Home Left

ସରକାରଙ୍କ ବଡ଼ ନିଷ୍ପତ୍ତି: ଲିଟର ପିଛା ୩ ଟଙ୍କା ବଢ଼ିଲା କ୍ଷୀର ଦାମ୍‌

ନୂଆଦିଲ୍ଲୀ,୩୧।୮: ତାମିଲନାଡୁ ସରକାର ରାଜ୍ୟର ଦୁଗ୍ଧ ଚାଷୀଙ୍କୁ ଆଶ୍ୱସ୍ତି ଦେଇ ଆଭିନ ପାଇଁ କ୍ଷୀର କ୍ରୟ ମୂଲ୍ୟ ପୁଣିଥରେ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି। ସୋମବାର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ କ୍ଷୀର କ୍ରୟ ମୂଲ୍ୟରେ ଲିଟର ପିଛା ୩ ଟଙ୍କା…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ଦିବ୍ୟାଙ୍ଗ ନାବାଳିକା ଅପହରଣ: ଯୁବକ ଗିରଫ, ବଳାତ୍କାର ମାମଲାରେ…

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ଜଣେ ୫ ବର୍ଷୀୟା ଦିବ୍ୟାଙ୍ଗ ନାବାଳିକାଙ୍କୁ ଅପହରଣ ଘଟଣାରେ ଛତ୍ରପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ରାଜପୁର ଗ୍ରାମର ଧ୍ରୁବ ଗୌଡ଼ ବୋଲି…

୪୦ ବର୍ଷ ବୟସରେ ମା’ ହେବେ ଏହି ଅଭିନେତ୍ରୀ: ପ୍ରଶଂସକଙ୍କୁ ଦେଲେ ଗୁଡ୍‌ନ୍ୟୁଜ୍‌

ଟିଭି ତଥା ଚଳଚ୍ଚିତ୍ର ଅଭିନେତ୍ରୀ କାଶ୍ମୀରା ଇରାନୀ ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ୪୦ ବର୍ଷ ବୟସରେ ପ୍ରଶଂସକଙ୍କ ଏହି ଖୁସି ଖବର ଶେୟାର କରିଛନ୍ତି କାଶ୍ମୀରା। ସେ ଏକ ସୁନ୍ଦର ଫଟୋ ସହିତ ତାଙ୍କର ଗର୍ଭଧାରଣର ଘୋଷଣା କରିଛନ୍ତି। ଇନଷ୍ଟାଗ୍ରାମ…

କଟକ ରେଳଷ୍ଟେଶନ ଅଞ୍ଚଳରୁ ନାବାଳିକାଙ୍କୁ ଅପହରଣ କରିନେଇଥିଲେ ବୃଦ୍ଧ, ଏଇଠୁ ମିଳିଲା ପତ୍ତା

କଟକ,୩୧।୮(ପ୍ରଭୁକଲ୍ୟାଣ ପାଲ୍): ଉଦ୍ଧାର ହେଲେ ୭ ବର୍ଷୀୟା ନାବାଳିକା । ଗତ ଦୁଇ ଦିନ ପୂର୍ବରୁ କଟକ ଶିଖରପୁର ନିକଟସ୍ଥ ରେଳ ଷ୍ଟେଶନ ନିକଟରୁ ଅପହରଣ ହୋଇଥିଲେ । ତେବେ ଜଣେ ବୃଦ୍ଧ ନାବାଳିକାଙ୍କୁ ଅପହରଣ କରିବା ନେଇ ଅଭିଯୋଗ ହୋଇଥିଲା…

ସେପ୍ଟେମ୍ବର ଆରମ୍ଭରୁ ଏହି ୩ ରାଶିଙ୍କ ଉପରେ ବିପଦ! ଶନି-ଶୁକ୍ରଙ୍କ ଷଡ଼ାଷ୍ଟକ ଯୋଗ କରିବ ସର୍ବନାଶ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଆସନ୍ତା ୨ ସେପ୍ଟେମ୍ବରରେ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ କରିବେ। ଶୁକ୍ର କନ୍ୟା ରାଶିରୁ ବାହାରି ତୁଳା ରାଶିରେ ଗୋଚର କରିବେ। ଅନ୍ୟପଟେ ଶନି ବର୍ତ୍ତମାନ ମୀନ ରାଶିରେ ଅବସ୍ଥିତ ଅଛନ୍ତି। ଫଳରେ ଶୁକ୍ର ଓ ଶନିଙ୍କ…

ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବାକୁ ଯାଉଥିଲେ ବୈଭବ, ହେଲେ…

ନୂଆଦିଲ୍ଲୀ,୩୧।୮: ଦୁଲୀପ ଟ୍ରଫି ସେମିଫାଇନାଲରେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ପୁଣିଥରେ ଚର୍ଚ୍ଚା ସୃଷ୍ଟି କରିଛନ୍ତି। ଇଷ୍ଟ ଜୋନ ପକ୍ଷରୁ ସେଣ୍ଟ୍ରାଲ ଜୋନ ବିପକ୍ଷରେ ବୈଭବ ୮୧ଟି ବଲରେ ୯୨ ରନ କରି ଆଉଟ ହୋଇଥିଲେ। ଯଦି ସେ…

ସରକାରୀ ବସ୍‌ରେ ଖୋଲାମେଲାରେ ଯାତାୟାତ କରୁଛନ୍ତି ଯାତ୍ରୀ: ଅଭିଯୋଗ ଆଣିଲେ ଯୁବ ସମାଜସେବୀ

ଦାରିଙ୍ଗବାଡି, ୩୧।୮(ଅରୁଣ ସାହୁ):ଗଞ୍ଜାମର ବ୍ରହ୍ମପୁରରୁ କନ୍ଧମାଳ ଜିଲା ବାଲିଗୁଡାକୁ ଦାରିଙ୍ଗବାଡି ଦେଇ ସରକାରୀ ବସ ଚଳାଚଳ କରୁଛି। ଏହି ଯାତ୍ରୀବାହୀ ବସର ଡୋର ଗ୍ଲାସଟି ଭାଙ୍ଗି ଯାଇଥିବାରୁ ଖୋଲାମେଲାରେ ଯାତ୍ରୀମାନେ ଯାତାୟାତ କରୁଛନ୍ତି। ଏନେଇ ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ ସିକପାଟା…

ଧୋନୀ ମାଗୁଛନ୍ତି ୨୫% ଅଂଶଧନ! ଏମିତି ଜବାବ ଦେଲା CSK

ନୂଆଦିଲ୍ଲୀ,୩୧।୮: ଏମଏସ ଧୋନୀ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଥିବା ସମ୍ପର୍କକୁ ଆଇପିଏଲର ସବୁଠାରୁ ସ୍ବତନ୍ତ୍ର ସମ୍ପର୍କ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ଧୋନୀଙ୍କ ଅଧିନାୟକତ୍ୱରେ ସିଏସକେ ଅନେକ ଥର ଟାଇଟଲ ଜିତିଛି ଏବଂ ସେ ଫ୍ରାଞ୍ଚାଇଜର ସବୁଠାରୁ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନ: ସେପ୍ଟେମ୍ବର ପ୍ରଥମରୁ ଏହି ୩ ରାଶିଙ୍କ ସୁବର୍ଣ୍ଣ ଦିନ ଆରମ୍ଭ! ମନଚାହାଁ ଫଳ ମିଳିବ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଗୋଚର ଏବଂ ନକ୍ଷତ୍ର ପରିବର୍ତ୍ତନକୁ ବେଶ ଗୁରୁତ୍ୱ ଦିଆଯାଏ। ଆସନ୍ତା ୨ ସେପ୍ଟେମ୍ବର ୨୦୨୬, ଦିନ ୧ଟା ୨୫ ମିନିଟରେ ମଙ୍ଗଳ ପୁନର୍ବସୁ ନକ୍ଷତ୍ରରେ ପ୍ରବେଶ କରିବେ। ସେ ଏହି ନକ୍ଷତ୍ରରେ ୨୪ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ…

ଟିଚ୍‌ କନ୍ଧମାଳ: ଲାଲ ବାହାଦୁର ବିଦ୍ୟାପୀଠରେ ପାଠ ପଢ଼ାଇଲେ ବିଡିଓ ପ୍ରୀତିରଞ୍ଜନ, ସିଆଙ୍ଗବାଲିରେ ଉପଜିଲାପାଳ

ଦାରିଙ୍ଗବାଡ଼ି, ୩୧/୮ (ଅରୁଣ ସାହୁ): କନ୍ଧମାଳ ଜିଲା ରେ ଶିକ୍ଷାର ବିକାଶ ଓ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ବୃଦ୍ଧି ଉଦ୍ଦେଶ୍ୟରେ ଜିଲାର ବିଭିନ୍ନ ବିଭାଗର ଉଚ୍ଚପଦାଧିକାରୀମାନେ ବିଦ୍ୟାଳୟକୁ ଯାଇ ଶିକ୍ଷାଦାନ କରିଛନ୍ତି। ‘ଟିଚ୍‌ କନ୍ଧମାଳ’ କାର୍ଯ୍ୟକ୍ରମ ଅଧୀନରେ ଏହି…

ବୈଭବଙ୍କ ବଡ଼ କାରନାମା: ନାଁରେ କଲେ ଏମିତି ରେକର୍ଡ ଯାହା ଇତିହାସରେ କେହି କରିନଥିଲେ!

ନୂଆଦିଲ୍ଲୀ, ୩୧।୮: ମାତ୍ର ୧୫ ବର୍ଷ ବୟସରେ ଭାରତୀୟ କ୍ରିକେଟରେ ଲଗାତାର ରେକର୍ଡ କରି ଚାଲିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏବେ ଦୁଲୀପ ଟ୍ରଫି ୨୦୨୬ର ସେମିଫାଇନାଲରେ ଆଉ ଏକ ବଡ଼ କୀର୍ତ୍ତି ହାସଲ କରିଛନ୍ତି ଏହି ଯୁବ ବ୍ୟାଟର। ସେ ଦୁଲୀପ…

୫ ବର୍ଷ ପରେ ଟିମ୍‌ଇଣ୍ଡିଆକୁ ଫେରିପାରନ୍ତି ଏହି ୩୫ ବର୍ଷୀୟ ବୋଲର୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୯।୮: ଗତ ପାଞ୍ଚ ବର୍ଷ ଧରି ଭାରତୀୟ ଦଳରୁ ବାହାରେ ଥିବା କୃଣାଲ ପାଣ୍ଡ୍ୟା ପୁଣି ଦଳକୁ ଫେରିପାରନ୍ତି। ଦଳ ପରିଚାଳନା ନିୟମିତ ଭାବରେ ନୂତନ ଖେଳାଳିଙ୍କ ଆଡକୁ ମୁହାଁଇଥିବାବେଳେ, ୩୫ ବର୍ଷୀୟ କୃଣାଲ ପାଣ୍ଡ୍ୟାଙ୍କ ପୁଣି ଦଳକୁ ଫେରିବେ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?