ଏହି ଲାଇବ୍ରେରୀରେ ପାଳନ କରାଯାଇଥାଏ ବାଦୁଡ଼ି, କାରଣ ଜାଣିଲେ ହେବେ ଚକିତ
ପ୍ରତ୍ୟେକ ଦେଶର ଭାଷା, ଚାଲିଚଳନ, ବେଶଭୂଷା ଏବଂ ସଂସ୍କୃତି ଭିନ୍ନ ଭିନ୍ନ ହୋଇଥାଏ। ଏମିତି ଦେଶ ଅଛି, ଯାହା ସମ୍ପର୍କରେ କିଛି ରୋଚକ କଥା ଜାଣିବାକୁ ମିଳେ। ସେହିପରି ଏକ ଦେଶ ହେଉଛି ପର୍ତ୍ତୁଗାଲ। ୟୁରୋପସ୍ଥିତ ଏହି ଦେଶ ଫୁଟବଲ ଖେଳରେ…
ଘରେ ଭଗବାନଙ୍କ ପୂଜାସ୍ଥାନ କିପରି ହେବା ଉଚିତ୍ ଜାଣନ୍ତୁ
ବାସ୍ତୁବିତ୍ଙ୍କ ଅନୁଯାୟୀ, ଘରେ ଭଗବାନ୍ଙ୍କୁ ପୂଜା ସମୟରେ ବିଶେଷ ଦିଗ ପ୍ରତି ଧ୍ୟାନ ଦେବା ଉଚିତ । କାରଣ ଏହି ସମୟରେ ହେଉଥିବା ଭୂଲ ପାଇଁ ଜୀବନରେ ଅନେକ କ୍ଷତି ସହିବାକୁ ପଡ଼ିଥାଏ। > ଯେତେବେଳେ ଆମେ କୌଣସି ପ୍ରତିମୂର୍ତ୍ତି କିମ୍ବା…
ଖୁସି ଖବର: ପୁଣି ଭାରତକୁ ଫେରିପାରେ ଟିକ୍ଟକ୍
ନୂଆଦିଲ୍ଲୀ,୪।୯: ଭାରତରେ ଟିକ୍ଟକ୍ ପୁଣି ଫେରିବାର ସମ୍ଭାବନା ସୃଷ୍ଟି ହୋଇଛି। ଟିକ୍ଟକ୍ର ଭାରତୀୟ ଆସେଟ୍କୁ ଜାପାନ କମ୍ପାନୀ ସଫ୍ଟବ୍ୟାଙ୍କ କିଣିବାକୁ ପ୍ରସ୍ତୁତ ହେଉଛି। ସୂଚନା ଅନୁଯାୟୀ, ସଫ୍ଟବ୍ୟାଙ୍କ ଏଥିପାଇଁ ଭାରତୀୟ ଅଂଶୀଦାରକୁ ଖୋଜୁଛି। ଗତ ମାସେ ମଧ୍ୟରେ ସଫ୍ଟବ୍ୟାକ ରିଲାଏନ୍ସର ଜିଓ…
ଘରେ ଏପରି ଶିଡ଼ି ଥିଲେ ହୋଇଥାଏ କ୍ଷତି : ଜାଣନ୍ତୁ ଏଥିରୁ ରକ୍ଷାପାଇବାର ଉପାୟ
ପ୍ରାୟ ସମସ୍ତଙ୍କ ଘରେ ପାହାଚ ରହିଛି। ତେବେ ବାସ୍ତୁଶାସ୍ତ୍ରରେ ପାହାଚ ପାଇଁ କିଛି ନିୟମ ରହିଛି। ଯାହାକୁ ପାଳନ କରିବା ଦ୍ୱାରା ପରିବାରର ସୁଖ ଓ ସମୃଦ୍ଧି ବଢ଼ିଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି। ତେବେ ଯଦି ବ୍ୟକ୍ତି ଏହାକୁ ଠିକ୍…
ଭାବି ସ୍ତ୍ରୀଙ୍କ ସହ ଏମିତି ଭିଡିଓ ଛାଡିଲେ ଚହଲ, ଦେଖିଲେ ହସି ହସି ଗଡିବେ
ଭାରତୀୟ ସ୍ପିନର୍ ସୋସିଆଲ୍ ମିଡିଆରେ ସର୍ବଦା ଚର୍ଚ୍ଚାରେ ଥାନ୍ତି। ସାଥୀ ଖେଳାଳିଙ୍କୁ ମଜାଳିଆ କମେଣ୍ଟ ଦେଇ ହେଉ କି ନିଜେ ଟିକ୍ଟକ୍ରେ ଡ୍ୟାନ୍ସ କରି ପ୍ରଶଂସକଙ୍କ ସହ ଭିଡିଓ ଶେୟାର କରନ୍ତି। ଯେବେଠୁ ଡାକ୍ତର ତଥା ୟୁଟ୍ୟୁବର୍ ଧନଶ୍ରୀ ବର୍ମାଙ୍କ ସହ…
ଡରିଗଲା ଚାଇନା
ମସ୍କୋ,୪।୯: ପୂର୍ବ ଲଦାଖର ଲାଇନ୍ ଅଫ୍ ଆକଚ୍ୟୁଆଲ କଣ୍ଟ୍ରୋଲ(ଏଲ୍ଏସି) ରେ ଗତ କିଛି ମାସ ମଧ୍ୟରେ ଭାରତ ଏବଂ ଚାଇନା ସେନାବାହିନୀ ମୁହାଁମୁହିଁ ହୋଇଛନ୍ତି। ସୀମା ବିବାଦ ପ୍ରସଙ୍ଗରେ ଉଭୟ ଦେଶ ପଛକୁ ଯିବାକୁ ପ୍ରସ୍ତୁତ ନୁହଁନ୍ତି। ବୁଝାମଣା ମାଧ୍ୟମରେ ଏହି…
ଚଢ଼ାଉ ସମୟରେ ଖଣିଜ ଅଧିକାରୀଙ୍କ ଘରୁ ମିଳିଲା ଏସବୁ ବିଳାସପୂର୍ଣ୍ଣ ସାମଗ୍ରୀ, ଦେଖିଲେ ହେବେ ଆଶ୍ଚର୍ଯ୍ୟ
ଭୋପାଳ,୪ା୯: ମଧ୍ୟପ୍ରଦେଶର ଇନ୍ଦୋର ଜିଲା ଖଣିଜ ଅଧିକାରୀ ପ୍ରଦୀପ ଖାନ୍ନାଙ୍କ ଘରେ ଲୋକାୟୁକ୍ତ ବିଭାଗ ଚଢ଼ାଉ କରିଥିଲା। ଏହି ଚଢ଼ାଉ ସମୟରେ ଘର ଭିତରେ ଅଧିକାରୀମାନେ ବିଳାସପୂର୍ଣ୍ଣ ଜିନିଷ ସବୁ ଦେଖି ଆଶର୍ଯ୍ୟ ହୋଇଯାଇଥିଲେ। ଇନ୍ଦୋର ମାଉଣ୍ଟ ବର୍ଗ କଲୋନୀରେ ପ୍ରଦୀପ…
ପାକିସ୍ତାନ ପାଇଁ ବିପଦ ଘଣ୍ଟି: ଅସ୍ତ୍ରଶସ୍ତ୍ର ଯୋଗାଇବ ନାହିଁ ରୁଷ
ମସ୍କୋ,୪।୯: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସାଂଘାଇ ସହଯୋଗ ସଂଗଠନ(ଏସ୍ସିଓ)ରେ ଯୋଗ ଦେବାକୁ ପାଇଁ ମସ୍କୋରେ ପହଞ୍ଚିଛନ୍ତି। ଏଠାରେ ସେ ରୁଷର ପ୍ରତିରକ୍ଷା ମନ୍ତ୍ରୀ ସର୍ଗେଇ ଶୋଇଗୁଙ୍କୁ ଭେଟି ଦ୍ୱିପାକ୍ଷୀୟ ସହଯୋଗ ବଢାଇବା ନେଇ ଆଲୋଚନା କରିଛନ୍ତି। ଉଭୟ ନେତାଙ୍କ ମଧ୍ୟରେ…
ଏନ୍ସିଆର୍ବି ରିପୋର୍ଟ: ଦେଶରେ ବଢ଼ୁଛି ଶ୍ରମିକ ଆତ୍ମହତ୍ୟା
ଭୁବନେଶ୍ୱର,୪।୯(ବ୍ୟୁରୋ): ଲୋକମାନେ କାମଧନ୍ଦା ହରାଇ ଆର୍ଥିକ ଦୁଃସ୍ଥିତି ଦେଇ ଗତି କରୁଛନ୍ତି। ଏପରି କି ଦୁଇଓଳି ଦୁଇମୁଠା ଖାଇବାକୁ ମଧ୍ୟ ଯୋଗାଡ଼ କରିବା କଷ୍ଟକର ହୋଇପଡ଼ିଛି। ଆର୍ଥିକ ଅନଟନ ସାଙ୍ଗକୁ ମାନସିକ ଚିନ୍ତା ଘର ଓ ପରିବାରକୁ ଧ୍ୱଂସ କରିଦେଉଛି। ରୋଜଗାର…
ପୁଣି ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ୮୩ ହଜାରରୁ ଅଧିକ ନୂଆ ଆକ୍ରାନ୍ତ, ୧୦୯୬ ମୃତ
ନୂଆଦିଲ୍ଲୀ,୪।୯: ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ରେକର୍ଡ ୮୩ ହଜାର ୩୪୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯ ଲକ୍ଷ ୩୬ ହଜାର ୭୪୮ରେ ପହଞ୍ଚିଛି।…
ପରିବା ବ୍ୟବସାୟୀଙ୍କ ଉପରେ ମାଡ଼ିଗଲା ଟ୍ରକ, ଜଣଙ୍କ ଜୀବନ ଗଲା; ୨ ଗୁରୁତର
ରସୁଲପୁର,୪ା୯(ଡି.ଏନ୍.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ବାରବାଟୀ ପଞ୍ଚାୟତର ଓଡ଼ଙ୍ଗ ଠାରେ ଶୁକ୍ରବାର ଭୋର୍ ସମୟରେ ୧୬ନଂ ଜାତୀୟ ରାଜପଥ ଉପରେ ବସୁଥିବା ଦୈନିକ ପରିବା ହାଟରେ ଦୁର୍ଘଟଣା ଘଟିଛି। ଏଠାରେ ଏକ ଟ୍ରକ ସ୍ଥାନୀୟ ପ୍ରଥମାଖଣ୍ଡି ପଞ୍ଚାୟତର ଅଶୋକ ସେଠୀ(୩୨)…
୬ ଲକ୍ଷ ଟଙ୍କାରେ ବିକ୍ରି ହେଲା ଏହି ପତ୍ର
ଘର ସଜେଇବା ପାଇଁ ଲୋକେ ଅନେକ ଟଙ୍କା ଖର୍ଚ୍ଚ କରି ଇଣ୍ଡୋର୍ ପ୍ଲାଣ୍ଟସ୍ ଲଗାନ୍ତି। ନିକଟରେ ନ୍ୟୁଜିଲାଣ୍ଡର ଜଣେ ବ୍ୟକ୍ତି ୬ ଲକ୍ଷ ଟଙ୍କା କରି ଏକ ଦୁର୍ଲଭ ଇଣ୍ଡୋର୍ ପ୍ଲାଣ୍ଟସ୍ କିଣିଛନ୍ତି। ଏହାର ନାମ ହେଉଛି ଭେରିଗେଟେଡ୍ ର଼୍ୟାଫିଡୋଫୋରା ଟେଟ୍ରାସ୍ପର୍ମା।…
Archives


