Home Left

କରୋନାରୁ ସୁସ୍ଥ ହେବା ପରେ ହୃଦଘାତ: ଶ୍ରୀମନ୍ଦିର ବରିଷ୍ଠ ଦଇତାପତି ସେବକ ପ୍ରେମାନନ୍ଦଙ୍କ ପରଲୋକ

ପୁରୀ ଅଫିସ,୨୦।୯: ଶ୍ରୀମନ୍ଦିରର ବରିଷ୍ଠ ଦଇତାପତି ସେବକ ପ୍ରେମାନନ୍ଦ ଦାସ ମହାପାତ୍ର(୬୫)ଙ୍କ ପରଲୋକ ହୋଇଯାଇଛି। କିଛି ଦିନ ତଳେ ସେ କରୋନାରୁ ସୁସ୍ଥ ହୋଇ ହୋମ୍‌ ଆଇସୋଲେଶନରେ ରହିଥିଲେ। ରବିବାର ବିଳମ୍ବିତ ରାତିରେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ପରିବାରଲୋକେ…

କରୋନା ସଂକ୍ରମଣ ରୋକିବାକୁ ପୁଣି କଠୋର ହେଲେ ରାଜସ୍ଥାନ ସରକାର

ଜୟପୁର,୨୦ ।୯: କରୋନା ସଂକ୍ରମଣ ଦେଶରେ କମ୍ ହେବା ପରିବର୍ତ୍ତେ ବଢିବାରେ ଲାଗିଛି । ରାଜସ୍ଥାନ ସରକାର ଏହାକୁ ଦେଖି ୧୧ ଜିଲା ମୁଖ୍ୟାଳୟରେ ସର୍ବସାଧାରଣ ସ୍ଥାନରେ ୧୪୪ ଧାରା ଜାରି କରିଛନ୍ତି । ଏହା ବ୍ୟତୀତ କୌଣସି ସ୍ଥାନରେ ୫ରୁ…

ଚାଇନାର ଦାଦାଗିରି: ନେପାଳରେ ବେଆଇନ ଭାବେ ନିର୍ମାଣ କରିଛି ୯ ବିଲ୍ଡିଂ

କାଠମାଣ୍ଡୁ, ୨୦।୯: ଭାରତରେ ବେଆଇନ ଜମି ଦଖଲ କରିଥିବା ଚାଇନା ଏବେ ନେପାଳରେ ମଧ୍ୟ ନିଜର ଦାଦାଗିରି ଆରମ୍ଭ କରିଛି। ନେପାଳ ସୀମାରେ ସୁରକ୍ଷାକର୍ମୀ ନଥିବାର ସୁଯୋଗ ନେଇ ଚାଇନା ୯ ବିଲ୍ଡିଂ ନିର୍ମାଣ କରିଛି। ନେପାଳର ହୁମ୍ଲା ଜିଲାର ସୀମାବର୍ତ୍ତୀ…

ଲଦାଖ ସ୍କାଉଟ୍ସର ନିର୍ଭୀକ ପରିବାର

ଲେହ: ଭାରତର ସୀମାରେ ଜଗି ରହିଥିବା ଯବାନଙ୍କ ଭଳି ଲଦାଖ ସ୍କାଉଟ୍ସ ବେଶ୍ ପରିଚିତ । ଏମାନେ ‘ମାଟିର ପୁତ୍ର’ ଭାବେ ବେଶ୍ ଜଣାଶୁଣା । ପରିବାରର ନିରନ୍ତର ସହଯୋଗ କ୍ରମେ ଏମାନେ ପୂର୍ବ ଲଦାଖରେ ଭାରତ-ଚାଇନା ସୀମାରେ ସବୁଠାରୁ ଆଗରେ…

ଟ୍ରମ୍ପ୍‌ଙ୍କ ପାଖକୁ ଜହର ପ୍ୟାକେଟ: ସୁରକ୍ଷା ଅଧିକାରୀଙ୍କ ହାତରେ ପଡ଼ିଲା ଧରା

ଓ୍ବାଶିଂଟନ, ୨୦।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ପାଖକୁ ପଠାଯାଇଥିବା ଏକ ଜହର ପ୍ୟାକେଟ ସୁରକ୍ଷା ଅଧିକାରୀଙ୍କ ହାତରେ ଧରା ପଡ଼ିଛି। ଏଥିରେ ରିସିନ୍‌ ନାମକ ଜହର ଥିବା ପରୀକ୍ଷାରୁ ଜଣାପଡ଼ିଛି। ଏହି ଜହରକୁ କାଷ୍ଟର ବିନ୍ସ୍‌ରୁ ପ୍ରସ୍ତୁତ କରାଯାଇଥାଏ। ପ୍ରାୟତଃ…

ଚିକିତ୍ସାଠୁ ବଳିଗଲା ସ୍ଥାନାନ୍ତର ଯାତନା

କଟକ ଅଫିସ, ୨୦।୯: ଜଣେ ସଙ୍କଟାପନ୍ନ ନାବାଳିକାଙ୍କୁ ୯ଦିନରେ ୫ଟି ହସ୍ପିଟାଲ ସ୍ଥାନାନ୍ତର କରାଗଲାଣି। ତେବେ ନାବାଳିକାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗୁଡ଼ୁଥିବାରୁ ଅଭିଭାବକ ଚିନ୍ତାରେ ପଡ଼ିଛନ୍ତି। ସୂଚନା ଅନୁଯାୟୀ, ଭୁବନେଶ୍ୱର ନନ୍ଦନବିହାର ଅଞ୍ଚଳର ଜଣେ ୧୪ବର୍ଷୀୟା ନାବାଳିକା କୌଣସି ଏକ ଦୁର୍ଘଟଣା ପରେ…

ଆନ୍ଧ୍ରକୁ ଏନ୍‌ଜିଟିଙ୍କ ନିର୍ଦ୍ଦେଶ: ଅନ୍ୟ ରାଜ୍ୟ ଅଭିଯୋଗ ଶୁଣ

ଭୁବନେଶ୍ୱର,୨୦ା୯(ବ୍ୟୁରୋ): ପୋଲାଭରମ୍‌ ପ୍ରକଳ୍ପ ନେଇ ଗୋଦାବରୀ ଉପରମୁଣ୍ଡରେ ଥିବା ରାଜ୍ୟଗୁଡିକ ସମସ୍ୟା କଥା ବୁଝ । ଏକ ମିଳିତ ବୈଠକ ଡାକି ସେମାନଙ୍କ ସମସ୍ୟା ସମାଧାନ ଦିଗରେ ପଦକ୍ଷେପ ନିଅ। ଶନିବାର ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ପୋଲାଭରମ ପ୍ରକଳ୍ପ ଅଥରିଟି(ପିପିଏ)…

୪୨ ପ୍ରତିଶତ କମିଲା ରାଜସ୍ବ ଆଦାୟ:ଯାନବାହନ କ୍ଷେତ୍ର ବିପର୍ଯ୍ୟସ୍ତ

ଭୁବନେଶ୍ୱର,୨୦। ୯(ବ୍ୟୁରୋ): କରୋନା ମହାମାରୀ ସ୍ବାସ୍ଥ୍ୟ ସେବା ସହିତ ଆର୍ଥିକ ଅବସ୍ଥାକୁ କ୍ଷତିଗ୍ରସ୍ତ କରିଛି। ଲୋକମାନଙ୍କର ଆର୍ଥିକ ସ୍ଥିତିକୁ ଦୋହଲାଇ ଦେଇଥିବା ବେଳେ ରାଜକୋଷ ଉପରେ ଏହାର ପ୍ରଭାବ ପଡିଛି। ମାର୍ଚ୍ଚ ମାସ ଲକ୍‌ଡାଉନ ପରଠାରୁ ଯାନବାହନ ବିକ୍ରି ଏକ ପ୍ରକାର…

ବୁଧବାର ଶେଷ ହୋଇପାରେ ଲୋକ ସଭା ଅଧିବେଶନ

ନୂଆଦିଲ୍ଲୀ, ୨୦ା୯: ଲୋକ ସଭାର ଚଳିତ ମୌସୁମୀ ଅଧିବେଶନରେ ଯୋଗ ଦେଇଥିବା ୩ ଜଣ ଏମ୍‌ପି କୋଭିଡ୍‌-୧୯ ପଜିଟିଭ ହେବା ପରେ ଅଧିବେଶନକୁ ବୁଧବାର ବନ୍ଦ କରିଦିଆଯାଇପାରେ ବୋଲି ଜଣାପଡ଼ିଛି। ଶନିବାର ସନ୍ଧ୍ୟାରେ ବିଜନେସ୍‌ ଆଡଭାଇଜରି କମିଟି ସହ ସରକାର ଆଲୋଚନା…

ପୁଣେରେ ଅକ୍ସଫୋର୍ଡ ଟିକାର ତୃତୀୟ ପର୍ଯ୍ୟାୟ ଟ୍ରାଏଲ

ପୁଣେ,୨୦ା୯: ମହାମାରୀ କରୋନା ଭାଇରସ୍‌ ରୋକିବାକୁ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଓ ଭାରତର ପୁଣେସ୍ଥିତ ସିରମ ଇନଷ୍ଟିଚ୍ୟୁଟ୍‌ ପକ୍ଷରୁ ପ୍ରସ୍ତୁତ ହେଉଥିବା ଟିକା କୋଭିସିଲ୍ଡର ତୃତୀୟ ପର୍ଯ୍ୟାୟ ଟ୍ରାଏଲ ଆସନ୍ତା ସପ୍ତାହରେ ପୁଣେରୁ ଆରମ୍ଭ ହେବ। ରାଜ୍ୟ ସରକାରଙ୍କ ଦ୍ୱାରା ପରିଚାଳିତ ପୁଣେର…

୨୦୦୦ ଟଙ୍କିଆ ପ୍ରିଣ୍ଟ ବନ୍ଦ ହେବନି

ନୂଆଦିଲ୍ଲୀ,୨୦।୯:   ୨୦୦୦ ଟଙ୍କିଆ ନୋଟ୍‌ କେନ୍ଦ୍ର ସରକାର ପ୍ରତ୍ୟାହାର କରି ନେବେ ବୋଲି ବିଭିନ୍ନ ଆଲୋଚନା ପର୍ଯ୍ୟାଲୋଚନା ଜାରି ରହିଛି। ଏହି ପ୍ରସଙ୍ଗ ଉପରୁ ସରକାର ଶନିବାର ପରଦା ହଟାଇଛନ୍ତି। ୨୦୦୦ ଟଙ୍କିଆ ନୋଟ୍‌ ପ୍ରିଣ୍ଟ ବନ୍ଦ ହେବ ନାହିଁ। ଏହି…

ପ୍ରଶାସନ-ପଥର ମାଫିଆ ଛକାପଞ୍ଝା

ଢେଙ୍କାନାଳ ଅଫିସ, ୨୦।୯ – ପ୍ରଶାସନ ଆଖିରେ ଧୂଳିଦେଇ ସୁରକ୍ଷିତ ଭାବେ ପଥର ଚୋରା ଚାଲାଣ କରିବାକୁ କରାଯାଇଛି ହ୍ବାଟ୍‌ସ ଆପ୍‌ ଗ୍ରୁପ୍‌। ତହସିଲ କର୍ମଚାରୀଙ୍କ ଉପରେ ନଜର ରଖୁଛନ୍ତି ପଥର ମାଫିଆ। ଚଢ଼ାଉ ପାଇଁ ଯାଉଥିବା ଗାଡ଼ିର ନମ୍ବର କ’ଣ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri