ରାଜଧାନୀରେ ଚାଞ୍ଚଲ୍ୟ: ମା’ଙ୍କୁ ଶାବଳରେ ପିଟି ପିଟି ହତ୍ୟା କଲେ ଦୁଇ ନାବାଳକ ପୁଅ
ଭୁବନେଶ୍ୱର,୧୭।୯(ବ୍ୟୁରୋ)- ରାଜଧାନୀ ଏୟାରଫିଲ୍ଡ ଥାନା ବେହେରାସାହି ଅର୍କିଡ ଆପାଟମେଣ୍ଟରେ ଗୁରୁବାର ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି। ମୃତ ମହିଳା ହେଲେ ବିନୋଦିନୀ ମିଶ୍ର । ଘରୋଇ କଳିରୁ ଦୁଇ ନାବାଳକ ପୁଅ ବିନୋଦିନୀଙ୍କୁ ପିଟି ପିଟି ହତ୍ୟା କରିଛନ୍ତି। ଖବର ପାଇ…
ଏଥର ଆକ୍ସନ ଅବତାର
ଓଲିଉଡ୍ରେ ବାବୁସାନ ନିଜ ଆକ୍ଟିଂ କ୍ୟାରିୟର ଆରମ୍ଭ କରିଥିଲେ ‘ରୋମିଓ ଦ ଲଭରବୟ’ ଚଳଚ୍ଚିତ୍ରରୁ। ଇତି ମଧ୍ୟରେ ସେ ବେଶ୍ କେତୋଟି ସିନେମାରେ ଅଭିନୟ କରି ସିନେପ୍ରେମୀଙ୍କ ହୃଦୟରେ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛନ୍ତି। ସେ ଅଭିନୟ କରୁଥିବା ତଥା ନିର୍ମାଣଧୀନ…
ଜୀବନରୁ ଦୁଃଖ ଦୂର କରିବାକୁ ଚାହାନ୍ତି କି? ଚାଣକ୍ୟନୀତିର ଏହି ଉପାୟକୁ ଅବଲମ୍ବନ କରନ୍ତୁ
ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିରେ ସବୁ ସମସ୍ୟାର ସମାଧାନ ମିଳିଥାଏ। ଜୀବନର ପ୍ରତ୍ୟେକଟି ଚ୍ୟାଲେଞ୍ଜ ସହ ଲଢ଼ି ଜିତିବାକୁ ଏହା ପ୍ରେରଣା ଦେଇଥାଏ। ଏହି କ୍ରମରେ ଚାଣକ୍ୟ ଜୀବନରୁ ଦୁଃଖ ଦୂର କରି ସୁଖ ସମୃଦ୍ଧି ବୃଦ୍ଧି କରିବା ପାଇଁ ନୀତିରେ ବର୍ଣ୍ଣନା…
ଆଉ ଏକ ଓଡ଼ିଆ ସିନେମା: ତିତିଲି
ଆଞ୍ଜେନେୟା ମିଡିଆ ବ୍ୟାନରରେ ପ୍ରସ୍ତୁତ ହେବାକୁ ଯାଉଛି ଆଉ ଏକ ଓଡ଼ିଆ ସିନେମା, ଯାହାର ଟାଇଟଲ ରହିଛି ‘ତିତିଲି’। ପ୍ରଯୋଜକ ଶିଶିର ଦାସ ଏଥିରେ ଦୁଇ ଜଣ ନୂଆ ମୁହଁକୁ ବ୍ରେକ୍ ଦେଉଛନ୍ତି। ସେ ହେଲେ ନବାଗତ ତୁଷାର ଏବଂ ନବାଗତା…
ହାଇକୋର୍ଟ ଗଲେ ରକୁଲ
ନୂଆଦିଲ୍ଲୀ, ୧୭ ।୯: ବଲିଉଡ୍ ନାୟକ ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା ସହ ଡ୍ରଗ୍ସ ମାମଲା ଯୋଡି ହୋଇଯିବା ପରେ ଏବେ କେତେଜଣ ସେଲିବ୍ରିଟି ଏହା ମଧ୍ୟକୁ ଚାଲି ଆସିଛନ୍ତି । ନାର୍କୋଟିକ୍ସ କ୍ରାଇମ ବ୍ୟୁରୋ(ଏନ୍ସିବି) ଦ୍ୱାରା ଗିରଫ ହେବା…
ଚୁଜି ହେଲେଣି କିଆରା
କିଆରା ଆଡଭାନୀ ଏବେ ଚୁଜି ହେଲେଣି। ଦେଖୁନାହାନ୍ତି, କାହାଣୀ ପସନ୍ଦ ହେଲାନାହିଁ ବୋଲି କେମିତି ତିନୋଟି ଅଫରକୁ ହାତଛଡ଼ା କରିଦେଲେ। ଏଣିକି ସେ କୁଆଡେ ତରତର ହୋଇ କୌଣସି ସିନେମା ସାଇନ୍ କରିବେ ନାହିଁ। କାରଣ ଭଲ ସିନେମାରେ ଅଭିନୟ କରିବାକୁ…
ସନ୍ତାନ ଏଭଳି ହେଲେ ବର୍ବାଦ ହୋଇଯିବ ଘର, ଜାଣନ୍ତୁ କୁପୁତ୍ରଙ୍କ ବିଷୟରେ କ’ଣ କହିଛନ୍ତି ଚାଣକ୍ୟ
ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରକୁ ନେଇ ସର୍ବଜନବିଦିତ। ତାଙ୍କର ନୀତିକୁ ଅନୁସରଣ କରିବା ଦ୍ୱାରା ରାଜନୀତିଠାରୁ ଆରମ୍ଭ କରି ସାଧାରଣ ଜୀବନରେ ଜଣେ ବ୍ୟକ୍ତି କୌଣସି ଅସୁବିଧାର ସମ୍ମୁଖୀନ ହୋଇ ନ ଥାଏ। ବରଂ ସଫଳତା ପ୍ରାପ୍ତ କରିଥାଏ। ଆଜିର ନୀତିରେ…
ଭୁବନେଶ୍ୱରବାସୀଙ୍କୁ ଦୁଃଖ ଦେଉଛି ଡ୍ରେନ୍
ଭୁବନେଶ୍ୱର,୧୭ା୯(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର ମୁଖ୍ୟ ରାସ୍ତାଠାରୁ ଆରମ୍ଭ କରି ଗଳିକନ୍ଦିରେ ଏବେ ଡ୍ରେନ୍ ଓ ସ୍ବେରେଜ କାର୍ଯ୍ୟ ଜାରି ରହିଛି। ପାଖାପାଖି ସବୁ ଓ୍ବାର୍ଡରେ ଏବେ ନିର୍ମାଣ ଓ ମରାମତି ଜାରି ରହିଛି। ଏଥିପାଇଁ ଅଧିକାଂଶ ସ୍ଥାନରେ ରାସ୍ତା…
କଟକ-ଭୁବନେଶ୍ୱରରେ କୋଭିଡ୍ ନିୟମକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଅସନ୍ତୋଷ
ଭୁବନେଶ୍ୱର,୧୭ା୯(ବ୍ୟୁରୋ): ରାଜ୍ୟର ଅନ୍ୟ ଅଞ୍ଚଳଗୁଡିକରେ କୋଭିଡ୍ ନିୟମ କଡାକଡି ଅନୁପାଳନ ହେଉଛି। ଭୁବନେଶ୍ୱର-କଟକ କମିଶନରେଟ ଅଞ୍ଚଳରେ ଏହା ସେତେଟା ଉତ୍ସାହଜନକ ନୁହେଁ। ଭୁବନେଶ୍ୱର-କଟକ କମିଶନରେଟ ଅଞ୍ଚଳରେ କୋଭିଡ୍ ନିୟମ କାର୍ଯ୍ୟକାରିତା ଉପରେ ପ୍ରତ୍ୟକ୍ଷ ଭାବେ ଦୃଷ୍ଟି ଦେବା ସହ ଆବଶ୍ୟକ ପଦକ୍ଷେପ…
ହାଇକୋର୍ଟରେ ଦଶହରା ମାମଲା: ଯେତିକି ଉଚ୍ଚର ମୂର୍ତ୍ତି ହୋଇଛି, ସେତିକି ରହିବ
କଟକ ଅଫିସ,୧୭।୯: ଦଶହରାରେ ମୃଣ୍ମୟୀ ମୂର୍ତ୍ତି ନିର୍ମାଣକୁ ନେଇ ଲାଗିଥିବା ବିବାଦରେ ହାଇକୋର୍ଟ ବୁଧବାର ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଯେଉଁ ପୂଜା କମିଟି ଯେତିକି ଉଚ୍ଚତାର ମୃଣ୍ମୟୀ ମୂର୍ତ୍ତି ନିର୍ମାଣ କରିଛନ୍ତି, ସେତିକି ଉଚ୍ଚତା ପର୍ଯ୍ୟନ୍ତ ଅନୁମତି ମିଳିବ। ଏ ନେଇ…
ରାଜ୍ୟପାଳଙ୍କ ହସ୍ତକ୍ଷେପ ପରେ ନିଷ୍ପତ୍ତି: ଆନ୍ଧ୍ରପ୍ରଦେଶ ବିଏଡ୍ ପରୀକ୍ଷା ଘୁଞ୍ଚିଲା
ଭୁବନେଶ୍ୱର,୧୭ା୯(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆନ୍ଧ୍ରପ୍ରଦେଶରେ ବିଏଡ୍ ଶିକ୍ଷା କରୁଥିବା ଓଡ଼ିଶାର ୩୦ ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କ ପରୀକ୍ଷାକୁ ଘୁଞ୍ଚାଇବାକୁ ନିଷ୍ପତ୍ତି ନେଇଛନ୍ତି ସେଠାକାର ସରକାର। ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ହସ୍ତକ୍ଷେପ ପରେ ଆସନ୍ତା ଅକ୍ଟୋବରରେ ହେବାକୁ ଥିବା…
ବାଲେଶ୍ୱର ସଦର, ତିର୍ତ୍ତୋଲ ଉପନିର୍ବାଚନ: ଅପରାଧ ପୃଷ୍ଠଭୂମିର ତଥ୍ୟ ଦେବେ ପ୍ରାର୍ଥୀ
ଭୁବନେଶ୍ୱର,୧୭ା୯(ବ୍ୟୁରୋ): ବାଲେଶ୍ୱର ସଦର ଏବଂ ଜଗତସିଂହପୁର ଜିଲାର ତିର୍ତ୍ତୋଲରେ ହେବାକୁ ଥିବା ବିଧାନସଭା ଉପନିର୍ବାଚନ ପୂର୍ବରୁ ରାଜନୈତିକ ଦଳଗୁଡ଼ିକ ସେମାନଙ୍କ ପ୍ରାର୍ଥୀଙ୍କ ଆପରାଧିକ ପୃଷ୍ଠଭୂମି ସମ୍ପର୍କରେ ସବିଶେଷ ତଥ୍ୟ ଦେବେ। ଉଭୟ ଛାପା ଏବଂ ବୈଦ୍ୟୁତିକ ଗଣମାଧ୍ୟମରେ ୩ ପର୍ଯ୍ୟାୟରେ ଏ…
Archives


