ହୋମ୍ ଆଇସୋଲେଶନରେ ୭୦% ଆକ୍ରାନ୍ତ
ଭୁବନେଶ୍ୱର, ୧୯। ୯(ବ୍ୟୁରୋ): ଦେଶ ତୁଳନାରେ ରାଜ୍ୟରେ କରୋନା ସ୍ଥିତି ଭଲ ରହିଛି। ଓଡ଼ିଶାରେ କରୋନା ମୃତ୍ୟୁ ହାର ସାରା ଦେଶରେ କମ୍ ରହିଛି। ରାଜ୍ୟରେ ପ୍ରତିଦିନ ୫୦ହଜାରରୁ ଅଧିକ କୋଭିଡ୍ ଟେଷ୍ଟ କରାଯାଉଛି। ଆରୋଗ୍ୟ ହାର ୭୮% ଥିବାବେଳେ ମୃତ୍ୟୁ…
୨ ଚିଟ୍ଫଣ୍ଡ ସଂସ୍ଥାର ୨୫ ଜଣଙ୍କ ନାମରେ ସପ୍ଲିମେଣ୍ଟରି ଚାର୍ଜଶିଟ୍ ଦାଖଲକଲା ସିବିଆଇ
ଭୁବନେଶ୍ୱର,୧୯। ୯ (ବ୍ୟୁରୋ): ଚିଟ୍ଫଣ୍ଡ ଠକେଇ ମାମଲାରେ ଏବିସି ଇନ୍ଦିୟା ଓ ଗୋଲ୍ଡେନ୍ ଲ୍ୟାଣ୍ଡ୍ ଡେଭଲପର୍ସ ଲିମିଟେଡର ୨୫ ଅଭିଯୁକ୍ତଙ୍କ ବିରୋଧରେ ସିବିଆଇ ସପ୍ଲିମେଣ୍ଟାରୀ ଚାର୍ଜଶିଟ୍ ଦାଖଲ କରିଛି। ଭୁବନେଶ୍ୱର ସ୍ପେଶାଲ ସିଜେଏମ୍ ସିବିଆଇ କୋର୍ଟରେ ଏହି ଚାର୍ଜଶିଟ୍ ଦାଖଲ ହୋଇଛି।…
ସିପିଙ୍କ ଜବାବପତ୍ରକୁ ନେଇ ବିବାଦ
କଟକ ଅଫିସ,୧୯। ୯: ମା’ ଦୁର୍ଗାଙ୍କ ମୂର୍ତ୍ତି ନିର୍ମାଣ ପ୍ରସଙ୍ଗକୁ ନେଇ ଆଡ୍ଭୋକେଟ୍ ଜେନେରାଲଙ୍କ ନିକଟରେ ପୋଲିସ କମିଶନର(ସିପି) ଡ. ସୁଧାଂଶୁ ଷଡଙ୍ଗୀ ଦାଖଲ କରିଥିବା ଜବାବପତ୍ରକୁ ନେଇ ବିବାଦ ସୃଷ୍ଟି ହୋଇଛି। କଟକଚଣ୍ଡୀ ମନ୍ଦିର ପୂଜକ ମନୋଜ କୁମାର ପଣ୍ଡା…
୬ ବଲ୍ରେ ୬ ଛକା: ଯୁବରାଜଙ୍କ ଏହି ବିରଳ ରେକର୍ଡକୁ ପୁରିଲା ୧୩ ବର୍ଷ; ପୋଷ୍ଟ ଲେଖି ମନେପକାଇଲେ
ନୂଆଦିଲ୍ଲୀ,୧୯।୯: ୨୦୦୭ରେ ଇଲଂଣ୍ଡ ବିପକ୍ଷରେ ଖେଳାଯାଉଥିବା ଟି-୨୦ ମ୍ୟାଚ୍ରେ ଭାରତୀୟ କ୍ରିକେଟ ଟିମ୍ର ପୂର୍ବତନ ଅଲରାଉଣ୍ଡର ଯୁବରାଜ ସିଂହ ଗୋଟିଏ ଓଭରରେ ୬ଟି ଛକା ମାରି ରେକର୍ଡ କରିଥିଲେ। ଶନିବାର ଉକ୍ତ ରେକର୍ଡକୁ ୧୩ ବର୍ଷ ପୁରିଛି। ଷ୍ଟୁଆର୍ଟ ବ୍ରୋଡ୍ଙ୍କ ପ୍ରତିଟି…
କରୋନା ପରେ ଆଫ୍ରିକାରେ ନୂଆ ବିପଦ
ଖାର୍ଟୁମ୍, ୧୯।୯: କରୋନା ମହାମାରୀ ସଂକ୍ରମଣ ପରେ ଆଫ୍ରିକାର ବହୁ ଦେଶରେ ଏବେ ନୂଆ ବିପଦ ଦେଖାଦେଇଛି। ପ୍ରବଳ ବର୍ଷା ଯୋଗୁ ପୂର୍ବ ଆଫ୍ରିକାର ନଦୀଗୁଡ଼ିକରେ ବନ୍ୟା ଆସିଛି। ଏହାଯୋଗୁ ଲୋକଙ୍କ ବାସ ଉଜୁଡ଼ି ଯାଇଛି। ବନ୍ୟା ସାଙ୍ଗକୁ ଖାଦ୍ୟର ଅଭାବ…
ଅମୃତସରରେ ଗର୍ଜିଲେ କୃଷକ
ଅମୃତସର,୧୯ ।୯: ପଞ୍ଜାବର ଅମୃତସରରେ ଶନିବାର କୃଷି ବିଲ୍କୁ ବିରୋଧ କରି ସରକାରଙ୍କ ବିରୋଧରେ ରାଜରାସ୍ତାକୁ ଓହ୍ଲାଇଛନ୍ତି କୃଷକ । ଏମାନେ କୌଣସି ପରିସ୍ଥିତିରେ କୃଷି ବିଲ୍କୁ ଗ୍ରହଣ କରିବେ ନାହିଁ ବୋଲି କହିଛନ୍ତି । ଏମାନେ କହିଛନ୍ତି କୃଷି ଅଧ୍ୟାଦେଶ…
ଅକ୍ଟୋବର ୧୨ରୁ ଓଜେଇଇ
ଭୁବନେଶ୍ୱର, ୧୯। ୯(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଅକ୍ଟୋବର ୧୨ରୁ ଆରମ୍ଭ ହେବ। ଏହା ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଶୁକ୍ରବାର ଓଜେଇଇ ଅଧ୍ୟକ୍ଷ ସୁଦୀପ କୁମାର ଚାନ୍ଦ ସୂଚନା ଦେଇଛନ୍ତି। ଓଜେଇଇ କମ୍ପ୍ୟୁଟର ଆଧାରିତ ପରୀକ୍ଷା…
ପ୍ରତି ମିନିଟ୍ରେ ୨୩ ଲକ୍ଷ ଟଙ୍କା ରୋଜଗାର କରନ୍ତି ମୁକେଶ ଅମ୍ବାନୀ: ଅନେକ ଦେଶର ଜିଡିପିଠାରୁ ବି ଅଧିକା ତାଙ୍କର ସମ୍ପତ୍ତି
ରିଲାଏନ୍ସ ଇଣ୍ଡଷ୍ଟ୍ରୀର ମାଲିକ ମୁକେଶ ଅମ୍ବାନୀ ବିଶ୍ୱର ପଞ୍ଚମ ଧନୀ ବ୍ୟକ୍ତି। ଗତ ୧୦ ବର୍ଷ ମଧ୍ୟରେ ତାଙ୍କ ସମ୍ପତ୍ତି ହୁ ହୁ ହୋଇ ବଢ଼ିଛି। କୁହାଯାଏ ଜଣେ ମଣିଷ ଯେତିକି ସମୟରେ ଗୋଟିଏ କପ୍ ଚା’ ଶେଷ କରିଥାଏ ସେତିକି…
ପେଟ୍ରୋଲ ୨୬, ଡିଜେଲ ୩୮ ପଇସା କମିଲା
ଭୁବନେଶ୍ୱର,୧୯। ୯: ପେଟ୍ରୋଲ ଏବଂ ଡିଜେଲ ଦର ଶୁକ୍ରବାର ହ୍ରାସ ହୋଇଛି। ଭୁବନେଶ୍ୱରରେ ଶୁକ୍ରବାର ପେଟ୍ରୋଲ ୨୬ ଏବଂ ଡିଜେଲ ୩୮ ପଇସା କମିବା ଯୋଗୁ ଦର ଯଥାକ୍ରମେ ୮୧.୬୯ ଟଙ୍କା ଏବଂ ୭୮.୩୫ ଟଙ୍କାକୁ ଖସିଛି। ଏଠାରେ ଇନ୍ଧନ ଦର…
ନେସ୍କୋ, ଓ୍ବେସ୍କୋ, ସାଉଥ୍କୋ ନେବ ଟାଟା
ଭୁବନେଶ୍ୱର,୧୯। ୯(ବ୍ୟୁରୋ): ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି (ସେସୁ)କୁ ହାତେଇବା ପରେ ଟାଟା ପାଓ୍ବାର କର୍ପୋରେଶନ ଲିମିଟେଡ ଅନ୍ୟ ୩ଟି ବିଦ୍ୟୁତ୍ ବଣ୍ଟନ କମ୍ପାନୀ ଓ୍ବେଷ୍ଟର୍ନ ଇଲେକ୍ଟ୍ରିସିଟି ସପ୍ଲାଏ କମ୍ପାନୀ(ଓ୍ବେସ୍କୋ), ସାଉଥ୍ ଇଲେକ୍ଟ୍ରିସିଟି ସପ୍ଲାଏ କମ୍ପାନୀ(ସାଉଥ୍କୋ) ଏବଂ ନର୍ଥ ଇଲେକ୍ଟ୍ରିସିଟି ସପ୍ଲାଏ…
ଜମ୍ମୁ-କଶ୍ମୀର ପାଇଁ ୧,୩୫୦ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ ଘୋଷଣା କଲେ ଉପରାଜ୍ୟପାଳ
ଜମ୍ମୁ,୧୯ ।୯: ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ଶନିବାର ରାଜ୍ୟପାଇଁ ୧,୩୫୦ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି । ଏବେ ଜମ୍ମୁ-କଶ୍ମୀରରେ ବ୍ୟବସାୟୀମାନେ ଆର୍ଥିକ ସଙ୍କଟର ସାମ୍ନା କରୁଥିବା ବେଳେ ଏହି ପ୍ୟାକେଜ ଘୋଷଣା କରି ଉପରାଜ୍ୟପାଳ ଖୁସି…
ଅନିଲ ଧସମାନା ଏନ୍ଟିଆର୍ଓ ଅଧ୍ୟକ୍ଷ
ନୂଆଦିଲ୍ଲୀ, ୧୯ା୯: ଜାତୀୟ ବୈଷୟିକ ଅନୁସନ୍ଧାନ ସଙ୍ଗଠନ (ଏନ୍ଟିଆର୍ଓ)ର ନୂତନ ଅଧ୍ୟକ୍ଷ ଭାବେ ରିସର୍ଚ୍ଚ ଆଣ୍ଡ ଆନାଲିସିସ ୱିଙ୍ଗ (ର’) ର ପୂର୍ବତନ ମୁଖ୍ୟ ଅନିଲ ଧସମାନା ନିଯୁକ୍ତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ନିଯୁକ୍ତି କମିଟି ଧସମାନାଙ୍କ ନାମକୁ…
Archives


