ମ୍ୟାଚ୍ ହାରିବା ପରେ ରାଗିଯାଇ ଗାଙ୍ଗୁଲିଙ୍କୁ ଏପରି କହିଥିଲେ ସଚିନ: ଶୋଇଥିବା ରୁମ୍ରେ ଭର୍ତ୍ତି କରିଦେଇଥିଲେ ପାଣି
ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଅଧ୍ୟକ୍ଷ ସୌରଭ ଗାଙ୍ଗୁଲୀ ଓ ସଚିନ ତେନ୍ଦୁଲକର ଶହେରୁ ଅଧିକ ମ୍ୟାଚ୍ ଏକାସଙ୍ଗେ ଖେଳିଛନ୍ତି। ଏଥିପାଇଁ ସଚିନଙ୍କ ସହ ଜଡ଼ିତ କିଛି ମଜାଦାର କଥା ସୌରଭ ଏକାଧିକ ଥର ଅନ୍ୟକୁ ଜଣାଇଛନ୍ତି। ଉପରକୁ ସରଳ…
୮ ବୃଦ୍ଧଙ୍କୁ ବିବାହ କରି କଳାକନା ବୁଲାଇଲେ ଯୁବତୀ
ଲକ୍ଷ୍ନୌ, ୫।୯: ଗତ ୧୦ ବର୍ଷ ମଧ୍ୟରେ ୮ ଜଣ ବୃଦ୍ଧଙ୍କୁ ବିବାହ କରି ପରେ ଘରେ କଳାକନା ବୁଲାଇଥିବା ଜଣେ ଯୁବତୀଙ୍କୁ ଉତ୍ତରପ୍ରଦେଶ ପୋଲିସ ଗିରଫ କରିଛି। ଯୁବତୀଙ୍କ ଏଭଳି କାର୍ଯ୍ୟ ସମ୍ପର୍କରେ ଗାଜିଆବାଦ୍ ଥାନାରେ ଅଭିଯୋଗ କରାଯାଇଥିଲା। ଅଭିଯୋଗ…
ଗଞ୍ଜାମରୁ ସୁରଟ ଯାଉଥିବା ବସ୍ ଦୁର୍ଘଟଣାଗ୍ରସ୍ତ ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୫ା୯(ବ୍ୟୁରୋ): ଗଞ୍ଜାମରୁ ସୁରଟ ଯାଉଥିବା ଏକ ବସ୍ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଖବର ମିଳିଛି। ଏଥିରେ ୮ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମବେଦନା ଜଣାଇବା ସହ ୨ ଲକ୍ଷ ଟଙ୍କା…
ସ୍ବାମୀଙ୍କ ମୃତ୍ୟୁ ପରେ ଭୁଶୁଡ଼ି ପଡ଼ିଲା ଘର, ପରେ ଏହି ବୃଦ୍ଧାଙ୍କ ଅବସ୍ଥା ଦେଖିଲେ ଆଖିରେ ଆସିବ ଲୁହ
ରାଞ୍ଚି,୫ା୯: ସ୍ବଚ୍ଛ ଭାରତ ଅଭିଯାନ ଅଧୀନରେ ଗରିବ ଲୋକଙ୍କୁ ଶୌଚାଳୟ ମିଳୁଛି। ମାତ୍ର କାହା ପାଇଁ ଏହି ଶୌଚାଳୟ ମଧ୍ୟ ମୁଣ୍ଡ ଗୁଞ୍ଜିବାର ରାହା ପାଲଟିଛି। ଯଦିଓ ଏହା ଅତ୍ୟନ୍ତ ଦୁଃଖଦାୟକ ବିଷୟ ତଥାପି ଜଣେ ୭୫ ବର୍ଷୀୟା ବୃଦ୍ଧା ବାଧ୍ୟ…
ସାବୁନ୍ ପ୍ୟାକେଟ୍ରେ ସୁନା ଚୋରାଚାଲାଣ, ଏମିତି ନେଉଥିଲେ ଚାଲାଣକାରୀ ଦେଖନ୍ତୁ ଏହି ଭିଡିଓ
ଚେନ୍ନାଇ,୫ା୯: ତାମିଲନାଡୁର ତିରୁଚିରାପଲ୍ଲୀ ବିମାନବନ୍ଦରରୁ ଏପରି ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଜଣେ ଚୋରା ଚାଲାଣକାରୀ ସାବୁନ ପ୍ୟାକେଟ୍ରେ ସୁନା ଚୋରା ଚାଲାଣ କରୁଥିଲେ। ଜବତ ହୋଇଥିବା ସୁନାର ଦାମ୍ ପ୍ରାୟ ୩୮ଲକ୍ଷ ଟଙ୍କା ବୋଲି ଜଣାଯାଇଛି। Soaps…
ଗଞ୍ଜାମରୁ ସୁରଟ ଯାଉଥିବା ବସ୍ ଦୁର୍ଘଟଣାଗ୍ରସ୍ତ: ୭ ଜଣଙ୍କ ଜୀବନ ଗଲା
ଗଞ୍ଜାମ,୫ା୯(ଡି.ଏନ୍.ଏ): ଗଞ୍ଜାମରୁ ସୁରଟ ଯାଉଥିବା ଏକ ବସ୍ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଖବର ମିଳିଛି। ଏଥିରେ ୭ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଛତିଶଗଡ଼ର ରାୟପୁର ନିକଟବର୍ତ୍ତୀ ଛେରିଖେଡ଼ିରେ ଉକ୍ତ ବସ୍ ସହ ଏକ ଟ୍ରକର ମୁହାଁମୁହିଁ…
ଛାତ୍ରବତ୍ସଳ ଡ. ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍
ଦେବଭୂମି ପବିତ୍ର ଭାରତବର୍ଷରେ ଯେଉଁ କେତେଜଣ ମହାନ୍ ଦାର୍ଶନିକ, ରାଷ୍ଟ୍ରନାୟକ, ଚିନ୍ତାନାୟକ, ମାନବପ୍ରେମୀ ସେମାନଙ୍କର ଉତ୍ସର୍ଗୀକୃତ ସେବା, ତ୍ୟାଗ, ପ୍ରେମର ପ୍ରତିଦାନରେ ଭାରତବର୍ଷକୁ ସମଗ୍ର ବିଶ୍ୱରେ ଶକ୍ତିଶାଳୀ ରାଷ୍ଟ୍ର ହେବାର ସ୍ବପ୍ନ ଦେଖିଥିଲେ ସେମାନଙ୍କ ମଧ୍ୟରେ ଡ. ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍ ଥିଲେ…
ଏନ୍ଡିଏ ଓ ନାଭାଲ ଏକାଡେମୀ ପରୀକ୍ଷା ପାଇଁ ୮ ସ୍ବତନ୍ତ୍ର ଟ୍ରେନ
ଭୁବନେଶ୍ୱର(ବ୍ୟୁରୋ),୫।୯: ଆସନ୍ତା ୬ ତାରିଖରେ ଏନ୍ଡିଏ ଓ ନାଭାଲ ଏକାଡେମୀ ପରୀକ୍ଷା ଅନୁଷ୍ଠିତ ହେବ। କଟକ, ସମ୍ବଲପୁର ଓ ବିଶାଖାପାଟଣାରେ ପରୀକ୍ଷା କେନ୍ଦ୍ରକୁ ପରୀକ୍ଷାର୍ଥୀଙ୍କ ଯାତାୟାତ ସୁବିଧା ପାଇଁ ପୂର୍ବତଟ ରେଳପଥ ସ୍ବତନ୍ତ୍ର ଟ୍ରେନ୍ ଚଳାଇବାକୁ ନିଷ୍ପତ୍ତି ନେଇଛି। ସେପ୍ଟେମ୍ବର ୫…
ଗୁରୁ: ଆଲୋକର ବାଟ ଦେଖାନ୍ତି
ଅଜ୍ଞାନ ରୂପକ ଅନ୍ଧକାରକୁ ଦୂର କରିବାରେ ଗୁରୁ ହିଁ ସାଜନ୍ତି ଆଲୋକବର୍ତ୍ତିତା। କେବେ କଠୋର ଅନୁଶାସନ ତ କେବେ ଉତ୍ସାହପ୍ରଦ ପ୍ରେରଣା ମାଧ୍ୟମରେ ଏମାନେ ଦେଶ, ସମାଜ ଓ ମଣିଷ ଗଠନରେ ନେଇଥାନ୍ତି ଉତ୍ତର ଦାୟିତ୍ୱ। ପାଠ ହେଉ କି ନୃତ୍ୟସଙ୍ଗୀତ,…
ଗୋପାଳପୁରରେ ହେବ ବୃହତ୍ ଔଷଧୀୟ ପାର୍କ
ଭୁବନେଶ୍ୱର,୫।୯(ବ୍ୟୁରୋ): ଗୋପାଳପୁର ସ୍ଥିତ ଟାଟା ସ୍ବତନ୍ତ୍ର ଅର୍ଥନୈତି ଜୋନ(ଏସଇଜେଡ୍)ରେ ବୃହତ ଔଷଧୀୟ ପାର୍କ ପ୍ରତିଷ୍ଠା ହେବ। ଶୁକ୍ରବାର ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ପାର୍କରେ…
ଭୁବନେଶ୍ୱରରେ ସଂକ୍ରମଣ ଆହୁରି ବଢ଼ିବ
ଭୁବନେଶ୍ୱର,୫।୯(ବ୍ୟୁରୋ): ଭୁବନେଶ୍ୱରରେ ସଂକ୍ରମଣ ଆହୁରି ବଢ଼ିବାର ଆଶଙ୍କା ରହିଛି। ଏଠାରେ ଲୋକଙ୍କ ଆଣ୍ଟିବଡି ପ୍ରିଭେଲାନ୍ସ କମ୍ ଯୋଗୁ ଆଗକୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିପାରେ ବୋଲି ବିଏମ୍ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ କହିଛନ୍ତି। ବର୍ତ୍ତମାନ ସୁଦ୍ଧା ପାଖାପାଖି ୧୬୦୦ କମ୍ୟୁନିଟି ସାମ୍ପଲ ଟେଷ୍ଟ…
୮ରୁ ଯୁକ୍ତ୩ ଇ-ନାମଲେଖା ପାଇଁ ଆବେଦନ
ଭୁବନେଶ୍ୱର,୫।୯(ବ୍ୟୁରୋ): ରାଜ୍ୟରେ ଡିଗ୍ରୀ କଲେଜଗୁଡ଼ିକରେ ଇ-ନାମଲେଖା ପାଇଁ ଆସନ୍ତା ୮ ତାରିଖ ପୂର୍ବାହ୍ନ ୧୧ଟାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ୨୨ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଚାଲିବ। ଏନେଇ ଶୁକ୍ରବାର ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ…
Archives


