ସ୍ବପ୍ନରେ ନାଗଦେବତାଙ୍କୁ ଦେଖିଲେ ଯୁବତୀ, ଆଉ ତା’ ପରେ…
ବିଂଶ ଶତାବ୍ଦୀ ପରେ ମଧ୍ୟ ଆମ ଦେଶରେ ଏମିତି କିଛି ସ୍ଥାନ ଅଛି, ଯେଉଁଠି ଆଜି ବି ଅନ୍ଧବିଶ୍ୱାସକୁ ଲୋକେ ସମ୍ପୂର୍ଣ୍ଣ ଜାବୁଡ଼ି ଧରିଛନ୍ତି। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ମଧ୍ୟପ୍ରଦେଶର ଛିନ୍ଦଓ୍ବାଡାରେ। ଏଠାକାର ଜଣେ ଯୁବତୀ ସ୍ବପ୍ନରେ ନାଗସାପ…
ଆମେରିକାରେ ମାଗଣାରେ ଦିଆଯିବ କରୋନା ଟିକା!
ୱାଶିଂଟନ,୧୭ ।୯: ଆମେରିକାର ଟ୍ରମ୍ପ ସରକାର ଏକ ବଡ ଘୋଷଣା କରିଛନ୍ତି । ବୁଧବାର ଆମେରିକା ସଂସଦରେ କୁହାଯାଇଛି କି ଆମେରିକାବାସୀଙ୍କୁ କରୋନା ଟିକା ମାଗଣାରେ ଯୋଗାଇ ଦେବାକୁ ଯୋଜନା କରାଯାଉଛି । ଏସମ୍ପର୍କିତ ଏକ ରିପୋର୍ଟ ବୁଧବାର ଆମେରିକା କଂଗ୍ରେସକୁ…
‘କରୋନା ଯୋଦ୍ଧା’ ଥିମ୍କୁ ନେଇ ମୋଦିଙ୍କ ୭୦ ତମ ଜନ୍ମଦିନରେ ୭୧ ଫୁଟର କେକ୍ ତିଆରି କଲା ସୁରଟ ବେକରି
ସୁରଟ,୧୭ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୦ ତମ ଜନ୍ମଦିନରେ ଗୁଜରାଟ ସୁରଟର ବ୍ରେଡଲାଇନର ବେକରି ୭୧ ଫୁଟର ଏକ କେକ୍ ତିଆରି କରିଛି । ଏହା କୋରାନା ଯୋଦ୍ଧାଙ୍କ ଥିମ୍କୁ ନେଇ ପ୍ରସ୍ତୁତ କରାଯାଇଛି । ଏହାର ଓଜନ ରହିଛି…
ବିନା ଭକ୍ତରେ ଧବଳମୁଖୀ ବେଶରେ ମା’ ସମଲେଶ୍ୱରୀ
ବରଗଡ଼ ଅଫିସ,୧୭ା୯: ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀ ଗୁରୁବାର ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। କୋଭିଡ୍-୧୯ କଟକଣାକୁ ଦୃଷ୍ଟିରେ ରଖି ଏହି ପୀଠରେ ମହାଳୟା ତିଥି ପାଳନ କରାଯାଉ ଥିବାବେଳେ ଅନ୍ୟବର୍ଷ ଭଳି ମା’ସମଲେଶ୍ବରୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ଭକ୍ତଙ୍କ…
ଭିଡିଓ ଜାରି କରି ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ କଙ୍ଗନା
ନୂଆଦିଲ୍ଲୀ,୧୭ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ବର ୧୭ ଅର୍ଥାତ୍ ଗୁରୁବାର ତାଙ୍କର ୭୦ ତମ ଜନ୍ମଦିନ ପାଳନ କରିଛନ୍ତି । ଏହି ଅବସରରେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ବାର୍ତ୍ତା ଦିଆଯାଇଥିବା ବେଳେ ଏବେ ଚର୍ଚ୍ଚାରେ ଥିବା ବଲିଉଡ୍ ନାୟିକା…
ବିଶ୍ୱର ସବୁଠାରୁ ଭୟଙ୍କର ଲ୍ୟାବ
କରୋନା ବା କୋଭିଡ-୧୯ ଭାଇରସକୁ ନେଇ ଚାଇନର ଏକ ଲ୍ୟାବ କନ୍ସିରେସି ଥିଓରିକୁ ନେଇ ଚର୍ଚ୍ଚାରେ ରହିଛି । ଉହାନ ସ୍ଥିତ ଏହି ଲ୍ୟାବକୁ ନେଇ କିଛି ଦେଶ ସନ୍ଦେହ ପ୍ରକାଶ କରିଛନ୍ତି କି ଏହି ଲ୍ୟାବରେ କରୋନା ଭାଇରସ ଉପରେ…
କରୋନା ଭାଇରସ ସଂକ୍ରମଣ: ଖୁବ୍ଶୀଘ୍ର ଆମେରିକାକୁ ପଛରେ ପକାଇବ ଭାରତ
ନୂଆଦିଲ୍ଲୀ,୧୭ ।୯: ଦେଶରେ କରୋନା ସଂକ୍ରମଣର ସ୍ଥିତି ବେଳକୁ ବେଳ ଖରାପ ହେବାରେ ଲାଗିଛି । କିଛିଦିନ ହେବ ଲଗାତାର ଭାବେ ୨୪ ଘଣ୍ଟାରେ ୯୦ ହଜାର ଉପରେ ରହୁଛି ସଂକ୍ରମିତଙ୍କ ସଂଖ୍ୟା । ସଂକ୍ରମଣ ସ୍ଥିତିରେ ଭାରତ ଏବେ ଦ୍ୱିତୀୟ…
ଚାଇନାର ନୂଆ ଯୋଜନା: ସୀମାରେ ଲାଉଡ ସ୍ପିକର ଜରିଆରେ ବଜାଉଛି ପଞ୍ଜାବି ଗୀତ
ନୂଆଦିଲ୍ଲୀ,୧୭ ।୯: ଭାରତ-ଚାଇନା ସୀମା ବିବାଦ ବେଳକୁ ବେଳ ନୂଆ ରୂପ ନେଉଥିବା ବେଳେ ଚାଇନା ପ୍ରତି ମୁହୂର୍ତ୍ତରେ କିଛି ନା କିଛି ଚାଲ ଚଲାଉଥିବା ଦେଖାଯାଇଛି । ଏବେ ଚାଇନା ଏଲ୍ଏସିର ଫିଙ୍ଗର-୪ ଅଞ୍ଚଳରେ ଲାଉଡ ସ୍ପିକର ଜରିଆରେ ପଞ୍ଜାବି…
ମୋଦିଙ୍କ ୭୦ତମ ଜନ୍ମଦିବସରେ ଦେଶ ବିଦେଶରୁ ଛୁଟିଲା ଶୁଭେଚ୍ଛାର ସୁଅ
ନୂଆଦିଲ୍ଲୀ,୧୭ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଆଜି ହେଉଛି ୭୦ତମ ଜନ୍ମଦିବସ । ଏହି ଦିବସକ୍ୁ ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ସପ୍ତାହେ ପୂର୍ବରୁ ସେବା ଦିବସ ଭାବେ ପାଳନ କରାଯାଉଛି । ଜନ୍ମଦିନ ଅବସରରେ ମୋଦିଙ୍କୁ ଦେଶ ବିଦେଶରୁ ବହୁ…
ବିମାନ କମ୍ପାନୀ ରାଜସ୍ବ ୮୫.୭% କମିଛି
ନୂଆଦିଲ୍ଲୀ,୧୭।୯: ଆର୍ଥତ୍କ ବର୍ଷ ୨୦୨୦-୨୧ର ପ୍ରଥମ ତ୍ରୈମାସରେ ବିମାନ କମ୍ପାନୀଗୁଡିକର ରାଜସ୍ବ ୮୫.୭% ହ୍ରାସ ଘଟି ୩,୬୫୧ କୋଟି ରହିଛି। କୋଭିଡ୍-୧୯ ଯୋଗୁ ବିମାନ ସେବା ବାତିଲ ରହିବାରୁ ଏଭଳି ସ୍ଥିତି ଉପୁଜିଛି ବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ…
ଆଇପିଏଲ-୨୦୨୦: ସ୍ପିନ ଚ୍ୟାଲେଞ୍ଜ
ଇଣ୍ଡିଆନ ପ୍ରିମିୟର ଲିଗ୍ର ୧୩ତମ ସଂସ୍କରଣ ୟୁନାଇଟେଡ ଆରବ ଏମିରେଟ୍ସ(ୟୁଏଇ)ର ୩ଟି ଷ୍ଟାଡିୟମ ଦୁବାଇ, ଆବୁଧାବି ଓ ଶାରଜାରେ ଅନୁଷ୍ଠିତ ହେବାକୁ ଯାଉଛି। ୟୁଏଇ ପରିବେଶରେ ସ୍ପିନରମାନେ ଦଳର ସଫଳତାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବା ଆକଳନ କରାଯାଉଛି। ତେଣୁ ଚଳିତ ମାସ…
୧୨ ଫୁଟର ଅଜଗର ଉଦ୍ଧାର
ଅନୁଗୋଳ ଅଫିସ, ୧୭।୯: ଅନୁଗୋଳ ଜିଲା ବେନ୍ତପୁର ଗ୍ରାମରୁ ବୁଧବାର ଏକ ୧୨ ଫୁଟର ଅଜଗର ଉଦ୍ଧାର କରାଯାଇଛି। ମହେନ୍ଦ୍ର ଭୋଇଙ୍କ ଘର ପାଖ ଧାନ ବିଲରେ ଅଜଗରକୁ ଦେଖି ସ୍ଥାନୀୟ ଯୁବକମାନେ ସର୍ପମିତ୍ର ଆଦିତ୍ୟ ବେହେରାଙ୍କୁ ଖବର ଦେଇଥିଲେ। ଆଦିତ୍ୟଙ୍କ ସହ…
Archives


