Home Left

ସ୍ବାମୀଙ୍କ ମୃତ୍ୟୁ ପରେ ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କୁ କୁହାଯାଉଥିଲା ଡାହାଣୀ

ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ମାମଲାରେ ଡ୍ରଗ୍ସ କନେକ୍ସନ ଆସିବା ପରେ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ୧୪ ଦିନ ଜେଲରେ ଅଛନ୍ତି। ଅନେକ ଚଳଚ୍ଚିତ୍ର ବ୍ୟକ୍ତିତ୍ୱ ରିୟାଙ୍କୁ ସମର୍ଥନ କରି ଗଣମାଧ୍ୟମର ଭୂମିକା ଉପରେ ପ୍ରଶ୍ନ କରିଛନ୍ତି। ଜଣାଶୁଣା ଗାୟିକ…

ଟୁଇଟରରେ ଅନୁରାଗଙ୍କ ମୃତ୍ୟୁ ଖବର: ଫିଲ୍ମ ନିର୍ମାତା କହିଲେ ଯମ ନିଜେ ମୋତେ ଘରେ ଛାଡିଦେଇ ଗଲେ

ମୁମ୍ବାଇ,୧୪ ।୯: ବର୍ତ୍ତମାନ ସମୟରେ ବଲିଉଡରୁ ଗୋଟିଏ ପରେ ଗୋଟିଏ ଦୁଃଖଦ ଖବର ଆସୁଛି । ଆଉ ଇତିମଧ୍ୟରେ ଟୁଇଟରରେ ଏକ ଗୁଜବ ଦେଖିବାକୁ ମିଳିଛି । ସୋମବାର ଗ୍ୟାଙ୍ଗସ୍ ଅଫ୍ ୱାସିପୁର ଓ ସାକ୍ରେଡ ଗେମ୍ସ ଭଳି ଫିଲ୍ମ ଓ…

ପ୍ରସିଦ୍ଧ ଛଉ ନୃତ୍ୟଶିଳ୍ପୀ ଧନଞ୍ଜୟ ମହାତୋଙ୍କ ପରଲୋକ

କୋଲକାତା,୧୪।୯: ପ୍ରସିଦ୍ଧ ଛଉ ନୃତ୍ୟଶିଳ୍ପୀ ଧନଞ୍ଜୟ ମହାତୋଙ୍କର ହୃଦ୍‌ଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କ ୮୫ ବର୍ଷ ହୋଇଥିଲା। ପଶ୍ଚିମବଙ୍ଗର ପୁରୁଲିଆ ଜିଲାର ଏହି ପୁରୁଣା ଲୋକ ନୃତ୍ୟକୁ ସାରା ବିଶ୍ୱରେ ପରଚିତ ହାସଲ କରାଇବାରେ ଧନଞ୍ଜୟଙ୍କ ବଡ ଭୂମିକା…

ସେରୋ ସର୍ଭେ

”ରକ୍ତରେ ପ୍ରତିପିଣ୍ଡ (ଆଣ୍ଟିବଡି) ଜାଣିବା ପାଇଁ ସେରୋସର୍ଭେ କରାଯାଏ। କେରଳ, ମହାରାଷ୍ଟ୍ର, ଦିଲ୍ଲୀ, ଓଡିଶା ପ୍ରଭୃତି ଅନେକ ରାଜ୍ୟ ଏହାକୁ କାର୍ଯ୍ୟକାରୀ କରୁଛନ୍ତି। କରୋନା ସଂକ୍ରମିତ ବ୍ୟକ୍ତିଙ୍କ ରକ୍ତରେ ତିଆରି ହୋଇଥିବା ଆଣ୍ଟିବଡି ରୋଗ ପ୍ରକୋପକୁ ପ୍ରତିହତ କରିପାରିବ କି ନାହିଁ…

ସାପ ଆକୃତିର ପ୍ରଜାପତି

କୋରାପୁଟ,୧୪ା୯(ସ୍ବ.ପ୍ର.): କୋରାପୁଟ ସହରସ୍ଥିତ ଭବାନୀନଗର ଅଞ୍ଚଳରେ ଏକ ବିରଳ ପ୍ରଜାତିର ପ୍ରଜାପତି ଦେଖିବାକୁ ମିଳିଛି। ଏହା ସାପ ଆକୃତିର। ଏହି ଅଞ୍ଚଳରୁ ସୌଦାମିନି ବେହେରାଙ୍କ ଘର କାନ୍ଥରେ ଏହି ପ୍ରଜାପତିଟି ବସିଥିବା ଦେଖିବାକୁ ମିଳିଛି। ରବିବାରଠାରୁ ଏହା କେଉଁ ଆଡୁ ଆସି…

ଘିଅ କମ୍ପାନୀ ଉପରେ ଚଢ଼ାଉ, ୧୪୪୮ କିଲୋରୁ ଅଧିକ ନକଲି ଗୁଆଘିଅ, ସସ୍‌ ଜବତ

ଚୌଦ୍ୱାର,୧୪।୯(ଡି.ଏନ.ଏ): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ପୌରପାଳିକା ୯ ନମ୍ବର ୱାର୍ଡ ସ୍ଥିତ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ରାସ୍ତାରେ ଥିବା ଏକ ନକଲି ଘିଅ ଓ ସସ୍‌ କମ୍ପାନୀ ଉପରେ ଚୌଦ୍ୱାର ପୋଲିସ ଚଢ଼ାଉ କରିଛି। ଏହି କମ୍ପାନୀ…

ଅନୁଗୋଳର ନୂତନ ଜିଲାପାଳ ଭାବେ କାର୍ଯ୍ୟରେ ଯୋଗଦେଲେ ସିଦ୍ଧାର୍ଥ ସ୍ବାଇଁ

ଅନୁଗୋଳ ଅଫିସ,୧୪ା୯: ଅନୁଗୋଳ ଜିଲାରେ ନୂତନ ଜିଲାପାଳ ଭାବେ ୨୦୧୪ ବ୍ୟାଚ୍‌ର ଆଇଏଏସ୍‌ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ସୋମବାର ପୂର୍ବାହ୍ନରେ କାର୍ଯ୍ୟରେ ଯୋଗଦେଇଛନ୍ତି। ଜିଲା କାର୍ଯ୍ୟାଳୟଠାରେ ସେ ପୂର୍ବତନ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଠାରୁ ଦାୟିତ୍ୱ ଗ୍ରହଣ ଅବସରରେ ସରକାରୀ…

ପଞ୍ଚଭୂତରେ ଲୀନ ହେଲେ ଅଭିନେତା ଅଜିତ ଦାସ

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ସତ୍ୟନଗର ଶ୍ମଶାନରେ ବର୍ଷାୟାନ ଅଭିନେତା ଅଜିତ ଦାସଙ୍କ ଅନ୍ତିମ ସଂସ୍କାର କରାଯାଇଛି। ଏହି ଅବସରରେ ତାଙ୍କୁ ଗାର୍ଡ ଅଫ୍‌ ଅନର୍‌ ଦିଆଯାଇଥିଲା। ତାଙ୍କ ବଡ଼ ଝିଅ ମୁଖାଗ୍ନି ଦେଇଥିଲେ। ରବିବାର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଥିଲା। ମୃତ୍ୟୁ ବେଳକୁ…

ଟଙ୍କାଏ ଜରିମାନା ଦେଲେ ପ୍ରଶାନ୍ତ ଭୁଷଣ

ନୂଆଦିଲ୍ଲୀ, ୧୪।୯: ନ୍ୟାୟପାଳିକାର ଅବମାନନା କରିଥିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୁଷଣ ସୋମବାର କୋର୍ଟରେ ଟଙ୍କାଏ ଜରିମାନା ଦାଖଲ କରିଛନ୍ତି। ଏକ ଟଙ୍କାର ଟ୍ରାଫ୍ଟ କରି ସେ ଏହାକୁ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଜମା କରିଛନ୍ତି।…

ମାସ୍କ, ପିପିଇ କିଣା ଦୁର୍ନୀତି ପ୍ରସଙ୍ଗ: ଲୋକାୟୁକ୍ତରେ ହାଜର ହେଲେ ଆଇଏଏସ୍‌ ହେମନ୍ତ ଶର୍ମା, ରାଜ୍ୟ ଔଷଧ ନିଗମର ଅଧ୍ୟକ୍ଷା ଯାମିନୀ ଷଡ଼ଙ୍ଗୀ

ଭୁବନେଶ୍ୱର,୧୪ା୯(ବ୍ୟୁରୋ): କରୋନା ମହାମାରୀ ସମୟରେ ମାସ୍କ ଓ ପିପିଇ କିଣା ଦୁର୍ନୀତିକୁ ନେଇ ହୋଇଥିବା ଅଭିଯୋଗର ପକ୍ଷ ରଖିବାକୁ ସୋମବାର ଲୋକାୟୁକ୍ତଙ୍କ ପାଖରେ ହାଜର ହୋଇଛନ୍ତି ବରିଷ୍ଠ ଆଇଏଏସ୍‌ ହେମନ୍ତ ଶର୍ମା ଓ ରାଜ୍ୟ ଔଷଧ ନିଗମର ଅଧ୍ୟକ୍ଷା ଯାମିନୀ ଷଡଙ୍ଗୀ।…

ଲକ୍‌ଡାଉନ ସମୟରେ କେତେ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ହୋଇଛି ଜାଣି ନାହାନ୍ତି ସରକାର

ନୂଆଦିଲ୍ଲୀ,୧୪ ।୯: ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ସୋମବାର ଆରମ୍ଭ ହୋଇଛି । ଏଥିରେ ବିରୋଧି ଲିଖିତ ଭାବେ ପ୍ରଶ୍ନ ପଚାରୁଛନ୍ତି । କରୋନା ସଙ୍କଟ ଓ ଲକ୍‌ଡାଉନ ସମୟରେ ପ୍ରବାସୀ ଶ୍ରମିକ ବହୁ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ଏହାକୁ ନେଇ…

ଭାରତ ନିର୍ମାଣ କରିଛି ବିଶ୍ୱର ସର୍ବୋଚ୍ଚ ରାସ୍ତା: ଏଠାରୁ ଚାଇନା ଉପରେ ରଖାଯିବ କଡ଼ା ନଜର

ନୂଆଦିଲ୍ଲୀ,୧୪ା୯: ଭାରତ ଏପରି ଏକ ରାସ୍ତା ନିର୍ମାଣ କରିଛି, ଯାହା ବିର୍ଶ୍ୱର ସବୁଠୁ ଉଚ୍ଚ ରାସ୍ତା। ଏହି ରାସ୍ତାର ବିଶେଷ କଥା ହେଉଛି,ଏଠାରୁ ଚାଇନାର ପ୍ରତ୍ୟେକ କାର୍ଯ୍ୟକଳାପ ବା ଚାଲ୍‌ ପ୍ରତି କଡ଼ା ନଜର ରଖାଯାଇପାରିବ। ଏତଦ୍‌ବ୍ୟତୀତ ସୀମାନ୍ତରେ ନିଯୁକ୍ତ ହୋଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri