ସୁରିନାମର ରାଷ୍ଟ୍ରପତି ସାଧାରଣତନ୍ତ୍ର ଦିବସରେ ଯୋଗ ଦେବେ
ନୂଆଦିଲ୍ଲୀ,୧୦।୧: ସୁରିନାମର ଭାରତୀୟ ବଂଶୋଦ୍ଭବ ରାଷ୍ଟ୍ରପତି ଚନ୍ଦ୍ରିକାପ୍ରସାଦ ସାଣ୍ଟୋଖି ସାଧାରଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ନେଇ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ ବାତିଲ ପରେ ସରକାର ସାଣ୍ଟୋଖିଙ୍କୁ ଅତିଥି ଭାବେ ଯୋଗଦେବା…
ଦୁର୍ଘଟଣାଗ୍ରସ୍ତ ବିମାନର ମିଳିଲା ବ୍ଲାକ ବକ୍ସ
ଜାକର୍ତ୍ତା,୧୦।୧- ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ଇଣ୍ଡୋନେସିଆ ବିମାନର ବ୍ଲାକବକ୍ସ ରବିବାର ଠାବ ହୋଇଛି। ଦୁର୍ଘଟଣାଗ୍ରସ୍ତ ବିମାନରୁ ଦୁଇଟି ବ୍ଲାକ୍ ବକ୍ସର ସ୍ଥାନ ମିଳିସାରିଥିବା ଅଧିକାରୀମାନେ କହିଛନ୍ତି। ବ୍ଲାକ ବକ୍ସରେ ରେକର୍ଡ ହୋଇଥିବା ବିମାନର କକ୍ପିଟ୍ ଭିତରେ ପାଇଲଟ୍ଙ୍କ ମଧ୍ୟରେ ହୋଇଥିବା ଆଲୋଚନା…
କରୋନା ଟିକାର ଦ୍ୱିତୀୟ ମାତ୍ରା ନେଲେ ପ୍ରଧାନମନ୍ତ୍ରୀ
ଜେରୁଜେଲମ୍,୧୦।୧: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କରୋନା ଟିକାର ଦ୍ୱିତୀୟ ମାତ୍ରା ନେଇଛନ୍ତି। ଏହା ମଧ୍ୟ ଜାତୀୟ ଟେଲିଭିଜନରେ ସିଧା ପ୍ରସାରଣ କରାଯାଇଥିଲା। ଏହା ବ୍ୟତୀତ ଇସ୍ରାଏଲର ସ୍ବାସ୍ଥ୍ୟମନ୍ତ୍ରୀ ୟୁଲି ଏଡେଲଷ୍ଟାଇନ ମଧ୍ୟ ଟିକାର ଦ୍ୱିତୀୟ ମାତ୍ରା ନେଇଥିଲେ। ଦ୍ୱିତୀୟ ଟିକାକରଣ…
ଶୁଖିଲା ପଡିଛି ମହାନଦୀ
ବୌଦ୍ଧ,୧୦।୧: ଛତିଶଗଡ଼ ସରକାର ମହାନଦୀର ଉପରମୁଣ୍ଡରେ ବ୍ୟାରେଜ ନିର୍ମାଣ କରିବା ପରେ ମହାନଦୀରେ ଜଳସ୍ତର କମିବାରେ ଲାଗିଛି । ବିଶେଷ କରି ଖରାଦିନେ ମହାନଦୀ ଶୁଖିଲା ପଡୁଛି । କିନ୍ତୁ ଚଳିତବର୍ଷ ଜାନୁୟାରୀ ମାସ ଆରମ୍ଭରୁ ନଦୀରେ ପାଣି ଦେଖିବାକୁ ମିଳୁ…
ପାକିସ୍ତାନ ଅନ୍ଧାର, ଭାରତକୁ ଦୋଷ ଦେଲେ ମନ୍ତ୍ରୀ
ଇସଲାମାବାଦ,୧୦।୧: ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ନିର୍ବାଚନରେ ଏକ ‘ନୂତନ ପାକିସ୍ତାନ’ ଗଢିବାକୁ ପ୍ରତିଶ୍ରୁତି ଦେଇ କ୍ଷମତାକୁ ଆସିଥିଲେ। କିନ୍ତୁ ଏବେ ଦେଶ ଆର୍ଥିକ ଦେବାଳିଆ ହେବା ସହ ଶନିବାର ବିଳମ୍ବିତ ରାତିରେ ହଠାତ୍ ସମଗ୍ର ଦେଶ ଅନ୍ଧାରରେ ବୁଡି ଯାଇଥିବା ଦେଖିବାକୁ…
ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ଉଦ୍ଧବ ଠାକରେ
ମୁମ୍ବାଇ,୧୦।୧- ମହାରାଷ୍ଟ୍ରର ଭନ୍ଦରାସ୍ଥିତ ଜିଲା ହସ୍ପିଟାଲରେ ଘଟିଥିବା ଅଗ୍ନିକାଣ୍ଡରେ ୧୦ ଜଣ ଶିଶୁଙ୍କ ମୃତ୍ୟୁ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ। ଆଉ ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ବର୍ତ୍ତମାନ ରାଜ୍ୟର ପୂରା…
୪୮ଦିନର କାମ ୪ ବର୍ଷରେ ସରୁନି
ଖଡିଆଳ,୧୦।୧: ନୂଆପଡ଼ା ଜିଲା ଖଡିଆଳ ବ୍ଲକ ବିରିଘାଟ ପଞ୍ଚାୟତ ଗଦାପଦର ଗ୍ରାମରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିର୍ମାଣାଧୀନ ଘର ୪ ବର୍ଷ ପରେ ସମ୍ପୂର୍ଣ୍ଣ ନ ହୋଇ ପଡ଼ିରହିିଛି। ଗଦାପଦର ଗ୍ରାମର ବୃଦ୍ଧା କୁନ୍ଧନେ ମାଝି(୮୦)ଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୨୦୧୭-୧୮ରେ…
ଚିଠିରେ ‘କ୍ରୁନାଲ ମୋତେ ଧମକ ଦେଇଛନ୍ତି’ ଲେଖି ଇଭେଣ୍ଟରୁ ଓହରିଲେ ହୁଡା
ମୁମ୍ବାଇ,୧୦।୧- ଦେଶର ଘରୋଇ କ୍ରିକେଟ ସିଜନ ଆରମ୍ଭ ହେବା ପୂର୍ବରୁ ବିବାଦରେ ଘେରି ହୋଇଯାଇଛି। ଅଲରାଉଣ୍ଡର ଦୀପକ ହୁଡା ରବିବାର ବରୋଦା କ୍ରିକେଟ ଆସୋସିଏଶନକୁ ଅଭିଯୋଗ ଭରା ପତ୍ର ଲେଖି ଆଗାମୀ ସୟଦ ମୁସ୍ତାକ ଅଲି ଟି୨୦ ଇଭେଣ୍ଟରୁ ଓହରି ଯାଇଛନ୍ତି।…
ରାଗିଗଲେ କୋହଲି: କହିଲେ, ସବୁ ସୀମା ଟପିଗଲା
ମୁମ୍ବାଇ,୧୦।୧: ସିଡନୀରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ତୃତୀୟ ଟେଷ୍ଟରେ ପଡ଼ିଆରେ ଉପସ୍ଥିତ ଥିବା କିଛି ଦର୍ଶକ ଫିଲ୍ଡିଂ କରୁଥିବା ମହମ୍ମଦ ସିରାଜଙ୍କୁ ଦୁର୍ବ୍ୟବହାର କରିବା ସହିତ ବିଗ ମଙ୍କି ଏବଂ ବ୍ରାଉନ ଡଗ ବୋଲି କହିଥିଲେ। ଏହାକୁ ନେଇ…
କାନ ଧରି ଭୁଲ ମାଗିଲେ ପୂର୍ବତନ ଭାଜପା ବିଧାୟକ
ବାରାଣସୀ,୧୦।୧: ଉତ୍ତରପ୍ରଦେଶର ବାରାଣସୀରେ ଏକ ଅଭାବନୀୟ ଘଟଣା ଘଟିଛି। ଅଶ୍ଳୀଳ ବ୍ୟବହାର ଅଭିଯୋଗରେ ଜଣେ ପୂର୍ବତନ ଭାଜପା ବିଧାୟକଙ୍କୁ ମାଡ ଦିଆଯିବା ସହ କାନ ଧରି କ୍ଷମା ମଗାଯାଇଥିଲା।ଏହାର ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ମାମଲା ବାରାଣସୀର ଚୌବେପୁର ପୋଲିସ…
ଟିକାକରଣ ପରିଚାଳନାରେ ଭାଗ ନେବେ ୨୩ଟି ସରକାରୀ ବିଭାଗ
ନୂଆଦିଲ୍ଲୀ,୧୦।୧: କରୋନା ମହାମାରୀରୁ ରକ୍ଷା ପାଇଁ ଦେଶରେ ୧୬ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଟିକାକରଣ ଅଭିଯାନ। ଏହି ଅଭିଯାନରେ ସରକାରଙ୍କ ୨୩ଟି ବିଭାଗ ଅଂଶଗ୍ରହଣ କରିବେ। ଏହା ବିଶ୍ୱର ସବୁଠାରୁ ବଡ ଟିକାରଣ ଅଭିଯାନ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…
ଏହି ଲୋକପ୍ରିୟ ଅଭିନେତାଙ୍କୁ ଭ୍ୟାଲେଣ୍ଟାଇନ୍ ଡେ’ରେ ୩୦ହଜାରରୁ ଅଧିକ ଯୁବତୀ ଦେଇଥିଲେ ବିବାହ ପ୍ରସ୍ତାବ, ଚକିତ ହୋଇଥିଲେ…
ବମ୍ବେ: ବଲିଉଡ୍ର ହ୍ୟାଣ୍ଡସମ୍ ହିରୋଙ୍କ ମଧ୍ୟରୁ ହ୍ରିତିକ୍ ରୋଶନ ଅନ୍ୟତମ। ତାଙ୍କୁ ‘ବଲିଉଡ୍ର ଟମ୍ କ୍ରୁଜ୍’ ମଧ୍ୟ କୁହାଯାଏ। ଏହି ସୁନ୍ଦର ଚେହେରା ଯୋଗୁ ବଲିଉଡ୍ରେ ନିଜର ପ୍ରାରମ୍ଭିକ ଦିନରେ ଯୁବତୀମାନେ ତାଙ୍କର ପ୍ରେମରେ ପଡ଼ିଯାଇଥିଲେ। ୨୦୦୦ରେ ଚଳଚ୍ଚିତ୍ର ‘କହୋ ନା…

