Home Left

ଭାରତରେ ଇଣ୍ଟରନେଟ୍‌ ବ୍ୟବହାରକାରୀଙ୍କ ସଂଖ୍ୟା ୭୪ କୋଟି ଟପିଲା

ନୂଆଦିଲ୍ଲୀ, ୨୦।୯: ଦେଶରେ ଇଣ୍ଟରନେଟ୍‌ ବ୍ୟବହାରକାରୀଙ୍କ ସଂଖ୍ୟା ୭୪ କୋଟି ୩୦ ଲକ୍ଷରୁ ଅଧିକରେ ପହଞ୍ଚିଛି। ୨୦୨୦ ମାର୍ଚ୍ଚ ଶେଷ ସୁଦ୍ଧା ଏଭଳି ହୋଇଥିବା ଟ୍ରାଇ ପକ୍ଷରୁ ପ୍ରକାଶିତ ହୋଇଥିବା ତ୍ରୟମାସିକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ସେଥିମଧ୍ୟରେ ଓ୍ବେରଲେସ୍‌ ଇଣ୍ଟରନେଟ୍‌ ବ୍ୟବହାରକାରୀଙ୍କ…

ବୋହୂକୁ ବଳାତ୍କାର ଅଭିଯୋଗରେ ଶ୍ବଶୁର ଗଲେ ଜେଲ, ବାଳସୁଧାର ଗୃହରେ ଦିଅର

ଦିଗପହଣ୍ଡି,୨୦।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳରେ ବୋହୂଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଅଭିଯୁକ୍ତ ଶ୍ବଶୁରଙ୍କୁ ରବିବାର ଗିରଫ କରି କୋର୍ଟ ଚାଲାଣ କରିଛି। ଥାନାରେ ମାମଲା ନଂ.୨୦୪/୨୦ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌ ଜେଲ…

ଅନୁରାଗ କଶ୍ୟପଙ୍କ ଉପରେ ଯୌନ ଉତ୍ପିଡନ ଅଭିଯୋଗ ଆଣିଲେ ପାୟଲ

ମୁମ୍ବାଇ,୨୦ ।୯: ବଲିଉଡ୍‌ରେ ବିବାଦ ଯେମିତି ଥମିବାର ନାଁ ନେଉନି । ଶନିବାର ନବାଗତା ନାୟିକା ପାୟଲ ଘୋଷ ଚର୍ଚ୍ଚିତ ସେଲିବ୍ରିଟି ଅନୁରାଗ କଶ୍ୟପଙ୍କ ଉପରେ ଯୌନ ଉତ୍ପିଡନର ଅଭିଯୋଗ ଆଣି ଚର୍ଚ୍ଚାକୁ ଆସିଛନ୍ତି । ସେ ଟୁଇଟରରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ…

ଜଳପ୍ରପାତ ବୁଲିବାକୁ ଯାଇଥିଲେ ଯୁବତୀ ଯୁବକ, ହଠାତ୍‌ ମାଡ଼ିଆସିଲା ପାଣି; ଆଉ ତା’ ପରେ…

ଭୋପାଳ,୨୦ା୯: ଇନ୍ଦୋର ନିକଟସ୍ଥ ଟିଲୋରରୁ ଟିଙ୍ଗଚା ମଧ୍ୟରେ ଏକ ବଡ଼ ଦୁର୍ଘଟଣାକୁ ଏଡ଼ାଇ ଦିଆଯାଇଛି। ପ୍ରବଳ ବର୍ଷା ଯୋଗୁ ଏକ କାର୍‌ ପାଣିରେ ଭାସିଯାଇଥିଲା। ଫଳରେ ଏଥିରେ ବସିଥିବା ୪ ଯୁବତୀ ଯୁବକଙ୍କୁ ଗ୍ରାମବାସୀ ଉଦ୍ଧାର କରିଛନ୍ତି। ପରେ ପୋଲିସ ଘଟଣାସ୍ଥଳରେ…

