ସାପଠାରୁ ଅଧିକ ବିଷଧର ଏଭଳି ବ୍ୟକ୍ତି; ସର୍ବଦା ଦୂରେଇ ରୁହନ୍ତୁ: ଜାଣନ୍ତୁ କାହାକୁ ଏପରି କହିଛନ୍ତି ଚାଣକ୍ୟ
ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଜୀବନର ମୂଲ୍ୟକୁ ଭଲ ଭାବେ ବୁଝାଇଛନ୍ତି। ଏପରିକି ଜୀବନ ସହ ଜଡ଼ିତ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ନେଇ ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ସେଥିରୁ ଗୋଟିଏ ହେଲା ଦୁର୍ଜନ ବ୍ୟକ୍ତି। ତାଙ୍କୁ ବିଷଧର ଜୀବ ସହ…
ସିନେମା ବାଲା ବାବୁ ଭାବେ ପରିଚିତ ଏହି ଶିକ୍ଷକ
ରାୟପୁର,୧୨ ।୯: କରୋନା ପାଇଁ ଏବେ ପ୍ରାୟ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଥିବା ବେଳେ ପିଲାମାନେ ଅନ୍ଲାଇନରେ ପାଠ ପଢୁଛନ୍ତି । ଏହି ସମୟରେ ପିଲାମାନଙ୍କୁ ସହଜରେ ଶିକ୍ଷା ପ୍ରଦାନ କରିବା ଉଦ୍ଦେଶ୍ୟରେ ଛତିଶଗଡ଼ରେ ସିନେମାବାଲା ବାବୁ ନାଁରେ ପରିଚିତ ଜଣେ…
ଧାରା ୩୭୦, ତିନ ତଲାକ କଥା ପଚାରିବାକୁ ମୋଦି କହିଲେ ନିର୍ବାଚନ ଲଢିବାର ଅଛିକି
ନୂଆଦିଲ୍ଲୀ,୧୨ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଭିଡିଓ କନଫରେନସିଂ ଜରିଆରେ ମଧ୍ୟପ୍ରଦେଶରେ ‘ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ’ରେ ନିର୍ମାଣ କରାଯାଇଥିବା ୧.୭୫ ଲକ୍ଷ ଘରର ଉଦ୍ଘାଟନ କରିଛନ୍ତି । ଏହି ସମୟରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଉପସ୍ଥିତ ରହିଥିଲେ ।…
ସଫେଇ କର୍ମଚାରୀଙ୍କ ପାଇଁ ‘ଗରିମା’
ଭୁବନେଶ୍ୱର,୧୨।୯(ବ୍ୟୁରୋ): ରାଜ୍ୟର ସଫେଇ କର୍ମଚାରୀମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ‘ଗରିମା’ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ସେଫ୍ଟିକ ଟାଙ୍କି ତଥା ଅନ୍ୟାନ୍ୟ ବିପଦପୂର୍ଣ୍ଣ ସ୍ଥାନରୁ ମଇଳା କାଢୁଥିବା ସଫେଇ କର୍ମଚାରୀମାନେ…
ଚାଷୀଙ୍କ ପାଇଁ ୩୦୦ କୋଟିର ପ୍ୟାକେଜ
ଭୁବନେଶ୍ୱର,୧୨। ୯(ବ୍ୟୁରୋ): ଚଳିତ ବନ୍ୟା ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ଚାଷୀଙ୍କ ପାଇଁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୦୦ କୋଟି ଟଙ୍କର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି। ଗତ ଅଗଷ୍ଟ ଶେଷ ସପ୍ତାହରେ ରାଜ୍ୟର ବିଭିନ୍ନ ଜିଲାରେ ବନ୍ୟା ଯୋଗୁ ବହୁ…
ଚାଇନା ବିଶେଷଜ୍ଞଙ୍କ ଦାବି: କରୋନା ଭାଇରସ ମାନବ ନିର୍ମିତ
ୱାଶିଂଟନ,୧୨ ।୯: କରୋନା ଭାଇରସକୁ ନେଇ ଲଗାତାର ଭାବେ ଚାଇନା ଉପରେ ପ୍ରଶ୍ନ ଉଠୁଛି । ଆମେରିକାଠାରୁ ଆରମ୍ଭ କରି ୟୁରୋପ ପର୍ଯ୍ୟନ୍ତ କରୋନା ମହାମାରୀ ପାଇଁ ଚାଇନାକୁ ଦାୟି କରୁଛନ୍ତି । ଇତିମଧ୍ୟରେ ଚାଇନାର ଜଣେ ମହିଳା ଭାଇରୋଲୋଜିଷ୍ଟ କରୋନା…
କିମ୍ ଜୋଙ୍ଗ୍ଙ୍କ ଅମାନବୀୟ କାର୍ଯ୍ୟ: ସମାଲୋଚନା କରିବାରୁ ୫ ଅଧିକାରୀଙ୍କୁ ହତ୍ୟା
ପୋୟାଙ୍ଗ୍ୟାଙ୍ଗ, ୧୨।୯: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍ ଜୋଙ୍ଗ୍ ଉନ୍ଙ୍କ ଅମାନବୀୟ କାର୍ଯ୍ୟ ନେଇ ଏବେ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ହେଉଛି। ତାଙ୍କ ଦ୍ୱାରା ପ୍ରଣୟନ ହୋଇଥିବା ଆର୍ଥିକ ନୀତିର ସମାଲୋଚନା କରିବାରୁ ୫ ଜଣ ଅଧିକାରୀଙ୍କୁ ଗୁଳି କରି ହତ୍ୟା…
କେମିତି କମିବ କୋଭିଡ୍ ପ୍ରଭାବ; ସୂତ୍ର ଦେଲା ଆଇଏମ୍ଏଫ୍
ଓ୍ବାଶିଂଶନ, ୧୨।୯ : ଭାରତର ଅଭିବୃଦ୍ଧି କ୍ଷେତ୍ରରେ କୋଭିଡ୍-୧୯ ମହାମାରୀ ଜନିତ ପ୍ରଭାବ ଏକ ପ୍ରତିବନ୍ଧକ ଭାବେ ଉଭା ହୋଇଛି। କୋଭିଡ୍ ଝଟକା ଭାରତ ପାଇଁ ଅପ୍ରତ୍ୟାଶିତ। ବିଭିନ୍ନ ନୀତି ନିର୍ଦ୍ଧାରଣ ଦ୍ୱାରା ଏହି ସମସ୍ୟାକୁ ସମାଧାନ ଦିଗରେ କାର୍ଯ୍ୟ କରିବାର…
ୟୁଏସ୍ ଓପନ୍: ପାଭିକ୍-ସୋଆରେସ୍ ଯୋଡ଼ିଙ୍କୁ ପୁରୁଷ ଡବଲ୍ସ ଟାଇଟଲ
ନ୍ୟୁୟର୍କ,୧୨।୯(ଏପି): ୟୁଏସ୍ ଓପନ୍ ପୁରୁଷ ଡବଲ୍ସ ଇଭେଣ୍ଟରେ କ୍ରୋଏସିଆର ମେଟ୍ ପାଭିକ୍ ଓ ଅଭିଜ୍ଞ ବ୍ରାଜିଲ ଖେଳାଳି ବ୍ରୁନୋ ସୁଆରେସ୍ ଟାଇଟଲ ହାସଲ କରିଛନ୍ତି। ଗୁରୁବାର ଅନୁଷ୍ଠିତ ଫାଇନାଲ ମ୍ୟାଚ୍ରେ ଏହି ଅଣସିଡ୍ ଯୋଡି ୭-୫, ୬-୩ ସେଟ୍ରେ ଅଷ୍ଟମ ସିଡ୍…
ଚେଲ୍ଲାକୁମାର ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ
ଭୁବନେଶ୍ୱର ୧୧।୯(ବ୍ୟୁରୋ):ଓଡିଶା ପ୍ରଦେଶ କଂଗ୍ରେସ କମିଟି(ଓପିସିସି)ର ନୂଆ ପ୍ରଭାରୀ ଭାବେ ଚେଲ୍ଲାକୁମାରଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ଶୁକ୍ରବାର ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତାଙ୍କ ପୂର୍ବରୁ ଜିତେନ୍ଦ୍ର ସିଂହ ଓପିସିସିର ପ୍ରଭାରୀ ଥିଲେ। ୨୦୧୮ ମାର୍ଚ୍ଚ…
କରୋନା ଭୂତାଣୁ ରୋକିବା ଲାଗି ଗୁଳି: ଉତ୍ତରକୋରିଆ
ଓ୍ବାଶିଂଟନ,୧୧।୯-ଚାଇନାରୁ କୋରନା ଭାଇରସ ଯେପରି ଦେଶ ଭିତରକୁ ପ୍ରବେଶ ନ କରିବ ସେଥିଲାଗି ଉତ୍ତରକୋରିଆ କର୍ତ୍ତୃପକ୍ଷ ଗୁଳି ନିର୍ଦ୍ଦେଶ ଦେଇଛନ୍ତି। ଦକ୍ଷିଣରେ ଥିବା ଆମେରିକା ସେନାର କମାଣ୍ଡର ପକ୍ଷରୁ ଏହା କୁହାଯାଇଛି। ଦୁର୍ବଳ ସ୍ବାସ୍ଥ୍ୟସେବା ଦେଇ ଗତି କରୁଥିବା ଉତ୍ତରକୋରିଆରେ ଅଦ୍ୟାବିଧି…
ସାମାଜିକ କର୍ମୀ ସ୍ବାମୀ ଅଗ୍ନିବେଶଙ୍କ ପରଲୋକ
ନୂଆଦିଲ୍ଲୀ,୧୧।୯-ସାମାଜିକ କର୍ମୀ ସ୍ବାମୀ ଅଗ୍ନିବେଶଙ୍କ ଶୁକ୍ରବାର ହୃଦଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ସେ ଗତ କିଛିଦିନ ହେଲା ଗୁରୁତର ଅସୁସ୍ଥ ହୋଇ ଦିଲ୍ଲୀର ଇନଷ୍ଟିଟ୍ୟୁଟ ଅଫ ଲିଭର ଏବଂ ବିଲିୟାରି ସାଇନ୍ସରେ ଚିକିତ୍ସାଧିନ ଥିଲେ।…
Archives


