ଆଉ ଚାରିଦିନ ପରେ ପାକିସ୍ତାନରେ ଖୋଲିବ ସିନେମା ହଲ୍
ଇସ୍ଲାମାବାଦ,୭।୯: ସାରା ବିଶ୍ୱରେ ଏବେସୁଦ୍ଧା ୨କୋଟି ୭୨ ଲକ୍ଷ ୩୪ ହଜାର ୮୯୨ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇ ସାରିଲାଣି। ଏମାନଙ୍କ ମଧ୍ୟରେ ୧ କୋଟି ୯୩ ଲକ୍ଷ ୧୩ ହଜାର ୨୬ ଜଣ ସୁସ୍ଥ ହୋଇ ସାରିଲେଣି। ଅନ୍ୟପଟେ ୮…
ପ୍ରଶାସନକୁ ନ ଜଣାଇ କରୋନା ରୋଗୀଙ୍କୁ ପୋଡ଼ିିଦେଲେ
ନୟାଗଡ ଅଫିସ,୭ା୯: ନୟାଗଡ ସହର ନୀଳାଦ୍ରିବିହାରରେ ଜଣେ କରୋନା ପଜିଟିଭ୍ ରୋଗୀଙ୍କ ମୃତ୍ୟୁ ପରେ ପରିବାର ଲୋକ ପ୍ରଶାସନକୁ ନଜଣାଇ ପୋଡ଼ି ଦେଇଛନ୍ତି। ଖବର ଜଣାପଡ଼ିବା ପରେ ନୟାଗଡ ମ୍ୟୁନିସିପାଲିଟି ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ଜିଲା ପ୍ରଶାସନ ଘଟଣାର ତଦନ୍ତ…
ଡେପୁଟି କଲେକ୍ଟରଙ୍କ ଗାଡ଼ି ଧକ୍କାରେ ବାଳକ ଗୁରୁତର
ହରଭଙ୍ଗା,୭।୯ (ଡି.ଏନ୍.ଏ.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ପୁରୁଣାକଟକ ବଜାର ଠାରେ ସୋମବାର ପୂର୍ବାହ୍ନରେ ଜିଲା ଡେପୁଟି କଲେକ୍ଟରଙ୍କ ଗାଡି ଧକ୍କାରେ ଜଣେ ବାଳକ ଗୁରୁତର ହୋଇଛନ୍ତି। ସେ ହେଲେ ପୁରୁଣାକଟକ ଥାନା ଶାଲକଟା ଗ୍ରାମର ଅଭିଳାସ ମହାଲିକ(୧୭)।…
ଆଉ ୫ ଆନ୍ତଃ ରାଜ୍ୟ ସ୍ବତନ୍ତ୍ର ଟ୍ରେନ୍ ଚାଲିବ
ଭୁବନେଶ୍ୱର,୭।୯(ବ୍ୟୁରୋ): ପୂର୍ବତଟ ରେଳପଥ ପକ୍ଷରୁ ୫ଟି ଆନ୍ତଃ ରାଜ୍ୟ ସ୍ବତନ୍ତ୍ର ଟ୍ରେନ୍ ଚଳାଚଳ କରିବାକୁ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୧୨ ତାରିଖରୁ ଭୁବନେଶ୍ୱର-ଦୁର୍ଗ-ଭୁବନେଶ୍ୱର ସ୍ବତନ୍ତ୍ର ଟ୍ରେନ୍ ଦୈନିକ ଚାଲିବ। ଏହା ଭୁବନେଶ୍ୱରରୁ ରାତି ୭ଟା ୫୫ରେ ଛାଡ଼ିବ ଓ ୧୩ ତାରିଖରୁ…
ନନ୍ଦନକାନନ: ୪ ହରିଣ ମୃତ
ବାରଙ୍ଗ,୭ା୯(ଡି.ଏନ୍.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଗତ ୨ଦିନରେ ୪ ହରିଣଙ୍କ ମୃତ୍ୟୁ ହୋଇଛି। ୬୮ନଂ. ଏନକ୍ଲୋଜରରେ ଥିବା ୨ ଚିତ୍ରା ହରିଣଙ୍କର ରବିବାର ମୃତ୍ୟୁ ଘଟିଛି। ମୃତ୍ୟୁର କାରଣ ଜଣାପଡି ନ ଥିବାବେଳେ ସେମାନଙ୍କ ମଧ୍ୟରେ ଗୋଟିଏ ମାଈ ଓ ଗୋଟିଏ…
କେବଳ ପୁରୀ ସହରବାସୀଙ୍କୁ ମିଳିବ ବରାଦି ଅବଢ଼ା
ପୁରୀ ଅଫିସ,୭ା୯: ମହାମାରୀ କରୋନା ପାଇଁ ଏବେ ସମସ୍ତଙ୍କୁ ଆଉ ମିଳିବନି ମହାପ୍ରସାଦ। ଶ୍ରୀମନ୍ଦିର ରୋଷଶାଳାରେ ପୂର୍ବପରି ରନ୍ଧାଯିବ ନାହିିଁ ବରାଦି ଅବଢା। କେବଳ ପୁରୀବାସୀଙ୍କୁ ମିଳିବ ବରାଦି ମହାପ୍ରସାଦ। ସମ୍ପ୍ରତି କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପୁରୀ ଜିଲା ପ୍ରଶାସନର…
ଚାକିରିରେ ଯୋଗ ଦେବାର ଗୋଟିଏ ଦିନ ପୂର୍ବରୁ ସଫ୍ଟଓ୍ବେୟର ଇଞ୍ଜିନିୟରଙ୍କ ସହ ଘଟିଲା ଏମିତି କିଛି
ମିିରୁଟ,୭।୯: ଉତ୍ତର ପ୍ରଦେଶର ମିରୁଟର ସୋହରାବ ଗେଟ ଡିପୋ ସାମ୍ନାରେ ଏକ ଅଭାବନୀୟ ଘଟଣା ଘଟିଛି। ଚାକିରିରେ ଯୋଗ ଦେବାର ଗୋଟିଏ ଦିନ ପୂର୍ବରୁ ସଫ୍ଟଓ୍ବେୟର ଇଞ୍ଜିନିୟରଙ୍କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମୃତ ଯୁବକ ସୋମବାର ଫରିଦାବାଦର ଏକ କମ୍ପାନୀରେ ଯୋଗଦେବାର…
କଙ୍ଗନାଙ୍କୁ ମିଳିବ ସ୍ବତନ୍ତ୍ର ସୁରକ୍ଷା
ମୁମ୍ବାଇ,୭।୯: ବଲିଉଡ୍ ନାୟିକା କଙ୍ଗନା ରାନାଓ୍ବତ ଓ ମହାରାଷ୍ଟ୍ର ସରକାରଙ୍କ ମଧ୍ୟରେ ବିବାଦ ଲାଗି ରହିଛି। ପ୍ରାୟ ୨ ଦିନ ପୂର୍ବରୁ ଶିବସେନା ଏମ୍ପି ସଞ୍ଜୟ ରାଉତ କଙ୍ଗନାଙ୍କୁ ମୁମ୍ବାଇ ନ ଆସିବାକୁ ଧମକ ଦେଇଥିଲେ। ଏହାସହ ଶିବସେନାର ମହିଳା କର୍ମୀମାନେ…
ସୁସ୍ଥ ହେବାର ମାସେ ପରେ ପୁଣି କରୋନା ସଂକ୍ରମଣ
ବେଙ୍ଗାଲୁରୁ, ୭।୯: ସୁସ୍ଥ ହେଉଥିବା କରୋନା ଆକ୍ରାନ୍ତଙ୍କୁ ପୁଣି ଥରେ ସଂକ୍ରମଣର ଭୟ ରହିଛି। ଏହାର ସଦ୍ୟତମ ଘଟଣା ବେଙ୍ଗାଲୁରୁରେ ଘଟିଛି। ସ୍ଥାନୀୟ ଫୋର୍ଟିସ୍ ହସ୍ପିଟାଲରେ ଚିକିତ୍ସା ପରେ ସୁସ୍ଥ ହୋଇ ଘରକୁ ଫେରିଥିବା ଜଣେ ୨୭ ବର୍ଷ ବୟସ୍କା ମହିଳାଙ୍କଠାରେ…
ଟିଏମ୍ସି କାର୍ଯ୍ୟକର୍ତ୍ତାଙ୍କୁ ଉଲଗ୍ନ କରି ଜୋତାରେ ପିଟିବାକୁ ଧମକ ଦେଲେ ଭାଜପା ନେତା
କୋଲକତା,୭।୯: ପଶ୍ଚିମବଙ୍ଗରେ ୨୦୨୧ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ଏବଂ ତୃଣମୂଳ କଂଗ୍ରେସ(ଟିଏମ୍ସି) ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଆରମ୍ଭ ହୋଇଯାଇଛି। ପଶ୍ଚିମବଙ୍ଗ ଭାଜପା ଅଧ୍ୟକ୍ଷ ଏକ ବିବାଦୀୟ ବୟାନ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ତୃଣମୂଳ କଂଗ୍ରେସର କାର୍ଯ୍ୟକର୍ତ୍ତାକୁ ଜୋତାରେ ପିଟିବାକୁ ସେ ଧମକ…
୧୩ରେ ଲଘୁଚାପ: ୨ ଦିନ ଯାଏ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା
ଭୁବନେଶ୍ୱର,୭ା୯(ବ୍ୟୁରୋ): ଆସନ୍ତା ୧୩ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର, ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ସେପ୍ଟେମ୍ବର ୧୨ ତାରିଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ଏବଂ ୧୩ ତାରିଖରେ ଏହା ଲଘୁଚାପ ରୂପ…
ଅନୁଭବ-ବର୍ଷା ବିବାଦ: ଆଜି ଶୁଣାଣି
କଟକ ଅଫିସ,୭।୯: ଓଲିଉଡର ଚର୍ଚ୍ଚିତ ଯୋଡ଼ି ଅଭିନେତା ତଥା ଏମ୍ପି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଉପୁଜିଥିବା ବିବାଦ ଏବେ ରାଜ୍ୟରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି। ଅନୁଭବଙ୍କ ବିରୋଧରେ ଅଭିଯୋଗ ଉଠାଇ ବର୍ଷା କଟକସଦର ଏସ୍ଡିଜେଏମ୍ କୋର୍ଟଙ୍କ…
Archives


