନୀର(ବିଏସ୍‌ଏଫ୍‌)ର ଇନ୍‌ସପେକ୍ଟର ଜେନେରାଲ (ଆଇଜି) ଭାବେ ନିଯୁକ୍ତି ଦେଇଛନ୍ତି। ସୋମବାର ଏ ନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ…

କୋହଲିଙ୍କ ନିଆରା ପ୍ରଶଂସକ, ହାତରେ ଦୀପ ଧରି ଏମିତି ଜାଳିଲେ

ଆଇପିଏଲର ୧୩ ସଂସ୍କରଣର ତୃତୀୟ ମ୍ୟାଚ ଡେଭିଡ ୱାର୍ଣ୍ଣରଙ୍କ ସନରାଇଜର୍ସ ହାଇଦ୍ରାବାଦ ଏବଂ ବିରାଟ କୋହଲିଙ୍କ ଦଳ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ବେଙ୍ଗାଲୁରୁ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ଅନେକ ଦିନ ପରେ ମ୍ୟାଚ୍‌ ଖେଳୁଥିବା କୋହଲିଙ୍କୁ…

ମହିଳା ମହାକାଶଚାରୀଙ୍କୁ ଚନ୍ଦ୍ରକୁ ପଠାଇବ ନାସା

ଓ୍ବାଶିଂଟନ, ୨୨।୯: ଆଗାମୀ ଦିନରେ ମହିଳା ମହାକାଶଚାରୀ ଚନ୍ଦ୍ରକୁ ଯିବେ। ଏନେଇ ନାସା ପକ୍ଷରୁ ଏକ ପ୍ରକଳ୍ପ ଉପରେ କାମ ଆରମ୍ଭ ହୋଇଛି। ୨୦୨୪ରେ ନାସା ମହିଳା ମହାକାଶଚାରୀଙ୍କୁ ଚନ୍ଦ୍ରକୁ ପଠାଇବାର ଯୋଜନା କରିଛି। ଏସମ୍ପର୍କରେ ନାସାର ପ୍ରଶାସକ ଜିମ୍‌ ବ୍ରିଡେନ୍‌ଷ୍ଟାଇନ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri