Home Left

ଅନ୍‌ଲାଇନ୍‌ରେ ଖାଦ୍ୟ ମଗାଇ ଲକ୍ଷେ ହରାଇଲେ ପୋଲିସ ଇନ୍ସପେକ୍ଟର

ଭୁବନେଶ୍ୱର,୧୩।୯(ବ୍ୟୁରୋ): ରାଜ୍ୟରେ ଏବେ ବଡ଼ ବଡ଼ ସାଇବର ଠକେଇ ହେଉଛି। ସାଇବର ଠକମାନେ ବାହାରେ ରହି ନେଟ୍‌ଓ୍ବର୍କ ଚଲାଉଥିବାରୁ ଓଡ଼ିଶା ପୋଲିସ ସେମାନଙ୍କ ପାଖରେ ପହଞ୍ଚତ୍ପାରୁନି। ଏବେ କମିଶନରେଟ ପୋଲିସର ଖୋଦ୍‌ ଜଣେ ପୋଲିସ ଅଧିକାରୀ ଠକେଇର ଶିକାର ହୋଇଛନ୍ତି। ଜୟଦେବବିହାରସ୍ଥିତ…

ଗୋଟିଏ ଗୁଳିରେ ଦୁଇ କଳାକାରଙ୍କୁ ଟାର୍ଗେଟ କଲା ଶିବସେନା

ମୁମ୍ବାଇ,୧୩ ।୯: ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାନାୱତ ଓ ଶିବାସନା ମଧ୍ୟରେ ବିବାଦ ବେଳକୁ ବେଳ ଭିନ୍ନ ମୋଡ ନେବାରେ ଲାଗିଛି । ଏବେ ଶିବସେନା ତା’ର ମୁଖପତ୍ର ‘ସମାନା’ ଜରିଆରେ କଙ୍ଗନାଙ୍କୁ ଟାର୍ଗେଟ କରିଛି । ରବିବାର ପୁଣିଥରେ ଦଳ…

କରୋନାକୁ ହରାଇଲେ ୮୭ ବର୍ଷୀୟ କୃପାସିନ୍ଧୁ

ଭୁବନେଶ୍ୱର, ୧୩।୯ (ବ୍ୟୁରୋ): କରୋନା ମହାମାରୀକୁ ହରାଇଛନ୍ତି ୮୭ ବର୍ଷୀୟ କୃପାସିନ୍ଧୁ ସାହୁ। ସେ ଭୁବନେଶ୍ୱରସ୍ଥିତ ସମ୍‌ କୋଭିଡ ହସ୍ପିଟାଲ୍‌ ଓ ସମ୍‌ ଅଲ୍ଟିମେଟ୍‌ ମେଡିକେୟାରରେ ଚିକିତ୍ସିତ ହେବା ପରେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବରିଷ୍ଠ ନାଗରିକ ସଂଘର…

ନକଲି ପୂଜା ସାମଗ୍ରୀ ତିଆରି କାରଖାନା ଠାବ: ବିପୁଳ ପରିମାଣର ଜିନିଷ ଜବତ, ମାଲିକ ଗିରଫ

କଟକ ଅଫିସ,୧୩ା୯: ମାଲଗୋଦାମ ଥାନା ଅଧୀନ ରାଣୀହାଟ କେନାଲରୋଡ ଚମଡା ଗୋଦାମ ଗଳିରେ ଥିବା ନକଲି ପୂଜା ସାମଗ୍ରୀ ତିଆରି କାରଖାନାକୁ ଶନିବାର ପୋଲିସ ଠାବ କରିଛି। ସେଠାରେ ଥିବା ବିପୁଳ ପରିମାଣର ସାମଗ୍ରୀ ଜବତ କରାଯାଇଛି। ଏହି ଘଟଣାରେ କାରଖାନା…

ସୁଶାନ୍ତ ସିଂ ରାଜପୁତ, ବିକାଶ ଦୁବେଙ୍କ ଉପରେ ନିର୍ମାଣ କରାଯାଉଥିବା ଫିଲ୍ମର ନାଁ ରେଜିଷ୍ଟ୍ରେଶନ ଆରମ୍ଭ

ମୁମ୍ବାଇ,୧୩ ।୯: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁ୍‌ତ ମୃତ୍ୟୁ ମାମଲାର ଯାଞ୍ଚ ଏବେ ୩ଟି ଏଜେନ୍ସି କରୁଛନ୍ତି । ଆଉ ଏହି ମାମଲାରେ ତାଙ୍କର ବାନ୍ଧବି କୁହାଯାଉଥିବା ରିଆ ଚକ୍ରବର୍ତ୍ତିଙ୍କ ସମେତ କେତେଜଣ ଗିରଫ ମଧ୍ୟ ହୋଇ ସାରିଲେଣି ।…

ପୁଣିଥରେ ଏମ୍ସରେ ଭର୍ତ୍ତି ହେଲେ ଅମିତ ଶାହା

ନୂଆଦିଲ୍ଲୀ,୧୩ ।୯: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପୁଣିଥରେ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍‌(ଏମ୍ସ)ରେ ଭର୍ତ୍ତି ହୋଇଛନ୍ତି । ହଠାତ୍ ଅସୁସ୍ଥତା ଅନୁଭବ କରିବାକୁ ତାଙ୍କୁ ଶନିବାର ବିଳମ୍ବିତ ରାତିରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଛାତି ଓ ଭେଷଜ…

୮୫ ଟଙ୍କା ଛୁଇଁଲା ଟମାଟୋ

ନୂଆଦିଲ୍ଲୀ, ୧୩।୯ : ଦିଲ୍ଲୀରେ ଟମାଟୋ ଦର ଆକାଶ ଛୁଆଁ ହୋଇଛି। ଏଠାରେ ଟମାଟୋର ଖୁଚୁରା ଦର ୮୦ରୁ ୮୫ ଟଙ୍କା ଛୁଇଁଥିବା ଜଣାପଡିଛି। ଜୁନ ମାସ ପରଠାରୁ ଟମାଟୋ କିଲୋ ପ୍ରତି ଦର ୫୦ରୁ ୬୦ ଟଙ୍କା ମଧ୍ୟରେ ବିକ୍ରି…

ପିଏମ୍‌ ସ୍ବନିଧିରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କର ଯୋଗଦାନ ଉନ୍ନତ

ନୂଆଦିଲ୍ଲୀ,୧୩।୯:ପ୍ରଧାନମନ୍ତ୍ରୀ ସ୍ବନିଧି ଯୋଜନାରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ଯୋଗଦାନ ଗୁରୁତ୍ୱପୂର୍ଣ୍ଣ ରହିଛି। ଏହି ବ୍ୟାଙ୍କଗୁଡିକ ବର୍ତ୍ତମାନ ସୁଦ୍ଧା ଉକ୍ତ ବର୍ଗରେ ପ୍ରାୟ ୯୦%ରୁ ଊର୍ଦ୍ଧ୍ୱ ଋଣ ମଞ୍ଜୁର କରିଥିବା ଜଣାପଡିଛି। କୋଭିଡ୍‌-୧୯ ଦ୍ୱାରା ପ୍ରଭାବିତ ହୋଇଥିବା ଉଠାଦୋକାନୀଙ୍କୁ ସହାୟତା କରିବା ଲାଗି ସରକାର…

କ୍ଷତିପୂରଣ ନ ମିଳିଲେ ଖର୍ଚ୍ଚ କମାଇବେ ରାଜ୍ୟ

ନୂଆଦିଲ୍ଲୀ,୧୩।୯:ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) କ୍ଷତିପୂରଣକୁ ନେଇ କେନ୍ଦ୍ର ରାଜ୍ୟ ମଧ୍ୟରେ ସହମତି ହୋଇପାରିନାହିଁ। ଏ ସଂକ୍ରାନ୍ତ କ୍ଷତିପୂରଣ ଯଦି ନ ମିଳେ ତେବେ ରାଜ୍ୟଗୁଡିକ ବାଧ୍ୟହୋଇ ଖର୍ଚ୍ଚ କମାଇବେ। ରାଜ୍ୟ ସ୍ତରରେ ମୋଟ୍‌ ୩.୪ ଲକ୍ଷ କୋଟି ଟଙ୍କାର ଖର୍ଚ୍ଚ…

ଆସନ୍ତାକାଲି ଏନ୍‌ଇଇଟି: ପରୀକ୍ଷା ଦେବେ ୩୭,୪୫୯ ଛାତ୍ରୀଛାତ୍ର

ଭୁବନେଶ୍ୱର,୧୨।୯(ବ୍ୟୁରୋ) – ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଦ୍ୱାରା ପରିଚାଳିତ ସର୍ବ ଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି(ୟୁଜି) ଆସନ୍ତାକାଲି ରାଜ୍ୟର ୭ଟି ସହରରେ ଅନୁଷ୍ଠିତ ହେବ। ଭୁବନେଶ୍ୱର, କଟକ, ବାଲେଶ୍ୱର, ବ୍ରହ୍ମପୁର, ରାଉରକେଲା, ସମ୍ବଲପୁର, ଅନୁଗୋଳର ୮୩ଟି ସେଣ୍ଟରରେ ମୋଟ…

କଂଗ୍ରେସ ପ୍ରଭାରୀ ଚେଲ୍ଲା କୁମାରଙ୍କୁ କରୋନା

ଭୁବନେଶ୍ୱର ୧୨।୯(ବ୍ୟୁରୋ)-ଓଡିଶା ନୂତନ ପ୍ରଭାରୀ ଚେଲ୍ଲା କୁମାର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ତାଙ୍କର କୋଭିଡ-୧୯ ପରୀକ୍ଷାରେ ପେଜିଟିଭ ଆସିଛି। ଯେଉଁମାନେ କିଛିଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି…

କେନ୍ଦ୍ରାପଡା ବିଧାୟକ ଶଶୀ ବେହେରାଙ୍କୁ କରୋନା

ଭୁବନେଶ୍ୱର,୧୨।୯-କେନ୍ଦ୍ରାପଡା ବିଜେଡି ବିଧାୟକ ଶଶୀ ଭୂଷଣ ବେହେରା ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଆଜି ସେ କୋଭିଡ ଟେଷ୍ଟ କରିଥିଲେ। ତାଙ୍କ ରିପୋର୍ଟ ପଜିଟିଭ ଆସିଛି। ଏ ନେଇ ସେ ତାଙ୍କ ଫେସ୍‌ବୁକ ପେଜରେ ସୂଚନା ଦେଇଛନ୍ତି। ଯେଉଁମାନେ ତାଙ୍କ ସଂସ୍ପର୍ଶରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri