Home Left

ରେଲଓ୍ବେ ସଫ୍ଟୱେର ହାଇଜାକ କରିଥିବା ଯୁବକ ଗିରଫ

ପାରାଦୀପ,୮।୯(ସ୍ବ.ପ୍ର.): ସାରାଦେଶରେ ରେଲଓ୍ବେ ସଫ୍ଟୱେର ହାଇଜାକ କରିଥିବା ଜଣେ ଯୁବକଙ୍କୁ ସୋମବାର ଆରପିଏଫ ଗିରଫ କରିଛି। ସମ୍ପୃକ୍ତ ଯୁବକ ହେଲେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳର ରାଜକୁମାର ସାହୁ। ସେ ପଟ୍ଟାମୁଣ୍ଡାଇ ବଜାରରେ ରାଜ କମ୍ୟୁନିକେଶନ ନାମରେ ଏକ ଦୋକାନ କରିଛନ୍ତି।…

ବିସ୍ମୟ ବାଳକ ଆୟୁଷ

ଆୟୁଷ ରଞ୍ଜନ ରାଉତ। ବୟସ ୧୪। ଅଷ୍ଟମ ଶ୍ରେଣୀରେ ପାଠ ପଢୁଥିବା ଏହି ଛାତ୍ର ଜଣକ ଏବେ ବିସ୍ମୟ ବାଳକ ଭାବେ ବେଶ୍‌ ଚର୍ଚ୍ଚା ସାଉଣ୍ଟିଛନ୍ତି। ସମ୍ବଲପୁର ଜିଲା ନାକଟିଦେଉଲ ବ୍ଳକ କୁଡାନାଳି ଗ୍ରାମର ସରୋଜ ଓ ରଶ୍ମିତାଙ୍କ ପୁଅ ହେଉଛନ୍ତି…

୬୪ ଓଇଏସଙ୍କ ପଦୋନ୍ନତି

ଭୁବନେଶ୍ୱର,୮।୯(ବ୍ୟୁରୋ): ରାଜ୍ୟର ୬୪ଜଣ ଓଇଏସ ଅଧିକାରୀଙ୍କୁ ସୋମବାର ରାଜ୍ୟ ସରକାର ପଦୋନ୍ନତି ଦେଇଛନ୍ତି। ସରକାର ପଦୋନ୍ନତି ଦେଇଥିବା ଗ୍ରୁପ-ବି ଓଇଏସ ଅଧିକାରୀଙ୍କୁ ଗ୍ରୁପ-ଏକୁ ପଦୋନ୍ନତି କରିଛନ୍ତି। ଏହି ପ୍ରକ୍ରିୟାରେ ବହୁ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଅନ୍ୟ ସ୍ଥାନକୁ ବଦଳି କରାଯାଇଥିବା ବେଳେ…

ତିକ୍ତତାର ଅଠା ଖିଅରେ ବର୍ଷା-ଅନୁଭବ

ଉତ୍ତମ-ଅପରାଜିତା, ବିଜୟ-ତନ୍ଦ୍ରା, ଶ୍ରୀରାମ-ତ୍ରିପୁରା, ସିଦ୍ଧାନ୍ତ-ମାମା, ଦୁଷ୍ମନ୍ତ-କାଜଲ, ବବି-କୋଏଲଙ୍କ ପରେ ଅନୁଭବ-ବର୍ଷା। ରିଲ୍‌ ଲାଇଫ୍‌ରୁ ରିଏଲ ଲାଇଫ୍‌ର ଯାତ୍ରାକୁ ନେଇ ଏହି ଯୋଡ଼ିଙ୍କ ନଁା ଚର୍ଚ୍ଚାରେ। ହେଲେ ଏବେ ରାଜ୍ୟର ବେଶ୍‌ ପରିଚିତ ଯୋଡ଼ି ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଓ…

୯ ବର୍ଷରେ ଗଲାଣି ୩୩୧୫ ଜୀବନ

ଭୁବନେଶ୍ୱର, ୮।୯(ବ୍ୟୁରୋ): ବନ୍ୟା, ବାତ୍ୟା ଭଳି ବଜ୍ରପାତ ମଧ୍ୟ ରାଜ୍ୟରେ ଅନ୍ୟ ଏକ ଭୟଙ୍କର ବିପତ୍ତି ଭାବେ ଦେଖାଦେଇଛି। ପ୍ରତ୍ୟେକ ବର୍ଷ ବଜ୍ରପାତରେ ୩୦୦ରୁ ୪୦୦ ଲୋକଙ୍କର ଜୀବନ ଯାଉଛି। ଜଳବାୟୁରେ ପରିବର୍ତ୍ତନ ଏବଂ ଆଗୁଆ ସୂଚନା ନ ମିଳିବାରୁ ବହୁ…

ନୀରବ ମୋଦିଙ୍କ ପ୍ରତ୍ୟର୍ପଣ ମାମଲା ଶୁଣାଣି ଆରମ୍ଭ

ଲଣ୍ଡନ,୮।୯ : ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ପ୍ରାୟ ୧୩,୫୦୦ କୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲାରେ ପଳାତକ ଘୋଷିତ ନୀରବ ମୋଦିଙ୍କ ପ୍ରତ୍ୟପଣ ମାମଲାର ଶୁଣାଣି ଲଣ୍ଡନରେ ଆରମ୍ଭ ହୋଇଛି। ଲଣ୍ଡନର ଓ୍ବେଷ୍ଟମିନ୍‌ଷ୍ଟର ମାଜିଷ୍ଟ୍ରେଟ କୋର୍ଟରେ ସୋମବାରଠାରୁ ସାତଦିନ ବ୍ୟାପୀ ଏହି…

ଖେଳାଳି ପଜିଟିଭ୍‌ ପାଇଁ ଇଂଲିଶ କାଉଣ୍ଟି ମ୍ୟାଚ ବାତିଲ

ଲଣ୍ଡନ, ୮ା୯ (ପି.ଟି.): କୋଭିଡ୍‌-୧୯ ଟେଷ୍ଟରେ ଜଣେ ଖେଳାଳି ପଜିଟିଭ୍‌ ହେବାରୁ ଦୁଇ ଇଂଲିଶ କାଉଣ୍ଟି ଦଳ ମଧ୍ୟରେ ଖେଳାଯିବାକୁଥିବା ୪ଦିନିଆ ମ୍ୟାଚ ପ୍ରଥମ ଦିବସରୁ ବାତିଲ କରି ଦିଆଯାଇଛି। ଖବର ଅନୁସାରେ ନର୍ଥହାମ୍ପଟନଶାୟାର ଖେଳାଳି ଜଣକ କରୋନା ଭାଇରସ୍‌ରେ ସଂକ୍ରମିତ…

ଥୋମାସ୍‌ ଓ ଉବର କପ୍‌ରୁ ଓହରିଲା ଥାଇଲାଣ୍ଡ

ବ୍ୟାଙ୍କକ୍‌, ୮ା୯ (ଏପି): କୋଭିଡ୍‌-୧୯ ଆଶଙ୍କାରେ ଥୋମାସ ଓ ଉବର କପ୍‌ରୁ ଥାଇଲାଣ୍ଡ ଓହରିଯାଇଛି। ପୂର୍ବତନ ବିଶ୍ୱ ଚାମ୍ପିୟନ ରାଚାନୋକ୍‌ ଇଣ୍ଟାନନ, ନମ୍ବର ୩ ର଼୍ୟାଙ୍କିଙ୍ଗ ମିକ୍ସଡ ଡବଲ୍ସ ଯୋଡ଼ି ଦେଚାପଲ ପୁଆଭାରାନୁରୋଖ ଏବଂ ସାପ୍‌ସିରି ତାଏରାତାଞ୍ଚାଇ ସମେତ ଅନ୍ୟ କେତେଜଣ…

ଓସାକା, ରୋଜର୍ସ କ୍ୱାର୍ଟର ଫାଇନାଲରେ

ନ୍ୟୁୟର୍କ, ୮।୯(ଏପି): ଜାପାନର ନାଓମି ଓସାକା ଚଳିତ ୟୁଏସ ଓପନ ଗ୍ରାଣ୍ଡସ୍ଲାମ ମହିଳା ସିଙ୍ଗଲ୍ସ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପ୍ରି-କ୍ୱାର୍ଟରରେ ସେ ଆନେଟ କୋଣ୍ଟାଭେଟଙ୍କୁ ୬-୩, ୬-୪ ସେଟ୍‌ରେ ପରାସ୍ତ କରିଛନ୍ତି। ଏଠାରେ ୨୦୧୮ରେ ଟାଇଟଲ ବିଜୟିନୀ ହୋଇଥିବା ଓସାକା…

ମାଛି ମାରୁ ମାରୁ ଘର ଜାଳିଦେଲେ ବୃଦ୍ଧ

ନୂଆଦିଲ୍ଲୀ, ୭।୯: ଜଣେ ୮୦ ବର୍ଷୀୟ ବୃଦ୍ଧ ରାତ୍ରୀ ଭୋଜନ ପାଇଁ ବସିଥିଲେ। ଏହି ସମୟରେ ଗୋଟିଏ ମାଛି ତାଙ୍କ ଖାଇବା ଚାରିପାଖେ ଘୂରି ବୁଲିବା ସହ ଗୁଞ୍ଜରଣ ସୃଷ୍ଟି କରିଥିଲା। ଫଳରେ ଏଥିରେ ବିରକ୍ତି ପ୍ରକାଶ କରି ବୃଦ୍ଧ ଜଣଙ୍କ…

ଜଜ୍‌ଙ୍କୁ ବଲ୍‌ରେ ଆଘାତ କରି ୟୁଏସ୍‌ ଓପନ୍‌ରୁ ଜୋକୋଭିଚ୍‌ ଆଉଟ

ନ୍ୟୁୟର୍କ, ୭।୯(ଏପି)- ବିଶ୍ୱର ନମ୍ବରଓ୍ବାନ ଖେଳାଳି ସର୍ବୟାର ନୋଭାକ ଜୋକୋଭିଚ୍‌ ଏକ ଅପ୍ରିତିକର ପରିସ୍ଥିତିରେ ଚଳିତ ୟୁଏସ ଓପନ ଗ୍ରାଣ୍ଡସ୍ଲାମ ଟେନିସ ଟୁର୍ନାମେଣ୍ଟରୁ ବିଦାୟ ନେଇଛନ୍ତି। ଜଣେ ଲାଇନ୍‌ ଜଜ୍‌ଙ୍କୁ ବଲ୍‌ରେ ଆଘାତ କରିଥିବାରୁ ତାଙ୍କୁ ଏପରି ପରିସ୍ଥିତିର ସାମ୍‌ନା କରିବାକୁ…

ପୋଲିସ ଖୋଜୁଥିଲା ଶବ; ଜୀବନ୍ତ ମିଳିଲେ ମହିଳା

ଲକ୍ଷ୍ନୌ, ୭।୯: ଉତ୍ତର ପ୍ରଦେଶର ଫାରୁଖବାଦ୍‌ ଜିଲାରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ ଯେଉଁ ମହିଳାଙ୍କ ଶବ ଉଦ୍ଧାର କରିବାକୁ ଚେଷ୍ଟା କରୁଥିଲା ଶେଷରେ ସେହି ମହିଳା ଜୀବନ୍ତ ମିଳିଲେ। ଜିଲାର ବୀରପୁର ଗ୍ରାମରେ ଜଣେ ବ୍ୟକ୍ତିଙ୍କ ନାମରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri