Home Left

କଙ୍ଗନା ହେବେ ଭାଜପାର ଷ୍ଟାର ପ୍ରଚାରକ: ଉତ୍ତର ରଖିଲେ ଫଡନବିଶ

ପାଟନା,୧୪ ।୯: ବିହାର ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ହେଲାଣି ସରଗରମ । ଏଥର ଭାରତୀୟ ଜନତା ପାର୍ଟି(ଭାଜପା) ବାଜି ମାରିବାକୁ ଲକ୍ଷ୍ୟ ରଖିଥିବା ବେଳେ କଂଗ୍ରେସ ମଧ୍ୟ ସବୁ ପ୍ରକାର ପ୍ରସ୍ତୁତିରେ ରହିଛି । ଅନ୍ୟପଟେ ବଲିଉଡ୍ ଅଭିନେତ୍ରୀ କଙ୍ଗନା…

ମୋବାଇଲରୁ ମିଳିବ ଭୂମିକମ୍ପ ସୂଚନା

ଭୂମିକମ୍ପ ଏପରି ଏକ ପ୍ରାକୃତିକ ବିପର୍ଯ୍ୟୟ ଯାହାକୁ ହଠାତ ପୂର୍ବାନୁମାନ କରିବା ସହଜ ନୁହେଁ। ଅବଶ୍ୟ କେଉଁ ଅଞ୍ଚଳରେ ଭୂମିକମ୍ପ ହେବ ତାହା ଏବେ ଆକଳନ କରାଯାଇପାରୁଛି। ହେଲେ ଏହା ସଂଘଟିତ ହେବାର ଠିକ ସମୟ ସମ୍ପର୍କରେ ସୂଚନା ଦେବା ଏ…

ପଡିଆରେ ନାଚିଲେ କୋହଲି, ଜାଣନ୍ତୁ କାହିଁକି

କରୋନା ଯୋଗୁ ଏଥର ଆଇପିଏଲ ୟୁଏଇରେ ଆୟୋଜିତ ହେଉଛି। ମ୍ୟାଚ୍‌ ପୂର୍ବରୁ ସବୁ ଦଳ ଅଭ୍ୟାସ ଆରମ୍ଭ କରିଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଦଳ କଠିନ ଅଭ୍ୟାସ ଏକ ମଜାଳିଆ ବୋଲିଂ ଅଧିବେଶନ କରୁଥିବା ଦେଖିବାକୁ ମିଳିଥିଲା। ଏହି ଅଧିବେଶନରେ କେବଳ…

ସ୍ତ୍ରୀ-ସ୍ବାମୀ ସମ୍ପର୍କ ସଫଳ ପାଇଁ ଚାଣକ୍ୟ କହିଛନ୍ତି କିଛି ଏପରି ଉପାୟ, ଜାଣନ୍ତୁ ସେ ସବୁ କ’ଣ

ଆଚାର୍ଯ୍ୟ ଚାଣକ୍ୟ ଧନ, ପ୍ରଗତି ଏବଂ ବୈବାହିକ ଜୀବନ ସମେତ ସମସ୍ତ ଦିଗ ଉପରେ ଗଭୀର ଅଧ୍ୟୟନ କରିଛନ୍ତି। ତାହା ସହ ଜଡିତ ସମସ୍ୟାର ସମାଧାନ ମଧ୍ୟ କରିଛନ୍ତି। ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ସ୍ତ୍ରୀ-ସ୍ବାମୀ ସମ୍ପର୍କ ଏବଂ ସଫଳ ବୈବାହିକ ଜୀବନ…

୧୭ ଏମ୍‌ପି କରୋନା ପଜିଟିଭ

ନୂଆଦିଲ୍ଲୀ,୧୪ ।୯: ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ସମସ୍ତ ସଦସ୍ୟଙ୍କ କରୋନା ଟେଷ୍ଟ ବାଧ୍ୟତାମୂଳକ କରାଯାଇଥିଲା । ଏବେ ଏମାନଙ୍କ ମଧ୍ୟରୁ ୧୭ ଜଣ ଏମ୍‌ପିଙ୍କର କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡିଛି । ଏମାନଙ୍କ ମଧ୍ୟରେ…

ସ୍ବାମୀଙ୍କ ମୃତ୍ୟୁ ପରେ ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କୁ କୁହାଯାଉଥିଲା ଡାହାଣୀ

ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ମାମଲାରେ ଡ୍ରଗ୍ସ କନେକ୍ସନ ଆସିବା ପରେ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ୧୪ ଦିନ ଜେଲରେ ଅଛନ୍ତି। ଅନେକ ଚଳଚ୍ଚିତ୍ର ବ୍ୟକ୍ତିତ୍ୱ ରିୟାଙ୍କୁ ସମର୍ଥନ କରି ଗଣମାଧ୍ୟମର ଭୂମିକା ଉପରେ ପ୍ରଶ୍ନ କରିଛନ୍ତି। ଜଣାଶୁଣା ଗାୟିକ…

ଟୁଇଟରରେ ଅନୁରାଗଙ୍କ ମୃତ୍ୟୁ ଖବର: ଫିଲ୍ମ ନିର୍ମାତା କହିଲେ ଯମ ନିଜେ ମୋତେ ଘରେ ଛାଡିଦେଇ ଗଲେ

ମୁମ୍ବାଇ,୧୪ ।୯: ବର୍ତ୍ତମାନ ସମୟରେ ବଲିଉଡରୁ ଗୋଟିଏ ପରେ ଗୋଟିଏ ଦୁଃଖଦ ଖବର ଆସୁଛି । ଆଉ ଇତିମଧ୍ୟରେ ଟୁଇଟରରେ ଏକ ଗୁଜବ ଦେଖିବାକୁ ମିଳିଛି । ସୋମବାର ଗ୍ୟାଙ୍ଗସ୍ ଅଫ୍ ୱାସିପୁର ଓ ସାକ୍ରେଡ ଗେମ୍ସ ଭଳି ଫିଲ୍ମ ଓ…

ପ୍ରସିଦ୍ଧ ଛଉ ନୃତ୍ୟଶିଳ୍ପୀ ଧନଞ୍ଜୟ ମହାତୋଙ୍କ ପରଲୋକ

କୋଲକାତା,୧୪।୯: ପ୍ରସିଦ୍ଧ ଛଉ ନୃତ୍ୟଶିଳ୍ପୀ ଧନଞ୍ଜୟ ମହାତୋଙ୍କର ହୃଦ୍‌ଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କ ୮୫ ବର୍ଷ ହୋଇଥିଲା। ପଶ୍ଚିମବଙ୍ଗର ପୁରୁଲିଆ ଜିଲାର ଏହି ପୁରୁଣା ଲୋକ ନୃତ୍ୟକୁ ସାରା ବିଶ୍ୱରେ ପରଚିତ ହାସଲ କରାଇବାରେ ଧନଞ୍ଜୟଙ୍କ ବଡ ଭୂମିକା…

ସେରୋ ସର୍ଭେ

”ରକ୍ତରେ ପ୍ରତିପିଣ୍ଡ (ଆଣ୍ଟିବଡି) ଜାଣିବା ପାଇଁ ସେରୋସର୍ଭେ କରାଯାଏ। କେରଳ, ମହାରାଷ୍ଟ୍ର, ଦିଲ୍ଲୀ, ଓଡିଶା ପ୍ରଭୃତି ଅନେକ ରାଜ୍ୟ ଏହାକୁ କାର୍ଯ୍ୟକାରୀ କରୁଛନ୍ତି। କରୋନା ସଂକ୍ରମିତ ବ୍ୟକ୍ତିଙ୍କ ରକ୍ତରେ ତିଆରି ହୋଇଥିବା ଆଣ୍ଟିବଡି ରୋଗ ପ୍ରକୋପକୁ ପ୍ରତିହତ କରିପାରିବ କି ନାହିଁ…

ସାପ ଆକୃତିର ପ୍ରଜାପତି

କୋରାପୁଟ,୧୪ା୯(ସ୍ବ.ପ୍ର.): କୋରାପୁଟ ସହରସ୍ଥିତ ଭବାନୀନଗର ଅଞ୍ଚଳରେ ଏକ ବିରଳ ପ୍ରଜାତିର ପ୍ରଜାପତି ଦେଖିବାକୁ ମିଳିଛି। ଏହା ସାପ ଆକୃତିର। ଏହି ଅଞ୍ଚଳରୁ ସୌଦାମିନି ବେହେରାଙ୍କ ଘର କାନ୍ଥରେ ଏହି ପ୍ରଜାପତିଟି ବସିଥିବା ଦେଖିବାକୁ ମିଳିଛି। ରବିବାରଠାରୁ ଏହା କେଉଁ ଆଡୁ ଆସି…

ଘିଅ କମ୍ପାନୀ ଉପରେ ଚଢ଼ାଉ, ୧୪୪୮ କିଲୋରୁ ଅଧିକ ନକଲି ଗୁଆଘିଅ, ସସ୍‌ ଜବତ

ଚୌଦ୍ୱାର,୧୪।୯(ଡି.ଏନ.ଏ): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ପୌରପାଳିକା ୯ ନମ୍ବର ୱାର୍ଡ ସ୍ଥିତ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ରାସ୍ତାରେ ଥିବା ଏକ ନକଲି ଘିଅ ଓ ସସ୍‌ କମ୍ପାନୀ ଉପରେ ଚୌଦ୍ୱାର ପୋଲିସ ଚଢ଼ାଉ କରିଛି। ଏହି କମ୍ପାନୀ…

ଅନୁଗୋଳର ନୂତନ ଜିଲାପାଳ ଭାବେ କାର୍ଯ୍ୟରେ ଯୋଗଦେଲେ ସିଦ୍ଧାର୍ଥ ସ୍ବାଇଁ

ଅନୁଗୋଳ ଅଫିସ,୧୪ା୯: ଅନୁଗୋଳ ଜିଲାରେ ନୂତନ ଜିଲାପାଳ ଭାବେ ୨୦୧୪ ବ୍ୟାଚ୍‌ର ଆଇଏଏସ୍‌ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ସୋମବାର ପୂର୍ବାହ୍ନରେ କାର୍ଯ୍ୟରେ ଯୋଗଦେଇଛନ୍ତି। ଜିଲା କାର୍ଯ୍ୟାଳୟଠାରେ ସେ ପୂର୍ବତନ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଠାରୁ ଦାୟିତ୍ୱ ଗ୍ରହଣ ଅବସରରେ ସରକାରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri