Home Left

ବ୍ୟାଙ୍କ ଠକେଇ: ୪ ବର୍ଷରେ ୩୮ ଅଭିଯୁକ୍ତ ଛାଡ଼ିଛନ୍ତି ଦେଶ

ନୂଆଦିଲ୍ଲୀ, ୧୫।୯: ବ୍ୟାଙ୍କ ଠକେଇ ଅଭିଯୋଗରେ ଗତ ୪ ବର୍ଷ ମଧ୍ୟରେ ୩୮ ଅଭିଯୁକ୍ତ ଦେଶ ଛାଡ଼ିଛନ୍ତି। ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର ସଂସଦରେ ଏନେଇ ସୂଚନା ଦେଇଛନ୍ତି। ୨୦୧୫ ଜାନୁୟାରୀ ୧ରୁ ୨୦୧୯ ଡିସେମ୍ବର ୩୧ ମଧ୍ୟରେ ଅଭିଯୁକ୍ତମାନେ ଦେଶ…

ବୌଦ୍ଧ ଜିଲାରୁ ପ୍ରଥମ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୮ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହି ୮ ମୃତକଙ୍କ ମଧ୍ୟରୁ ଜଣେ ବୌଦ୍ଧ ଜିଲାରୁ ରହିଛନ୍ତି। ସେ ଜଣେ ମହିଳା ହୋଇଥିବା ବେଳେ ବୟସ ୬୫ ବର୍ଷ ବୋଲି ସୂଚନା ମିଳିଛି। ତେବେ ସେ…

ଗଞ୍ଜାମ ସହରରେ ଅଧିକାଂଶ ଲୋକ ବର୍ତ୍ତମାନ ପିନ୍ଧୁନାହାନ୍ତି ମାସ୍କ

ଗଞ୍ଜାମ,୧୫।୯(ଡି.ଏନ୍‌.ଏ.): ଗଞ୍ଜାମସହରରେ ମହାମାରୀ କରୋନା ସ୍ଥିତି ବର୍ତମାନ ନିୟନ୍ତ୍ରଣ ଥିବା ଜଣା ପଡିଛି । ଏହି ଏନ୍‌ଏସି ରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୦ ଥିବା ବେଳେ ୮୬ ଜଣ ବ୍ୟକ୍ତି ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସହରର ଦୁଇ ଜଣ…

ସୁଜି ଜିଲାପି

ଆବଶ୍ୟକ ସାମଗ୍ରୀ: ସୁଜି- ୧ କପ୍‌, ମଇଦା- ୧/୪ କପ୍‌, ଘୋଳ ଦହି- ୧/୨ କପ୍‌, ବେକିଂ ପାଉଡ଼ର ୧/୨ ଛୋଟ ଚାମଚ, ଚିମୁଟାଏ ଅରେଞ୍ଜ ଫୁଡ୍‌ କଲର, ଚିନି- ୧.୫ କପ୍‌, ୧ ଚାମଚ ଲେମ୍ବୁ ରସ, ୪ଟି ଗୁଜୁରାତିର…

ଘର ପାଇଁ ସୋଫା ବାଛୁଥିଲେ…

ନିଜ ଡ୍ରଇଁରୁମ୍‌କୁ ସୁନ୍ଦର କରିବାକୁ କିଏ ବା ନ ଚାହେଁ। ଆଉ ଏଥିପାଇଁ ଠିକ୍‌ ସୋଫା ବାଛିବା ସବୁଠୁ ଗୁରୁତ୍ୱପୂର୍ଣ୍ଣ। କାରଣ ଏହା ଆପଣଙ୍କ ଘର ପ୍ରତି ଅତିଥିଙ୍କର ମନରେ ଏକ ଭଲ ଧାରଣା ସୃଷ୍ଟି କରିଥାଏ। ତେଣୁ ଡ୍ରଇଁରୁମ୍‌ର ସାଇଜ୍‌…

ଏପରି ଛଡ଼ାନ୍ତୁ ମେକ୍‌ଅପ୍‌

ପରଫେକ୍ଟ ମେକ୍‌ଅପ୍‌ ଯେକୌଣସି ଚେହେରାକୁ ବି ଅଧିକ ସୁନ୍ଦର ଏବଂ ଆକର୍ଷଣୀୟ ଲୁକ୍‌ ଦେଇପାରେ। ହେଲେ ଆପଣ ଜାଣନ୍ତିକି, ଏହି ଇନ୍‌ଷ୍ଟାଣ୍ଟ ସୌନ୍ଦର୍ଯ୍ୟ ବୃଦ୍ଧି କରୁଥିବା ମେକ୍‌ଅପ୍‌ ପ୍ରଡ଼କ୍ଟଗୁଡିକୁ ଭଲ ଭାବେ ନ ସଫା କଲେ ତାହା ପରବର୍ତ୍ତୀ ସମୟରେ ବ୍ରଣ,…

ଚାନ୍ଦବାଲି ଇୟରରିଂ ଫ୍ୟାଶନ

ବର୍ତ୍ତମାନ ଲଙ୍ଗ ଇୟରିଂ ଫ୍ୟାଶନ ଟ୍ରେଣ୍ଡ ପାଲଟିଛି। ଯେଉଁଥିରେ ରହିଛି ଚାନ୍ଦବାଲି ଇୟରିଂର ସବୁଠୁ ବେଶି ଡିମାଣ୍ଡ। ତେବେ କେଉଁ ଭଳି ଡ୍ରେସ୍‌ ସହିତ ଏହାକୁ କ୍ୟାରି କଲେ ଅଧିକ ଫ୍ୟାଶନେବଲ୍‌ ଲାଗିବେ ଜାଣିରଖନ୍ତୁ ସେ ସମ୍ପର୍କରେ… ଯଦି ଆପଣ ଫୋରାଲ…

ଛୋଟପିଲା ସହ ଓ୍ବାର୍କ ଫ୍ରମ୍‌ ହୋମ୍‌

ଘରୁ ବାହାରି ଅଫିସ ଗଲେ ରୋଗ ସଂକ୍ରମଣର ଭୟ। ଯାହାର ବିକଳ୍ପ ସାଜିଛି ଓ୍ବାର୍କ ଫ୍ରମ୍‌ ହୋମ। ହେଲେ ଏପଟେ ଘରେ ଛୋଟ ପିଲା। କାମ ବେଳେ କେତେବେଳେ ଲାପ୍‌ଟପ୍‌ ଟାଣି ନିଅନ୍ତି ତ ଆଉ କେତେବେଳେ କୋଳରେ ବସି କାର୍ଟୁନ…

ପାକିସ୍ତାନ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ

ଇସ୍‌ଲାମାବାଦ,୧୫ ।୯: ପାକିସ୍ତାନ ବାୟୁସେନାର ଏକ ବିମାନ ମଙ୍ଗଳବାର ଦୁର୍ଘଟଣାଗ୍ରସ୍ତ ହୋଇଛି । ପାକିସ୍ତାନ ଗଣମାଧ୍ୟମର ସୂଚନା ଅନୁଯାୟୀ, ନିୟମିତ ପ୍ରଶିକ୍ଷଣ ସମୟରେ ବିମାନଟି ଆଟୋକର ପିଣ୍ଡିଘେବ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ପାଇଲଟ ସୁରକ୍ଷିତ ଭାବେ ବାହାରି ଆସିଛନ୍ତି…

ମାଟ୍ରିକ ସପ୍ଲିମେଣ୍ଟାରି ପରୀକ୍ଷା ଆରମ୍ଭ

ଭୁବନେଶ୍ୱର, ୧୫।୯(ବ୍ୟୁରୋ) ହାଇସ୍କୁଲ ସପ୍ଲିମେଣ୍ଟାରି ଓ ଓପନ ସ୍କୁଲ ସପ୍ଲିମେଣ୍ଟାରୀ ପରୀକ୍ଷା ସୋମବାରଠାରୁ ଆରମ୍ଭ ହୋଇଛି।ଏହା ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଚଳିତବର୍ଷ ୧୫୩ଟି କେନ୍ଦ୍ରରେ ୨୨ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ମାଟ୍ରିକ ସପ୍ଲିମେଣ୍ଟାରି ପରୀକ୍ଷା ଦେଉଥିବାବେଳେ ୮୮ କେନ୍ଦ୍ରରେ ଓପନ…

ପାନ୍ଥନିବାସକୁ ଘରୋଇକରଣ ଉଦ୍ୟମ ପ୍ରସଙ୍ଗ: ପୁନର୍ବିଚାର ନ ହେଲେ ଆନ୍ଦୋଳନ

ଭୁବନେଶ୍ୱର(ବ୍ୟୁରୋ),୧୫।୯: ଲାଭରେ ଚାଲିବା ସତ୍ତ୍ୱେ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ଦ୍ୱାରା ପରିଚାଳିତ ପାନ୍ଥ ନିବାସଗୁଡ଼ିକୁ ଘରୋଇ ହୋଟେଲ ସଂସ୍ଥା ହାତକୁ ଟେକିଦେବାକୁ ଚକ୍ରାନ୍ତ କରାଯାଉଛି। ରାଜ୍ୟ ପର୍ଯ୍ୟଟନ ବିଭାଗର କେତେଜଣ ବରିଷ୍ଠ ଅଧିକାରୀ ବ୍ୟକ୍ତିଗତ ଫାଇଦା ପାଇଁ ପାନ୍ଥ…

ପଡିଆରେ ଧୋନୀଙ୍କ ଭଳି ହେବାକୁ ଚାହୁଁଛନ୍ତି ଏହି ଖେଳାଳି

ଦୁବାଇ,୧୫।୯: ମହେନ୍ଦ୍ର ସିଂ ଧୋନୀଙ୍କ ମ୍ୟାଚ ଜିତିବାର କୌଶଳ ଶିଖିବାକୁ ଚାହୁଁଛନ୍ତି ଦକ୍ଷିଣ ଆଫ୍ରିକାର ଡେଭିଡ ମିଲର। ଚାପର ସମ୍ମୁଖୀନ ହୋଇଥିଲେ ମଧ୍ୟ ଧୋନୀ ଶାନ୍ତ ରହିବାର ଗୁଣକୁ ସେ ପ୍ରତ୍ୟେକ ମ୍ୟାଚ୍‌ରେ ବ୍ୟବହାର କରିବାକୁ ଚାହୁଁଛନ୍ତି। ମିଲର କହିଛନ୍ତି, ଧୋନୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri