Home Left

ସଞ୍ଜୟ ରାଉତଙ୍କୁ ଧମକ ଦେଇ ଗିରଫ ହେଲେ କଙ୍ଗନାଙ୍କ ପ୍ରଶଂସକ

ମୁମ୍ବାଇ,୧୧ ।୯: ଶିବସେନା ନେତା ସଞ୍ଜୟ ରାଉତଙ୍କୁ ସୋସିଆଲ ମିଡିଆରେ ଧମକ ଦେବା ଜଣେ ବ୍ୟକ୍ତିଙ୍କୁ ମହଙ୍ଗା ପଡିଛି । ମୁମ୍ବାଇ ପୋଲିସର ଏକ ଟିମ୍ କୋଲକାତା ପୋଲିସର ସହଯୋଗରେ ପଲାଶ ଘୋଷ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଥିବା ଜଣାପଡିଛି…

ଏଭଳି ବୁଦ୍ଧି ପ୍ରୟୋଗ କରି ଭଙ୍ଗା ପୋଲ ପାରି ହେଉଛି ବାଘ

ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଭିଡିଓ ସୋସିଆଲ…

ମୂଷାର ଗଞ୍ଜେଇ ନିଶା, ଶେଷରେ ଘଟିଲା ଏମିତି…

ସାଧାରଣତଃ ମଣିଷମାନେ ନିଶାଦ୍ରବ୍ୟ ସେବନ କରିଥାନ୍ତି। ମାତ୍ର ପଶୁପକ୍ଷୀ ଯେ, ନିଶା ପାଇଁ ପାଗଳ ଏକଥା ଜାଣିଲେ ଆଶ୍ଚର୍ଯ୍ୟ ଲାଗେ। ମାତ୍ର ଏହା ସତ। ଏପରି ଘଟଣା ଦେଖିବାକୁ ମିଳିଛି କାନାଡାରେ। ଏଠାକାର ଜଣେ ଲୋକଙ୍କ ବାଡ଼ିରୁ ପ୍ରତିଦିନ ଗଞ୍ଜେଇ ଗଛ…

୭୦ ବର୍ଷୀୟ ସାବିତ୍ରୀ ଭାରତର ସବୁଠାରୁ ଧନୀ ମହିଳା: ରହିଛି ୫୨ହଜାର କୋଟିରୁ ଅଧିକ ସମ୍ପତ୍ତି; ରାଜନୀତିରେ ପତିଆରା

ଦେଶର ସବୁଠାରୁ ଧନୀ ତାଲିକାରେ ଅଧିକାଂଶ ପୁରୁଷ ଅଛନ୍ତି। ହେଲେ ତାଲିକାରେ ଥିବା ମହିଳାଙ୍କ ମଧ୍ୟରୁ ଗୋଟିଏ ନାମ ସାବିତ୍ରୀ ଜିନ୍ଦଲଙ୍କର ମଧ୍ୟ ରହିଛି। ଅନ୍ୟପକ୍ଷେ ଦେଖିଲେ ଧନୀ ମହିଳାଙ୍କ ତାଲିକାରେ ସେ ପ୍ରଥମ ସ୍ଥାନ ଅଧିକାର କରନ୍ତି। ୫୨ହଜାର କୋଟି…

ଏହି ଅଭିନେତାଙ୍କୁ ବିବାହ କରିବାକୁ ଚାହୁଁଛନ୍ତି ସାରା ଅଲ୍ଲୀ ଖାନ୍‌: ବାପା ରଖିଲେ ଏମିତି ସର୍ତ୍ତ

ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ଯ୍ୟନ ନିଜର ସୁନ୍ଦର ଅଭିନୟ ପାଇଁ ବେଶ୍‌ ପରିଚିତ। ଏଥିସହ ପ୍ରେମ ସମ୍ପର୍କକୁ ନେଇ ସେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଅନେକ ଅଭିନେତ୍ରୀଙ୍କ ସହ ତାଙ୍କ ନାମ ଯୋଡି ହୋଇଥିଲେ ମଧ୍ୟ ସୈଫ୍‌ ଅଲ୍ଲୀ ଖାନ୍‌ଙ୍କ ଝିଅ…

ପାରିବାରିକ ଶତ୍ରୁତା ସତ୍ତ୍ୱେ ଡୋନାଙ୍କୁ ଛାଡ଼ିବାକୁ ନାରାଜ ଥିଲେ ଗାଙ୍ଗୁଲୀ: ଏଥିପାଇଁ ଦୁଇଥର କରିଥିଲେ ବିବାହ

ନୂଆଦିଲ୍ଲୀ,୧୧।୯: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନ ବିସିସିଆଇର ଅଧ୍ୟକ୍ଷ ଥିବା ସୌରଭ ଗାଙ୍ଗୁଲୀଙ୍କ ପ୍ରେମଜୀବନ କୌଣସି ଫିଲ୍ମକାହାଣୀଠାରୁ କମ୍‌ ନ ଥିଲା। ସେ ପରିବାରଲୋକଙ୍କୁ ନ ଜଣାଇ ଡୋନା ରାୟଙ୍କୁ ବିବାହ କରିଥିଲେ। ଫଳରେ ତାଙ୍କୁ ଗୋଟିଏ…

ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ୧୪ରୁ ଆରମ୍ଭ

ଭୁବନେଶ୍ୱର,୧୧।୯(ବ୍ୟୁରୋ): ରାଜ୍ୟରେ ମାଟ୍ରିକ୍‌ ଏବଂ ଓପନ୍‌ ସ୍କୁଲ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ସେପ୍ଟେମ୍ବର ୧୪ରୁ ଆରମ୍ଭ ହେବ। ଚଳିତ ବର୍ଷ ୨୨, ୬୪୯ ଜଣ ଛାତ୍ରୀଛାତ୍ର ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ। ସେହିଭଳି ଓପନ୍‌ ସ୍କୁଲ୍‌ର ୧୨,୯୩୯ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ମାଟ୍ରିକ୍‌…

ଆଉ ତିନି ଦିନ ଜେଲରେ ରହିବେ ରିଆ

ମୁମ୍ବାଇ,୧୧ ।୯: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଡ୍ରଗ୍ସ କନେକଶନକୁ ନେଇ ଫସି ଯାଇଛନ୍ତି ସୁଶାନ୍ତଙ୍କ ବାନ୍ଧବୀ ରିଆ ଚକ୍ରବର୍ତ୍ତି । ଶୁକବ୍ରାର ରିଆ ଓ ତାଙ୍କ ଭାଇ ଶୌଭିକ ଚକ୍ରବର୍ତ୍ତିଙ୍କ ସମେତ ୬ ଜଣଙ୍କ ଜାମିନ ଆବେଦନ ମୁମ୍ବାଇ…

ସମୁଦୁଣୀଙ୍କ ପାଇଁ ବିବାହର ୪୦ ବର୍ଷ ପରେ ସ୍ତ୍ରୀଙ୍କୁ ଛାଡ଼ପତ୍ର ଦେଲେ ଏହି ବ୍ୟକ୍ତି, ଜାଣନ୍ତୁ କାହିଁକି

କୁହାଯାଏ, ପ୍ରେମରେ ବୟସ ଦେଖାଯାଏନି। ଠିକ୍‌ ଏମିତି ଏକ ଘଟଣା ଦେଖିବାକୁ ମିଳିଛି ଝାଡ଼ଖଣ୍ଡର ଗଢ଼ଓ୍ବା ଜିଲାରେ। ଯେଉଁଠାରେ ଜଣେ ବ୍ୟକ୍ତି ନିଜ ସମୁଦୁଣୀଙ୍କୁ ପ୍ରେମ କରି ବିବାହର ୪୦ ବର୍ଷ ପରେ ସ୍ତ୍ରୀଙ୍କୁ ଛାଡ଼ପତ୍ର ଦେଇଛନ୍ତି। ଅନ୍ୟପକ୍ଷରେ ଗଢ଼ଓ୍ବା ଜିଲା…

ଆଇପିଏଲ୍‌ରେ ପ୍ରଥମ ଲଢ଼େଇ ପାଇଁ ସିଏସ୍‌କେ ପ୍ରସ୍ତୁତ: ଧୋନୀଙ୍କ ସ୍କ୍ବାର୍ଡରେ ରହିବେ ଏହି ଖେଳାଳି; ଜାଣନ୍ତୁ..

ନୂଆଦିଲ୍ଲୀ,୧୧।୯: ସେପ୍ଟେମ୍ବର ୧୯ରୁ ଆରମ୍ଭ ହେବାକୁ ଯାଉଛି ଆଇପିଏଲ୍‌-୧୩ତମ ସଂସ୍କରଣ। ଏହାର ମ୍ୟାଚ୍‌ ଚେନ୍ନାଇ ସୁପରକିଙ୍ଗ୍ସ ଓ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯିବ। ତେବେ ମୁମ୍ବାଇ ଟିମ୍‌ ୪ଥର ଆଇପିଏଲ୍‌ ଜିତିସାରିଛି। ଅପରପକ୍ଷେ ସିଏସ୍‌କେର ଭାର ସମ୍ଭାଳିଛନ୍ତି ସବୁଠାରୁ ଶ୍ରେଷ୍ଠ ଅଧିନାୟକ…

ସ୍ତ୍ରୀ କୋକିଲାବେନ୍‌ଙ୍କୁ ପସନ୍ଦ ଥିଲା ସ୍ବାମୀ ଧୀରୁଭାଇ ଅମ୍ବାନୀଙ୍କ ପ୍ରେମ ପ୍ରକାଶ କରିବାର ଶୈଳୀ: ଏପରି ଥିଲା ଲଭ୍‌ଷ୍ଟୋରୀ

ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ତାଲିକାରେ ଅନ୍ତର୍ଭୁକ୍ତ ଅମ୍ବାନୀ ପରିବାର ବିଷୟରେ ସମସ୍ତେ ଜାଣନ୍ତି। କିନ୍ତୁ ଏହି ପରିବାରର ବ୍ୟକ୍ତିଗତ ଜୀବନ ବିଷୟରେ ଖୁବ୍‌ କମ୍‌ ଲୋକ ଜାଣନ୍ତି। ବିଶ୍ୱରେ ଅମ୍ବାନୀ ପରିବାରରକ୍ଷ୍ୟାତି ଅର୍ଜନ କରିଥିବା ଧୀରୁଭାଇଙ୍କ ପ୍ରେମ ଜୀବନ ବିଷୟରେ…

ଦାଉଦଙ୍କ ଘର ଭଙ୍ଗା ଯାଇ ପାରୁ ନ ଥିବା ବେଳେ କାହିଁକି ଭଙ୍ଗାଗଲା କଙ୍ଗନାଙ୍କ ଘର: ଫଡନବିଶ

ମୁମ୍ବାଇ,୧୧ ।୯: ମହାରାଷ୍ଟ୍ର ସରକାର ଓ ବଲିଉଡ୍ ନାୟିକା କଙ୍ଗନା ରାନାୱତଙ୍କ ମଧ୍ୟରେ ତୁତୁ ମେମେ ଲାଗି ରହିଛି । ଇତିମଧ୍ୟରେ ମୁମ୍ବାଇ ପୋଲିସ କଙ୍ଗନାଙ୍କ ବିରୋଧରେ ଡ୍ରଗ୍ସ ମାମଲାର ଯାଞ୍ଚ ଆରମ୍ଭ କରି ସାରିଲାଣି । ଏଥିପାଇଁ ମହାରାଷ୍ଟ୍ର ସରକାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri