କରୋନାରେ ଏପର୍ଯ୍ୟନ୍ତ ଦେଶରେ ୩୮୨ ଡାକ୍ତରଙ୍କ ମୃତ୍ୟୁ: ଶହୀଦ ମାନ୍ୟତା ଦେବାକୁ ଦାବି
ନୂଆଦିଲ୍ଲୀ,୧୮।୯:ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ବର୍ତ୍ତମାନ ପର୍ଯ୍ୟନ୍ତ ୫୨,୧୪,୬୭୮ ଜଣ କରୋନା ସଂକ୍ରମିତ ହୋଇଥିବାବେଳେ ୮୪,୩୭୨ ଜଣଙ୍କର ମୃତ୍ୟୁ ହୋଇଛି। କରୋନା ସଂକ୍ରମିତ ମଧ୍ୟରେ ଇଣ୍ଡିଆନ ମେଡିକାଲ ଆସୋସିଏଶନ (ଆଇଏମଏ) କରୋନା ରୋଗୀଙ୍କ ଚିକିତ୍ସା ସମୟରେ ମୃତ୍ୟୁବରଣ…
ହିନ୍ଦୀ ଶିକ୍ଷକଙ୍କ ପ୍ରତି ଅଣଦେଖା
ଭୁବନେଶ୍ୱର,୧୮ା୯(ବ୍ୟୁରୋ): ରାଜ୍ୟର ବିଭିନ୍ନ ସରକାରୀ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ପ୍ରଶିକ୍ଷିତ ହିନ୍ଦୀ ଶିକ୍ଷକମାନଙ୍କ ପ୍ରତି ସରକାର ପ୍ରତିକ୍ଷେତ୍ରରେ ଅଣଦେଖା କରୁଥିବା ନେଇ ରାଜ୍ୟ ହିନ୍ଦୀ ଶିକ୍ଷକ ସଂଘ ଅଭିଯୋଗ କରିଛି। ଗତ ୧୧ ତାରିଖରେ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ପତ୍ର ଅନୁଯାୟୀ,…
ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘର ଆଗରେ ବିଷ ପିଇଲେ କୃଷକ
ମୁକ୍ତସର,୧୮।୯: ନରେନ୍ଦ୍ର ମୋଦି ସରକାର ପକ୍ଷରୁ ଆଗତ କରାଯାଇଥିବା କୃଷି ବିଲ ବିରୋଧରେ ଚାଷୀଙ୍କ ରାଗ ବଢିବାରେ ଲାଗିଛି। ହରିୟାଣା ଏବଂ ପଞ୍ଜାବର କୃଷକମାନେ ରାଜରାସ୍ତାକୁ ଓହ୍ଲାଇ କୃଷି ସହ ଜଡିତ ୩ଟି ବିଲ ପ୍ରତ୍ୟାହାର କରିବାକୁ ଦାବି କରିଛନ୍ତି। ପଞ୍ଜାବର…
ଏସ୍ସିବି ଆଇସୋଲେଶନ ୱାର୍ଡରେ ଅବ୍ୟବସ୍ଥା
କଟକ ଅଫିସ,୧୮ା୯: ଏସ୍ସିବି ମେଡିକାଲର ଆଇସୋଲେଶନ ୱାର୍ଡରେ ଅନେକ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ଏହାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଏ ନେଇ ଅସନ୍ତୁଷ୍ଟ ବ୍ୟକ୍ତ କରି କଂଗ୍ରେସ ନେତା ମାନସ ଚୌଧୁରୀ ଟୁଇଟରରେ ଗୁରୁବାର ଏକ ଭିଡିଓ ପୋଷ୍ଟ କରିଛନ୍ତି।…
ଟିକ୍ଟକ୍ରେ ସ୍ବାମୀଙ୍କ ମୃତ୍ୟୁର ନକଲି ଭିଡିଓ କରୁଥିଲେ ସ୍ତ୍ରୀ, ତା’ପରେ ଘଟିଲା ଏମିତି
ଇସଲମାବାଦ,୧୮।୯:ଭାରତରେ ଟିକଟକ ବନ୍ଦ ହେବା ପରେ ଏହାର କ୍ରେଜ ଶେଷ ହୋଇଛି। କିନ୍ତୁ ପଡୋଶୀ ଦେଶ ପାକିସ୍ତାନରେ ଏହି ଚାଇନିଜ ଆପ୍ ଧମାଲ ମଚାଇଛି। ଟିକଟକ୍ରେ ଫଲୋଅର୍ସ ବଢାଇବା ପାଇଁ ୟୁଜର୍ସ ବିଭିନ୍ନ ପ୍ରକାରର କୌଶଳ ଅବଲମ୍ବନ କରୁଛନ୍ତି। ଏହିପରି ଜଣେ…
ରାଜଧାନୀରୁ ୧ କୋଟି ଟଙ୍କାର ଗଞ୍ଜେଇ ଜବତ: ଜଣେ ଗିରଫ
ଭୁବନେଶ୍ୱର,୧୮ା୯(ବ୍ୟୁରୋ): ଭୁବନେଶ୍ୱର ଭରତପୁର ଅଞ୍ଚଳରୁ ଶୁକ୍ରବାର ଭୋର୍ରୁ ୯୩ କେଜି ଗଞ୍ଜେଇ ଜବତ କରାଯାଇଛି। ଏହି ଗଞ୍ଜେଇର ଆନୁମାନିକ ମୂଲ୍ୟ ୧ କୋଟିରୁ ଊର୍ଦ୍ଧ୍ୱ ହେବ ବୋଲି ପୋଲିସ କହିଛି। ପୋଲିସ ସୂଚନାନୁଯାୟୀ, ଆଜି ଭୋର୍ରୁ ଭରତପୁର ନିକଟରେ ଏକ ବୋଲେରୋରେ…
ଜନ୍ମଦିନରେ ଏହି ୬ ଉପହାର ମାଗିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ସେପ୍ଟେମର ୧୭ରେ ନିଜ ୭୦ତମ ଜନ୍ମଦିନ ପାଳନ କରିଛନ୍ତି। ଏହି ଅବସରରେ ସେ ଦେଶ ତଥା ବିଶ୍ୱର ବିଭିନ୍ନ ପ୍ରାନ୍ତରୁ ଅନେକ ଶୁଭେଚ୍ଛା ଗ୍ରହଣ କରିଥିଲେ। ସମାଜର ବିଭିନ୍ନ ବର୍ଗର ଲୋକେ ପ୍ରଧାନମନ୍ତ୍ରୀ ମୋଦି…
କଂଗ୍ରେସ ଛାଡ଼ିଲେ ରାଜକିଶୋର
ଜଗତ୍ସିଂହପୁର ଅଫିସ,୧୮।୯: ତିର୍ତ୍ତୋଲ ବିଧାୟକ ତଥା ବରିଷ୍ଠ ବିଜେଡି ନେତା ବିଷ୍ଣୁଚରଣ ଦାସଙ୍କ ବିୟୋଗପରେ ଏହି ବିଧାନସଭା ନିର୍ବାଚନମଣ୍ଡଳୀରେ ନଭେମ୍ବର ଶେଷ ସୁଦ୍ଧା ଉପନିର୍ବାଚନ ହେବା ନେଇ ସ୍ପଷ୍ଟ ହୋଇଛି। ଭାରତୀୟ ନିର୍ବାଚନ କମିଶନ ଏ ସମ୍ପର୍କିତ ସୂଚନା ଦେଲାପରେ ବିଜେଡି,…
ମହିଳା ଆଇନଜୀବୀ ଦୀପାଳି ମୃତ୍ୟୁ ମାମଲା: ହାଇକୋର୍ଟରେ ପ୍ରେମିକଙ୍କ ଜାମିନ ଖାରଜ
ଭୁବନେଶ୍ୱର,୧୮।୯ (ବ୍ୟୁରୋ): ଧଉଳି ଥାନା ଅନ୍ତର୍ଗତ ଲିଙ୍ଗିପୁର ବିଜୟବିହାରରେ ରହୁଥିବା ମହିଳା ଆଇନଜୀବୀ ଦୀପାଳି ପ୍ରିୟଦର୍ଶିନୀ ଜେନା ମୃତ୍ୟୁ ମାମଲାରେ ପ୍ରେମିକ ବିକ୍ରମ କେଶରୀ ମିଶ୍ରଙ୍କ ଜାମିନ ଆବେଦନ ହାଇକୋର୍ଟରେ ଖାରଜ ହୋଇଯାଇଛି। ଭୁବନେଶ୍ୱର ଜିଲା ଦୌରାଜଜ୍ କୋର୍ଟରେ ତାଙ୍କ ଜାମିନ…
କରୋନାରେ ନବନିର୍ବାଚିତ ଏମ୍ପିଙ୍କ ପରଲୋକ
ନୂଆଦିଲ୍ଲୀ,୧୮।୯: ରାଜ୍ୟ ସଭାର ନବନିର୍ବଚିତ ସଦସ୍ୟ ଅଶୋକ ଗସ୍ତିଙ୍କ କରୋନାରେ ଦେହାନ୍ତ ଘଟିଛି। ମୃତ୍ୟୁବେଳକୁ ତାଙ୍କର ବୟସ ୫୫ ବର୍ଷ ଥିଲା। ସେପ୍ଟେମ୍ବର ୨ରେ କରୋନା ଆକ୍ରାନ୍ତ ହୋଇ ମଣିପାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଗସ୍ତି ଗୁରୁତର ଅସୁସ୍ଥ ଥିଲେ। ତାଙ୍କର…
୪ଫୁଟ ଉଚ୍ଚ ମୂର୍ତ୍ତି ନିର୍ମାଣ ପାଇଁ ୯୩ ପ୍ରତିଶତ ପୂଜା କମିଟି ରାଜି
କଟକ ଅଫିସ୍,୧୮ା୯: ଦଶହରା ପାଇଁ ଦେବୀଙ୍କ ମୃଣ୍ମୟ ମୂର୍ତ୍ତି ଉଚ୍ଚତାକୁ ନେଇ ହାଇକୋର୍ଟରେ ହୋଇଥିବା ମାମଲାକୁ ଆଧାର କରି ପୋଲିସ କମିଶନର ଡ. ସୁଧାଂଶୁ ଷଡ଼ଙ୍ଗୀ ଗୁରୁବାର ଆଡ୍ଭୋକେଟ ଜେନେରାଲଙ୍କ ନିକଟରେ ଜବାବ ଦାଖଲ କରିଛନ୍ତି। ସେ ଉଲ୍ଲେଖ କରିଛନ୍ତି ଯେ,…
ତେଲଙ୍ଗାନା ଏନ୍ଟିପିସି ନେଲା ଓଡ଼ିଶା କୋଇଲା ଖଣି
ଭୁବନେଶ୍ୱର,୧୮ା୯(ବ୍ୟୁରୋ): କେନ୍ଦ୍ର ସରକାର ଓଡିଶାର ମନ୍ଦାକିନୀ-ବି କୋଇଲା ଖଣିକୁ ତେଲଙ୍ଗାନାର ଏନ୍ଟିପିସିକୁ ପ୍ରଦାନ କରିଛନ୍ତି। ତେଲଙ୍ଗାନାର ରାମଗୁଣ୍ଡମ୍ ଠାରେ ଥିବା ଏନ୍ଟିପିସିର ୪ ହଜାର ମେଗାଓ୍ବାଟ୍ ବିଦ୍ୟୁତ୍ ପ୍ରକଳ୍ପ ପାଇଁ ଏହି ଖଣିରୁ କୋଇଲା ଯୋଗାଣ ହେବ। ଟିଆର୍ଏସ୍ ଏମ୍ପି ରଞ୍ଜିତ…
Archives


