ଅଦୃଶ୍ୟ ଯୁଦ୍ଧରେ ୧୭୭ ଆଗଧାଡିର ଯୋଦ୍ଧାଙ୍କ ଜୀବନ ନେଲାଣି କରୋନା
ମୁମ୍ବାଇ,୮।୯: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ସାଂଘାତିକ ସ୍ଥିତିରେ ପହଞ୍ଚିଥିବା ବେଳେ ଏଥିରୁ ବାଦ୍ ପଡି ନାହାନ୍ତି ଆଗ ଧାଡିର କରୋନା ଯୋଦ୍ଧା କୁହାଯାଉଥିବା ପୋଲିସ କର୍ମୀ। ମହାରାଷ୍ଟ୍ରରେ କରୋନା ସଂକମ୍ରଣରେ ଏପର୍ଯ୍ୟନ୍ତ ୧୭୭ ଜଣ ପୋଲିସଙ୍କ ଜୀବନ ଗଲାଣି।…
ଗଞ୍ଜାମ ଜିଲାରେ ପ୍ରତ୍ୟେକ ବ୍ୟକ୍ତିଙ୍କ ଅକ୍ସିଜେନ ସ୍ତର ଯାଞ୍ଚ ଆରମ୍ଭ
ଛତ୍ରପୁର, ୮।୯(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ପ୍ରତେକ ବ୍ୟକ୍ତିଙ୍କ ଅକ୍ସିଜେନ ସ୍ତର ଯାଞ୍ଚ ପାଇଁ ମଙ୍ଗଳବାର ଠାରୁ କ୍ୟାମ୍ପେନ ଆରମ୍ଭ ହୋଇଛି। ଜ଼ିଲାର ସମସ୍ତ ଘରକୁ ଟିମ୍ ଯାଇ ପରିବାରର ସମସ୍ତ ସଦସ୍ୟଙ୍କ ଅକ୍ସିଜେନ ସ୍ତର କ’ଣ ଅଛି ତାହା ଯାଞ୍ଚ କରୁଛନ୍ତି।…
ପୁଣି ରାଜ୍ୟରେ ୧୩ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୮।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବା ଆଉ ୧୩ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୬୯ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୧୩ ମୃତକଙ୍କ…
ବେଡ୍ରୁମ୍ରେ ପଶି ଫଟୋ ଉଠାଇଲେ ୨ ଅଜଣା ଯୁବକ, ପୋଲିସକୁ ସୁରକ୍ଷା ମାଗିଲେ ବର୍ଷା ପ୍ରିୟଦର୍ଶିନୀ
ଭୁବନେଶ୍ୱର, ୮।୯(ବ୍ୟୁରୋ): ରିଲ୍ ଲାଇଫ୍ରୁ ରିଏଲ ଲାଇଫ୍ର ଯାତ୍ରାକୁ ନେଇ ଚର୍ଚ୍ଚିତ ଯୋଡି ମଧ୍ୟରେ ଅନ୍ୟତମ ହେଉଛି ଅଭିନେତା ତଥା ଏମ୍ପି ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଏବେ ଏହି ଯୋଡିଙ୍କ ବିବାଦ ଘନେଇବାରେ ଲାଗିଛି। ଉଭୟଙ୍କ ମଧ୍ୟରେ…
ଡବ୍ଲୁଏଚ୍ଓର ଚେତାବନୀ, ଆଉ ଗୋଟିଏ ମହାମାରୀ ପାଇଁ ପ୍ରସ୍ତୁତ ରହୁ ବିଶ୍ୱ
ଜେନେଭା,୮।୯: ସମଗ୍ର ବିଶ୍ୱ ଏବେ କରୋନା ମହାମାରୀ କବଳରେ ରହିଛି। କରୋନା ଯୋଗୁ ଅନେକ ଦେଶର ଅର୍ଥନୀତି ଖରାପ ଅବସ୍ଥାକୁ ଚାଲିଯାଇଛି। ଏଭଳି ପରିସ୍ଥିତିରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚ୍ଓ) ଚେତାବନୀ ଦେଇଛି ଯେ ପରବର୍ତ୍ତୀ ମହାମାରୀ ପାଇଁ ମଧ୍ୟ ବିଶ୍ୱ…
ଅନୁଭବଙ୍କ ଶିକ୍ଷାଗତ ଯୋଗ୍ୟତା ନେଇ ପ୍ରଶ୍ନ ଉଠାଇଲା କଂଗ୍ରେସ
ଭୁବନେଶ୍ୱର,୮।୯(ବ୍ୟୁରୋ): ବିଭିନ୍ନ ସମୟରେ ଏମ୍ପି ଅନୁଭବ ମହାନ୍ତି କାହାକୁ ନା କାହାକୁ ଦୁର୍ବ୍ୟବହାର କରିଛନ୍ତି। କେତେବେଳେ ମହିଳାଙ୍କୁ ପୁଣି କେତେବେଳେ ରାଜନୈତିକ ସଭାରେ ଆପତ୍ତିଜନକ ମନ୍ତବ୍ୟ ଦେଉଥିବା କେନ୍ଦ୍ରାପଡ଼ା ଏମ୍ପିଙ୍କୁ ସରକାର ସୁରକ୍ଷା ଦେଉଛନ୍ତି ବୋଲି କଂଗ୍ରେସ ଅଭିଯୋଗ କରିଛି। ରାଜ୍ୟ…
ଶିଶୁକନ୍ୟା ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ
ଭୁବନେଶ୍ୱର,୮।୯ (ବ୍ୟୁରୋ): ଏୟାରଫିଲ୍ଡ ଥାନା ଅଞ୍ଚଳରେ ୨୦୧୭ରେ ଘଟିଥିବା ଶିଶୁକନ୍ୟା ବଳାକତ୍ାର ମାମଲାର ରାୟ ସୋମବାର ଅତିରିକ୍ତ ଜିଲା ଦୌରାଜଜ୍ କମ୍ ପକ୍ସୋ କୋର୍ଟରେ ପ୍ରକାଶ ପାଇଛି। ଏୟାରଫିଲ୍ଡ ଥାନା ରେତଙ୍ଗ ଅଞ୍ଚଳର ଅଭିଯୁକ୍ତ ଦେବାଶିଷ ସାମନ୍ତରାୟ(୨୩)ଙ୍କୁ କୋର୍ଟ ୧୦ ବର୍ଷ…
ଆଉ ଜଣେ ଲୋକପ୍ରିୟ ଅଭିନେତାଙ୍କ ପରଲୋକ
ଦକ୍ଷିଣ ଭାରତୀୟ ଫିଲ୍ମର ଲୋକପ୍ରିୟ ଅଭିନେତା ଜୟପ୍ରକାଶ ରେଡ୍ଡୀଙ୍କର ମଙ୍ଗଳବାର ସକାଳେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ହାର୍ଟଆଟାକ୍ରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସେ ଆନ୍ଧ୍ରପ୍ରେଦେଶର ଗୁଣ୍ଟୁରରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ୧୯୮୮ରେ…
ଅନୁଭବ ଇସ୍ତଫା ନ ଦେଲେ ଭୁଲ୍ ବାର୍ତ୍ତା ଯିବ: ଭାଜପା
ଭୁବନେଶ୍ୱର,୮।୯(ବ୍ୟୁରୋ): କାହାର ବ୍ୟକ୍ତିଗତ ଜୀବନରେ ହସ୍ତକ୍ଷେପ ଆଦୌ ଉଚିତ୍ ନୁହେଁ। ମାତ୍ର ଯେତେବେଳେ ସମାଜର ପ୍ରତିଷ୍ଠିତ ବ୍ୟକ୍ତି କିମ୍ବା ରୋଲ୍ ମଡେଲ ମହିଳା ହିଂସାରେ ଲିପ୍ତ ରହିବା ଘଟଣା ସାମ୍ନାକୁ ଆସିବ ସେତେବେଳେ ସୁରକ୍ଷା ଦୃଷ୍ଟିରୁ ଏହାକୁ ପ୍ରତିବାଦ କରିବା ଆମର…
ଅନ୍ଲାଇନ୍ ଗେମ୍ରେ ଝିଅଠାରୁ ବାରମ୍ବାର ହାରି ଯାଉଥିବାରୁ ପୁଅ ନେଲେ ଏମିତି ପଦକ୍ଷେପ
ଇନ୍ଦୋର,୮।୯: ମଧ୍ୟପ୍ରଦେଶର ଇନ୍ଦୋରରେ ଏକ ଅଭାବନୀୟ ଘଟଣା ଘଟିଛି। ଅନ୍ଲାଇନ ଗେମରେ ହାରିଯିବାରୁ ଜଣେ ୧୧ ବର୍ଷର ବାଳକ ୧୦ ବର୍ଷର ବାଳିକାକୁ ହତ୍ୟା କରିଦେଇଛନ୍ତି। ଏନେଇ ବାଳିକାଙ୍କ ମାତାପିତା ଅଭିଯୋଗ କରିଛନ୍ତି। ଏହି ଘଟଣା ଇନ୍ଦୋରର ଲାସୁଡିଆ ଅଞ୍ଚଳର। ଏହି…
ବିଧାୟକ, ମନ୍ତ୍ରୀଙ୍କ ହେବ କରୋନା ପରୀକ୍ଷା
ଭୁବନେଶ୍ୱର, ୮।୯(ବ୍ୟୁରୋ): ଚଳିତମାସ ଶେଷ ସୁଦ୍ଧା ବିଧାନସଭା ଅଧିବେଶନ ବସିବ। ବୈଠକ ବସିବାର ଦୁଇଦିନ ପୂର୍ବରୁ ମନ୍ତ୍ରୀ, ବିଧାୟକ ଓ କର୍ମଚାରୀମାନଙ୍କର କୋଭିଡ-୧୯ ପରୀକ୍ଷା କରାଯିବ। ଅଧିବେଶନର ପ୍ରସ୍ତୁତି ଓ ବିଧାୟକମାନଙ୍କର କରୋନା ପରୀକ୍ଷା ନେଇ ସୋମବାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ…
ଉଲ୍ଲଂଘନକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୮।୯(ବ୍ୟୁରୋ): କଟକ ଓ ଭୁବନେଶ୍ୱର ମହାନଗର ନିଗମରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଛି। କେତେକ ବ୍ୟକ୍ତି କୋଭିଡ ଗାଇଡ ଲାଇନରେ ଥିବା କଟକଣାକୁ ଅଣ ଦେଖା କରୁଛନ୍ତି। କେତେକ ଲୋକ ବିନା ମାସ୍କରେ ଗହଳି କରୁଛନ୍ତି। ସନ୍ଧ୍ୟା…
Archives


