ଇତିହାସ ରଚିଲେ ସିରାଜ, ଭାଙ୍ଗିଲେ ଅନେକ ରେକର୍ଡ
ବ୍ରିସବେନ୍,୧୮।୧: ବ୍ରିସବେନର ଗାବା ଷ୍ଟାଡିୟମରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଶେଷ ଟେଷ୍ଟର ଚତୁର୍ଥ ଦିନରେ ଟିମ ଇଣ୍ଡିଆର ଦ୍ରୁତ ବୋଲର ମହମ୍ମଦ ସିରାଜ ଇତିହାସ ସୃଷ୍ଟି କରିଥିଲେ। ଡାହାଣହାତୀ ଦ୍ରୁତ ବୋଲର ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଇନିଂସରେ ୭୩…
ସଡ଼କ ସୁରକ୍ଷା ମାସ ଆରମ୍ଭ
ବରଗଡ଼ ଅଫିସ,୧୮।୧: ରାଜ୍ୟରେ ସୋମବାରରୁ ସଡ଼କ ସୁରକ୍ଷା ମାସ ପାଳନ ଆରମ୍ଭ ହୋଇଛି। ଆସନ୍ତା ଫେବୃୟାରୀ ୧୭ ତାରିଖ ପର୍ଯ୍ୟନ୍ତ ଏହା ପାଳନ କରାଯିବ। ଏହି ଅବସରରେ ବରଗଡ଼ ସହରରେ ଏକ ସଚେତନତା ପଦଯାତ୍ରା ପରିକ୍ରମା କରିଥିଲା । ଜିଲାପାଳ ଜ୍ୟୋତିରଞ୍ଜନ…
ଅଣ୍ଡରଓ୍ବାଲର୍ଡଙ୍କ ପ୍ରେମରେ ପଡି କ୍ୟାରିୟର୍ ବରବାଦ୍ କରିଦେଇଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ
ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୋନିକା ବେଦି ଆଜି ତାଙ୍କର ୪୬ ତମ ଜନ୍ମଦିନ ପାଳନ କରୁଛନ୍ତି। ମୋନିକା ବଲିଉଡ୍ ଇଣ୍ଡଷ୍ଟ୍ରିର ସବୁଠାରୁ ଦାମୀ ଅଭିନେତ୍ରୀମାନଙ୍କ ମଧ୍ୟରୁ ଜଣେ ଥିଲେ। ମୋନିକା ତାଙ୍କ କ୍ୟାରିୟରର ଉଚ୍ଚତାକୁ ସ୍ପର୍ଶ କରୁଥିଲେ, ସେତେବେଳେ ତାଙ୍କ ଜୀବନରେ…
ଏକଲାପଣ ଦୂର କରିବାକୁ ଘରକୁ ଏକ କୁକୁର ଆଣିଥିଲେ ଯୁବକ, ସତ ଜଣାପଡ଼ିଲା ପରେ ସମସ୍ତେ ହେଲେ ଆଶ୍ଚର୍ଯ୍ୟ
ଚାଇନାର ଜଣେ ଯୁବକ ଏକଲାପଣ ଦୂର କରିବା ପାଇଁ ଘରକୁ ଏକ କୁକୁର ଆଣିଥିଲେ। ମାତ୍ର ଏହାର ଠିକ୍ ୩ ଦିନ ପରେ ତାଙ୍କ ସହ ଯାହା ଘଟିଲା ସେ ଆଶ୍ଚର୍ଯ୍ୟ ହୋଇଗଲେ। କାରଣ ଯାହାକୁ ସେ କୁକୁର ଭାବି ଘରକୁ…
ପଞ୍ଜାବ ଆସି କୃଷି ଆଇନର ସୁବିଧା ବୁଝାନ୍ତୁ ହେମା, ଆମେ ଉଠାଇବୁ ଖର୍ଚ୍ଚ: କୃଷକ ସଙ୍ଗଠନ
ନୂଆଦିଲ୍ଲୀ,୧୮ ।୧: କେନ୍ଦ୍ରର କୃଷି ଆଇନକୁ ଫେରାଇ ନେବାକୁ ଦାବି କରି ୫୦ ଦିନରୁ ଊର୍ଦ୍ଧ୍ୱ ସମୟ ହେଲା ବିଭିନ୍ନ ରାଜ୍ୟର କୃଷକ ଦିଲ୍ଲୀ ସୀମାରେ ଆନ୍ଦୋଳନରେ ବସିଛନ୍ତି । ମଙ୍ଗଳବାର କେନ୍ଦ୍ର ସରକାର ଓ କୃଷକଙ୍କ ମଧ୍ୟରେ ୧୦ମ ପର୍ଯ୍ୟାୟ…
ଭାଜପାକୁ ଟାର୍ଗେଟ କଲେ ନିରଞ୍ଜନ, ଆକ୍ରମଣ ଘଟଣାରେ ଜଣେ ଅଟକ
କେନ୍ଦୁଝର,୧୮।୧(ସ୍ବ.ପ୍ର.): ରବିବାର କେନ୍ଦୁଝରରେ ହୋଇଥିବା ଆକ୍ରମଣ ଘଟଣାରେ ଟାଉନ ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା କରିବା ସହ ଅନ୍ୟମାନଙ୍କୁ ଧରିବ ପାଇଁ ଉଦ୍ୟମ ଜାରି ରଖିଛି ବୋଲି ଟାଉନ ଥାନା ଅଧିକାରିଣୀ ପ୍ରମୋଦିନୀ ସାହୁ କହିଛନ୍ତି। ଅଟକ…
କରୋନା ଟିକା ନେବା ପରେ ୨ ସୁରକ୍ଷାକର୍ମୀ ଅସୁସ୍ଥ
ସୁନ୍ଦରଗଡ଼,୧୮।୧(ଡି.ଏନ୍.ଏ.) : କୋଭିଡ ଟିକା ନେବା ପରେ ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାର ୨ ଜଣ ସୁରକ୍ଷାକର୍ମୀ ଅସୁସ୍ଥ ହୋଇପଡ଼ିଛନ୍ତି। ଅସୁସ୍ଥ ଅନୁଭବ କରିବା ପରେ ସେମାନେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସେମାନେ ହେଲେ ଦୁବରାଜ ରଣା ଓ ମାନସ କରାଳି।…
ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ: ଘର ବି ପୋଡ଼ିଦେଲେ ଦୁର୍ବୃତ୍ତ
ବଣାଇ,୧୮।୧(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇ ଉପଖଣ୍ଡର ମହୁଲପଦା ଥାନା ଅନ୍ତର୍ଗତ ପଟାମୁଣ୍ଡ ଗାଁରେ ରବିବାର ରାତିରେ ଘଟିଛି ଏକ ହତ୍ୟାକାଣ୍ଡ। ପୂର୍ବ ଶତ୍ରୁତା ହତ୍ୟାକାଣ୍ଡର କାରଣ ବୋଲି ଜଣାପଡ଼ିଥିବା ବେଳେ ପୋଲିସ ଅଭିଯୁକ୍ତ ହତ୍ୟାକାରୀକୁ ଅଟକ ରଖି ପଚରାଉଚରା ଚଳାଇଛି। ପଟାମୁଣ୍ଡ…
ଆହୁରି ମହାମାରୀ ଆଣିବ ଚାଇନା: ଆମେରିକା!
ୱାଶିଂଟନ,୧୮ ।୧: ଆମେରିକା ପ୍ରଥମଥର ପାଇଁ ଦାବି କରିଛି ଯେ ମହାମାରୀ ବ୍ୟାପୁଥିବା କରୋନା ଭାଇରସ ଚାଇନାର ଉହାନ ଇନଷ୍ଟିଚ୍ୟୁଟ ଅଫ୍ ଭାଇରୋଲୋଜି(ଡବ୍ଲୁଆଇବି)ରୁ ଆସିଛି । ଏହାକୁ ଚାଇନା ସେନା ଗୁପ୍ତ ଗବେଷଣା ପାଇଁ ବ୍ୟବହାର କରୁଛନ୍ତି । ଏହି ଅଭିଯୋଗରୁ…
ଆଜି ଖୋଲିଲା ମା’ ତାରିଣୀଙ୍କ ମନ୍ଦିର
କେନ୍ଦୁଝର,୧୮।୧(ସ୍ବ.ପ୍ର.): ଘଟଗାଁ ମା’ ତାରିଣୀ ପୀଠ ସୋମବାରଠାରୁ ଖୋଲିଛି। ସକାଳେ ମା’ଙ୍କ ଠାରେ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା ହେବା ପରେ କରୋନା କଟକଣା ମଧ୍ୟରେ ଭକ୍ତଙ୍କ ଦର୍ଶନ ପାଇଁ ମନ୍ଦିର ଖୋଲାଯାଇଥିଲା। ପ୍ରଥମେ ସେବାୟତ ପରିବାରଙ୍କ ପାଇଁ ୮ରୁ ୯ ତାରିଖ…
ପୁଣି ମୋଦିଙ୍କୁ ଟାର୍ଗେଟ କଲେ ରାହୁଲ
ନୂଆଦିଲ୍ଲୀ,୧୮ ।୧: ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରିଛନ୍ତି । ଟୁଇଟ୍ କରି ସେ କହିଛନ୍ତି ମୋଦି ସରକାର ସୁଟ-ବୁଟ ବାଲା ବନ୍ଧୁଙ୍କୁ ୮,୭୫,୦୦୦କୋଟି ଟଙ୍କାର ଋଣ ଛାଡ କରିଛନ୍ତି । ଆଉ ଏବେ…
କ୍ରିକେଟ୍ ପଡିଆରେ ବିଶ୍ୱରେକର୍ଡ କରିଥିଲେ ମେକାନିକଙ୍କ ପୁଅ
ଭାରତୀୟ କ୍ରିକେଟର ପୂର୍ବତନ ଖେଳାଳି ବିନୋଦ କାମ୍ବଲି ଆଜି ୪୯ ବର୍ଷରେ ପଦାର୍ପଣ କରିଛନ୍ତି। କାମ୍ବଲି ୧୮ ଜାନୁଆରୀ ୧୯୭୨ ରେ ମୁମ୍ବାଇର କଞ୍ଜୁରମର୍ଗର ଇନ୍ଦିରା ନଗରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପିତା ଗଣପତ କାମ୍ବଲି ଜଣେ ମେକାନିକ ଥିଲେ। ବିନୋଦ…

