Home Left

ସାରା ରାତି ଅନ୍ଧାରରେ ପାକିସ୍ତାନ

ଇସଲାମାବାଦ୍‌,୧୦।୧: ପାକିସ୍ତାନ ଶନିବାର ରାତି ସାରା ଅନ୍ଧାରରେ ରହିଛି। ବିଦ୍ୟୁତ୍‌ ଯୋଗାଣ ବାଧାପ୍ରାପ୍ତ ହେବାରୁ ଏଭଳି ସ୍ଥିତି ସୃଷ୍ଟି ହୋଇଛି। ଫଳରେ ରାଜଧାନୀ ଇସଲାମାବାଦଠାରୁ ଆରମ୍ଭ କରି ଲାହୋର, ପେଶଓ୍ବର, ରାଓ୍ବଲପିଣ୍ଡି ଏବଂ କରାଚି ଆଦି ଦେଶର ସମସ୍ତ ସହର ବାସିନ୍ଦା…

ହାଇକୋର୍ଟ ଗଲେ ଅଯୋଧ୍ୟା ବାସିନ୍ଦା

ବାରାଣସୀ,୧୦।୧: ୧୯୯୨ ବାବ୍ରି ମସ୍‌ଜିଦ୍‌ ଭଙ୍ଗା ମାମଲାରେ ନିର୍ଦ୍ଦୋଷରେ ଖଲାସ ହୋଇଥିବା ୩୨ଜଣଙ୍କ ବିରୋଧରେ ଆଲ୍ଲାହାବାଦ୍‌ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ଅଯୋଧ୍ୟାର ୨ବାସିନ୍ଦା। ୨୦୨୦ ସେପ୍ଟେମ୍ବର ୩୦ରେ ସିବିଆଇ କୋର୍ଟ ଭାଜପା ନେତା ଲାଲ୍‌କୃଷ୍ଣ ଆଡଭାନୀ ଏବଂ ମୁରଲୀ ମନୋହର ଜୋଷୀଙ୍କ…

ହ୍ବାଇଟ୍‌ ହାଉସ୍‌ରେ ସାବ୍ରିନା ସିଂ

ଓ୍ବାଶିଂଟନ୍‌, ୧୦ା୧: ଆମେରିକାର ନବ ନିର୍ବାଚିତ ଉପରାଷ୍ଟ୍ରପତି କମଲା ହାରିସ୍‌ଙ୍କ ଡେପୁଟି ପ୍ରେସ୍‌ ସେକ୍ରେଟାରୀ ଭାବେ ମନୋନୀତ ହୋଇଛନ୍ତି ଭାରତୀୟ ବଂଶୋଦ୍ଭବ ସାବ୍ରିନା ସିଂ। ହାରିସ୍‌ ଓ ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ କ୍ୟାମ୍ପେନିଂରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ରହିଥିଲା। ସେ…

ଇତିହାସ ରଚିବେ ମହିଳା ପାଇଲଟ୍‌

ନୂଆଦିଲ୍ଲୀ, ୧୦ା୧: ଇତିହାସ ରଚିବାକୁ ଯାଉଛନ୍ତି ଏୟାର ଇଣ୍ଡିଆର ମହିଳା ପାଇଲଟ୍‌। କ୍ୟାପ୍‌ଟେନ୍‌ ଜୋୟା ଅଗ୍ରଓ୍ବାଲଙ୍କ ଟିମ୍‌ ବିଶ୍ୱର ଦୀର୍ଘତମ ରୁଟ୍‌ରେ ବିମାନ ଚଳାଇ କର୍ନାଟକର ବେଙ୍ଗାଲୁରୁରେ ଅବତରଣ କରିବେ। ଏଭଳି ବିରଳ କୀର୍ତ୍ତିରେ ଭାରତୀୟ ମହିଳା ନୂଆ ରେକର୍ଡ କରିଛନ୍ତି।…

ଇଣ୍ଡୋନେସିଆ ବିମାନ ଦୁର୍ଘଟଣା

ଜାକର୍ତ୍ତା, ୧୦।୧: ଇଣ୍ଡୋନେସିଆର ଶ୍ରୀଓ୍ବିଜୟ ଏୟାର ପାସେଞ୍ଜର ଜେଟ୍‌ ଶନିବାର ଦୁର୍ଘଟଣାଗ୍ରସ୍ତ ହୋଇ ସମୁଦ୍ରରେ ଖସିପଡ଼ିଛି। ବିମାନର ଭଗ୍ନାବଶେଷ ମିଳିବା ପରେ ନୌସେନା ଜାହାଜ ସେଠାକୁ ପଠାଯାଇଛି। ୬୨ ଲୋକଙ୍କୁ ନେଇ ଯାଉଥିବା ଫ୍ଲାଇଟ୍‌ ଏସ୍‌ଜେ ୧୮୨ ବିମାନବନ୍ଦରଠାରୁ ୨୦ କିଲୋମିଟର…

ହ୍ରିତିକଙ୍କ ଅସଫଳ ଦାମ୍ପତ୍ୟ ଜୀବନ: ବିବାହ ପରର ପ୍ରେମ ସମ୍ପର୍କ ଦାୟୀ…

ମୁମ୍ବାଇ,୧୦।୧: ବଲିଉଡ୍‌ ସୁପର ଷ୍ଟାର ହ୍ରିତିକ ରୋଶନଙ୍କୁ ରବିବାର ୪୬ ବର୍ଷ ପୂରଣ ହୋଇଛି। ସେ ୪୭ ବର୍ଷରେ ପାଦ ଦେଇଛନ୍ତି। ୧୯୭୪ ଜାନୁୟାରୀ ୧୦ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ବାଲ୍ୟ ବାନ୍ଧବୀ ସଞ୍ଜୟ ଖାଁଙ୍କ ଝିଅ ସୁଜେନ ଖାଁଙ୍କ…

ବୁମ୍‌ରା, ସିରାଜଙ୍କୁ ବର୍ଣ୍ଣବୈଷମ୍ୟ ଆକ୍ଷେପ: ମ୍ୟାଚ ରେଫରିଙ୍କ ନିକଟରେ ବିସିସିଆଇର ଅଭିଯୋଗ

ସିଡ୍‌ନୀ,୧୦।୧(ପି.ଟି.): ତୃତୀୟ ଟେଷ୍ଟର ତୃତୀୟ ଦିବସରେ ଏକ ଅଭାବନୀୟ ଘଟଣା ଘଟିଛି। ଭାରତୀୟ ଦ୍ରୁତ ବୋଲର ଯଶପ୍ରୀତ୍‌ ବୁମ୍‌ରା ଓ ମହମ୍ମଦ ସିରାଜ ବର୍ଣ୍ଣବୈଷମ୍ୟ ଆକ୍ଷେପର ଶିକାର ହୋଇଛନ୍ତି। ଜଣେ ମଦ୍ୟପ ଦର୍ଶକ ଏହି ଦୁଇଜଣଙ୍କୁ ବର୍ଣ୍ଣବୈଷମ୍ୟ ଆକ୍ଷେପ କରିଥିଲେ। ଫଳରେ…

ପ୍ରେମ ବିବାହ ସମ୍ପର୍କରେ ସୂଚନା ଦିଏ ଏସବୁ…

ବିବାହ ଆରେଞ୍ଜ୍‌ ନା ଲଭ୍‌ ହେବ ସେ ନେଇ ଯୁବବର୍ଗଙ୍କ ମଧ୍ୟରେ ଉତ୍ସୁକତା ଦେଖାଦେଇଥାଏ । ତେବେ ପାଦର ଆଙ୍ଗୁଠି ହାତର ଆଙ୍ଗୁଠିରୁ ପ୍ରେମ ବିବାହ ସମ୍ପର୍କରେ ସୂଚନା ମିଳିଥାଏ। ଏନେଇ ଜ୍ୟୋତିଷ ଶାସ୍ତ୍ରରେ ଉଲ୍ଲେଖ ରହିଛି। ପାଦର ବୁଢ଼ା ଆଙ୍ଗୁଠି…

ଆହତ ଜାଡେଜା ଚତୁର୍ଥ ଟେଷ୍ଟରୁ ବାଦ୍:‌ ଇଞ୍ଜୁରି ସତ୍ତ୍ୱେ ପନ୍ତ ଦ୍ୱିତୀୟ ଇନିଂସରେ ବ୍ୟାଟିଂ କରିବେ

ସିଡ୍‌ନୀ, ୧୦।୧(ପି.ଟି.): ଭାରତ ପାଇଁ ଏବେ ଖରାପ ସମୟ ଚାଲିଛି। ତୃତୀୟ ଟେଷ୍ଟର ତୃତୀୟ ଦିବସରେ ଭାରତର ଦୁଇଜଣ ଖେଳାଳି ରବୀନ୍ଦ୍ର ଜାଡେଜା ଓ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ବ୍ୟାଟିଂ କରିବା ଅବସରରେ ଆହତ ହୋଇଛନ୍ତି। ଫଳରେ ଭାରତକୁ ଡବଲ…

କସମେଟିିକ୍ସ୍ ବ୍ୟବହାର ସମୟରେ ରୁହନ୍ତୁ ସତର୍କ…

ସମ୍ପ୍ରତି ବିନା କସମେଟିକ୍ସରେ ବାହାରକୁ ବାହାରିବା ଲାଗି କେହି ପ୍ରାୟ ପସନ୍ଦ କରୁନାହାଁନ୍ତି। କିନ୍ତୁ କସମେଟିକ୍ସ ଯେ ଚେହେରା ଉପରେ ଖରାପ ପ୍ରଭାବ ପକାଇଥାଏ ଏକଥା ଅନେକକୁ ଜଣା ନ ଥାଏ। କସମେଟିକ୍ସ ତଥା ଲୋଶନରେ କ୍ଷତିିକାରକ ରାସାୟନିକ ପଦାର୍ଥ ମିଶି…

ପୂଜାରାଙ୍କ ମନ୍ଥର ବ୍ୟାଟିଂକୁ ନେଇ ଚର୍ଚ୍ଚା

ସିଡ୍‌ନୀ,୧୦।୧(ପି.ଟି.): ଭାରତ ପ୍ରଥମ ଇନିଂସରେ ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୂଜାରାଙ୍କ ମନ୍ଥର ବ୍ୟାଟିଂକୁ ନେଇ ବେଶ୍‌ ଚର୍ଚ୍ଚା ହୋଇଛି। ପୂଜାରା ପ୍ରଥମ ଇନିଂସରେ ୧୭୬ ବଲ ଖେଳି ୫ ଚୌକା ସହ ୫୦ ରନର ଅର୍ଦ୍ଧଶତକୀୟ ପାଳି ଖେଳି ଆଉଟ ହୋଇଥିଲେ।…

ନିଜେ ବିଛାଇଥିବା ବିଦ୍ୟୁତ୍‌ ତାରରେ ଯୁବକଙ୍କ ଜୀବନ ଗଲା

ରିଆମାଳ୯।୧: ଦେବଗଡ଼ ଜିଲା ରିଆମାଳ ଥାନା ଅଧୀନ ଶ୍ୟାମପାଲି ଗ୍ରାମର ଏକ ବଗିଚାରେ ବାର୍‌ହା ଶିକାର ପାଇଁ ନିଜେ ବିଛାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଶନିବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ପ୍ରଦୀପ ପ୍ରଧାନ (୩୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?