ଅନ୍‌ଲାଇନ୍‌ରେ ମଦ ମଗାଇ ଠକାମିର ଶିକାର ହେଲେ ଡାକ୍ତର: ଦୁଇ ଆକାଉଣ୍ଟରୁ ଲୁଟିନେଲେ ଦେଢ଼ ଲକ୍ଷ ଟଙ୍କା

ଭୁବନେଶ୍ୱର,୨୦।୯ (ବ୍ୟୁରୋ): ଅନ୍‌ଲାଇନରେ ମଦ ମଗାଇ ଜଣେ ପ୍ରତିଷ୍ଠିତ ଡାକ୍ତର ଠକେଇର ଶିକାର ହୋଇଛନ୍ତି। ସାଇବର ଠକ ଦୁଇଟି ଆକାଉଣ୍ଟରୁ ଦେଢ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଏନେଇ ଡାକ୍ତର ଜଣକ ଖଣ୍ଡଗିରି ଥାନାରେ ଅଭିଯୋଗ କରିବା ପରେ ପୋଲିସ ମାମଲା…

ଭବାନୀପାଟଣା ବଜାରରେ ବେକାବୁ ହେଉଛି ପନିପରିବା ଦର

ଭବାନୀପାଟଣା,୨୦।୯(ଡି.ଏନ୍‌.ଏ.): ବର୍ଷା ଓ ବନ୍ୟା ପରିବା ବଜାରରେ ନିଆଁ ଲଗାଇଲା ଭଳି ସ୍ଥିତି ସୃଷ୍ଟି କଲାଣି। ରାଜ୍ୟ ବାହାରୁ ଆମଦାନୀ ହେଉଥିବା ପନିପରିବା ଦର ଆକାଶଛୁଆଁ ହେବାରେ ଲାଗିଥିବା ବେଳେ ଏପଟେ ରାଜ୍ୟ ଭିତରେ ଚାଷ ହହେଉଥିବା ପନିପରିବା ଦର ଉପରେ…

ଆଇସିୟୁରେ ରାମ ବିଳାସ ପାସଓ୍ବାନ: ଆସନ ଭାଗଭଣ୍ଟା ବୈଠକରେ ଯୋଗ ଦେବେନି ଚିରାଗ

ନୂଆଦିଲ୍ଲୀ, ୨୦।୯: କେନ୍ଦ୍ରୀୟ ଖାଉଟି ଓ ଯୋଗାଣ ମନ୍ତ୍ରୀ ରାମ ବିଳାସ ପାସଓ୍ବାନ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ତାଙ୍କର ଚିକିତ୍ସା ଜାରି ରହିଛି। ତେଣୁ ବିହାର ବିଧାନସଭା ନିର୍ବାଚନ ପାଇଁ ହେବାକୁ ଥିବା ଆସନ ଭାଗଭଣ୍ଟା ବୈଠକରେ ତାଙ୍କ ପୁଅ ଲୋକ…

ବିନା ପେଟ୍ରୋଲ, ଡିଜେଲରେ ଚାଲୁଛି ଏହି ବାଇକ୍‌, ଜାଣନ୍ତୁ ଆଉ କ’ଣ ରହିଛି ସୁବିଧା

ଚେନ୍ନାଇ,୨୦ା୯: ପରିବେଶକୁ ଦୃଷ୍ଟିରେ ରଖି ଇଲେକ୍ଟ୍ରିକ୍‌ ଗାଡ଼ିମୋଟର ସଂଖ୍ୟା ବଢ଼ିଚାଲିଛି। ସରକାର ମଧ୍ୟ ଇଲେକ୍ଟ୍ରିକ୍‌ ଯାନବାହନ ପ୍ରତି ବେଶ୍‌ ଗୁରୁତ୍ୱ ଦେଉଛନ୍ତି। ତାମିଲନାଡୁର ଜଣେ ଛାତ୍ର ଏମିତି ଏକ ଇଲେକ୍ଟ୍ରିକ୍‌ ବାଇକ୍‌ ତିଆରି କରିଛନ୍ତି। ଯାହା ବିନା ପେଟ୍ରୋଲ ଏବଂ ଡିଜେଲରେ…

ଅମାନିଆଙ୍କୁ ସାବାଡ଼ କରୁଛି ପୋଲିସ: ଜରିମାନା ଭୟରେ ଭିଡ଼ ଉଭାନ

ଭୁବନେଶ୍ୱର,୨୦।୯ (ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଓ ଡିଜିପିଙ୍କ ନିର୍ଦ୍ଦେଶ ପରେ କରୋନା ସଂକ୍ରମଣ ନିୟନ୍ତ୍ରଣ ପାଇଁ ବେଶ୍‌ ତତ୍ପରତା ଦେଖାଇଛି କମିଶନରେଟ ପୋଲିସ। କଟକ, ଭୁବନେଶ୍ୱର ଦ୍ୱୈତନଗରୀରେ ଯାଞ୍ଚ ଓ ଚଢ଼ାଉକୁ ଜୋର୍‌ଦାର କରାଯାଇଥିବାବେଳେ ଉଲ୍ଲଂଘନକାରୀଙ୍କ ଉପରେ କଡ଼ା ପଦକ୍ଷେପ ଗ୍ରହଣ କରାଯାଉଛି।…

ଗୋଲାପ ଫୁଲରେ ବସିଛି ନୀଳ ରଙ୍ଗର ବିରଳ ସାପ, ଭିଡିଓ ଭାଇରାଲ

ସୋସିଆଲ ମିଡିଆରେ ଏକ ନୀଳ ରଙ୍ଗର ବିରଳ ସାପର ଫଟୋ ବେଶ୍‌ ଭାଇରାଲ ହେଉଛି। ଏହାକୁ ଲୋକେ ବିଶ୍ୱର ସବୁଠୁ ସୁନ୍ଦର ସାପ ବୋଲି କହୁଛନ୍ତି। ଭିଡିଓରେ ଦେଖିବାକୁ ମିଳିଛି, ଏକ ଲାଲ୍‌ ଗୋଲାପ ଉପରେ ନୀଳ ରଙ୍ଗର ସାପଟି ବସିଛି।…

ବିବାଦର ଅନ୍ୟ ନାମ ମହେଶ : ପୂଜା ଝିଅ ହୋଇ ନ ଥିଲେ ବିବାହ କରିଥାନ୍ତି

ମହେଶ ଭଟ୍ଟ ବଲିଉଡକୁ ଅନେକ ହିଟ୍‌ ଫିଲ୍ମ ଦେଇଛନ୍ତି । ଫିଲ୍ମ ସହିତ ସେ ଅନେକ କାରଣକୁ ନେଇ ବିବାଦ ଘେରକୁ ଟାଣି ହୋଇ ଆସିଛନ୍ତି। ବୃତ୍ତିଗତ ଜୀବନ ବ୍ୟତୀତ ବ୍ୟକ୍ତିଗତ ଜୀବନରେ ସେ ଅନେକ ଉତ୍ଥାନ-ପତ୍ତନ ଦେଇଗତି କରିଛନ୍ତି। ତେବେ…

ହନୁମାନ ପଇସା ପରେ ନୂଆ ଗୁଜବ: ଲକ୍ଷପତି ହେବା ଆଶାରେ ପୁରୁଣା ଟିଭି-ଫୋନ ପଛରେ ପଡ଼ିଛନ୍ତି ଯୁବପିଢ଼ି

ପାଟଣା,୨୦।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଓ ତୁରୁମୁଙ୍ଗା ଥାନା ଅଞ୍ଚଳର ବିଭିନ୍ନ ବଜାର ଅଞ୍ଚଳରେ ନୂଆ ଗୁଜବ। ପୁରୁଣା ଟିଭି ଓ ଫୋନ ରେ ଥିବା ନାଲି ବଲ୍‌ବରେ ଏଜ  ତରଳ ଧାତୁ ରହିଛି, ଯାହା ବହୁ ମୂଲ୍ୟବାନ ବୋଲି ଚର୍ଚ୍ଚା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri