Home Left

ମହାରାଷ୍ଟ୍ର ରାଜ୍ୟପାଳଙ୍କୁ ଭେଟିଲେ କଙ୍ଗନା

ମୁମ୍ବାଇ,୧୩ ।୯: ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାନାୱତ ଓ ମହାରାଷ୍ଟ୍ରର ଶିବସେନା ସରକାରଙ୍କ ମଧ୍ୟରେ ଲାଗି ରହିଛି ବିବାଦ । ଏହାରି ଭିତରେ ବିଏମ୍‌ସି ପକ୍ଷରୁ ମୁମ୍ବାଇରେ ଥିବା କଙ୍ଗନାଙ୍କ କାର୍ଯ୍ୟାଳୟର କିଛି ଅଂଶକୁ ବେଆଇନ ନିର୍ମାଣ ଦର୍ଶାଇ ଭାଙ୍ଗି ଦିଆଯାଇଛି…

ମୋ ନୀରବତାକୁ ଦୁର୍ବଳତା ଭାବ ନାହିଁ: ଉଦ୍ଧବ ଠାକରେ

ମୁମ୍ବାଇ,୧୩।୯: ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍‌ ବିବାଦ ମଧ୍ୟରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ରବିବାର ମୁହଁ ଖୋଲିଛନ୍ତି। ମହାରାଷ୍ଟ୍ରକୁ ଅସମ୍ମାନ କରିବା ପାଇଁ ଉଦ୍ୟମ କରାଯାଉଛି ବୋଲି ଉଦ୍ଧବ ଠାକରେ କହିଛନ୍ତି। ମୁଁ ଠିକ ସମୟରେ ଏହାର ଜବାବ ଦେବି। ଉଦ୍ଧବ…

ଅମିତାଭଙ୍କ ସଫଳତା ପଛରେ ରହିଛି ଭାଇ ଅଜିତାଭଙ୍କ ବଡ଼ ଯୋଗଦାନ, ସ୍ତ୍ରୀଙ୍କ ରହିଛି ପତିଆରା; ଏପରି ତାଙ୍କ ପରିବାର

ବମ୍ବେ: ବଲିଉଡ୍‌ ମହାନାୟକ ଅମିତାଭ ସଫଳତାର ଅନ୍ୟ ନାମ। ଏବେ ବି ସେ ସିନେମାଠାରୁ ଆରମ୍ଭ କରି ବିଜ୍ଞାପନରେ ନିଜର ପତିଆରା ଜାରି ରଖିଛନ୍ତି। ହେଲେ ତାଙ୍କ ଭାଇ ଅଜିତାଭ ଜଣେ ପ୍ରତିଷ୍ଠିତ ବ୍ୟବସାୟୀ। ଲାଇମ୍‌ଲାଇଟ୍‌ରୁ ଦୂରରେ ରହୁଥିବାରୁ ଅଜିତାଭ ଏବଂ…

ହାଫ୍‌ ପ୍ୟାଣ୍ଟ୍‌ ପିନ୍ଧି ଦୌଡିଲା ପୋଲିସ, ଜାଣନ୍ତୁ କାହିଁକି

ପାଟନା,୧୩।୯: ଗୟାସ୍ଥିତ ଡେଲହା ପୋଲିସ ଷ୍ଟେଶନରେ ଏକ ରୋଚକ ମାମଲା ସାମ୍ନାକୁ ଆସିଛି। ଜଣେ ଅଭିଯୁକ୍ତ ପୋଲିସ ଷ୍ଟେଶନରୁ ଖସି ପଳାଇବାକୁ ଉଦ୍ୟମ କରିବାରୁ ପୋଲିସ ଷ୍ଟେଶନରେ ଉତ୍ତେଜନା ପ୍ରକାଶ ପାଇଥିଲା। ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସ ହାଫ୍‌ ପ୍ୟାଣ୍ଟ୍‌ ଏବଂ…

ସୁଶାନ୍ତଙ୍କ ସ୍ବପ୍ନକୁ ପୂରା କରିବା ପାଇଁ ଅଙ୍କିତା କଲେ ଏପରି

ସୁଶାନ୍ତ ସିଂ ରାଜପୁତ ତାଙ୍କ ଡାଏରୀରେ ପ୍ରାୟ ୫୦ ଟି ସ୍ବପ୍ନ ଲେଖିଥିଲେ ଯାହା ସେ ତାଙ୍କ ଜୀବନରେ କରିବାକୁ ଚାହୁଁଥିଲେ। ମାତ୍ର ସେ ସେହି ସ୍ବପ୍ନଗୁଡ଼ିକୁ ପୂରଣ କରିବା ପାଇଁ ଆଉ ଏହି ଦୁନିଆରେ ନାହାଁନ୍ତି। ଏପରି ପରିସ୍ଥିତିରେ, ବର୍ତ୍ତମାନ…

କରୋନା ସଂକ୍ରମଣକୁ ରୋକିବାକୁ ଉଦ୍ଧବଙ୍କ ନୂଆ କ୍ୟାମ୍ପେନ

ମୁମ୍ବାଇ,୧୩ ।୯: କରୋନା ସଂକ୍ରମଣ ଯୋଗୁ ଅସ୍ତବ୍ୟସ୍ତ ହୋଇ ପଡିଲାଣି ମହାରାଷ୍ଟ୍ର । ରାଜ୍ୟରେ ବଢି ଚାଲିଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏବେ ଏକ ନୂଆ କ୍ୟାମ୍ପେନ ଆରମ୍ଭ କରିବାକୁ ନିଷ୍ୱତ୍ତି ନେଇଛନ୍ତି । ସେପ୍ଟେମ୍ବର ୧୫ରୁ ଏହା…

କୋଭିଡ-୧୯ରୁ ସୁସ୍ଥ ହୋଇଛନ୍ତି କି? ଦିନଚର୍ଯ୍ୟା ପ୍ରତି ହୁଅନ୍ତୁ ଯତ୍ନବାନ, ଏପରି ରଖନ୍ତୁ ନିଜ ସ୍ବାସ୍ଥ୍ୟର ଯତ୍ନ

ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପ୍ରତ୍ୟେହ ହଜାର ହଜାର ସଂଖ୍ୟାରେ ଲୋକ ଏଥିରେ ଆକ୍ରାନ୍ତ ହେଉଛନ୍ତି। ଏସବୁ ଭିତରେ ଅଧିକାଂଶ ଲୋକ ସୁସ୍ଥ ହୋଇ ଘରକୁ ମଧ୍ୟ ଫେରୁଛନ୍ତି। ହେଲେ ସୁସ୍ଥ ହୋଇଥିଲେ ହେଁ ରୋଗୀଙ୍କ…

ମାଙ୍କଡ଼ ଏମିତି ବଜାଉଛି ଧୁଡ଼ୁକି, ଦେଖିଲେ ଆପଣ ବି ହେବେ ଆଶ୍ଚର୍ଯ୍ୟ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଆଶ୍ଚର୍ଯ୍ୟ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ…

ଟେନିସ ତାରକାଙ୍କ ପ୍ରେମରେ ପଡି ଚର୍ଚ୍ଚାକୁ ଆସିଥିଲେ ମହିମା

ମୁମ୍ବାଇ: ବଲିଉଡ୍ ନାୟିକା ମହିମା ଚୌଧୁରୀ ରବିବାର ତାଙ୍କର ୪୭ ତମ ଜନ୍ମଦିନ ପାଳନ କରିଛନ୍ତି । ଆଜି ସେ ବଡ ପରଦାଠାରୁ ଦୂରେଇ ଥିଲେ ବି ତାଙ୍କ ପ୍ରଶଂସକଙ୍କ ହୃଦୟରେ ଘର କରି ରହିଛନ୍ତି । ୯୦ ଦଶକର ଏହି…

ଏହି ସୁନ୍ଦରୀଙ୍କ ସରଳତା ଦେଖି ବୋଲ୍ଡ ହୋଇଥିଲେ ଅର୍ଜୁନ ବିଜଲାନୀ: ୮ ବର୍ଷ ଡେଟ୍‌ କରିବା ପରେ…

ବମ୍ବେ: ପ୍ରଥମ ଦେଖାରେ ପ୍ରେମ କେବଳ ସିନେମାରେ ହୁଏ ବୋଲି କୁହାଯାଏ। ହେଲେ ଟେଲି ପରଦାର ସୁପରଷ୍ଟାର ଅର୍ଜୁନ ବିଜଲାନୀ ଏହି ଉକ୍ତିକୁ ଭୁଲ ପ୍ରମାଣିତ କରିଛନ୍ତି। କାରଣ ପ୍ରଥମ ଦେଖାରେ ହିଁ ନେହା ସ୍ବାମୀଙ୍କ ପ୍ରେମରେ ପଡ଼ିଯାଇଥିଲେ ସେ। ନେହାକୁ…

ମୌସୁମୀ ଅଧିବେଶନ ପୂର୍ବରୁ ୫ ଏମ୍‌ପିଙ୍କୁ କରୋନା

ନୂଆଦିଲ୍ଲୀ,୧୩।୯: ସଂସଦର ମୌସୁମୀ ଅଧିବେଶନ ସୋମବାରଠାରୁ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। କିନ୍ତୁ ଏହା ପୂର୍ବରୁ ଲୋକ ସଭାର ୫ ଜଣ ସଦସ୍ୟ କରୋନା ପଜିଟିଭ ଥିବା ଜଣାପଡିଛି। ବର୍ତ୍ତମାନ ଅଧିକ ସାଂସଦଙ୍କ କରୋନା ପରୀକ୍ଷା ଚାଲିଛି। କରୋନା ସଙ୍କଟ ଯୋଗୁ…

ଘରେ ପାର୍ଟି ଆୟୋଜନ କରି ୯ ଲକ୍ଷ ଜରିମାନା ଦେଲେ ଏହି ଛାତ୍ର

ଲଣ୍ଡନ,୧୩ା୯: ଘରେ ପାର୍ଟି କରିବା ଜଣେ ୧୯ ବର୍ଷୀୟ ଛାତ୍ରଙ୍କୁ ମହଙ୍ଗା ପଡ଼ିଛି। କରୋନା ମହାମାରୀ ସମୟରେ କୋଭିଡ୍‌ ନିୟମ ଉଲ୍ଲଂଘନ କରି ଶୁକ୍ରବାର  ଘରେ ୫୦ ଲୋକଙ୍କୁ ନେଇ ପାର୍ଟିର ଆୟୋଜନ କରିଥିବାରୁ ୯.୪ ଲକ୍ଷ ଟଙ୍କା ଜରିମାନା ଦେବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri