Home Left

ଘରେ ଆର୍ଥିକ ଅଭାବ ଲାଗି ରହୁଛି କି? ସୁଧାର ପାଇଁ ଆପଣାନ୍ତୁ ଏହି ୫ ଉପାୟ; କିଛି ଦିନ ମଧ୍ୟରେ ଫରକ ଦେଖନ୍ତୁ..

ବାସ୍ତୁଶାସ୍ତ୍ରକୁ ବହୁତ ପ୍ରଭାବଶାଳୀ ବୋଲି ବିବେଚନା କରାଯାଏ। ଘରେ ଆର୍ଥିକ ଅଭାବ ଲାଗି ରହୁଥିଲେ ,ଏହାକୁ ଆପଣାଇବା ଦ୍ୱାରା ସ୍ଥିତିରେ ସୁଧାର ଆସିଥାଏ ବୋଲି ମାନ୍ୟତା ରହିଛି। ଅଭାବକୁ ଘରୁ ବାହାର କରିବାକୁ ହେଲେ କିଛି ବାସ୍ତୁଗତ ଦିଗ ପ୍ରତି ଧ୍ୟାନ…

ନ୍ୟୁଜିଲାଣ୍ଡ ବିପକ୍ଷରେ ପଦାର୍ପଣ କରିଥିବା ପୂର୍ବତନ ଭାରତୀୟ କ୍ରିକେଟର୍‌ଙ୍କ ପରଲୋକ

ମୁମ୍ବାଇ, ୧୫।୯: ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଲ୍‌ରାଉଣ୍ଡର ସଦାଶିବ ରାଓଜୀ ପାଟିଲଙ୍କ ମଙ୍ଗଳବାର ପରଲୋକ ଘଟିଛି। କୋହ୍ଲାପୁରସ୍ଥିତ ନିଜ ବାସଭବନରେ ୮୬ ବର୍ଷ ବୟସରେ ସଦାଶିଷ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସ୍ତ୍ରୀ ଓ ୨ ଝିଅଙ୍କ ସହ ସେ…

ସଚିନ ଆଉଟ୍‌ ହେବା ପରେ ‘ଦେବଦାସ’ ଫିଲ୍ମ ଦେଖିବାକୁ ଚାଲି ଯାଇଥିଲେ ଏହି କ୍ରିକେଟରଙ୍କ ମା’ବାପା; ପୁଅଙ୍କ ଖେଳ ଦେଖି ନ ଥିଲେ

ନୂଆଦିଲ୍ଲୀ,୧୫।୯: ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲୀଙ୍କ ଅଧିନାୟକତ୍ୱରେ ଖେଳାଯାଇଥିବା ନେଟଓ୍ବେଷ୍ଟ ଟ୍ରଫିକୁ ଆଜି ବି ଲୋକେ ମନେ ପକାନ୍ତି। ଭାରତୀୟ ଟିମ୍‌ ଅନେକ ଫାଇନାଲ ହାରିବା ପରେ ଉକ୍ତ ଟୁର୍ନାମେଣ୍ଟରେ ଜିତିଥିଲା। ୨୦୦୨ରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଭାରତୀୟ ଦଳ ଇଲଂଣ୍ଡକୁ…

କ୍ରିକେଟର ସ୍ବାମୀଙ୍କଠାରୁ ଅଧିକ ଲୋକପ୍ରିୟ ଏହି ଆଙ୍କର୍‌: ଫୁଟବଲ୍‌ ବିଶ୍ୱକପ୍‌ ଏବଂ କମନଓ୍ବେଲ୍‌ଥ୍‌ ଗେମ୍ସ୍‌‌ରେ ଆସିଛନ୍ତି ନଜର

ନୂଆଦିଲ୍ଲୀ,୧୫।୯: ଭାରତରେ ବହୁତ କମ୍‌ କ୍ରିକେଟ ଖେଳାଳି ଅଛନ୍ତି ଯେଉଁମାନଙ୍କ ଜୀବନସାଥୀ ମଧ୍ୟ କ୍ରିକେଟଜଗତ ସହ ଡଡ଼ିତ। ସେଭଳି ଗୋଟିଏ ଦମ୍ପତ୍ତି ହେଲେ ଷ୍ଟୁଅର୍ଟ ବିନ୍ନି ଏବଂ ମୟନ୍ତି ଲାଙ୍ଗର। ୨୦୧୨ରେ ମୟନ୍ତୀଙ୍କୁ ବିବାହ କରିଥିଲେ ଷ୍ଟୁଅର୍ଟ। ଉଭୟଙ୍କ ଲଭ୍‌ଷ୍ଟୋରୀ କୌଣସି…

ଡେବ୍ୟୁ ମାଚ୍‌ରେ କ୍ୟାରିୟର ଶେଷ ହେବା ଭଳି ମନେ ହୋଇଥିଲା, ହେଲେ ଧୋନୀଙ୍କ ପାଇଁ ସଫଳ ଖେଳାଳି ପାଲଟିଲେ ଏହି ଅଲ୍‌ରାଉଣ୍ଡର 

ନୂଆଦିଲ୍ଲୀ,୧୫।୯: ଆଉ କେଇ ଦିନ ପରେ ଆରମ୍ଭ ହେବ ବହୁ ପ୍ରତିକ୍ଷିତ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)। ଏଥିରେ ଚେନ୍ନାଇ ସୁପରକିଙ୍ଗ୍ସ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଉପରେ ସମସ୍ତଙ୍କ ରହିଛି। କାରଣଟି ହେଲା ଅଗଷ୍ଟ ୧୫ ତାରିଖରେ ଧୋନୀ କ୍ରିକେଟରୁ ସନ୍ୟାସ…

ଏଭଳି ବୁଦ୍ଧି ପ୍ରୟୋଗ କରି ଗଛରୁ ଫଳ ତୋଳୁଛି ହାତୀ , ଆଉ ତା ପରେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଆଶ୍ଚର୍ଯ୍ୟ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ…

ଆଉ ଦାମୀ ପୋଷାକ ପିନ୍ଧୁ ନାହାନ୍ତି କରିନା!

ମୁମ୍ବାଇ: ବଲିଉଡ୍ କୁଇନ୍ କରିନା କପୁର ଖାଁ ସବୁବେଳେ ତାଙ୍କ ଷ୍ଟାଇଲକୁ ନେଇ ଆସିଥାଆନ୍ତି ଚର୍ଚ୍ଚାକୁ । ଦାମୀ ପୋଷାକ ସାଙ୍ଗକୁ ଦାମୀ ଆଉଟଫିଟ୍‌ରେ ସୁନ୍ଦର ଦିଶନ୍ତି ଏହି ନାୟିକା । ଏବେ କିନ୍ତୁ କରିନା ତାଙ୍କ ଦ୍ୱିତୀୟ ସନ୍ତାନ ଆସିବାକୁ…

ଘୋଷଣା ହେଲା ‘ବିଗ୍ ବସ୍‌-୧୪’ ଗ୍ରାଣ୍ଡ ପ୍ରିମିୟରର ତାରିଖ

ମୁମ୍ବାଇ: ବଲିଉଡ୍ ସୁପରଷ୍ଟାର ସଲମାନ ଖାଁଙ୍କ ରିୟଲିଟି ଶୋ’ ‘ବିଗ୍ ବସ୍‌-୧୪’ ଅପେକ୍ଷାର ଅନ୍ତ ଘଟିଛି । ଏହା ଖୁବ୍ ନିକଟରେ ଅନ୍‌ଏୟାର ହେବ ବୋଲି ଘୋଷଣା କରାଯାଇଛି । ଏଥର ବି ମେକର୍ସ ଏଣ୍ଟରଟେନମେଣ୍ଟକୁ ଖୁବ୍ ଗୁରୁତ୍ୱ ଦେଇଛନ୍ତି ।…

ମାସ୍କ ନ ପିନ୍ଧିଲେ ଖୋଳିବାକୁ ପଡିବ କରୋନା ସଂକ୍ରମିତ ମୃତକଙ୍କ ପାଇଁ କବର

ଜାକର୍ତ୍ତା,୧୫ ।୯: କରୋନା ସଂକ୍ରମଣ ସାରା ବିଶ୍ୱକୁ ଥରହର କରାଇ ଦେଇଥିବା ବେଳେ ଏହାକୁ ରୋକିବାକୁ ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ନିୟମମାନ ଲାଗୁ କରାଯାଇଛି । ତେବେ କରୋନା ସଂକ୍ରମଣ ରୋକିବାକୁ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ) ଓ ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ…

ବଳାତ୍କାର ଅଭିଯୁକ୍ତଙ୍କୁ ସର୍ବସାଧାରଣରେ ଫାଶୀ ଦିଆଯାଉ: ଇମ୍ରାନ ଖାନ୍‌

ଇସଲାମାବାଦ,୧୫।୯: ପାକିସ୍ତାନରେ ଜଣେ ବିଦେଶୀ ମହିଳାଙ୍କୁ ବଳାତ୍କାର ଘଟଣାକୁ ନେଇ ବିରୋଧ ଲାଗିରହିଛି। ଏହି ଘଟଣାକୁ ନେଇ ଇମ୍ରାନ ସକରକାରଙ୍କୁ ସମାଲୋଚନା କରାଯାଇଛି। ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏକ ବଡ଼ ବିବୃତ୍ତି ଦେଇ କହିଛନ୍ତି ଏହି ଘଟଣାର ଅଭିଯୁକ୍ତଙ୍କୁ ସର୍ବସାଧାରଣରେ ଫାଶୀ…

କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଓଡ଼ିଶା ଦ୍ରବ୍ୟ, ସେବା କର ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୧୫।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇ ଯାଇଛି। ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନିଆଯାଇଛି। ଏଥିରେ ଓଡ଼ିଶା ଦ୍ରବ୍ୟ ଓ ସେବା କର ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ ଦିଆଯାଇଛି।…

ଲଦାଖରେ ଅପ୍ଟିକାଲ ଫାଇବର କେବୁଲ ବିଛାଉଛି ଚାଇନା

ଲେହ, ୧୫।୯: ଏଲ୍‌ଏସିରେ ଜାଣିଶୁଣି ଚାଇନା ଉତ୍ତେଜନା ସୃଷ୍ଟି କରୁଛି। ଲଦାଖରେ ଚାଇନା ଯୋଗାଯୋଗ ବ୍ୟବସ୍ଥା ବୃଦ୍ଧି ଲାଗି ଅପ୍ଟିକାଲ ଫାଇବର କେବୁଲ ବିଛାଉଛି। ଏନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। ଗଣମାଧ୍ୟମ ସଂସ୍ଥା ଦି ଟେଲିଗ୍ରାଫ୍‌ରେ ଏହା ପ୍ରକାଶିତ ହୋଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri