କଟକ ସହରରୁ ଆଜି ୧୮୪ କରୋନା ପଜିଟିଭ ଚିହ୍ନଟ
କଟକ ଅଫିସ,୫।୯-କଟକ ସହରରୁ ଶନିବାର ୧୮୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ୧୦୭ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୭୭ ଲୋକାଲ କଣ୍ଟାକ୍ଟ କେସ ରହିଛି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ କରି…
୧୪ ଟି୨୦ ମ୍ୟାଚ୍ରେ ଗୋଟିଏ ଶତକ, ୭ ଅର୍ଦ୍ଧଶତକ; ଜାଣନ୍ତୁ କିଏ ଏହି ବ୍ୟାଟ୍ସମ୍ୟାନ
ନୂଆଦିଲ୍ଲୀ, ୫।୯: ଭ୍ରମଣକାରୀ ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍ରେ ଇଂଲଣ୍ଡ ୨ ରନରେ ବିଜୟୀ ହୋଇଛି। ସାଉଥାମ୍ପଟନରେ ଖେଳାଯାଇଥିବା ଏହି ମ୍ୟାଚ୍ରେ ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ୭ ଉଇକେଟ୍ରେ ୧୬୨ ରନ କରିଥିବାବେଳେ ଅଷ୍ଟ୍ରେଲିଆ (୧୬୦/୬) ୨ ରନରେ…
ଭୋଜି ସାରି ଫେରୁଥିବାବେଳେ ପୋଲ ତଳକୁ ଖସି ପଡିଲା ବାଇକ: ୨ ମୃତ
ପରଜଙ୍ଗ,୫ା୯(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଭାଲୁମୁଣ୍ଡା-ଆଳୁଅଝରଣ ପୂର୍ତ୍ତ ବିଭାଗ ରାସ୍ତାର ପୋଲ ତଳକୁ ଏକ ବାଇକ୍ ଖସି ଶନିବାର ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ପାଟରପଦା ଗ୍ରାମର ସରୋଜ ନାୟକ ଓ ବସନ୍ତପଡା ଗ୍ରାମର ସୁବ୍ରତ ସାହୁ। ପାଟରପଦା…
ବିରାଟ କୋହଲିଙ୍କ ରେକର୍ଡ ଭାଙ୍ଗିପାରିଲେନି ଫିଞ୍ଚ୍
ସାଉଥାମ୍ପଟନ, ୫।୯: ଅଷ୍ଟ୍ରେଲିଆ ଅଧିନାୟକ ଆରୋନ୍ ଫିଞ୍ଚ୍ ଘରୋଇ ଇଂଲଣ୍ଡ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍ରେ ୩୨ ବଲରୁ ୪୬ ରନର ଉଲ୍ଲେଖନୀୟ ଇନିଂସ ଖେଳିଛନ୍ତି। ଭଲ ବ୍ୟାଟିଂ ସତ୍ତ୍ୱେ ଫିଞ୍ଚ ନିଜ ଦଳକୁ ଜିତାଇ ପାରି ନ ଥିଲେ ମଧ୍ୟ…
ଜନ୍ମଦିନରେ ଆଖି ଦାନ କରିବାକୁ ନିଷ୍ପତ୍ତି ନେଲେ ଏହି ଭାରତୀୟ କ୍ରିକେଟର୍ଙ୍କ ସ୍ତ୍ରୀ
ନୂଆଦିଲ୍ଲୀ, ୫।୯: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ ଅଲ୍ରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କ ସ୍ତ୍ରୀ ରିଭବାଙ୍କ ଶନିବାର ୩୦ତମ ଜନ୍ମଦିନ ଥିଲା। ଏହି ଅବସରରେ ରିଭାବା ଏକ ବଡ଼ ନିଷ୍ପତ୍ତି ନେଇଛନ୍ତିି। ସେ ତାଙ୍କ ଆଖି ଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି, ଯାହା…
ଏକ ଘଣ୍ଟା ଦୌଡ଼ରେ ଫରାହଙ୍କ ବିଶ୍ୱ ରେକର୍ଡ
ବ୍ରସେଲ୍ସ, ୫।୯: ଚାରି ଥରର ଅଲିମ୍ପିକ ଚାମ୍ପିୟନ ବ୍ରିଟେନ ଧାବକ ମୋ ଫରାହ୍ ଓ ନେଦରଲାଣ୍ଡ୍ସର ଧାବିକା ସିଫାନ ହାସାନ ଏକ ଘଣ୍ଟା ଦୌଡ଼ରେ ନୂତନ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। କରୋନା ମହାମାରୀ ଯୋଗୁ ବିନା ଦର୍ଶକରେ ବେଲ୍ଜିୟମର ରାଜଧାନୀ…
ଗଞ୍ଜାମରୁ ସୁରତ ଯାଉଥିବା ବସ୍ ଦୁର୍ଘଟଣା; ୮ ଶ୍ରମିକ ମୃତ
ରାୟପୁର, ୫।୯: ଛତିଶଗଡ଼ର ରାଜଧାନୀ ରାୟପୁରରେ ଶନିବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଗଞ୍ଜାମରୁ ଶ୍ରମିକଙ୍କୁ ନେଇ ଗୁଜରାଟର ସୁରତ ଯାଉଥିବା ଏକ ବସ ରାଇପୁରର ଚେରି ଖେଡି ନିକଟରେ ଗୋଟିଏ ଟ୍ରକ୍ ସହିତ ମୁହାଁମୁହିଁ ଧକ୍କା ହେବା ଫଳରେ…
ଗୁରୁ ଦିବସରେ ଥାଳି ବଜାଅ ଅଭିଯାନ: ସୋସିଆଲ୍ ମିଡ଼ିଆରେ ଭାଇରାଲ
ନୂଆଦିଲ୍ଲୀ, ୫।୯: ଗୁରୁ ଦିବସରେ ଚାକିରି ପାଇଁ ପ୍ରବେଶିକା ପରୀକ୍ଷା ଦେଉଥିବା ଆଶାୟୀ ପ୍ରାର୍ଥୀମାନେ ଥାଳି ବଜାଅ ଅଭିଯାନ ପାଇଁ ଆହ୍ବାନ ଦେଇଛନ୍ତି। ଆର୍ଆର୍ବି ପରୀକ୍ଷା ପାଇଁ ତାରିଖ ଘୋଷଣା ହେଉ ନ ଥିବାରୁ ଆଶାୟୀ ପ୍ରାର୍ଥୀମାନେ ଏଭଳି କରିଛନ୍ତି। ଶନିବାର…
କରୋନାରେ ସଂକ୍ରମିତ ହେଲେ ନେହାଙ୍କ ପୂର୍ବତନ ପ୍ରେମିକ
ମୁମ୍ବାଇ: ବଲିଉଡ୍ ଅଭିନେତା ହିମାଂଶ କୋହଲିଙ୍କୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି। କିଛିଦିନ ତଳେ ଖବର ଆସିଥିଲା କି ହିମାଂଶଙ୍କ ମାତା-ପିତା ଓ ଭଉଣୀ କରୋନାରେ ସଂକ୍ରମିତ ହୋଇଛନ୍ତି। ଆଉ ଏବେ ମିଳିଥିବା ସୂଚନାରୁ ଜଣାପଡିଛି ଅଭିନେତା ହିମାଂଶ…
କରୋନା ବାହାନାରେ ସରକାରୀ କାର୍ଯ୍ୟାଳୟରେ କର୍ମଚାରୀଙ୍କ ସଂଖ୍ୟା କମାଉଛନ୍ତି ସରକାର: ରାହୁଲ
ନୂଆଦିଲ୍ଲୀ, ୫।୯: କେନ୍ଦ୍ର ସରକାରଙ୍କ ଉପରେ ପୁଣିଥରେ ବର୍ଷିଛନ୍ତି ରାହୁଲ ଗାନ୍ଧୀ। ଶନିବାର ରାହୁଲ ଟୁଇଟ୍ କରି କହିଛନ୍ତି ଯେ, କରୋନା ବାହାନାରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସରକାରୀ କାର୍ଯ୍ୟାଳୟରେ କର୍ମଚାରୀଙ୍କ ସଂଖ୍ୟା କମାଇବା ଲାଗି ଯୋଜନା ପ୍ରସ୍ତୁତ କରାଯାଇଛି। ନ୍ୟୁନତମ…
ଘର କିଣିବା ସମୟରେ ଏସବୁ ପ୍ରତି ଦିଅନ୍ତୁ ଧ୍ୟାନ: କେବେ ହେବାକୁ ପଡ଼ିବ ନାହିଁ ଚିନ୍ତିତ
ସୁଖମୟ ଜୀବନଯାପନ ପାଇଁ ଆଚାର୍ଯ୍ୟ ଚାଣକ୍ୟ ଅନେକ କିଛି କହିଛନ୍ତି। ଜୀବନର ମୂଲ୍ୟଠାରୁ ଆରମ୍ଭ କରି ଘର କିଣିବା ପର୍ଯ୍ୟନ୍ତ ସେ ତାଙ୍କ ନୀତିଶାସ୍ତ୍ରରେ ଉଲ୍ଲେଖ କରିଛନ୍ତି। ଜଣେ ବ୍ୟକ୍ତି କେଉଁ ସ୍ଥାନରେ ଘର ନିର୍ମାଣ କରିବା ଉଚିତ୍ ଆଚାର୍ଯ୍ୟ ଚାଣକ୍ୟ…
ରାଗିଲେ ଅମୃତା ଫଡନବିଶ
ମୁମ୍ବାଇ,୫।୯: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାକୁ ନେଇ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାନାଓ୍ବତ ବିଭିନ୍ନ ସମୟରେ ଆସୁଛନ୍ତି ଚର୍ଚ୍ଚାକୁ। ଏହି ମାମଲାକୁ ନେଇ କଙ୍ଗନା କେତେବେଳେ ବଲିଉଡ୍ର ବଡ ବଡ ଅଭିନେତା, ନିର୍ଦ୍ଦେଶକ, ପ୍ରଯୋଜକ, ମହାରାଷ୍ଟ୍ର ସରକାର…
Archives


