Home Left

ସ୍ତ୍ରୀ କୋକିଲାବେନ୍‌ଙ୍କୁ ପସନ୍ଦ ଥିଲା ସ୍ବାମୀ ଧୀରୁଭାଇ ଅମ୍ବାନୀଙ୍କ ପ୍ରେମ ପ୍ରକାଶ କରିବାର ଶୈଳୀ: ଏପରି ଥିଲା ଲଭ୍‌ଷ୍ଟୋରୀ

ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ତାଲିକାରେ ଅନ୍ତର୍ଭୁକ୍ତ ଅମ୍ବାନୀ ପରିବାର ବିଷୟରେ ସମସ୍ତେ ଜାଣନ୍ତି। କିନ୍ତୁ ଏହି ପରିବାରର ବ୍ୟକ୍ତିଗତ ଜୀବନ ବିଷୟରେ ଖୁବ୍‌ କମ୍‌ ଲୋକ ଜାଣନ୍ତି। ବିଶ୍ୱରେ ଅମ୍ବାନୀ ପରିବାରରକ୍ଷ୍ୟାତି ଅର୍ଜନ କରିଥିବା ଧୀରୁଭାଇଙ୍କ ପ୍ରେମ ଜୀବନ ବିଷୟରେ…

ଦାଉଦଙ୍କ ଘର ଭଙ୍ଗା ଯାଇ ପାରୁ ନ ଥିବା ବେଳେ କାହିଁକି ଭଙ୍ଗାଗଲା କଙ୍ଗନାଙ୍କ ଘର: ଫଡନବିଶ

ମୁମ୍ବାଇ,୧୧ ।୯: ମହାରାଷ୍ଟ୍ର ସରକାର ଓ ବଲିଉଡ୍ ନାୟିକା କଙ୍ଗନା ରାନାୱତଙ୍କ ମଧ୍ୟରେ ତୁତୁ ମେମେ ଲାଗି ରହିଛି । ଇତିମଧ୍ୟରେ ମୁମ୍ବାଇ ପୋଲିସ କଙ୍ଗନାଙ୍କ ବିରୋଧରେ ଡ୍ରଗ୍ସ ମାମଲାର ଯାଞ୍ଚ ଆରମ୍ଭ କରି ସାରିଲାଣି । ଏଥିପାଇଁ ମହାରାଷ୍ଟ୍ର ସରକାର…

ଛତ୍ରପୁରରେ ଚାଷୀଙ୍କଠାରୁ କମ୍‌ରେ ପରିବା କିଣି ଚଢ଼ାଦରରେ ବିକୁଛନ୍ତି ବ୍ୟବସାୟୀ

ଛତ୍ରପୁର,୧୧।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର୍ସ ଛତ୍ରପୁର ସହରରେ ଗତ କିଛି ଦିନ ହେଲା ପନିପରିବା ଦର ଅତ୍ୟଧିକ ବୃଦ୍ଧି ପାଇଛି। ବ୍ୟବସାୟୀମାନେ ଚାଷୀ ମାନଙ୍କ ଠାରୁ କମ୍‌ ଦରରେ ବିଭିନ୍ନ ପରିବା କିଣି ଲୋକଙ୍କୁ ମନଇଚ୍ଛା ଦରରେ ବିକୁଛନ୍ତି କୌଣସି ଚାଷୀ…

ବରଗଡ଼ରେ ୪ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ବରଗଡ଼ ଅଫିସ,୧୧ା୯: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଥମିବାର ନାଁ ନେଉନାହିଁ। ଶୁକ୍ରବାର ଜିଲାରେ ୯୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୦୩୯ରେ ପହଞ୍ଚିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସର୍ବାଧିକ ୫୦ଜଣ ବରଗଡ଼…

ଆର୍‌ଜେଡି ଛାଡିବା ପରେ ନୀତୀଶଙ୍କ ସହ ସମ୍ପର୍କ ଯୋଡୁଛନ୍ତି ରଘୁବଂଶ!

ପାଟନା,୧୧ ।୯: ବିହାରରେ ଆସନ୍ତା ଅକ୍ଟୋବର କିମ୍ବା ନଭେମ୍ବରରେ ବିଧାନସଭା ନିର୍ବାଚନ ହେବାର ଅନୁମାନ କରାଯାଉଛି । ତେବେ ନିର୍ବାଚନ ପାଇଁ ସମୟ ଯେତିକି ପାଖେଇ ଆସୁଛି ରାଜନୀତି ବି ସେତିକି ସରଗରମ ହେଉଛି । ଗୁରୁବାର ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି)ର…

କେବଳ କଙ୍ଗନା ନୁହନ୍ତି, ପୂର୍ବରୁ ଏସବୁ ତାରକାଙ୍କୁ ଟାର୍ଗେଟ୍‌ କରିଛି ବିଏମ୍‌ସି; ନେଇଛି ଏପରି କାର୍ଯ୍ୟାନୁଷ୍ଠାନ

ବିଏମ୍‌ସି ଅଭିନେତ୍ରୀ କଙ୍ଗନା ରାଣାୱତଙ୍କ ମୁମ୍ବାଇ କାର୍ଯ୍ୟାଳୟକୁ ଭାଙ୍ଗିଛି। ବେଆଇନ ନିର୍ମାଣ ଅଭିଯୋଗରେ ବିଏମ୍‌ସି ଏହି କାର୍ଯ୍ୟାନୁଷ୍ଠାନ ଭାଙ୍ଗିଥିବା କୁହାଯାଉଥିଲେ ହେଁ ଏହାକୁ ନେଇ ମହାରାଷ୍ଟ୍ର ସରକାର ଏବଂ କଙ୍ଗନାଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଲାଗି ରହିଛି। ତେବେ ବଲିଉଡ ତାରକାଙ୍କୁ…

୧୩ରେ ଭୁବନେଶ୍ୱର ୟୁନିଟ-୧ ହାଟ ବନ୍ଦ

ଭୁବନେଶ୍ୱର, ୧୧।୯(ବ୍ୟୁରୋ): ନିଟ୍‌ ପରୀକ୍ଷାର୍ଥୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଆସନ୍ତା ୧୩ ତାରିଖରେ ୟୁନିଟ-୧ ହାଟକୁ ୬ ଘଣ୍ଟା ପାଇଁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଜାରି କରିଛି। ଦିନ ୧୧ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ହାଟ ଭିତର…

ରାଗି କି ବିନା ବିଜୁଳିରେ ୧ ଘଣ୍ଟା କାମ କଲେ ଏହି ଆଇଏଏସ୍‌ ଅଫିସର, ଜାଣନ୍ତୁ କାହିଁକି?

ଲକ୍ଷ୍ନୌ,୧୧ା୯: ଆଇଏଏସ୍‌ ଅଫିସର ତଥା ଜିଲାପାଳ (ଡିଏମ୍‌) ଅଜୟ ଶଙ୍କର ପାଣ୍ଡେ ଗାଜିଆବାଦ ଅଫିସରେ ବିନା ବିଜୁଳିରେ ୧ ଘଣ୍ଟା କାମ କରିଛନ୍ତି। କାରଣ ସରକାରୀ କାର୍ଯ୍ୟାଳୟରେ ଅଯଥାରେ ଫ୍ୟାନ୍‌ ଚାଲୁଥିବା ଦେଖି ସେ ପ୍ରଚଣ୍ଡ ରାଗି ଯାଇଥିଲେ। ରାଗରେ ଫଁ…

ରଜନୀକାନ୍ତଙ୍କଠାରୁ ଆରମ୍ଭ କରି ରଣବୀର ସିଂହ: ନିଜର ସରନେମ୍‌ ହଟାଇଛନ୍ତି ଏହି ୬ କଳାକାର; ପୁରା ନାମ ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ଅଭିନୟ ପାଇଁ ନିଜ ନାମ ମଧ୍ୟ ବଦଳାଇଦେଇଥାଏ କଳାକାର। ବଲିଉଡ୍‌ରେ କିଛି କଳାକାର ଅଛନ୍ତି ଯେଉଁମାନେ ଫିଲ୍ମଦୁନିଆ ପାଇଁ ନିଜର ନାମ ପରିବର୍ତ୍ତନ କରିଛନ୍ତି। ସେହିଭଳି ଆଉ କିଛି କଳାକାର ନିଜ ନାମରୁ ସରନେମ୍‌ କାଢ଼ି ଦେଇଛନ୍ତି। ସେଭଳି କିଛି କଳାକାରଙ୍କୁ…

ଅଧାରୁ ଏମ୍‌ବିଏ ପଢ଼ା ଛାଡ଼ିଦେଇଥିଲେ ମୁକେଶ ଅମ୍ବାନୀ: ଜାଣନ୍ତୁ କେତେ ପଢ଼ିଛନ୍ତି ତାଙ୍କ ପୁଅଝିଅ

ରିଲାଏନ୍ସ ଇଣ୍ଡରଷ୍ଟ୍ରିଜ୍‌ ଲିମିଟେଡ୍‌ର ମାଲିକ ତଥା ଏସିଆର ସବୁଠାରୁ ଧନୀ ବ୍ୟକ୍ତି ହେଉଛନ୍ତି ମୁକେଶ ଅମ୍ବାନୀ। ବର୍ତ୍ତମାନ ସମୟରେ ସଫଳ ବ୍ୟବସାୟୀ ପାଲଟିଥିବା ମୁକେଶ କିନ୍ତୁ ନିଜର ପାଠପଢ଼ା ସମ୍ପୂର୍ଣ୍ଣ ଶେଷ କରି ନାହାନ୍ତି। କାରଣ ସେ ଜଣେ କଲେଜ ଡ୍ରପ୍‌…

୧୧ ବର୍ଷର ନାବାଳକଙ୍କୁ ବ୍ରେନ୍‌ ଟ୍ୟୁମର ଜାଣି ଏପରି କଲେ ସୋନୁ ସୁଦ୍‌

ଅଭିନେତା ସୋନୁ ସୁଦ, କରୋନା ସମୟରୁ କ୍ରମାଗତ ଭାବରେ ଲୋକଙ୍କୁ ସାହାଯ୍ୟ କରି ଆସୁଛନ୍ତି। ପୂର୍ବରୁ ସେ ପ୍ରବାସୀ ଶ୍ରମିକଙ୍କୁ ନିଜ ଘରକୁ ପଠାଇଥିଲେ। ବର୍ତ୍ତମାନ ସୋନୁ ଅସହାୟ ଲୋକଙ୍କ ସହାୟତା ଏବଂ ରୋଗୀଙ୍କ ଚିକିତ୍ସା ପାଇଁ ସାହାଯ୍ୟ କରୁଛନ୍ତି ।…

ପରଲୋକରେ ଏହି ଲୋକପ୍ରିୟ ଅଭିନେତ୍ରୀ

ବ୍ରିଟିସର ଲୋକପ୍ରିୟ ଅଭିନେତ୍ରୀ ଡାଏନା ରିଗଙ୍କର ଗୁରୁବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ବର୍ଷ ହୋଇଥିଲା। କର୍କଟ ରୋଗରେ ପୀଡିତ ଯୋଗୁ ତାଙ୍କର ମୃତ୍ୟୁ ଘଟିଥିବା ଝିଅ ରାଚେଲ ଷ୍ଟିରଲିଙ୍ଗ ଜଣାଇଛନ୍ତି। ସେ କହିଛନ୍ତି, ମୋର ପ୍ରିୟ ମା’ ସବୁଦିନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri