Home Left

ନିଶାରେ ବଣୁଆ ହାତୀକୁ ନମସ୍କାର କରିବା ପଡ଼ିଲା ମହଙ୍ଗା

ରାଞ୍ଚି, ୧୪।୯: ନିଶାରେ ଥିବା ଜଣେ ବ୍ୟକ୍ତି ହିତାହିତ ଜ୍ଞାନ ଭୁଲି ଗୋଟିଏ ବଣୁଆ ହାତୀକୁ ନମସ୍କାର କରିବା ମହଙ୍ଗା ପଡ଼ିଛି। ହାତୀଟି ଏଥିରେ ଉତ୍ୟକ୍ତ ହୋଇ ସାମ୍ନାରେ ଠିଆ ହୋଇଥିବା ସେହି ବ୍ୟକ୍ତିଙ୍କୁ କଚାଡ଼ି ମାରି ଦେଇଛି। ଏଭଳି ଏକ…

କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଲେ ମୁଖ୍ୟମନ୍ତ୍ରୀ

ଗୁରୁଗ୍ରାମ, ୧୪।୯: ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟର କରୋନା ମହାମାରୀରୁ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି। ୬୬ ବର୍ଷୀୟ ଖଟ୍ଟର ସୋମବାର ରାଜଧାନୀ ଚଣ୍ଡିଗଡ଼ରେ ପହଞ୍ଚିଛନ୍ତି। ମାସ୍କ ପରିଧାନ କରିବା ଓ ସାମାଜିକ ଦୂରତ୍ୱ ନିୟମାବଳୀକୁ ମାନି ଚଳିବା…

ଆଇପିଏଲ୍‌ରେ ସର୍ବାଧିକ ମ୍ୟାଚ୍‌ ଖେଳିଛି ଏହି ଟିମ୍‌

ନୂଆଦିଲ୍ଲୀ, ୧୪।୯: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଆରମ୍ଭ ହେବାକୁ ଆଉ ଗୋଟିଏ ସପ୍ତାହରୁ କମ୍‌ ସମୟ ବାକି ରହିଛି। ଏହି ହାଇଭୋଲଟେଜ୍‌ ଟୁର୍ନାମେଣ୍ଟ ଆସନ୍ତା ୧୯ରୁ ଏହା ୟୁଏଇରେ ଆରମ୍ଭ…

କିଭଳି ନାଚୁଛି ପକ୍ଷୀ, ଦେଖନ୍ତୁ ଭିଡିଓ

ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଭିଡିଓ ସୋସିଆଲ…

୨୯ରୁ ବିଧାନସଭା ଅଧିବେଶନ

ଭୁବନେଶ୍ୱର,୧୪।୯(ବ୍ୟୁରୋ)-ସେପ୍ଟେମ୍ବର ୨୯ରୁ ଆରମ୍ଭ ହେବ ବିଧାନସଭା ମୌସୁମୀ ଅଧିବେଶନ। ଏହି ଅଧିବେଶନ ଅକ୍ଟୋବର ୭ ପର୍ଯ୍ୟନ୍ତ ଚାଲିବ। ଏଥର ମୌସୁମୀ ଅଧିବେଶନରେ ମୋଟ ୮ଟି କାର୍ଯ୍ୟ ଦିବସ ରହିବ। ତେବେ ଅକ୍ଟୋବର ୪ ରବିବାର ଛୁଟି ଦିବସ ପଡୁଥିଲେ ମଧ୍ୟ ବିଧାନସଭା…

୭୧ ବର୍ଷ ପରେ ପ୍ରଥମ ଟେନିସ ଖେଳାଳି ଭାବେ ଏହି କୃତିତ୍ୱ ଲାଭ କଲେ ଥିମ୍‌

ନ୍ୟୁୟର୍କ, ୧୪।୯: ଅଷ୍ଟ୍ରିଆର ଡୋମିନିକ୍‌ ଥିମ୍‌ ଏଠାରେ ଅନୁଷ୍ଠିତ ୟୁଏସ୍‌ ଓପନ୍‌ ପୁରୁଷ ସିଙ୍ଗଲ୍ସରେ ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ଥିମ୍‌ ୨-୬, ୪-୬, ୬-୪, ୬-୩, ୭-୬ (୮/୬) ସେଟ୍‌ରେ ଜର୍ମାନୀର ଆଲେକ୍ସଜାଣ୍ଡର ଜେଭରେଭଙ୍କୁ ପରାସ୍ତ କରିଛନ୍ତି। ଏଥିସହ ଥିମ୍‌ ତାଙ୍କ…

ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂଙ୍କୁ କରୋନା

ଲକ୍ଷ୍ନୌ,୧୪।୯-ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଜସ୍ଥାନର ପୂର୍ବତନ ରାଜ୍ୟପାଳ କଲ୍ୟାଣ ସିଂ ମଙ୍ଗଳବାର ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହାପରେ ତାଙ୍କୁ ପିଜିଆଇ ଲକ୍ଷ୍ନୌରେ ଭର୍ତ୍ତି କରାଯାଇଛି। କଲ୍ୟାଣ ସିଂ ଦୁଇ ଦିନ ଧରି ଜ୍ୱରରେ ପୀଡିତ ଥିଲେ। ଗତକାଲି…

ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହେଲା ଏହି କ୍ରିକେଟର୍‌ଙ୍କ ବାଇକ୍‌

ନୂଆଦିଲ୍ଲୀ, ୧୪।୯: ନେପାଳ କ୍ରିକେଟ୍‌ ଦଳର ବାମହାତୀ ଦ୍ରୁତ ବୋଲର୍‌ ଲଳିତ ଭଣ୍ଡାରୀ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇ ଗୁରୁତର ଆଘାତ ପାଇଛନ୍ତି। ରିପୋର୍ଟ ମୁତାବକ, ଲଳିତ ଭଣ୍ଡାରୀ ବାଇକ ଚଳାଇ ଯାଉଥିବାବେଳେ ଏକ ଟ୍ରକ୍‌ ସହ ମୁହଁାମୁହିଁ ଧକ୍କା…

୬୩ ରନରେ ୭ ଉଇକେଟ୍‌ ହରାଇ ମ୍ୟାଚ୍‌ ହାରିଲା ଅଷ୍ଟ୍ରେଲିଆ

ମାଞ୍ଚେଷ୍ଟର, ୧୪।୯: ଘରୋଇ ଇଂଲଣ୍ଡ ବିପକ୍ଷରେ ଏଠାରେ ଅନୁଷ୍ଠିତ ୨ୟ ଦିନିକିଆ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ୨୪ ରନରେ ହାରିଯାଇଛି। ଏହି ଲୋ-ସ୍କୋରିଂ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ଇଅନ ମୋର୍ଗାନଙ୍କ ନେତୃତ୍ୱାଧୀନ ଇଂଲଣ୍ଡ ୫୦ ଓଭରରେ ୯ ଉଇକେଟ୍‌ ହରାଇ ୨୩୧…

ଘରର ଷ୍ଟୋର ରୁମ୍‌ ସୃଷ୍ଟି କରେ ସମସ୍ୟା, ଜାଣନ୍ତୁ କେଉଁ ଦିଗରେ ରହିବା ଉଚିତ୍‌

ଘରେ ସଠିକ୍‌ ଦିଗରେ ଷ୍ଟୋର ରୁମ ନ ରହିଲେ ଏହା ଅନେକ ସମସ୍ୟା ସୃଷ୍ଟି କରିଥାଏ। ଭୁଲ୍‌ ଦିଗରେ ଥିବା ଷ୍ଟୋର ରୁମ ବ୍ୟକ୍ତିଙ୍କ ଜୀବନରେ ସ୍ବାସ୍ଥ୍ୟ ଏବଂ ଅର୍ଥ ସମ୍ବନ୍ଧୀୟ ସମସ୍ୟା ଆଣିପାରେ। ବାସ୍ତୁ ଅନୁଯାୟୀ, ଘରର ଷ୍ଟୋର ରୁମ…

ବରଗଡ଼ରେ ମାତିଲେ ଲୁଟେରା: ମହିଳାଙ୍କ ସୁନାଚେନ ଲୁଟି ୨ ଦୁର୍ବୃତ୍ତ ଫେରାର୍‌

ବରଗଡ଼ ଅଫିସ,୧୪।୯: ବରଗଡ଼ ସହରରେ ଅପରାଧୀ ସକ୍ରିୟ ହୋଇ ପଡିଛନ୍ତି। କେତେବେଳେ ଦାମି ଗାଡ଼ି ଏଠାରେ ଚୋରି ହେଉଛି ତ ଆଉ କେବେ ଦିନ ଦ୍ବିପ୍ରହରରେ ଲୁଟପାଟ ଚାଲିଛି। ସୋମବାର ପୂର୍ବାହ୍ନରେ ବରଗଡ଼ ମିନି ଷ୍ଟାଡିୟମ ପଛପଟ ନିକଟ ନେହେରୁ ଆସୋସିଏଶନର…

ବିଧାୟକ ସୁଧୀର ସାମଲଙ୍କୁ କରୋନା

ଭୁବନେଶ୍ୱର,୧୪।୯(ବ୍ୟୁରୋ): ଢେଙ୍କାନାଳ ବିଧାୟକ ସୁଧୀର ସାମଲ କରୋନାରେ ଆକ୍ରାନ୍ତ ହୋଇଛନ୍ତିି। ଏ ନେଇ ସେ ନିଜେ ସୋମବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଟୁଇଟ୍‌ରେ ସେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କୋଭିଡ୍‌ ଟେଷ୍ଟ କରାଇବା ପାଇଁ ଅନୁରୋଧ କରିଛନ୍ତି। ଆଜି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri