‘ମିଶନ ପୂର୍ବୋଦୟ’ରେ ବଡ଼ ପଦକ୍ଷେପ’
ଭୁବନେଶ୍ୱର,୧୪ା୯(ବ୍ୟୁରୋ): ଉଜ୍ଜ୍ୱଳା ଯୋଜନା ଦ୍ୱାରା ଗରିବଙ୍କ ଜୀବନରେ କ’ଣ ପରିବର୍ତ୍ତନ ଆସିଛି, ବିଶେଷଭାବେ ଏହା କରୋନା ସମୟରେ ଜଣାପଡିଛି। ଏହି ଯୋଜନାରେ ଦେଶର ୮ କୋଟି ଗରିବ ପରିବାରଙ୍କ ପାଖରେ ଗ୍ୟାସ ପହଞ୍ଚିଥିବା ବେଳେ କରୋନା ସମୟରେ ଦେଶରେ ଗ୍ୟାସ ଯୋଗାଣକୁ…
‘କରୋନାକୁ ଅଣଦେଖା ନ କରି ଅଧିକ ସତର୍କ ରୁହ’
ଭୁବନେଶ୍ୱର, ୧୪ା୯(ବ୍ୟୁରୋ): ନୂଆଦିଲ୍ଲୀର ଜୁହାର୍ ପରିବାର ଦ୍ୱାରା ରବିବାର ଆୟୋଜିତ ଇ-‘ନୂଆଁଖାଇ ପରବ୍’ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମିଲ ହୋଇ କରୋନାକୁ ଅଣଦେଖା ନ କରି ଅଧିକ ସତର୍କ ରହିବାକୁ ଲୋକଙ୍କୁ ନିବେଦନ କରିଛନ୍ତି। ଧର୍ମେନ୍ଦ୍ର କହିଛନ୍ତି, ବର୍ତ୍ତମାନ କରୋନା…
ଭିଜିଲାନ୍ସ ଜାଲରେ ୪୨୪ ବାବୁ
ଭୁବନେଶ୍ୱର,୧୪।୯(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗତ ୬ ବର୍ଷ ମଧ୍ୟରେ ୪୨୪ ସରକାରୀ କର୍ମଚାରୀଙ୍କ ବିରୋଧରେ ଭିଜିଲାନ୍ସ ମାମଲା ରୁଜୁ ହୋଇଛି। ସାଧାରଣ ପ୍ରଶାସନ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ ୨୦୧୪ରୁ ୨୦୨୦ ଅଗଷ୍ଟ ୩୧ ମଧ୍ୟରେ ରାଜ୍ୟ…
ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି କରୋନା ଆକ୍ରାନ୍ତ, ହସ୍ପିଟାଲରେ ଭର୍ତ୍ତି
ଭୁବନେଶ୍ୱର,୧୪ା୯(ବ୍ୟୁରୋ): ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି କରୋନା ଆକ୍ରାନ୍ତ ହୋଇଥିବା ନେଇ ଟୁଇଟ୍ କରି ସୂଚନା ଦେଇଛନ୍ତି। ସେ ଟୁଇଟ୍ରେ କହିଛନ୍ତି, ତାଙ୍କଠାରେ କରୋନା ଲକ୍ଷଣ ଦେଖା ଦେବାରୁ ପରୀକ୍ଷା କରାଇଥିଲେ। ରିପୋର୍ଟ ପଜିଟିଭ୍ ଆସିଛି। ସେ ସୁସ୍ଥ ଥିବା…
ଓନୁଙ୍କ ସହ ଓଡ଼ିଶା ଏଫସିର ଚୁକ୍ତି
ଭୁବନେଶ୍ୱର, ୧୪।୯(କ୍ରୀଡ଼ା ପ୍ରତିନିଧି)- ସ୍ପାନିଶ୍ ଫୁଟବଲର ମାନୁଏଲ ଓନୁଙ୍କ ସହ ଓଡ଼ିଶା ଏଫସି ଏକବର୍ଷିଆ ଚୁକ୍ତି କରିଛି। ଫଳରେ ଏହି ସେଣ୍ଟର ଫରଓ୍ବାର୍ଡ ଭୁବନେଶ୍ୱର ଭିତ୍ତିକ ଦଳ ପକ୍ଷରୁ ଇଣ୍ଡିଆନ ସୁପରଲିଗ୍(ଆଇଏସଏଲ)ର ୭ମ ସଂସ୍କରଣରେ ଖେଳିବା ନିଶ୍ଚିତ ହୋଇ ଯାଇଛି। ୩୨…
ଆର୍ଥିକ ମେରୁଦଣ୍ଡ ଦୋହଲାଉଛି ବିପର୍ଯ୍ୟୟ
ଭୁବନେଶ୍ୱର,୧୪।୯(ବ୍ୟୁରୋ): ବିଭିନ୍ନ ସମୟରେ ଦେଖାଦେଉଥିବା ପ୍ରାକୃତିକ ବିପର୍ଯ୍ୟୟ ରାଜ୍ୟ ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଉଛି। ଗୋଟିଏ ପରେ ଗୋଟିଏ ବିପର୍ଯ୍ୟୟ ବ୍ୟକ୍ତିଗତ ଓ ସାମଗ୍ରିକ ବିକାଶ କ୍ଷେତ୍ରରେ ଏକ ବିରାଟ ଅନ୍ତରାୟ ସୃଷ୍ଟି କରୁଛି। କେବଳ ବାତ୍ୟା ନୁହେଁ, ବନ୍ୟା, ମରୁଡି…
୩ ପେଟ୍ରୋଲିୟମ ପ୍ରକଳ୍ପ ଲୋକାର୍ପଣ କଲେ ମୋଦି
ନୂଆଦିଲ୍ଲୀ, ୧୪।୯: ବିହାରରେ ୩ ପେଟ୍ରୋଲିୟମ ପ୍ରକଳ୍ପକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦେଶବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପଣ କରିଛନ୍ତି। ଭିଡିଓକନଫରେନ୍ସି ଯୋଗୁ ଏହି ପ୍ରକଳ୍ପଗୁଡିକୁ ଲୋକାର୍ପଣ କରାଯାଇଥିଲା। ପାରାଦୀପ-ହଳଦିଆ-ଦୁର୍ଗାପୁର ପାଇପଲାଇନ ପ୍ରକଳ୍ପର ସମ୍ପ୍ରସାରଣ କାର୍ଯ୍ୟ ଅନ୍ତର୍ଗତ ଦୁର୍ଗାପୁର-ବାଙ୍କା ସେକ୍ସନ ସହ ୨…
ଜେଲ୍ ପାଚେରୀ ଡେଇଁ ପଳାଇଲେ ୨ କଏଦୀ; କମ୍ବଳ କାଟି ତିଆରି କରିଥିଲେ ରଶି
ଭୋପାଳ, ୧୩।୯: ମଧ୍ୟପ୍ରଦେଶର ଦେବାସ ଜେଲରୁ ୨ଜଣ ବିଚାରଧୀନ କଏଦୀ ଫେରାର୍ ହୋଇଯାଇଛନ୍ତି। ଏହି ଦୁଇଜଣ କଏଦୀ ଫେରାର୍ ହେବା ଲାଗି ପ୍ରଥମେ ପାଖରେ ଥିବା କମ୍ବଳ କାଟି ରଶି ତିଆରି କରିଥିଲେ। ଏହାପରେ ସେମାନେ ସେହି ରଶି ସହାୟତାରେ ଜେଲ୍…
ଭାରତୀୟ ନାଗରିକଙ୍କ ସଚ୍ଚୋଟତା; ଫେରାଇଲେ ୧୦ ଲକ୍ଷ ଟଙ୍କା ସହ ସୁନା ଭର୍ତ୍ତି ବ୍ୟାଗ୍
ନୂଆଦିଲ୍ଲୀ, ୧୩।୯: ଜଣେ ଭାରତୀୟ ନାଗରିକଙ୍କ ସଚ୍ଚୋଟତାକୁ ନେଇ ଦୁବାଇରେ ବେଶ୍ ଚର୍ଚ୍ଚା। ରିତେଶ ଜେମ୍ସ ଗୁପ୍ତା ନାମକ ଏହି ଭାରତୀୟ ନାଗରିକଜଣଙ୍କ ଏକ ବ୍ୟାଗ୍ ପାଇଥିଲେ। ଯେଉଁଥିରେ ସାଢ଼େ ୧୦ ଲକ୍ଷ ଟଙ୍କାର ନଗଦ ରାଶି ଏବଂ ସୁନା ଭର୍ତ୍ତି…
ସୋମବାର ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ
ନୂଆଦିଲ୍ଲୀ,୧୩।୯-ରାଜ୍ୟ ସଭା ଉପାଧ୍ୟକ୍ଷ ନିର୍ବାଚନ ସୋମବାର ଅନୁଷ୍ଠିତ ହେବ। ଏନ୍ଡିଏ ପକ୍ଷରୁ ହରିବଂଶ ନାରାୟଣ ସିଂଙ୍କୁ ପ୍ରର୍ଥୀ କରାଯାଇ ଥିବାବେଳେ ମିଳିତ ବିରୋଧୀ ପକ୍ଷରୁ ଆର୍ଜେଡି ଏମ୍ପି ମନୋଜ ଝା’ଙ୍କୁ ପ୍ରାର୍ଥୀ କରାଯାଇଛି। ଅପରାହ୍ନରେ ଉପାଧ୍ୟକ୍ଷ ନିର୍ବାଚନ ହେବ ବୋଲି ରାଜ୍ୟ…
୭୫ ଲକ୍ଷ କରୋନା ପରୀକ୍ଷା କରିବାରେ ଦେଶର ପ୍ରଥମ ରାଜ୍ୟ ହେଲା ଉତ୍ତର ପ୍ରଦେଶ
ଲକ୍ଷ୍ନୌ, ୧୩।୯: ୭୫ ଲକ୍ଷରୁ ଊର୍ଦ୍ଧ୍ୱ କରୋନା ପରୀକ୍ଷା କରାଇବାରେ ଉତ୍ତର ପ୍ରଦେଶ ଦେଶର ପ୍ରଥମ ରାଜ୍ୟ ହୋଇଛି। ରବିବାର ଉତ୍ତର ପ୍ରଦେଶ ଗୃହ ସଚିବ ଅବନୀଶ ଆଓ୍ବସ୍ତି ଏହି ସୂଚନା ଦେଇଛନ୍ତି। ‘ଶନିବାର ଆମେ ଏକ ଲକ୍ଷ ୪୭ରୁ ଊର୍ଦ୍ଧ୍ୱ…
ଡ୍ରଗ୍ସ କାରବାର ମାମଲା: ବଲିଉଡ କଳାକାରଙ୍କ ତାଲିକା ପ୍ରସ୍ତୁତ କରିବାକୁ ମନା କଲା ଏନ୍ସିବି
ମୁମ୍ବାଇ,୧୩।୯-ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଡ୍ରଗ୍ସ କାରବାରକୁ ନେଇ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍ସିବି) ପୂର୍ବରୁ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ଏବଂ ଅନ୍ୟମାନଙ୍କୁ ଗିରଫ କରିଛି। ଜେରାବେଳେ ରିୟା ଏନ୍ସିବି ନିକଟରେ ବଲିଉଡର ୨୫ ଜଣ ନାମୀଦାମୀ କଳାକାର ଡ୍ରଗ୍ସ…
Archives


