ଏହି କାରଣରୁ ଲତା ମଙ୍ଗେଶକରଙ୍କ ସହ ଝଗଡା କରିଥିଲେ ଆଶା ଭୋସଲେ
ମୁମ୍ବାଇ: ବଲିଉଡର ମେଲୋଡି କୁଇନ ଭାବରେ ଜଣାଶୁଣା ଆଶା ଭୋସଲେ ଆଜି ୮୭ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୩୩ ମସିହାରେ ମହାରାଷ୍ଟ୍ରର ସାଙ୍ଗଲିରେ ଜନ୍ମଗ୍ରହଣ କରିଥିଲେ। ସେ ଏପର୍ଯ୍ୟନ୍ତ ୧୬ ହଜାରରୁ ଅଧିକ ଗୀତ ଗାଇଛନ୍ତି। ଆଶା ଭୋସଲେଙ୍କ ବଡ ଭଉଣୀ…
ପତ୍ନୀଙ୍କ ଡରରେ ଆସନ ବଦଳାଇଲେ ତେଜ ପ୍ରତାପ!
ପାଟନା,୮।୯: ପାଖେଇ ଆସୁଛି ବିହାର ବିଧାନଭସା ନିର୍ବାଚନ। ଏହି କ୍ରମରେ ରାଷ୍ଟ୍ରୀୟ ଜନତା ଦଳ(ଆର୍ଜେଡି) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ବଡ ପୁଅ ତେଜ ପ୍ରତାପ ଯାଦବ ନିର୍ବାଚନରେ ଭାଗ ନେବେ ସତ। ହେଲେ ହାର-ଜିତର ଭୟ ଏବେ ତାଙ୍କୁ ଘାରିଲାଣି…
ବ୍ୟକ୍ତିଠାରେ ଏହି ଗୁଣ ରହିବା ଆବଶ୍ୟକ, ଯାହା କେବେ ପ୍ରେମ, ବୈବାହିକ ଜୀବନକୁ ହେବାକୁ ଦେବ ନାହିଁ ବିଫଳ
ପ୍ରେମ ଏବଂ ବୈବାହିକ ସମ୍ପର୍କ ମଣିଷ ପାଇଁ ଗୁରୁତ୍ୱପୂର୍ଣ୍ଣ ଏବଂ ପବିତ୍ର ବୋଲି ବିବେଚନା କରାଯାଏ। ଜଣେ ବ୍ୟକ୍ତି ଏହି ଦୁଇଟି ସମ୍ପର୍କରେ କେବେ ବିଫଳ ହେବାକୁ ଚାହେଁ ନାହିଁ। ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଏ ବିଷୟରେ ଉଲ୍ଲେଖ କରିଛନ୍ତି…
ଧୋନୀଙ୍କ ଏହି ଅଭ୍ୟାସକୁ ଦେଖି ଆଶ୍ଚର୍ଯ୍ୟ ହେଲେ ଇରଫାନ୍: କହିଲେ ‘ପୂର୍ବରୁ ଏଭଳି ଦେଖିନାହିଁ’
ନୂଆଦିଲ୍ଲୀ,୮।୯: ଆସନ୍ତା ୧୯ରୁ ଆରମ୍ଭ ହେବ ବହୁ ପ୍ରତିକ୍ଷିତ ଆଇପିଏଲ୍ ୨୦୨୦। ଏହାପୂର୍ବରୁ ଚେନ୍ନାଇ ସୁପରକିଙ୍ଗ୍ସ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଅଭ୍ୟାସ ଜାରି କରିଛନ୍ତି। ତେବେ ଧୋନୀଙ୍କ ଓ୍ବିକେଟ୍କିପିଂକୁ ନେଇ ଭାରତୀୟ ଟିମ୍ର ପୂର୍ବ ଅଲରାଉଣ୍ଡର ଇରଫାନ ପଠାନ ଆଶ୍ଚର୍ଯ୍ୟ…
ଏଠି ହଜି ଯାଇଛି ତିକ୍ତତା: ମାଙ୍କଡ଼କୁ ସାହା କୁକୁର
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ…
ମାଙ୍କଡ଼କୁ ଗ୍ଲାସରେ ପାଣି ପିଆଉଛନ୍ତି ବାବା, ଆଉ ତା ପରେ
ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ…
ଖୁସି ଖବର: ଚଳିତ ମାସରେ ଭାରତରେ ଟ୍ରାଏଲ କରାଯିବ ରୁଷିଆ ଟିକା !
ମସ୍କୋ,୮।୯: ରୁଷିଆର କରୋନା ଭାଇରସ ଟିକା ସ୍ପୁଟନିକ-୫ର ଅନ୍ତିମ ପର୍ଯ୍ୟାୟର କ୍ଲିନିକାଲ ଟ୍ରାଏଲ ଚଳିତ ମାସରେ ଭାରତରେ ଆରମ୍ଭ କରାଯିବ ବୋଲି ଜଣାପଡିଛି। ତେବେ ଭ୍ୟାକ୍ସିନ ପ୍ରସ୍ତୁତ କରିବାକୁ ଅର୍ଥ ଯୋଗଇ ଦେଉଥିବା ଏଜେନ୍ସି ରଷିୟାନ ଡାଇରେକ୍ଟର ଇନଭେଷ୍ଟ ଫଣ୍ଡ(ଆର୍ଡିଆଇଏଫ୍)ର ସିଇଓ…
୧୩ ଚମରୀ ଗାଈ-୪ ବାଛୁରୀ ଚାଇନାକୁ ଫେରାଇଲେ ଭାରତୀୟ ଯବାନ
କାମେଙ୍ଗ, ୮।୯: ଏଲ୍ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ଜାରି ରହିଛି। ମାତ୍ର ଭାରତୀୟ ଯବାନ ସବୁବେଳେ ସଞ୍ଜମତା ଆଚରଣ ପ୍ରଦର୍ଶନ କରୁଛନ୍ତି। ଭାରତୀୟ ସୀମାକୁ ଚାଇନାର ୧୩ ଚମରୀ ଗାଈ ଏବଂ ୪ ବାଛୁରୀ ପଶିଆସିଥିଲେ। ଚରିବା ସମୟରେ ସେମାନେ…
ଘରେ ଝାଡୁ କରିବା ଓ ରଖିବା ସମୟରେ କରନ୍ତୁ ନାହିଁ ଏପରି ଭୁଲ: ମାଡ଼ି ଆସିବ ଦରିଦ୍ରତା
ପ୍ରତ୍ୟେହ ସକାଳେ ଏବଂ ଅପରାହ୍ନରେ ଘର ଝାଡ଼ୁ କରାଯାଏ। ଏହି ଝାଡ଼ୁକୁ ନେଇ ଅନେକ ବାସ୍ତୁଗତ ସମସ୍ୟା ରହିଛି। ଯେପରିକି ଝାଡ଼ୁକୁ ଓଲଟା ରଖିବା ଠିକ୍ ନୁହେଁ, ଝାଡ଼ୁରେ ଗୋଡ ମାରିବା ଦ୍ୱାରା ମା’ ଲକ୍ଷ୍ମୀ ରାଗିଯାଇଥାନ୍ତି। ଏହାକୁ ନେଇ ବାସ୍ତୁଶାସ୍ତ୍ରରେ…
ଡ୍ରଗ୍ସ କାରବାରରେ ଗିରଫ ହେଲେ ଏହି ଅଭିନେତ୍ରୀ
ସ୍ୟାଣ୍ଡେଲଉଡ୍ ଡ୍ରଗ୍ସ କାରବାର ଘଟଣାର ତଦନ୍ତ ଜାରି ରଖିଛି ସେଣ୍ଟ୍ରାଲ କ୍ରାଇମବ୍ରାଞ୍ଚ ପୋଲିସ। ଏହି ମାମଲାରେ ସମ୍ପୃକ୍ତି ଥିବା ନେଇ ପୋଲିସ କନ୍ନଡ ଅଭିନେତ୍ରୀ ସଞ୍ଜନା ଗଲରାନୀଙ୍କୁ ଗିରଫ କରିଛି। ପୂର୍ବରୁ ଏହି ମାମଲାରେ ପୋଲିସ ଅଭିନେତ୍ରୀ ରାଗିଣୀ ଦ୍ୱିବେଦୀଙ୍କ ସମେତ…
ଏହି ଦେଶଗୁଡିକରେ ଭାରତର ଛାତ୍ରୀଛାତ୍ରଙ୍କୁ ମିଳିଥାଏ ମାଗଣା ଶିକ୍ଷା!
ସାରା ବିଶ୍ୱରୁ ନିରକ୍ଷରତା ଦୂର କରିବା ଉଦ୍ଦେଶ୍ୟରେ ସେପ୍ଟେମ୍ବର ୮ ତାରିଖକୁ ଅନ୍ତର୍ଜାତୀୟ ସାକ୍ଷରତା ଦିବସ ଭାବେ ପାଳନ କରାଯାଏ। ବିଶ୍ୱର ଆବଶ୍ୟକତା ମଧ୍ୟରୁ ସାକ୍ଷରତା ଅନ୍ୟତମ। କାରଣ ଏହାଦ୍ୱାରା ସାମାଜିକ ଏବଂ ଅର୍ଥନୈତିକ ବିକାଶ ହୋଇପାରିବ। ଯେଉଁ ଦେଶର ଲୋକମାନେ…
ଅନୁଭବ ମହାନ୍ତିଙ୍କ ଇସ୍ତଫା ଦାବି: ପଟ୍ଟାମୁଣ୍ଡାଇ ଯୁବ କଂଗ୍ରେସ ପକ୍ଷରୁ କୁଶପୁତଳିକା ଦାହ
ପଟ୍ଟାମୁଣ୍ଡାଇ, ୮।୯(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଏମ୍ପି ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ଇସ୍ତଫା ଦାବିକରି ପଟ୍ଟାମୁଣ୍ଡାଇ ଯୁବ କଂଗ୍ରେସ ପକ୍ଷରୁ ବାଇପାସ୍ ଛକଠାରେ ଆନ୍ଦୋଳନ ହୋଇଛି। ‘ମା’କୁ ସମ୍ମାନ’ ନାରା ଦେଇ ଆସୁଥିବା ସରକାରୀ ଦଳର ଜଣେ ଏମ୍ପି ନିଜ ସ୍ତ୍ରୀଙ୍କୁ ନିର୍ଯାତନା…
Archives


