୧୨୩ ସେକେଣ୍ଡ ମଧ୍ୟରେ ମାଟିରେ ମିଶିଲା ସରକାରୀ ସ୍କୁଲ
ପାଟନା, ୧୬।୯: ଲଗାତାର ବର୍ଷା ଯୋଗୁ ବିହାରର ଏକ ସରକାରୀ ସ୍କୁଲ ମାତ୍ର ୧୨୩ ସେକେଣ୍ଡ ମଧ୍ୟରେ ମାଟିରେ ମିଶିଯାଇଛି। ଏହାର ଭିଡ଼ିଓ ଏବେ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ପୁର୍ନିଆ ଜିଲାର ଜ୍ଞାନଡୋଭା ପଞ୍ଚାୟତର ସିମଲବାଡ଼ି ଅଞ୍ଚଳରେ କନକଈ…
ମାତ୍ର ୧୪ ବର୍ଷ ବୟସରେ କେବିସିରେ ଜିତିଥିଲେ ୧ କୋଟି ଟଙ୍କା, ଏବେ ଅଛନ୍ତି ଏହି ପଦବୀରେ
ଲୋକପ୍ରିୟ ଟିଭି ଶୋ’ କୌନ୍ ବନେଗା କରୋଡପତିରେ ଭାଗ ନେଇ କୋଟି କୋଟି ଟଙ୍କା ଜିତୁଥବା ପ୍ରତିଯୋଗୀ ପରବର୍ତ୍ତୀ ସମୟରେ ବେଶ୍ ଚର୍ଚ୍ଚାରେ ରୁହନ୍ତି। ସେମିତି ଜଣେ ପ୍ରତିଯୋଗୀ ହେଉଛନ୍ତି ଆଇପିଏସ ରବି ମୋହନ ସଇନି ୨୦୦୧ରେ କେବିସି ଜୁନିୟରର ଏକ…
ବ୍ୟାଙ୍କ୍ ମ୍ୟାନେଜର, କେ.ପି. ସଲ୍ୟୁଶନ୍ସ ମୁଖ୍ୟ ଗିରଫ
ଭୁବନେଶ୍ୱର,୧୬।୯ (ବ୍ୟୁରୋ):ଜୟଦେବ ବିହାରସ୍ଥିତ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କରୁ ୨.୫ କୋଟି ଋଣ ଠକେଇ ମାମଲାରେ କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ ଦୁଇଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ବାପୁଜୀ ନଗର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ୍ ମ୍ୟାନେଜର ତଥା ଆସେସ୍ମେଣ୍ଟ ଅଫିସର ଶ୍ରୀକାନ୍ତ ପ୍ରସାଦ ପୃଷ୍ଟି…
ସିଏମ୍ଓଙ୍କ ଘରେ ଚଢ଼ାଉ: ମିଳିଲା ବିଡ଼ାବିଡ଼ା ଟଙ୍କା, ଅଳଙ୍କାର
ଭୋପାଳ, ୧୬।୯: ମଧ୍ୟପ୍ରଦେଶରେ ଜଣେ ମୁଖ୍ୟ ନଗରପାଳିକା ଅଧିକାରୀ(ସିଏମ୍ଓ) ଘରେ ଚଢ଼ାଉ ସମୟରେ ବିଡ଼ାବିଡ଼ା ଟଙ୍କା ଏବଂ ଅଳଙ୍କାର ଜବତ ହୋଇଛି। ପ୍ରାୟ ୩ କୋଟି ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ଜବତ ହୋଇଥିବା କୁହାଯାଉଛି। ଆୟ ବହିର୍ଭୁତ ସମ୍ପତ୍ତି ଥିବା…
ଖାଲି ପଡ଼ିଛି ସୁପର ସ୍ପେଶିଆଲିଟି ପିଜି ସିଟ୍
କଟକ ଅଫିସ,୧୬।୯:ମେଡିକାଲ ପାଠ୍ୟକ୍ରମର ସର୍ବୋଚ୍ଚ ଡିଗ୍ରୀ ଏମ୍.ସିଏଚ୍(ମାଷ୍ଟର ଅଫ୍ ଚିରାଜି) ଏବଂ ଡିଏମ୍(ଡକ୍ଟର ଅଫ୍ ମେଡିସିନ) ପଢିବା ପାଇଁ ମେଡିକାଲ ଛାତ୍ରୀଛାତ୍ରଙ୍କ ଆଗ୍ରହ କମିବାରେ ଲାଗିଛି। ଫଳରେ ଏବେ ରାଜ୍ୟରେ ବିଭିନ୍ନ ମେଡିକାଲ କଲେଜର ସୁପର୍ ସ୍ପେଶିଆଲିଟି ବିଭାଗରେ ଏସବୁ ପିଜି…
ନନ୍ଦନକାନନ: ଭାଲୁ ଆରତି ଅସୁସ୍ଥ
ବାରଙ୍ଗ,୧୬।୯(ଡି.ଏନ୍.ଏ): ପ୍ରାଣୀ ଉଦ୍ୟାନ ନନ୍ଦନକାନନର ଭାଲୁ ସଫାରିରେ ଥିବା ଭାଲୁ ଆରତି ଅସୁସ୍ଥ ହୋଇଥିବା ଜଣାପଡ଼ିଛି। ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ଏହି ଭାଲୁଟିକୁ ସୋମବାର ନନ୍ଦନକାନନରେ ଥିବା ଡାକ୍ତରଖାନା ନିଆଯାଇଛି। ଏହାସହ ତା’ ସ୍ବାସ୍ଥ୍ୟରେ ଅବନତି ଘଟିବାରୁ ଆଇସିୟୁରେ ଭର୍ତ୍ତି କରାଯାଇଛି।…
କରୋନା ନେଲା ୧୧ ଜୀବନ
ଭୁବନେଶ୍ୱର,୧୬।୯(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୧୧ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୫୬କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ୧୧…
ଏହି ଗାୟିକାଙ୍କ ଦିଓ୍ବାନା ଥିଲେ ମହାତ୍ମା ଗାନ୍ଧୀ, ନେହେରୁ
କର୍ନାଟକ ସଙ୍ଗୀତ ଜଗତରେ ଏମଏସ ସୁବୁଲକ୍ଷ୍ମୀ ଏକ ଅବିସ୍ମରଣୀୟ ପରିଚୟ ସୃଷ୍ଟି କରିଥିଲେ। ଆଜି ତାଙ୍କର ପୁଣ୍ୟତିଥି। ପୁରୁଷ ପ୍ରଧାନ ସମାଜରେ ସୁବୁଲକ୍ଷ୍ମୀ ନିଜ ସ୍ବରର ଯାଦୁରେ ସମସ୍ତଙ୍କୁ ମତୁଆଲା କରିଥିଲେ। ସେ ସେମଙ୍ଗୁଡି ଶ୍ରୀନିବାସ ଆୟରଙ୍କଠାରୁ କାର୍ନାଟକ ସଙ୍ଗୀତ ଏବଂ…
ଇଟାଲୀୟ ଫିଲ୍ମ ନିର୍ମାତାଙ୍କ ସହ ହାତ ମିଳାଇଲେ ଜିତେନ୍ଦ୍ର
ଭୁବନେଶ୍ୱର, ୧୬।୯ (ବ୍ୟୁରୋ): ଅନ୍ତର୍ଜାତୀୟ ସ୍ତରରେ ଖ୍ୟାତି ଅର୍ଜନ କରିଥିବା ଓଡ଼ିଶା ଜନ୍ମିତ ଫିଲ୍ମ ପ୍ରଡ୍ୟୁସର୍ ଓ ପ୍ରମୋଟର ଜିତେନ୍ଦ୍ର ମିଶ୍ର ଇଟାଲୀର ପ୍ରସିଦ୍ଧ ଚଳଚ୍ଚିତ୍ର ନିର୍ଦ୍ଦେଶକ ତଥା ପ୍ରଯୋଜକ ଉଲିସି ଲେଣ୍ଡାରୋଙ୍କ ସହ ହାତ ମିଳାଇଛନ୍ତି। ଉଭୟ ମିଶି ଚଳିତ…
୩ ସାଙ୍ଗ ଚାକିରି ଛାଡି କଲେ ଏମିତି କାମ, ସମସ୍ତଙ୍କ ପାଇଁ ସାଜିଲେ ଉଦାହରଣ
କରୋନା ସମୟରେ ଯୁବକମାନେ ସେମାନଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ଅଛନ୍ତି। କିଏ ଚାକିରି ପାଇବାକୁ ନେଇ ତ ଆଉ କିଏ ଚାକିରି ଚାଲିଯିବା ଭୟରେ ଅଛନ୍ତି। ଏସବୁ ଭିତରେ ୩ ସାଙ୍ଗ ସମସ୍ତଙ୍କ ପାଇଁ ଉଦାହରଣ ସାଜିଛନ୍ତି। ଉତ୍ତରପ୍ରଦେଶର ବାରାଣସୀ ଜିଲାର…
ଶ୍ରମିକଙ୍କ ମଜୁରି ସିଧାସଳଖ ଆକାଉଣ୍ଟକୁ ଯିବ
ଭୁବନେଶ୍ୱର,୧୬।୯(ବ୍ୟୁରୋ):ସମସ୍ତ ବିଭାଗ ଦ୍ୱାରା ହେଉଥିବା କାର୍ଯ୍ୟରେ ଶ୍ରମିକମାନଙ୍କ ମଜୁରିକୁ ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଯିବ। ଶ୍ରମିକମାନଙ୍କୁ ସେମାନଙ୍କ ଦେୟ ଦେବାକୁ ଆଉ ମଧ୍ୟସ୍ଥ ରହିବେ ନାହିଁ। ଏଥିପାଇଁ କାର୍ଯ୍ୟକାରୀ ହେବ ଇ-ମଷ୍ଟର ରୋଲ। ଇ-ମଷ୍ଟର ରୋଲ ଓ ବ୍ୟାଙ୍କ ଜରିଆରେ…
ସ୍ତ୍ରୀ ଆଗରେ ଆଖିବୁଜିଲେ ସ୍ବାମୀ
ଢେଙ୍କାନାଳ ଅଫିସ, ୧୬।୯:କରୋନା ମାରିଦେଲା ମଣିଷପଣିଆ। ଡାକ୍ତରଖାନା ବାରଣ୍ଡାରେ ପଡ଼ି ଯନ୍ତ୍ରଣା ଭୋଗୁଥିଲେ ଅଥଚ, କେହି ପଚାରିଲେନି କି ପାଖ ମାଡ଼ିଲେନି। ଶେଷରେ ଛଟପଟ ହୋଇ ସ୍ତ୍ରୀଙ୍କ ଆଖି ଆଗରେ ଚାଲିଗଲା ସ୍ବାମୀ ଜୀବନ। ଢେଙ୍କାନାଳ ଜିଲା ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରୁ ଆସିଛି…
Archives


