ଜେଲ ଗଲେ ଅବସରପ୍ରାପ୍ତ ସେନା କର୍ମଚାରୀ
ଭୁବନେଶ୍ୱର,୯ା୯ (ବ୍ୟୁରୋ): ଖଣ୍ଡଗିରି ଥାନା ଅନ୍ତର୍ଗତ ଭରତପୁର ଅଞ୍ଚଳରେ ପଡୋଶୀଙ୍କ ସହ ବଚସାକୁ କେନ୍ଦ୍ରକରି ଗୁଳି ମାଡ଼ କରିଥିବା ଅଭିଯୁକ୍ତ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ଭରତପୁର ବିଜୁନଗର ବସ୍ତିରେ ରହୁଥିବା ଅଶ୍ୱିନୀ କୁମାର ରାଉତ।…
୫ ବର୍ଷରେ ୫୦ ପ୍ରତିଶତ ଫୁଏଲ୍ ଷ୍ଟେଶନ ହେବ ସୌରଚାଳିତ: ଧର୍ମେନ୍ଦ୍ର
ଭୁବନେଶ୍ୱର ୯।୯(ବ୍ୟୁରୋ): ରାଷ୍ଟ୍ରାୟତ ତୈଳ କମ୍ପାନୀଗୁଡିକର ମାଲିକାନାରେ ଥିବା ଦେଶର ପ୍ରାୟ ୫୦ ପ୍ରତିଶତ ଫ୍ୟୁଏଲ୍(ଇନ୍ଧନ) ଷ୍ଟେସନକୁ ଆସନ୍ତା ୫ ବର୍ଷରେ ସୌରଚାଳିତ କରାଯିବ। ଆନ୍ତର୍ଜାତିକ ସୌର ଆଲିଆନ୍ସ (ଆଇଏସଏ)ପକ୍ଷରୁ ଆୟୋଜିତ ପ୍ରଥମ ବିଶ୍ୱ ସୌର ବୈଷୟିକ ସମ୍ମିଳନୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…
ବର୍ଷାଙ୍କୁ ଅନୁଭବଙ୍କ ଭାବପୂର୍ଣ୍ଣ ଚିଠି: ‘ସାଇବାବା ତୁମର ସମସ୍ତ ଇଚ୍ଛା ପୂରଣ କରନ୍ତୁ’
କଟକ ଅଫିସ,୯ା୯: ଓଲିଉଡର ଚର୍ଚ୍ଚିତ ଯୋଡ଼ି ଅଭିନେତା ତଥା ଏମ୍ପି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାଦ ଏବେ କୋର୍ଟକୁ ଯାଇସାରିଲାଣି। ଉଭୟଙ୍କ ପ୍ରସଙ୍ଗକୁ ନେଇ ବିଭିନ୍ନ କଳ୍ପନାଜଳ୍ପନା ଲାଗି ରହିଥିବାବେଳେ ଏବେ ଏକ ଚିଠି ଭାଇରାଲ ହେଉଛି। ଏହି…
ସଂକ୍ରମଣ ୧ଲକ୍ଷ ୩୧ ହଜାର ପାର୍
ଭୁବନେଶ୍ୱର, ୯ା୯(ବ୍ୟୁରୋ): କରୋନାରେ ରାଜ୍ୟରେ ଦୈନିକ ୩ହଜାର ଉପରେ ଆକ୍ରାନ୍ତ ହେଉଛନ୍ତି। ଶେଷ ୨୪ ଘଣ୍ଟା ମଧ୍ୟରେ ୪୧,୨୭୫ ନମୁନା ପରୀକ୍ଷା କରାଯାଇଥିବାବେଳେ ସେଥିରୁ ୩,୪୯୦ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୨୦୯୪ଜଣ ଥିବାବେଳେ ୧୩୯୬ଜଣ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି।…
କରୋନା ଆରୋଗ୍ୟଙ୍କ ସଂଖ୍ୟା ୧ ଲକ୍ଷ ଟପିଲା
ଭୁବନେଶ୍ୱର, ୯ା୯(ବ୍ୟୁରୋ): ରାଜ୍ୟରେ କୋଭିଡ୍-୧୯ ସଂକ୍ରମଣ ହୁ ହୁ ହୋଇ ବଢି ଚାଲିଛି। ଏହି ସମୟରେ ଆରୋଗ୍ୟ ହାର ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ରାଜ୍ୟରେ ମଙ୍ଗଳବାର ସୁଦ୍ଧା କରୋନା ଆରୋଗ୍ୟଙ୍କ ସଂଖ୍ୟା ୧ ଲକ୍ଷ ଟପିଛି। ଏହି ବଡ଼…
ସଙ୍କଟରେ ଭାରତୀୟ ଅର୍ଥ ବ୍ୟବସ୍ଥା; ୧୪.୮% ଖସିଯିବ ଜିଡିପି
ନୂଆଦିଲ୍ଲୀ, ୯।୯ : କରୋନା ମହାମାରୀ ସାରା ବିଶ୍ୱର ଅର୍ଥ ବ୍ୟବସ୍ଥାକୁ କ୍ଷତିଗ୍ରସ୍ତ କରିଛି। ଏହାର ପ୍ରଭାବରେ ଭାରତୀୟ ଅର୍ଥ ବ୍ୟବସ୍ଥା ଚଳିତ ଆର୍ଥିକ ବର୍ଷ ପ୍ରଥମ ତ୍ରୈମାସରେ -୨୩.୯% ଖସିଛି। ବିଶ୍ୱର ପ୍ରମୁଖ ଅଭିବୃଦ୍ଧିଶୀଳ ଅର୍ଥ ବ୍ୟବସ୍ଥା ମଧ୍ୟରେ ଭାରତକୁ…
ଗରିବ କଲ୍ୟାଣ ଯୋଜନାରେ ୪୨ କୋଟିଙ୍କୁ ସହାୟତା
ନୂଆଦିଲ୍ଲୀ, ୯।୯ : ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ କେନ୍ଦ୍ର ସରକାର ୪୨ କୋଟି ଲୋକଙ୍କୁ ସହାୟତା ପ୍ରଦାନ କରିଛନ୍ତି। ଏହି ବାବଦକୁ ୬୮,୮୨୦ କୋଟି ଟଙ୍କା ଦିଆଯାଇଥିବା ଅର୍ଥମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। କୋଭିଡ୍-୧୯ ଯୋଗୁ ଲୋକମାନେ ବିଭିନ୍ନ…
ବର୍ଷାଙ୍କୁ ଅନୁଭବଙ୍କ ଭାବପୂର୍ଣ୍ଣ ଚିଠି ‘ସାଇବାବା ତୁମର ସମସ୍ତ ଇଚ୍ଛା ପୂରଣ କରନ୍ତୁ’
କଟକ ଅଫିସ,୮ା୯- ଓଲିଉଡର ଚର୍ଚ୍ଚିତ ଯୋଡ଼ି ଅଭିନେତା ତଥା ଏମ୍ପି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାଦ ଏବେ କୋର୍ଟକୁ ଯାଇସାରିଲାଣି। ଉଭୟଙ୍କ ପ୍ରସଙ୍ଗକୁ ନେଇ ବିଭିନ୍ନ କଳ୍ପନାଜଳ୍ପନା ଲାଗି ରହିଥିବାବେଳେ ଏବେ ଏକ ଚିଠି ଭାଇରାଲ ହେଉଛି। ଏହି…
ୟୁଏସ୍ ଓପନ୍ରେ ଭାରତୀୟ ଅଭିଯାନ ଶେଷ
ନ୍ୟୁୟର୍କ,୮।୯ (ପି.ଟି.): ଚଳିତ ୟୁଏସ୍ ଓପନ୍ରୁ ଭାରତୀୟ ତାରକା ରୋହନ ବୋପାନ୍ନା ଓ ତାଙ୍କ କାନାଡ଼ା ପାର୍ଟନର ଡେନିସ୍ ଶାପୋଭାଲୋଭ ବିଦାୟ ନେଇଛନ୍ତି। ଏହି ଯୋଡି କ୍ୱାର୍ଟର ଫାଇନାଲ ମ୍ୟାଚ୍ରେ ପରାସ୍ତ ହୋଇଛନ୍ତି। ଏଥି ସହିତ ୟୁଏସ୍ ଓପନ୍ରୁ ଭାରତୀୟ ଅଭିଯାନ…
କଟକ ସହରରୁ ଆଉ ୨୩୬ କରୋନା ଆକ୍ରାନ୍ତ ଚିହ୍ନଟ
କଟକ ଅଫିସ, ୮।୯: କଟକ ସହରରୁ ମଙ୍ଗଳବାର ଆଉ ୨୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୪୫ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍ ୯୧ ରହିଛି। ମାଣିକ ଘୋଷ ବଜାରରୁ ୫ଜଣ, ନନ୍ଦୀ ସାହିରୁ ୫,…
ପ୍ରେମ ବିବାହ କରିବାରୁ ଝିଅ-ଜ୍ୱାଇଁଙ୍କୁ ଗୁଳି କରି ହତ୍ୟା କଲା ବାପା
କାଶୀପୁର, ୮।୯: ଉତ୍ତରାଖଣ୍ଡ ଉଦାମ ସିଂ ନଗର ଜିଲାରୁ ଏକ ଭୟଙ୍କର ହତ୍ୟାର ମାମଲା ସାମ୍ନାକୁ ଆସିଛି। ପ୍ରେମ ବିବାହରେ ଅସନ୍ତୁଷ୍ଟ ହୋଇ ଜଣେ ବ୍ୟକ୍ତି ନିଜ ଝିଅ ଓ ଜ୍ୱାଇଁଙ୍କୁ ଗୁଳି କରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଚାଞ୍ଚଲ୍ୟକର…
ଏହି କାରଣ ଲାଗି ୧୫ ମହଲା ଛାତରୁ ଡେଇଁ ଆତ୍ମହତ୍ୟା କଲେ ୯୪ ବର୍ଷୀୟା ବୃଦ୍ଧା
ଗୁରୁଗ୍ରାମ, ୮।୯: ହରିୟାଣାର ଗୁରୁଗ୍ରାମରେ ଜଣେ ୯୪ ବର୍ଷୀୟା ବୃଦ୍ଧା ୧୫ ମହଲା ଛାତରୁ ଡେଇଁ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ପୋଲିସ ଏହି ଘଟଣାରେ ସିଆର୍ପିସି ଧାରା ୧୭୪ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ତଦନ୍ତ ଅବସରରେ…
Archives


