ସିମ୍ କାର୍ଡରେ ସୋନୁ ସୁଦଙ୍କ ଫଟୋ ବନାଇଲେ ବ୍ୟକ୍ତି: ଏମିତି ମଜାଳିଆ ଉତ୍ତର ଦେଲେ ଅଭିନେତା
କରୋନା ମହାମାରୀ ସମୟରେ ବଲିଉଡ୍ ଅଭିନେତା ସୋନୁ ସୁଦ ପ୍ରବାସୀ ଶ୍ରମିକ ତଥା ଅଭାବୀ ଲୋକଙ୍କୁ ସହଯୋଗ କରି ସମସ୍ତଙ୍କ ହୃଦୟ ଜିତିପାରିଛନ୍ତି। ଲୋକେ ତାଙ୍କୁ ଯେଉଁପ୍ରକାରର ସହଯୋଗ ମାଗିଛନ୍ତି ସେ ସମସ୍ତଙ୍କୁ ସାହାଯ୍ୟ କରିଛନ୍ତି। ଏଥିପାଇଁ ଦେଶ ବାହାରେ ମଧ୍ୟ…
ମାତ୍ର ୨୨ ବର୍ଷ ବୟସରେ ୪୨ ଲକ୍ଷ ଟଙ୍କା ପ୍ୟାକେଜ୍ର ଚାକିରି ପାଇଲେ ଏହି ୨ ଛାତ୍ର
ଚଣ୍ଡିଗଡ,୯।୯: କରୋନା ସମୟରେ ଲୋକେ ଚାକିରି ହରାଉଥିବାବେଳେ ଚଣ୍ଡିଗଡର ଦୁଇ ଛାତ୍ର କମାଲ କରି ଦେଖାଇଛନ୍ତି। ପଞ୍ଜାବ ଇଞ୍ଜିନିୟରିଂ କଲେଜର ଦୁଇ ଛାତ୍ର ମୟଙ୍କ ସଗ୍ଗର ଏବଂ ପ୍ରଦ୍ୟୁମ୍ନ ଗୋଏଲଙ୍କୁ ୨୨ ବର୍ଷ ବୟସରେ ୪୨ ଲକ୍ଷ ଟଙ୍କା ପ୍ୟାକେଜ୍ରେ ଚାକିରି…
ଭାଗ୍ୟକୁ ପ୍ରଭାବିତ କରେ ଆପଣଙ୍କ ଆଚରଣ, ଏହି ୪ ବିଷୟ ପ୍ରତି ଧ୍ୟାନ ଦେଇ ଏହାକୁ ବଦଳାନ୍ତୁ…
ଆମର ଆଚରଣ ସହ ଗ୍ରହମାନଙ୍କର ସ୍ଥିତି ଜଡିତ ଥାଏ। ଗ୍ରହମାନଙ୍କ ଯୋଗୁ ଆମର ଭାଗ୍ୟ ଉପରେ ମଧ୍ୟ ପ୍ରଭାବ ପଡ଼ିଥାଏ। ବେଳେବେଳେ ଆମର ଆଚରଣ ଆମ ଭାଗ୍ୟକୁ ସଂପୂର୍ଣ୍ଣ ରୂପେ ବଦଳାଇଥାଏ। ତେବେ ଆସନ୍ତୁ ଭାଗ୍ୟ କିପରି ଆଚରଣକୁ ପ୍ରଭାବିତ କରେ…
୧୨ରୁ ଚାଲିବ ୩ ସ୍ପେଶାଲ ଟ୍ରେନ୍: ଧନ୍ୟବାଦ ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, ୯।୯(ବ୍ୟୁରୋ): ଆସନ୍ତା ୧୨ ତାରିଖରୁ ଶ୍ରମିକଙ୍କ ପାଇଁ ୩ ସ୍ପେଶାଲ ଟ୍ରେନ୍ ଚାଲିବ। ପୁରୀ-ଅହମ୍ମଦାବାଦ, ପୁରୀ-ଗାନ୍ଧିଧାମ, ପୁରୀ -ଓଖା ରୁଟ୍ରେ ଏହି ଟ୍ରେନ୍ ଚଳାଚଳ କରିବ। ପୁନର୍ବାର କାର୍ଯ୍ୟକ୍ଷେତ୍ରକୁ ଫେରିଯିବାକୁ ଚାହୁଁଥିବା ପ୍ରବାସୀଙ୍କ ପାଇଁ ଏହି ଟ୍ରେନ୍ ଚାଲିବ। ଏ…
ପୁଣି ଜଣେ ଅଭିନେତ୍ରୀ କଲେ ଆତ୍ମହତ୍ୟା
୨୦୨୦ ବର୍ଷ ସିନେମା ପାଇଁ କଳା ବର୍ଷ ବୋଲି ପ୍ରମାଣିତ ହୋଇଛି। ଗୋଟିଏ ପରେ ଗୋଟିଏ କଳାକାର ଏହି ଦୁନିଆରୁ ବିଦାୟ ନେଉଛନ୍ତି। ଏହି ସମୟରେ ତେଲୁଗୁ ଟିଭି ଅଭିନେତ୍ରୀ ଶ୍ରାବଣୀ ଆତ୍ମହତ୍ୟା କରିଛନ୍ତି। ଏହି ଖବର ଆସିବା ପରେ ତାଙ୍କ…
ଖୋଲିଲା ସ୍କୁଲ: ପ୍ଲାଷ୍ଟିକ ଟେଣ୍ଟରେ ପାଠ ପଢ଼ିଲେ ଛାତ୍ରୀଛାତ୍ର
କରୋନା ମହାମାରୀ କବଳରେ ସମଗ୍ର ବିଶ୍ୱ। କରୋନା ପାଇଁ ଏବେ ସବୁକିଛି ବଦଳିଯାଇଛି। ସ୍କୁଲ, କଲେଜ, ମଲ, ପବ୍ଲିକ ଟ୍ରାନ୍ସପୋର୍ଟ, ପବ୍ ଆଦି। ଲୋକମାନେ ଧୀରେ ଧୀରେ କରୋନା ସହ ବଞ୍ଚିବା ଶିଖିଗଲେଣି। ଏହିପରି ଇରାନରେ ଗତ କିଛି ଦିନ ହେବ…
ରାଷ୍ଟ୍ରପତି ଭବନରେ ଆତ୍ମହତ୍ୟା କଲେ ହାବିଲଦାର
ନୂଆଦିଲ୍ଲୀ,୯।୯: ରାଷ୍ଟ୍ରପତି ଭବନରେ ରହୁଥିବା ସେନାର ଜଣେ ହାବିଲଦାର ଆତ୍ମହତ୍ୟା କରିଛନ୍ତି। ତାଙ୍କ ନାମ ଟେକ୍ ବାହାଦୂର। ପୋଲିସ ମୃତଦେହ ଉଦ୍ଧାର କରି ପୋଷ୍ଟମର୍ଟମ ପାଇଁ ଆରଏମଲ ହସ୍ପିଟାଲ ପଠାଇଛି। ଏବେ ଘଟଣାର ତଦନ୍ତ ଆରମ୍ଭ ହୋଇଛି। ଟେକ୍ ବାହାଦୂର ଫେବୃୟାରୀ…
ଏସବୁ ଛୋଟ କଥା ପ୍ରତି ଦିଅନ୍ତୁ ଧ୍ୟାନ: କେବେ ଘରେ ଦେଖାଯିବ ନାହିଁ ଧନର ଅଭାବ
ଯେତେବେଳେ ଘରର ଦିଗରେ ବାସ୍ତୁ ଦୋଷ ଦେଖାଯାଏ ସେହି ସମୟରେ ଆର୍ଥିକ ସମସ୍ୟା ସମ୍ମୁଖୀନ ହେବାକୁ ପଡ଼ିଥାଏ। ଘରର ବାସ୍ତୁ ଦୋଷ ହଟାଇଲେ କୁବେର ଏବଂ ମା’ ଲକ୍ଷ୍ମୀ ଖୁସି ହୁଅନ୍ତି ବୋଲି ବାସ୍ତୁଶାସ୍ତ୍ରରେ ବର୍ଣ୍ଣନା ହୋଇଛି। ବାସ୍ତୁ ଅନୁଯାୟୀ, ଘରେ…
ଭାରତ-ଚାଇନା ମଧ୍ୟରେ ମଧ୍ୟସ୍ଥତା କରିବାକୁ ମନା କଲା ରୁଷ
ମସ୍କୋ,୯।୯:ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ରୁଷର ରାଜଧାନୀ ମସ୍କୋରେ ପହଞ୍ଚିଛନ୍ତି। ବୈଦେଶିକ ମନ୍ତ୍ରୀ ଏଠାରେ ସାଂଘାଇ ସହଯୋଗ ସଂଗଠନ (ଏସସିଓ) ବୈଦେଶିକ ମନ୍ତ୍ରୀ ବୈଠକରେ ଯୋଗଦେବେ। ଏହି ବୈଠକ ବ୍ୟତୀତ ଜୟଶଙ୍କର ମଧ୍ୟ ରୁଷର ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଭରୋଭଙ୍କ ସହ…
ରିୟାଙ୍କ ସମର୍ଥନରେ ବାହାରିଲା ବଲିଉଡ୍: ଏହିସବୁ କଳାକାର କଲେ କ୍ୟାମ୍ପେନ୍
ଅଭିନେତା ସୁଶାନ୍ତ ସିଂ ରାଜପୁତ ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ରିୟା ଚକ୍ରବର୍ତ୍ତୀଙ୍କୁ ଗିରଫ କରାଯାଇ ୧୪ ଦିନ ପାଇଁ ନ୍ୟାୟିକ ହେପାଜତକୁ ପଠାଯାଇଛି। ଏନସିବି ରିୟାଙ୍କୁ ଡ୍ରଗ ସିଣ୍ଡିକେଟର ଜଣେ ସକ୍ରିୟ ସଦସ୍ୟ ବୋଲି କହିଛି। ଏଭଳି ପରିସ୍ଥିତିରେ ରିୟାଙ୍କ…
ଜେଜେ ମା’ଙ୍କ ଦେହ ଖରାପ ହେବାରୁ ଏମିତି କରି ଦେଖାଇଲେ ୧୧ ବର୍ଷର ନାତି
ଜେଜେ ମା’ଙ୍କ ଦେହ ଖରାପ ହୋଇଯିବାରୁ ୧୧ ବର୍ଷର ନାବାଳକ ନାତି ଏକ ମର୍ସିଡିଜ୍ କାର ଚଲାଇ ତାଙ୍କୁ ସୁରକ୍ଷିତ ଘରେ ନେଇ ପହଞ୍ଚାଇଛନ୍ତି। ଏହି ଘଟଣାଟି ଆମେରିକାର ଇଣ୍ଡିଆନାପଲିସର। ୧୧ ବର୍ଷର ପି ଜେ ବ୍ରଓ୍ବେର ଘରଠାରୁ ସାମାନ୍ୟ ଦୂରରେ…
ଅଶୋକ ଲେଲାଣ୍ଡ୍ ଚେୟାରମ୍ୟାନ୍ଙ୍କ ପରଲୋକ
ଚେନ୍ନାଇ,୯।୯: ହିନ୍ଦୁଜା ଗ୍ରୁପର ପ୍ରମୁଖ କମ୍ପାନୀ ଅଶୋକ ଲେଲାଣ୍ଡର ଚେୟାରମ୍ୟାନ ଆରଜେ ଶାହାନୀଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ହୋଇଥିଲା। ଶାହାନୀ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ସେ ଏହି କମ୍ପାନୀର ପ୍ରଥମ ଭାରତୀୟ ଏମଡି…
Archives


