Home Left

ଆସନ୍ତା ବର୍ଷ ଜାନୁୟାରୀରେ ମୁକୁଳି ପାରନ୍ତି ଶଶିକଳା

ବେଙ୍ଗାଲୁରୁ,୧୫ ।୯: ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତା ଜୟାଲଳିତାଙ୍କ ଅତି ନିକଟତମ କୁହାଯାଉଥିବା ଭିକେ ଶଶିକଳା ବେଙ୍ଗାଲୁରୁର ସେଣ୍ଟ୍ରାଲ ଜେଲରେ ବନ୍ଦୀ ଜୀବନ କାଟୁଛନ୍ତି । ତେବେ ସେ ଆସନ୍ତା ବର୍ଷ ଅର୍ଥାତ୍ ୨୦୨୧ ମସିହା ଜାନୁୟାରୀରେ ମୁକୁଳି କାରନ୍ତି ବୋଲି…

ରାଜ୍ୟ ସଭା ଉପାଧ୍ୟକ୍ଷ ନିର୍ବାଚନ: ବିଜେଡିକୁ କଂଗ୍ରେସର ସମାଲୋଚନା

ଭୁବନେଶ୍ୱର୧୫।୯(ବ୍ୟୁରୋ): ରାଜ୍ୟ ସଭା ଉପାଧ୍ୟକ୍ଷ ପ୍ରାର୍ଥୀ ପାଇଁ ଏନ୍‌ଡିଏକୁ ବିଜେଡି ସମର୍ଥନ ଘୋଷଣା ପରେ ସେମାନଙ୍କ ଅସଲ ରୂପ ଧରାପଡ଼ିଯାଇଛି। ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ ସୋମବାର ଅନୁଷ୍ଠିତ ହୋଇଥିଲା। ଏଥିରେ ଏନ୍‌ଡିଏ ପକ୍ଷରୁ ଜେଡି(ୟୁ) ଏମ୍‌ପି ହରିବଂଶ ନାରାୟଣ ସିଂଙ୍କୁ ପ୍ରାର୍ଥୀ…

ଶୁକ୍ର ଗ୍ରହରେ ଏଲିଅନ !

ଓ୍ବାଶିଂଟନ, ୧୫।୯: ଶୁକ୍ର ଗ୍ରହରେ ଜୀବନର ସନ୍ଧାନ ମିଳିଛି। ଏନେଇ ମହାକାଶ ବିଜ୍ଞାନୀ ସୂଚନା ଦେଇଛନ୍ତି। ଏଠାକାର ବାୟୁମଣ୍ଡଳରେ ଫସଫିନ୍‌ ଗ୍ୟାସ୍‌ର ଆସ୍ତରଣ ଥିବା ଜଣାପଡ଼ିଛି। ହୁଏତ ଏଠାକାର ବାୟୁମଣ୍ଡଳରେ ଏଲିଅନ ବାସ କରୁଥାଇ ପାରନ୍ତି ବୋଲି ମହାକାଶ ବିଜ୍ଞାନୀ ଆଶା…

ମହାପ୍ରଭୁଙ୍କ ଜମି ହାତେଇବାକୁ ମସୁଧା

ପୁରୀ ଅଫିସ, ୧୫।୯: ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ନାଁରେ ୬୦ ହଜାର ଏକରରୁ ଊର୍ଦ୍ଧ୍ୱ ଜମି ରହିଛି। ଏହି ଜମି କେବଳ ପୁରୀ କିମ୍ବା ଓଡ଼ିଶାରେ ନୁହେଁ ବାହାର ରାଜ୍ୟରେ ବି ଅଛି। କିନ୍ତୁ ପରିତାପର ବିଷୟ ହଜାର ହଜାର ଏକର ଜମି…

ଜୟାଙ୍କୁ ଟାର୍ଗେଟ କଲେ କଙ୍ଗନା

ନୂଆଦିଲ୍ଲୀ,୧୫ ।୯: ସମାଜବାଦୀ ପାର୍ଟିର ରାଜ୍ୟ ସଭା ସଦସ୍ୟ ତଥା ବଳିଉଡ୍ ନାୟିକା ଜୟା ବଚ୍ଚନ ମଙ୍ଗଳବାର କହିଥିଲେ କି ବଲିଉଡକୁ ବଦନାମ କରିବାକୁ ଯୋଜନା କରାଯାଉଛି । ସେ ଲୋକ ସଭାରେ ଭାରତୀୟ ଜନତା ପାର୍ଟି(ଭାଜପା) ସଦସ୍ୟ ରବି କିଶନଙ୍କୁ…

ବର୍ଷେ ବିତିଲା, ୩୨ ଏମ୍‌ସିସି କାମ ସରିଲାନି

ଭୁବନେଶ୍ୱର, ୧୫।୯(ବ୍ୟୁରୋ): ରାଜଧାନୀରେ ୪୩ ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର (ଏମ୍‌ସିସି) ନିର୍ମାଣ ପାଇଁ ୨୦୧୯ ଅଗଷ୍ଟ ୩୧ ତାରିଖ ସ୍ବାୟତ୍ତ ଶାସନ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ୧ ବର୍ଷ ମଧ୍ୟରେ ସମସ୍ତ ଏମ୍‌ସିସି କାମ ସମ୍ପୂର୍ଣ୍ଣ…

ମିଳିଲା କ୍ଷମତା: ଜବରଦଖଲ ଉଚ୍ଛେଦ କରିପାରିବେ ତହସିଲଦାର

ଭୁବନେଶ୍ୱର,୧୫।୯(ବ୍ୟୁରୋ): ସର୍ବସାଧାରଣ ସ୍ଥାନରୁ ଜବରଦଖଲ ଉଚ୍ଛେଦ କରିବା ଲାଗି ରାଜ୍ୟ ସରକାର ତହସିଲଦାର ଓ ଅତିରିକ୍ତ ତହସିଲଦାରଙ୍କୁ ଇଷ୍ଟେଟ ଅଫିସର କ୍ଷମତା ପ୍ରଦାନ କରିଛନ୍ତି। ଏ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏ…

ଟିକେ ଧୋନୀଙ୍କୁ ଦେଖାଅ ପ୍ଲିଜ୍‌, କାହିଁକି ଏମିତି କହିଲେ ସାକ୍ଷୀ

ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଆଇପିଏଲ୍‌ ଖେଳିବା ପାଇଁ ଏବେ ୟୁଏଇରେ ଅଛନ୍ତି। ଚଳିତବର୍ଷ କରୋନା ଯୋଗୁ ନିଜ ପରିବାରକୁ ସେ ସାଙ୍ଗରେ ନେଇ ଯାଇନାହାନ୍ତି। ଏଭଳି ପରିସ୍ଥିତିରେ ସ୍ତ୍ରୀ ସାକ୍ଷୀ ଧୋନୀ ତାଙ୍କୁ ବହୁତ ମିସ୍‌ କରୁଛନ୍ତି।…

ମୂର୍ତ୍ତି କାରିଗର ପାଲଟିଲେ ଛତୁଚାଷୀ

ଖୋର୍ଦ୍ଧା ଅଫିସ,୧୫।୯: କରୋନା ମହାମାରୀ ଲୋକଙ୍କ ଜୀବନ ନେବା ସହ ଜୀବିକା ବଦଳାଇ ଦେଇଛି। ପରିବାର ପ୍ରତିପୋଷଣ ପାଇଁ ଶେଷରେ ଛତୁ ଚାଷ କରିବାକୁ ବାଧ୍ୟ ହୋଇଛନ୍ତି ଖୋର୍ଦ୍ଧା ଉପକଣ୍ଠ ଗୁରୁଜଙ୍ଗ ମାଳି ସାହିର ମୂର୍ତ୍ତି କାରିଗର ଆଶିଷ ରଣା। ସୂଚନା…

ରାଜଧାନୀରେ ବଢ଼ୁଛି ଆରୋଗ୍ୟ ହାର

ଭୁବନେଶ୍ୱର,୧୫।୯ (ବ୍ୟୁରୋ): ଦିନକୁ ଦିନ ଭୁବନେଶ୍ୱରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବାବେଳେ ସୁସ୍ଥ ସଂଖ୍ୟା ବଢିବାରେ ଲାଗିଛି। ଗତ ୩ଦିନ ହେବ କ୍ରମାଗତ ଭାବେ ପଜିଟିଭ୍‌ ହାର କମୁଥିବା ଓ ସୁସ୍ଥ ହାର ବୃଦ୍ଧି ପାଉଥିବା ଦେଖିବାକୁ ମିିଳିଛି। ଗତ…

ଜେଲ୍‌ରୁ ବାହାରି ଶୋଭାଯାତ୍ରାରେ ଯିବା ମହଙ୍ଗା ପଡ଼ିଲା: ୪ ଗିରଫ

ଭୁବନେଶ୍ୱର,୧୫।୯ (ବ୍ୟୁରୋ)ଏୟାରଫିଲ୍ଡ ଥାନାଞ୍ଚଳରେ ଘଟିଥିବା ବହୁ ଚର୍ଚ୍ଚିତ ଅମରେଶ ନାୟକ ହତ୍ୟା ମାମଲାରେ ୪ ଅଭିଯୁକ୍ତଙ୍କୁ ଜାମିନ ମିଳିବା ପରେ ଗତ ଗୁରୁବାର ଝାରପଡ଼ା ଜେଲରୁ ମୁକୁଳିଥିଲେ। ବିନା ପୋଲିସ ଅନୁମତି ତଥା କୋଭିଡ୍‌ ନିୟମକୁ ଉଲ୍ଲଂଘନ କରି ସେମାନେ ବାଇକ୍‌…

ପୁଣି ରାଜ୍ୟରେ ୮ ମୁଣ୍ଡ ନେଲା କରୋନା: ଜାଣନ୍ତୁ କେଉଁ ଜିଲାରୁ ଅଛନ୍ତି ଅଧିକ ସଂଖ୍ୟକ ମୃତକ

ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୮ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୪୫ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୮…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri