Home Left

ଓଡ଼ିଶୀ ସଙ୍ଗୀତ’ ପାଇଁ ବାଟ ଖୋଲିଲା

ଭୁବନେଶ୍ୱର,୩ା୯(ବ୍ୟୁରୋ):ଦୀର୍ଘଦିନ ଧରି ନିଜ ହକ୍‌ ପାଇପାରୁ ନ ଥିବା ଓଡ଼ିଶୀ ସଙ୍ଗୀତକୁ ମିଳିବ ଶାସ୍ତ୍ରୀୟ ମାନ୍ୟତା। ଓଡ଼ିଶୀକୁ ଶାସ୍ତ୍ରୀୟ ମାନ୍ୟତା ଦେବାଲାଗି ନିଆଯିବ ତ୍ୱରିତ ପଦକ୍ଷେପ। ଓଡ଼ିଶୀକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ କେନ୍ଦ୍ରକୁ ଅନୁରୋଧ ପ୍ରସ୍ତାବ ବୁଧବାର ରାଜ୍ୟ କ୍ୟାବିନେଟ୍‌ରେ ପାରିତ…

ସପକ୍ଷରେ ୨୧, ବିପକ୍ଷରେ ୮ ଗାଁ

ବଇଣ୍ଡା, (ପରିକ୍ଷିତ ସାହୁ ) ୩ା୯: ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡର ଧଉରାଗୋଠ ବାରବାଙ୍କିଆ ନାଳଠାରେ ହେବାକୁ ଥିବା ମଧ୍ୟମ ଜଳସେଚନ ପ୍ରକଳ୍ପର ସ୍ଥିତି ଏଯାଏ ସ୍ପଷ୍ଟ ହୋଇପାରି ନାହିଁ। ଏହି ପ୍ରକଳ୍ପକୁ ଆଠମଲ୍ଲିକ ଓ କିଶୋରନଗର ବ୍ଲକର ୨୧ ଖଣ୍ଡ ଗ୍ରାମବାସୀ…

ବନ୍ୟା ବିପନ୍ନଙ୍କ ଦୁର୍ଦ୍ଦଶା ବଢୁଛି

ଖୋର୍ଦ୍ଧା ଅଫିସ, ୩ା୯:ରାଜୁଆ ଓ ଦୟା ଆଣିଛି ଦୁଃଖ। ଏହି ଦୁଇ ନଦୀରେ ଘାଇ ସୃଷ୍ଟି ହୋଇ ବନ୍ୟାଜଳ ଖୋର୍ଦ୍ଧା ଜିଲାର ଖୋର୍ଦ୍ଧା, ଜଟଣୀ, ବାଲିଅନ୍ତା, ବାଲିପାଟଣା ଓ ବେଗୁନିଆ ବ୍ଲକରେ ପ୍ରବେଶ କରି ବ୍ୟାପକ କ୍ଷତି ଘଟାଇଛି। ଖୋର୍ଦ୍ଧା ବ୍ଲକର…

ଖୋଲା ଆକାଶ ତଳେ ବିପନ୍ନ

ପୁରୀ ଅଫିସ/କଣାସ(ସ୍ବ.ପ୍ର.),୩ା୯:ପୁରୀ ଜିଲାରେ ବନ୍ୟା ପରିସ୍ଥିତି ସ୍ଥିର ରହିଛି। ଜିଲାର ପ୍ରମୁଖ ନଦୀରେ ଯଦିଓ ବନ୍ୟା ପାଣି ଏତେଟା ବଢୁନାହିିଁ କିନ୍ତୁ ସ୍ଥିତିରେ କୌଣସି ସୁଧାର ଆସିନାହିିଁ। କାରଣ ପୂର୍ଣ୍ଣିିମା ଯୋଗୁ ସମୁଦ୍ର ପାଣି ଟାଣୁନି। ତେଣୁ ବିଭିନ୍ନ ଅଞ୍ଚଳରୁ ବନ୍ୟାପାଣି…

୭ ପ୍ରକଳ୍ପ ଲାଗି ଖର୍ଚ୍ଚ ହେବ ୩୨୦୫.୬୭ କୋଟି

ଭୁବନେଶ୍ୱର,୩ା୯(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ଷ୍ଟେଟ ଲେବେଲ ସିଙ୍ଗିଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି(ଏସ୍‌ଏଲ୍‌ଏସଡବ୍ଲ୍ୟୁସିଏ)ବୈଠକରେ ୭ ପୁଞ୍ଜି ବିନିଯୋଗ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏଗୁଡ଼ିକର ମୋଟ ମୂଲ୍ୟ ୩୨୦୫.୬୭ କୋଟି ଟଙ୍କା। ଏହାଦ୍ୱାରା ୨୪୯୪ଙ୍କ…

‘ଆୟକର ପ୍ରଶାସନକୁ ପାରଦର୍ଶୀ କରିବ ନୂଆ ବ୍ୟବସ୍ଥା’

ଭୁବନେଶ୍ୱର,୩ା୯:ଲୋକ ଚରିତ୍ର ମହାନ୍‌ ହେଲେ ପ୍ରଶାସନିକ କଟକଣା ଓ ଆଇନର ଛାଟ ଅନାବଶ୍ୟକ। ଟିକସ ପଇଠ କରିବାକୁ ସକ୍ଷମ ବ୍ୟକ୍ତିବିଶେଷ ସ୍ବେଚ୍ଛାକୃତ ଭାବେ ଆଗେଇ ଆସିବାର ଆବଶ୍ୟକତା ରହିଛି। ନୂଆ ବ୍ୟବସ୍ଥା ଆୟକର ପ୍ରଶାସନକୁ ସ୍ବଚ୍ଛ ଏବଂ ପାରଦର୍ଶୀ କରିବା ସହ…

ପୁରୀ ବେଳାଭୂମି ପାଇଁ ‘ବ୍ଲୁ ଫ୍ଲାଗ୍‌’ ମାନ୍ୟତା ସୁପାରିସ କଲା କେନ୍ଦ୍ର

ପୁରୀ ଅଫିସ,୩ା୯:ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ବେଳାଭୂମି ପରିବେଶ ଏବଂ ସୌନ୍ଦର୍ଯ୍ୟ ପରିଚାଳନା ସେବା (ବିମ୍‌ସ) କାର୍ଯ୍ୟକ୍ରମ ଅଧୀନରେ ‘ବ୍ଲୁ ଫ୍ଲାଗ୍‌’ ମାନ୍ୟତା ପାଇବା ଲାଗି ଅନ୍ତର୍ଜାତୀୟ ଜୁରୀ (ଡେନ୍‌ମାର୍କ)କୁ ଦେଶର ୮ଟି ବେଳାଭୂମିର ନଁା ସୁପାରିସ କରାଯାଇଛି। ଭାରତ ସରକାରଙ୍କ…

କେନ୍ଦ୍ରୀୟ କର୍ମଚାରୀଙ୍କୁ ଆଗୁଆ ଅବସର ଦିଆଯାଇପାରିବ

ନୂଆଦିଲ୍ଲୀ,୩ା୯:ଜନସ୍ବାର୍ଥ ପାଇଁ କେନ୍ଦ୍ର ସରକାର ଚାହିଁଲେ କେନ୍ଦ୍ରୀୟ କର୍ମଚାରୀମାନଙ୍କୁ ଆଗୁଆ ଅବସର ଦେଇପାରିବେ ବୋଲି ବୁଧବାର ସ୍ପଷ୍ଟ କରିଦେଇନ୍ତି। କର୍ମଚାରୀଙ୍କୁ ୫୦/୫୫ ବର୍ଷ ହେଲେ କିମ୍ବା ସେ ଚାକିରିରେ ୩୦ ବର୍ଷ ପୂରଣ କରିଥିଲେ, ସେମାନଙ୍କୁ ଅବସର ଦିଆଯାଇପାରିବ। ଏଥିପାଇଁ ସେମାନଙ୍କ…

ଯୁବତୀଙ୍କ ପେଟରୁ ବାହାରିଲା ୭ କେଜି ଓଜରର ଚୁଟି

ରାଞ୍ଚି, ୨।୯: ଝାଡ଼ଖଣ୍ଡର ବୋକାରୋ ଜିଲାରୁ ଚକିତ କଲା ଭଳି ଏକ ମାମଲା ସାମ୍ନାକୁ ଆସିଛି। ଏଠାରେ ଜଣେ ୧୭ ବର୍ଷୀୟା ଯୁବତୀଙ୍କ ପେଟରୁ ୭ କିଲୋ ଓଜନର ଚୁଟିର ପିଣ୍ଡୁଳା ବାହାର କରାଯାଇଛି। ଯୁବତୀଙ୍କ ପେଟରୁ ଅପରେସନ କରି ଏହି…

ରାସ୍ତାରେ ପଡ଼ିଛି ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ

ଢେଙ୍କିକୋଟ/କେନ୍ଦୁଝର,୨ା୯(ଡି.ଏନ.ଏ./ସ୍ବ.ପ୍ର.)-କେନ୍ଦୁଝର ସଦର ଥାନା ଅନ୍ତର୍ଗତ କାଠବାରୀ ପଞ୍ଚାୟତ ବୁଢ଼ାବଣ ଗ୍ରାମର ଜଣେ ମହିଳାଙ୍କ ମୁଣ୍ଡଗଣ୍ଡି ଅଲଗା କରି କେହି ଦୁର୍ବୃତ୍ତ ନିର୍ମମ ଭାବେ ହତ୍ୟା କରିଥିବା ଚାଞ୍ଚଲ୍ୟ ସୃଷ୍ଟି କରିଛି। ରାସ୍ତାରେ ଗଣ୍ଡିଟି ପଡ଼ିଥିବା ବେଳେ ସେଠାରେ ମୁଣ୍ଡ ନ ଥିବା…

କୃଷି କ୍ୟାବିନେଟ ନିଷ୍ପତ୍ତି : ଚଳିତବର୍ଷ ୧ଲକ୍ଷ ଚାଷୀଙ୍କୁ ମିଳିବ ଫାର୍ମପଣ୍ଡ

ଭୁବନେଶ୍ୱର,୨ା୯(ବ୍ୟୁରୋ)-ଲୋକସେବା ଭବନଠାରେ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ରାଜ୍ୟ କୃଷି କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଚାଷୀମାନଙ୍କର ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇଥିଲା। କୃଷିମନ୍ତ୍ରୀଙ୍କ ଅନୁପସ୍ଥିତିରେ ବୈଠକ ଶେଷରେ ଗଣମାଧ୍ୟମକୁ ସୂଚନା ଦେଇ…

୩ କୁକୁରଙ୍କୁ ଜୀଅନ୍ତା ଜାଳିଦେଲେ

ଲକ୍ଷ୍ନୌ, ୨।୯: ଉତ୍ତର ପ୍ରଦେଶର ଲକ୍ଷ୍ନୌରୁ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଏଠାରେ କିଛି ଲୋକ ୩ଟା କୁକୁରଙ୍କୁ ଜୀଅନ୍ତା ଜାଳି ଦେଇଛନ୍ତି। ଏଥିସହ କୁକୁରଙ୍କୁ ଜୀବନ୍ତ ଦଗ୍ଧ ଫଟୋ ସୋସିଆଲ ମିଡିଆରେ ମଧ୍ୟ ଭାଇରାଲ ହୋଇଥିବା ଜଣାପଡ଼ିଛି। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri