Home Left

ବିବାହିତ ମହିଳାଙ୍କୁ ବିବାହ କରିବା ପାଇଁ ଜିଦ୍‌ ଧରିଥିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଭାରତୀୟ କ୍ରିକେଟ ଖେଳାଳିଙ୍କ ପ୍ରେମ କାହାଣୀକୁ ନେଇ ସର୍ବଦା ଚର୍ଚ୍ଚା ଉଠିଥାଏ। କିଏ କାହା ସହ ଡେଟିଂରେ ଗଲେ, କିଏ କାହାକୁ ନେଇ ବୁଲିଲେ ତାକୁ ନେଇ ଗଣମାଧ୍ୟମରେ ବେଶ୍‌ ଆଲୋଚନା ମଧ୍ୟ ହୋଇଥାଏ। କିନ୍ତୁ ଏମିତି ଜଣେ କ୍ରିକେଟର ଅଛନ୍ତି…

ଶନିବାର ପ୍ରକାଶ ପାଇବ ଯୁକ୍ତ ୨ କଳା ପରୀକ୍ଷାଫଳ

ଭୁବନେଶ୍ୱର,୩।୯(ବ୍ୟୁରୋ): ଆସନ୍ତା ଶନିବାର ଯୁକ୍ତ ୨ କଳା ପରୀକ୍ଷାଫଳ ପ୍ରକାଶ ପାଇବ। ଅପରାହ୍ନ ୪ଟାରେ ସିଏଚ୍‌ଏସ୍‌ଇର କାର୍ଯ୍ୟାଳୟରେ ଫଳ ପ୍ରକାଶ ପାଇବା ନେଇ ଗୁରୁବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ତେବେ ପୂର୍ବରୁ ବାଣିଜ୍ୟ ଓ…

ମନ୍ତ୍ରୀ ପଦ୍ମିନୀ ଦିଆନ କରୋନା ପଜିଟିଭ୍‌

ଭୁବନେଶ୍ୱର,୩।୯(ବ୍ୟୁରୋ): ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କରୋନା ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ରିପୋର୍ଟ ପଜିଟିଭ୍‌ ଆସିବା ପରେ ସେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଥିବା ନେଇ ସେ ଗୁରୁବାର ସୂଚନା ଦେଇଛନ୍ତି। ତେବେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ…

କରୋନାକୁ ଫୁ: ମ୍ୟୁଜିକ୍‌ ଫେଷ୍ଟିଭାଲରେ ନାଚିଲେ ଲୋକେ…

ଲଣ୍ଡନ, ୩।୯: କରୋନା ମହାମାରୀ ସଂକ୍ରମଣ ଯୋଗୁ ସାରା ପୃଥିବୀରେ କୋକୁଆ ଭୟ ସୃଷ୍ଟି ହୋଇଛି। ତେବେ ବ୍ରିଟେନ୍‌ରେ ଲୋକେ କରୋନା ସଂକ୍ରମଣକୁ ଫୁ ମନେକରି ୪୪ତମ ଓ୍ବେଲେ ଆର୍ଥ ଫେୟାରରେ ଯୋଗଦେଇ ମନଇଛା ନାଚିଛନ୍ତି। ଏହି ଉତ୍ସବ ଗୁଏର୍ନେସେ ଦ୍ୱୀପରେ…

୨ ସପ୍ତାହ ମଧ୍ୟରେ ୨ ଭାଇଙ୍କୁ ହରାଇଲେ ଏହି ପ୍ରସିଦ୍ଧ ଅଭିନେତା…

ମୁମ୍ବାଇ, ୩।୯: ବଲିଉଡ୍‌ର ପ୍ରସିଦ୍ଧ ଅଭିନେତା ଦିଲ୍ଲୀପ କୁମାରଙ୍କର ଦୁଇ ଭାଇଙ୍କ ପରଲୋକ ୨ ସପ୍ତାହ ମଧ୍ୟରେ ଘଟିଛି। ଦିଲ୍ଲୀପଙ୍କ ଭାଇ ଏହସାନ ଖାଁ ଏବଂ ଅସଲମ୍‌ ଖାଁଙ୍କର ନିଶ୍ୱାସ ନେବାରେ ସମସ୍ୟା ହୋଇଥିବାରୁ ସେମାନଙ୍କୁ ଅଗଷ୍ଟ ୧୫ରେ ଲୀଳାବତୀ ହସ୍ପିଟାଲରେ…

ଧସିଲା ଗେଙ୍ଗୁଟି ନଦୀବନ୍ଧ

ଧାମନଗର,୩ା୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଦଳାଙ୍ଗ ପଣ୍ଡାସାହି ନିକଟରେ ଗେଙ୍ଗୁଟି ନଦୀର ବାମପାଶର୍‌ବ ନଦୀ ବନ୍ଧ ପ୍ରାୟ ୨ ଶହ ଫୁଟ ଲମ୍ବରେ ନଦୀ ଗର୍ଭକୁ ଧସିଯାଇଛି। ସୂଚନାଥାଉକି, ୪ ବର୍ଷ ତଳେ ଉକ୍ତ ସ୍ଥାନରେ ବନ୍ଧ ଭାଙ୍ଗି ବହୁ…

ସୋନୁ ସୁଦଙ୍କୁ ଯୁବକ ମାଗିଲେ ଆଇଫୋନ୍‌, ଜବାବ ମିଳିଲା ଏମିତି

ବଲିଉଡ ଅଭିନେତା ସୋନୁ ସୁଦ ସୋସିଆଲ ମିଡିଆରେ ଏବେ ବେଶ୍‌ ଚର୍ଚ୍ଚାରେ ରହିଛନ୍ତି। ଅସହାୟ ଲୋକଙ୍କୁ ସାହାଯ୍ୟ କରି ସେ ସମସ୍ତଙ୍କ ପାଇଁ ଦେବଦୂତ ପାଲଟିଛନ୍ତି। ସୋନୁ ସୁଦ ମଧ୍ୟ ଟୁଇଟରରେ ବେଶ୍‌ ସକ୍ରିୟ ଏବଂ ସାହାଯ୍ୟ ମାଗୁଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ…

ଏଲ୍‌ଏସିରେ ଉତ୍ତେଜନା: ଲଦାଖରେ ପହଞ୍ଚିଲେ ସେନାଧ୍ୟକ୍ଷ

ଲେହ, ୩।୯: ଭାରତ ଚାଇନା ମଧ୍ୟରେ ଏଲ୍‌ଏସିରେ ଉତ୍ତେଜନା ବଢ଼ିବାରେ ଲାଗିଛି। ସ୍ଥିତିର ସମୀକ୍ଷା ପାଇଁ ସେନାଧ୍ୟକ୍ଷ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ଲଦାଖର ଲେହରେ ପହଞ୍ଚିଛନ୍ତି। ସେ ଫିଲ୍ଡ କମାଣ୍ଡରଙ୍କ ସହିତ ଆଲୋଚନା କରିଛନ୍ତି। ଏଲ୍‌ଏସିରେ ଭାରତୀୟ ସେନାର ପ୍ରସ୍ତୁତି…

୧୫ ବର୍ଷ ହେବ ଗୋଟିଏ ବି ଦିନ ସ୍କୁଲ ବନ୍ଦ କରିନାହାନ୍ତି ଏହି ବାଳିକା

ଭୋପାଳ,୩।୯: ୧୫ ବର୍ଷ ହେବ ଗୋଟିଏ ବି ଦିନ ସ୍କୁଲ ବନ୍ଦ ନ କରି ରେକର୍ଡ ହାସଲ କରିଛନ୍ତି ଭୋପାଳ ରେ ରହୁଥିବା ଅଦିତି ଭାର୍ଗଭ। ବର୍ଷା କିମ୍ବା ଶୀତ ହେଉ କିମ୍ବା ଖରାପ ସ୍ବାସ୍ଥ୍ୟ ହେଉ, ଆଦିତି ସମସ୍ତ ଅସୁବିଧା…

ପରମ୍ପରା ଭାଙ୍ଗିଲେ ଉପରାଜ୍ୟପାଳ: ଲୋକଙ୍କ ବିଶ୍ୱାସ ଜିଣିବା ପ୍ରୟାସ…

ଶ୍ରୀନଗର, ୩।୯: ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ଲୋକଙ୍କ ବିଶ୍ୱାସ ଜିଣିବା ପାଇଁ ପ୍ରଚଳିତ ପରମ୍ପରାକୁ ଭଙ୍ଗ କରିଛନ୍ତି। ପୁଲଓ୍ବାମା ଗସ୍ତ ସମୟରେ ସେ ହେଲିକପ୍ଟରର ବ୍ୟବହାର କରି ନାହାଁନ୍ତି। ସଡ଼କ ପଥରେ ସେ ପୁଲଓ୍ବାମାରେ ପହଞ୍ଚି ୪୦କୋଟି ୮୬ ଲକ୍ଷ…

୩୦ଫୁଟ ତଳକୁ ଖସିଲା ତେଲ ଟ୍ୟାଙ୍କର୍‌

ହରଭଙ୍ଗା, ୩।୯(ଡି.ଏନ.ଏ): ଖୋର୍ଦ୍ଧା-ବଲାଙ୍ଗୀର ୫୭ନମ୍ବର ଜାତୀୟ ରାଜପଥର ପୁରୁଣାକଟକ ଥାନା ଆଡେନିଗଡ ନିକଟରେ ଭାରସାମ୍ୟ ହରାଇ ତେଲ ଟ୍ୟାଙ୍କର ରାସ୍ତା ତଳକୁ ଓଲଟି ପଡିଛି। ସୌଭାଗ୍ୟବଶତଃ ଗାଡିରେ ଥିବା ଡ୍ରାଇଭର ଓ ହେଲପର ସାମାନ୍ୟ ଆହତ ହୋଇଥିବା ଜଣାପଡିଛି l ସୂଚନା…

କାର୍‌ ବୁକ୍‌ କରି ପରଟା ଖାଇବାକୁ ଯାଇଥିଲେ, ଘଟିଲା ଏମିତି କାଣ୍ଡ

ନୂଆଦିଲ୍ଲୀ,୩।୯:ଜଣେ କ୍ୟାବ ଡ୍ରାଇଭରଙ୍କଠାରୁ ଲୁଟ୍‌ ଅଭିଯୋଗରେ ଦିଲ୍ଲୀ ପୋଲିସ ଦୁଇ ନାବାଳକଙ୍କ ସମେତ ୩ ଜଣଙ୍କୁ ଗିରଫ କରିଛି। ପୋଲିସର ସୂଚନାନୁସାରେ, ସମସ୍ତ ଅଭିଯୁକ୍ତ ହରିୟାଣାର ମୁର୍ଥଲ ପରଟା ଖାଇବା ପାଇଁ ଏକ କ୍ୟାବ ବୁକ୍‌ କରିଥିଲେ। ରାସ୍ତାରେ ଯାତ୍ରା ସମୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri