ଧନ୍ଦାମୂଳକ ଶିକ୍ଷାକୁ ଗୁରୁତ୍ୱ ଦେଉନି ଜେଲ ବିଭାଗ
ଭୁବନେଶ୍ୱର,୮।୯ (ବ୍ୟୁରୋ): ଜେଲରେ ରହୁଥିବା କଏଦୀମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ସବୁ ରାଜ୍ୟର ଜେଲ ବିଭାଗ ଗୁରୁତ୍ୱ ଦେଉଛନ୍ତି। କଏଦୀମାନେ ଜେଲରୁ ମୁକ୍ତ ହେବାପରେ ଯେପରି ଅପରାଧରେ ଲିପ୍ତ ନ ରହି ସ୍ବାବଲମ୍ବୀ ହୋଇ ସମାଜରେ ଅନ୍ୟମାନଙ୍କ…
ଏଲ୍ଏସିରେ ପରିସ୍ଥିତି ଅତ୍ୟନ୍ତ ଜଟିଳ: ବୈଦେଶିକ ମନ୍ତ୍ରୀ
ନୂଆଦିଲ୍ଲୀ,୮।୯: ଭାରତ-ଚାଇନା ସୀମାରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ସୋମବାର ବିଳମ୍ବିତ ରାତିରେ ଲାଇନ ଅଫ ଆକ୍ଚୁଆଲ କଣ୍ଟ୍ରୋଲ (ଏଲଏସି)ରେ ଭାରତ-ଚାଇନା ସେନା ମଧ୍ୟରେ ଗୁଳି ବିନିମୟ ଘଟିଥିବା ସୂଚନା ମିଳିଛି। ଜୁନ ୧୫ରେ ଗଲଓ୍ବାନ ଘାଟିରେ ହୋଇଥିବା ହିଂସାତ୍ମକ ସଂଘର୍ଷ…
କେନ୍ଦ୍ରାପଡ଼ାରେ ୫୪ ହଜାର ହେକ୍ଟର ଫସଲ ନଷ୍ଟ
କେନ୍ଦ୍ରାପଡା ଅଫିସ, ୮।୯: ଲଘୁଚାପଜନିତ ବର୍ଷା ପରେ ହୋଇଥିବା ବନ୍ୟା କେନ୍ଦ୍ରାପଡା ଜିଲା ଚାଷୀଙ୍କ ଆର୍ଥିକ ମେରୁଦଣ୍ଡକୁ ଭାଙ୍ଗି ଦେଇଛି। ଜିଲାର ୫୪,୦୫୦ ହେକ୍ଟର ଜମିରେ ହୋଇଥିବା ଧାନ ଓ ଅନ୍ୟାନ୍ୟ ଫସଲକୁ ନଷ୍ଟ କରିଦେଇଛି। ରାଜକନିକା, ଆଳି, ପଟ୍ଟାମୁଣ୍ଡାଇ ଓ…
ଚୋର ହେବ ତ ଏମିତି, ୪୫ ହଜାର ଟଙ୍କିଆ ଫୋନ୍ ବ୍ୟବହାର କରିପାରିଲେନି ବୋଲି…
କୋଲକାତା,୮।୯: ପଶ୍ଚିମବଙ୍ଗରୁ ଏକ ରୋଚକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଚୋର ୪୫ ହଜାର ଟଙ୍କା ମୂଲ୍ୟର ମୋବାଇଲ ଚୋରି କରିଥିଲେ। ଏହି ଫୋନକୁ ସେ ଚଲାଇ ନ ପାରିବାରୁ ଶେଷରେ ମାଲିକଙ୍କୁ ଫେରାଇ ଦେଇଛନ୍ତି। ପଶ୍ଚିମବଙ୍ଗର ବଦ୍ଧମାନ ଜିଲାରେ…
ବ୍ରାହ୍ମଣୀ, ବୈତରଣୀରେ ଅଟକିଛି ଏକାଧିକ ପ୍ରକଳ୍ପ
ଯାଜପୁର ଅଫିସ,୮।୯: ଯାଜପୁର ଜିଲା ଦେଇ ବ୍ରାହ୍ମଣୀ, ବୈତରଣୀ, ବୁଢା, ଖରସ୍ରୋତା ଓ ବିରୂପା ଆଦି ନଦୀ ପ୍ରବାହିତ ହୋଇଛି। ବ୍ରାହ୍ମଣୀନଦୀକୁ ମୁଖ୍ୟତଃ ଚିରସ୍ରୋତା କରାଯିବା ପାଇଁ ୧୯୫୬ରୁ ଦାବି ହୋଇ ଆସୁଥିଲେ ହେଁ ତାହା କାର୍ଯ୍ୟକାରୀ ହୋଇ ପାରୁନାହିଁ। ସେହିପରି…
ପେଣ୍ଠକଟାରେ ହେବ ମତ୍ସ୍ୟ ଅବତରଣ କେନ୍ଦ୍ର
ପୁରୀ ଅଫିସ, ୮।୯: ପୁରୀ ସମୁଦ୍ର ଉପରେ ନିର୍ଭର କରି ଚଳୁଥିବା ମତ୍ସ୍ୟଜୀବୀଙ୍କ ଜୀବନ ଜୀବିକାକୁ ସଜଡ଼ା ଯିବ। ସେମାନଙ୍କ ପାଇଁ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ହେବ। ସେମାନେ କିପରି ଭଲଭାବେ ସେମାନଙ୍କ ମାଛ ବିକ୍ରି କରିବେ ସେ ନେଇ ଭିତ୍ତିଭୂମି…
ଆଉ ଜଣେ ନିର୍ଦ୍ଦେଶକଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ
ଭୁବନେଶ୍ୱର,୮।୯(ବ୍ୟୁରୋ): ବହୁ କୋଟି ଟଙ୍କାର କ୍ୟୁ ନେଟ୍ ଠକେଇ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ଅନ୍ୟତମ ନିର୍ଦ୍ଦେଶକଙ୍କୁ ଗିରଫ କରିଛି। ସେ ହେଲେ ପଟିଆ ମାରୁତି ଭିଲାର ଏମ୍ଆଇଜି-୧୦ରେ ରହୁଥିବା ପ୍ରଶାନ୍ତ କୁମାର ମହାନ୍ତି(୩୭)। ତାଙ୍କ ବିରୋଧରେ କ୍ରାଇମବ୍ରାଞ୍ଚ ଦଫା…
୧୨ ପଇସା କମିଲା ଡିଜେଲ
ଭୁବନେଶ୍ୱର,୮।୯: ସୋମବାର ଭୁବନେଶ୍ୱରରେ ଡିଜେଲ ଦର ୧୨ ପଇସା କମିଛି। ଏଠାରେ ଡିଜେଲ ଦର ଲିଟର ପିଛା ୧୨ ପଇସା ହ୍ରାସ ପାଇ ୭୯.୬୦ ଟଙ୍କା ସ୍ତରରେ ରହିଛି। ଏଠାରେ ପେଟ୍ରୋଲ ଦର ଅପରିବର୍ତ୍ତିତ ୮୨.୬୪ ଟଙ୍କା ଥିବା ଜଣାପଡିଛି। ଦେଶର…
ପ୍ରେମ ବିବାହ କରିବାରୁ ମିଳିଲା ଏମିତି ଦଣ୍ଡ
ଡେରାଡୁନ୍,୮।୯: ଉତ୍ତରାଖଣ୍ଡର ଉଧମ ସିଂ ନଗରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଏକ ନବ ବିବାହିତ ଦମ୍ପତିଙ୍କୁ ଗୁଳି କରି ହତ୍ୟା କରାଯାଇଛି। କିଛି ଦିନ ପୂର୍ବରୁ ପୁଅ ଏବଂ ଝିଅ ଘରୁ ପଳାଇ ପ୍ରେମ ବିବାହ କରିଥିଲେ। ଯୁବତୀଙ୍କ…
ରେଲଓ୍ବେ ସଫ୍ଟୱେର ହାଇଜାକ କରିଥିବା ଯୁବକ ଗିରଫ
ପାରାଦୀପ,୮।୯(ସ୍ବ.ପ୍ର.): ସାରାଦେଶରେ ରେଲଓ୍ବେ ସଫ୍ଟୱେର ହାଇଜାକ କରିଥିବା ଜଣେ ଯୁବକଙ୍କୁ ସୋମବାର ଆରପିଏଫ ଗିରଫ କରିଛି। ସମ୍ପୃକ୍ତ ଯୁବକ ହେଲେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ରାଜକୁମାର ସାହୁ। ସେ ପଟ୍ଟାମୁଣ୍ଡାଇ ବଜାରରେ ରାଜ କମ୍ୟୁନିକେଶନ ନାମରେ ଏକ ଦୋକାନ କରିଛନ୍ତି।…
ବିସ୍ମୟ ବାଳକ ଆୟୁଷ
ଆୟୁଷ ରଞ୍ଜନ ରାଉତ। ବୟସ ୧୪। ଅଷ୍ଟମ ଶ୍ରେଣୀରେ ପାଠ ପଢୁଥିବା ଏହି ଛାତ୍ର ଜଣକ ଏବେ ବିସ୍ମୟ ବାଳକ ଭାବେ ବେଶ୍ ଚର୍ଚ୍ଚା ସାଉଣ୍ଟିଛନ୍ତି। ସମ୍ବଲପୁର ଜିଲା ନାକଟିଦେଉଲ ବ୍ଳକ କୁଡାନାଳି ଗ୍ରାମର ସରୋଜ ଓ ରଶ୍ମିତାଙ୍କ ପୁଅ ହେଉଛନ୍ତି…
୬୪ ଓଇଏସଙ୍କ ପଦୋନ୍ନତି
ଭୁବନେଶ୍ୱର,୮।୯(ବ୍ୟୁରୋ): ରାଜ୍ୟର ୬୪ଜଣ ଓଇଏସ ଅଧିକାରୀଙ୍କୁ ସୋମବାର ରାଜ୍ୟ ସରକାର ପଦୋନ୍ନତି ଦେଇଛନ୍ତି। ସରକାର ପଦୋନ୍ନତି ଦେଇଥିବା ଗ୍ରୁପ-ବି ଓଇଏସ ଅଧିକାରୀଙ୍କୁ ଗ୍ରୁପ-ଏକୁ ପଦୋନ୍ନତି କରିଛନ୍ତି। ଏହି ପ୍ରକ୍ରିୟାରେ ବହୁ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଅନ୍ୟ ସ୍ଥାନକୁ ବଦଳି କରାଯାଇଥିବା ବେଳେ…
Archives


