ଲଗାତର ୭ମ ମ୍ୟାଚ୍ ଜିତିଲା ଶାହରୁଖଙ୍କ ନାଇଟ୍ ରାଇଡର୍ସ ଦଳ
ତ୍ରିନିଦାଦ୍, ୨।୯: କାରିବୀୟାନ ପ୍ରିମିୟର ଲିଗ୍ (ସିପିଏଲ୍)ର ୨୧ତମ ମ୍ୟାଚ୍ରେ ତ୍ରିନିବାଗୋ ନାଇଟ୍ ରାଇଡର୍ସ ବିଜୟ ଲାଭ କରିଛି। ଏହି ମ୍ୟାଚ୍ରେ ନାଇଟ୍ ରାଇଡର୍ସ ୧୯ ରନରେ ଜାମାଇକା ତଲଓ୍ବାସକୁ ପରାସ୍ତ କରିଛି। ଫଳରେ ବଲିଉଡ୍ ସୁପର୍ଷ୍ଟାର୍ ଶାହରୁଖ ଖାନଙ୍କ ମାଲିକାନାରେ…
ଭାରତରେ ବ୍ୟାନ ହେଲା ପବ୍-ଜି
ନୂଆଦିଲ୍ଲୀ,୨।୯-ଭାରତ ସରକାର ତୃତୀୟ ଥର ଲାଗି ଚାଇନିଜ ଆପ ଉପରେ ବ୍ୟାନ ଲଗାଇଛନ୍ତି। ବହୁଳ ବ୍ୟବହୃତ ମୋବାଇଲ ଆପ ପବ୍-ଜି ଭାରତରେ ବୁଧବାର ବ୍ୟାନ କରାଯାଇଛି। ପବ୍-ଜି ସହ ୧୧୮ଟି ମୋବାଇଲ ଆପକୁ କେନ୍ଦ୍ର ସରକାର ବ୍ୟାନ କରିଛନ୍ତି। ଏହା ପୂର୍ବରୁ…
୧୭ ବର୍ଷ ବୟସରେ ପ୍ରଥମ ବିଶ୍ୱ ସୁନ୍ଦରୀ ହୋଇଥିଲେ ଏହି ଯୁବତୀ, ଆଉ ତା ପରେ..
ବମ୍ବେ: ଫିନ୍ଲ୍ୟାଣ୍ଡର ଆର୍ମି ହେଲେନା କୁସେଲା ୧୯୫୨ ମସିହାରେ ପ୍ରଥମ ବିଶ୍ୱସୁନ୍ଦରୀ ହେବାର ଗୌରବ ଅର୍ଜନ କରିଥିଲେ। ଅଗଷ୍ଟ ୨୦ରେ ସେ ୮୬ ବର୍ଷର ହୋଇଛନ୍ତି। ୧୯୩୪ରେ ଜନ୍ମିତ କୁସେଲା କଲେଜରେ ପଢ଼ିବା ସମୟରେ ଏକ ସୌନ୍ଦର୍ଯ୍ୟ ପ୍ରତିଯୋଗିତାରେ ଭାଗ ନେଇଥିଲେ।…
ମଞ୍ଚେଷ୍ଟରରେ ଢୋଲ ବଜାଉଥିବା ନଜର ଆସିଲେ ମେସି, ଜର୍ସି ପିନ୍ଧି ପାକିସ୍ତାନକୁ କଲେ ସମର୍ଥନ !
ମଞ୍ଚେଷ୍ଟର, ୨।୯: ଲୋକପ୍ରିୟ ଫୁଟବଲର୍ ଲିଓନେଲ ମେସି ବାର୍ସିଲୋନା କ୍ଲବ ଛାଡିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ତାଙ୍କୁ କିଣିବା ପାଇଁ ମଞ୍ଚେଷ୍ଟର ସିଟି ପ୍ରମୁଖ ଦାବିଦାର ଭାବେ ନଜର ଆସୁଛି। ହେଲେ ଇଂଲଣ୍ଡ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ତୃତୀୟ ଟି…
ବଲିଉଡ୍ର ଏହି ସୁପରଷ୍ଟାରମାନେ ହଲିଉଡ୍ରେ ବି କରିଛନ୍ତି ଦମ୍ଦାର ଅଭିନୟ
ମୁମ୍ବାଇ: ବଲିଉଡ୍ର ଅନେକ କଳାକାର ହଲିଉଡ୍ ଫିଲ୍ମରେ ମଧ୍ୟ ସେମାନଙ୍କର ଦମ୍ଦାର ଅଭିନୟ ଦେଖାଇଛନ୍ତି। ଇରଫାନ୍ ଖାନ୍ଙ୍କଠାରୁ ଆରମ୍ଭ କରି ଅମିତାଭ ବଚ୍ଚନଙ୍କ ପର୍ଯ୍ୟନ୍ତ ସୁପରଷ୍ଟାରମାନେ ହଲିଉଡ୍ରେ ସେମାନଙ୍କ ଜଲ୍ଓ୍ବା ଦେଖାଇଛନ୍ତି। ଏପରିକି କିଛି କଳାକାର ମାତ୍ର କେତେ ସେକେଣ୍ଡ ପାଇଁ…
ମୋ ବିରୋଧରେ କୋର୍ଟ ଗଲେ, ମୁଁ ସୁପ୍ରିମକୋର୍ଟ ଯାଇ ହାହାକାର କରିବି: ଜାଣନ୍ତୁ ଏପରି କାହିଁକି କହିଲେ ଅର୍ନବ
ବମ୍ବେ: ଅଭିନେତା ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାର ଯାଞ୍ଚ ଦାୟିତ୍ୱ ଏବେ ସିବିଆଇ ହାତରେ। ଦିନକୁ ଦିନ ଘଟଣା ନୂଆ ମୋଡ ନେଉଥିବାରୁ ମିଡିଆଠାରୁ ଆରମ୍ଭ କରି ସୋସିଆଲ ମିଡିଆରେ ଏହାର ଚର୍ଚ୍ଚା ହେଉଛି। ଏପରିସ୍ଥଳେ ରିପବ୍ଲିକ ଭାରତ ଟେଲିଭିଜନ…
ସ୍ତ୍ରୀଙ୍କୁ ଛାଡି ଏହି ଲୋକପ୍ରିୟ ଅଭିନେତ୍ରୀଙ୍କ ସହ ରହୁଥିଲେ ଗୋବିନ୍ଦା
ବଲିଉଡ୍ର ଜଣେ ସଫଳ ତଥା ଲୋକପ୍ରିୟ ଅଭିନେତା ହେଉଛନ୍ତି ଗୋବିନ୍ଦା। ଗୋଟିଏ ସମୟରେ ତାଙ୍କ ଅଭିନୀତ ସମସ୍ତ ଫିଲ୍ମ ସୁପରହିଟ୍ ହେଉଥିଲା। ସେ ଅନେକ ସୁପରହିଟ୍ ଫିଲ୍ମରେ ଅଭିନୟ କରିଛନ୍ତି। ବଲିଉଡ୍ରେ ଅନେକ ଅଭିନେତ୍ରୀଙ୍କ ସହ ତାଙ୍କର ଯୋଡି ମଧ୍ୟ ଜମିଛି।…
ଆଜି ଦିନକରେ ବରଗଡ଼ରେ ୧୮୫ ନୂଆ ଆକ୍ରାନ୍ତ ଚିହ୍ନଟ
ବରଗଡ଼ ଅଫିସ,୨ା୯: ବରଗଡ଼ରେ ଦିନକରେ ୧୮୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳର ସର୍ବାଧିକ ୧୦୯ ଜଣ ରହିଛନ୍ତି। ସେହିପରି ବରଗଡ଼ ବ୍ଲକର ୧୨, ବରପାଲି ଏନ୍ଏସିର ୧୧, ବରପାଲି ୮, ଭେଡେନ୍ ୍୩, ଅତାବିରା…
ନାଳକୁ ଗାଧୋଇ ଯାଇଥିବା ବେଳେ ପଥର ସନ୍ଧିରେ ଫସିଲା ବାଳକଙ୍କ ଗୋଡ଼: ୪ ଘଣ୍ଟା ନାକେଦମ୍ ହେବା ପରେ ଉଦ୍ଧାର
ହରଭଙ୍ଗା,୨।୯(ଡି.ଏନ୍.ଏ.): ବୌଦ୍ଧ ଜିଲା ହରଭଙ୍ଗାବ୍ଲକ ତିଲେଶ୍ବର ପଞ୍ଚାୟତର ବୁରୁବୁଡା ଗ୍ରାମର ଜଣେ ବାଳକ ନିକଟସ୍ଥ ଲକ୍ଷ୍ମିନାଳକୁ ଗାଧୋଇବାକୁ ଯାଇଥିବା ବେଳେ ଗୋଡଟି ପଥର ସନ୍ଧିରେ ରହିଯାଇଥିଲା। ପୂର୍ବାହ୍ନ ୧୧ଟାରୁ ଏପରି ଘଟିଥିବା ବେଳେ ଦୀର୍ଘ ୪ ଘଣ୍ଟାର ପ୍ରଚେଷ୍ଟା ପରେ ଶେଷରେ…
ଟ୍ରକ ସହ ମୁହାଁମୁହିଁ: ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱକୁ ଖସିଲା ବସ୍
ଛେଣ୍ଡିପଦା,୨ା୯(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ ତୁକୁଡ଼ା ଗ୍ରାମ ନିକଟ ଦେଇ ଯାଇଥିବା ଅନୁଗୋଳ – ସମ୍ବଲପୁର ୫୫ନଂମ୍ବର ଜାତୀୟ ରାଜପଥରେ ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱକୁ ଖସିପଡ଼ିଛି। ତେବେ ଏହି ଦୁର୍ଘଟଣାରୁ ୪୦ ଜଣରୁ ଊଦ୍ଧର୍ବ…
ମେଲବକ୍ସରୁ ଚିଠି ଖାଇଗଲା ଛେଳି, ଆଉ ତା’ପରେ..
ଆଜିକାଲି ସୋସିଆଲ ମିଡିଆରେ ବିଭିନ୍ନ ମଜାଳିଆ ଭିଡିଓ ଭାଇରାଲ ହେବାରେ ଲାଗିଛି। ସେମିତି ଏକ ଭିଡିଓ ଏବେ ଭାଇରାଲ ହୋଇଛି। ଭିଡିଓରେ ଗୋଟିଏ ଛେଳି ମେଲ ବକ୍ସରୁ ସମସ୍ତ ଚିଠି ଖାଇଦେବାର ଦେଖାଯାଇଛି। ଭିଡିଓଟି ଆମେରିକାର ଆଲାବାମା ସହରର ଟୋକ୍ସିର ବୋଲି…
ରକ୍ତଦାନ କରିବାକୁ ଶରୀରରେ ଗୋଟିଏ ବି ଟାଟୁ କରି ନାହାନ୍ତି ଏହି ଶ୍ରେଷ୍ଠ ଫୁଟବଲ ଖେଳାଳି, ନିଜେ ଜଣେ ବୋନ୍ ମ୍ୟାରୋ ଡୋନର୍
ପ୍ରାୟତଃ ଖେଳାଳିମାନେ ନିଜ ହେୟାରଷ୍ଟାଇଲ୍, ବିଳାସପୂର୍ଣ୍ଣ କାର୍, ପୋଷାକ ସାଙ୍ଗକୁ ଶରୀରରେ ବିଭିନ୍ନ ପ୍ରକାର ଟାଟୁକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ହେଲେ ସର୍ବଶ୍ରେଷ୍ଠ ଫୁଟବଲ ଖେଳାଳି ମଧ୍ୟରେ ଗଣନା କରାଯାଉଥିବା କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଦେହରେ ଗୋଟିଏ ମଧ୍ୟ ଟାଟୁ ଦେଖିବାକୁ ମିଳେନାହିଁ।…
Archives


