Home Left

ଭାରତକୁ ଧମକ ଦେଉଛି ଚାଇନା ଗଣମାଧ୍ୟମ!

ବେଜିଂ,୧।୯: ଭାରତ-ଚାଇନା ସୀମା ବିବାଦ ବେଳକୁ ବେଳ ବଢିବାରେ ଲାଗିଛି। ତେବେ ଏହାକୁ କମ୍‌ କରିବାକୁ ବ୍ରିଗେଡ କମାଣ୍ଡର ସ୍ତରରେ ଆଲୋଚନା କରାଯାଉଛି। ଅନୁମାନ କରାଯାଉଛି କି ଏହି ସମୟରେ ପୋଙ୍ଗୟାଙ୍ଗ ହ୍ରଦର ଦକ୍ଷିଣ ଉପକୂଳର ସ୍ଥିତି ସମ୍ପର୍କରେ ଆଲୋଚନା କରାଯିବ।…

ଭଦ୍ରକରୁ ପୁଣି ୯୪ କରୋନା ଆକ୍ରାନ୍ତ ଚିହ୍ନଟ: ସମସ୍ତେ ସ୍ଥାନୀୟ ଅଞ୍ଚଳର

ଭଦ୍ରକ ଅଫିସ,୧।୯: ଭଦ୍ରକ ଜିଲାରୁ ମଙ୍ଗଳବାର ୯୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି l ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୭୨୭କୁ ବୃଦ୍ଧି ପାଇଛି। ତେବେ ଚିହ୍ନଟ ସମସ୍ତ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି।…

୫ ମାସ ପରେ ଏହି କାମ କଲେ ଅଭିନେତ୍ରୀ ମଲାଇକା ଅରୋରା

ବଲିଉଡ୍‌ ଅଭିନେତ୍ରୀ ମଲାଇକା ଅରୋରା ନିଜର ଅଭିନୟ ଏବଂ ଫିଟ୍‌ନେସ୍‌ ପାଇଁ ବେଶ୍‌ ପରିଚିତ। ଅର୍ଜୁନ କପୁରଙ୍କ ସହ ପ୍ରେମ ସମ୍ପର୍କକୁ ନେଇ ମଧ୍ୟ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହିଥାନ୍ତି। ନିଜର ବ୍ୟାୟାମ, ସ୍ବାସ୍ଥ୍ୟ ଏବଂ…

ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କୁ ଏହି ନିବେଦନ କଲେ କ୍ରିକେଟର ସୁରେଶ ରାଇନା

ଜଳନ୍ଧର,୧।୯: ପୂର୍ବତନ ଭାରତୀୟ କ୍ରିକେଟର ସୁରେଶ ରାଇନା ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଏବଂ ପଞ୍ଜାବ ପୋଲିସ ନିକଟରେ ସହାୟତା ପାଇଁ ନିବେଦନ କରିଛନ୍ତି। ଅଗଷ୍ଟ ୧୯ରେ ପଠାନକୋଟ ଅନ୍ତର୍ଗତ ମାଧୋପୁର ଅଞ୍ଚଳର ଥାରିଆଲ ଗ୍ରାମରେ ଥିବା ସୁରେଶ ରାଇନାଙ୍କ…

ବଜ୍ରପାତରେ କୃଷକଙ୍କ ଜୀବନଗଲା

ବାଲେଶ୍ୱର ଅଫିସ,୧।୯: ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅଧୀନ ଗୋବରଘାଟା ଗ୍ରାମରେ ମଙ୍ଗଳବାର ପୂର୍ବାହ୍ନରେ ବଜ୍ରପାତରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ କାର୍ତ୍ତିକ ମହାନ୍ତି (୩୫)। କାର୍ତ୍ତିକ ବିଲକୁ ଯାଉଥିବା ସମୟରେ ବର୍ଷା ସାଙ୍ଗକୁ ବଜ୍ରପାତ ହୋଇଥିଲା। ଏଥିରେ ସେ…

ଡିଜେ ଡ୍ୟାନ୍ସ୍‌ରେ ଫାଙ୍କା ଗୁଳି ଚାଳନା: ଭିଡ଼ିଓ ଭାଇରାଲ

ଲକ୍ଷ୍ନୌ, ୧।୯: ଡିଜେ ଡ୍ୟାନ୍ସ୍‌ ସମୟରେ ଜଣେ ବ୍ୟକ୍ତି ମହିଳାଙ୍କ ସହିତ ନାଚୁଥିବା ସମୟରେ ଖୁସିରେ ଫାଙ୍କା ଗୁଳି ଚାଳନା କରୁଥିବାର ଏକ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓଟି ଉତ୍ତରପ୍ରଦେଶର ମିର୍ଜାପୁର ଅଞ୍ଚଳର ବୋଲି କୁହାଯାଉଛି।…

ଧସିଲା ବୈତରଣୀ ବନ୍ଧ: ୧୫ ପରିବାର ଆତଙ୍କିତ

ଧାମନଗର,୯।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ହସନାବାଦ ପଞ୍ଚାୟତ ଉପର ଅସ୍ତକ ଗ୍ରାମରେ ଥିବା ଗୋପବନ୍ଧୁ ନଗର ପୋଷ୍ଟ ଅଫିସ ନିକଟରେ ପ୍ରାୟ ୩୦ ଫୁଟ ଲମ୍ବର ବନ୍ଧ ନଦୀ ଗର୍ଭକୁ ଧସିଯାଇଛି। ଏଥିରେ ୧୫ ପରିବାର ଆତଙ୍କିତ ଅବସ୍ଥାରେ ରହିଛନ୍ତି…

ବରଗଡ଼ରୁ ପୁଣି ୬୧ କରୋନା ପଜିଟିଭ ଚିହ୍ନଟ: ଜାଣନ୍ତୁ କେଉଁ ଅଞ୍ଚଳରୁ କେତେ…

ବରଗଡ଼ ଅଫିସ,୧।୯: ବରଗଡ଼ ଜିଲାରୁ ମଙ୍ଗଳବାର ପୁଣି ୬୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ବରଗଡ଼ ପୌରାଞ୍ଚଳର ୨୮, ବରଗଡ଼ ବ୍ଲକର ୪, ବରପାଲି ବ୍ଲକର ୩, ବରପାଲି ଏନ୍‌ଏସିର ୮, ବିଜେପୁର ବ୍ଲକର ୧,…

ସୁଶାନ୍ତ ଅଧାରାତିରୁ ଉଠି କାନ୍ଦୁଥିଲେ: ହନୁମାନଙ୍କ ମୂର୍ତ୍ତିକୁ କୁଣ୍ଢାଇ ଧରୁଥିଲେ

ମୁମ୍ବାଇ, ୧।୯: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାର ରହସ୍ୟ ଏବେ ବି ଜଣାପଡ଼ିନି। ଏହାର ଯାଞ୍ଚ୍‌ ସିବିଆଇ କରୁଛି। ଇତିମଧ୍ୟରେ ବହୁ ଲୋକଙ୍କୁ ପଚରା ଉଚରା କରାଯାଇଛି। ପଚରା ଉଚରା ସମୟରେ ସୁଶାନ୍ତଙ୍କ ପୂର୍ବତନ ହାଉସ୍‌ ମ୍ୟାନେଜର…

କରୋନା ଯୋଗୁ ମିଳିଲାନି ଗନ୍‌ କ୍ୟାରେଜ, ଭ୍ୟାନରେ ଗଲା ପୂର୍ବତନ ରାଷ୍ଟ୍ରପତିଙ୍କ ପାର୍ଥିବ ଶରୀର

ନୂଆଦିଲ୍ଲୀ,୧।୯: ଦେଶର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କିଛିଦିନର ଅସୁସ୍ଥତା ପରେ ସୋମବାର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ବ୍ରେନ୍‌ ସର୍ଜରୀ ସହ କରୋନାରେ ଆକ୍ରାନ୍ତ ଥିବା ମୁଖାର୍ଜୀଙ୍କର ୮୪ ବର୍ଷ ବୟସରେ ପରଲୋକ ହୋଇଛି। ମଙ୍ଗଳବାର ଦିଲ୍ଲୀର ଲୋଧିରୋଡ ଶ୍ମଶାନ…

ଦାନ୍ତ ବିନ୍ଧୁଥିଲେ…

ଦାନ୍ତ ଯନ୍ତ୍ରଣା ଖୁବ୍‌ କଷ୍ଟଦାୟକ। ଯାହାକୁ ଦୂର କରିବାକୁ ସାଧାରଣତଃ ସମସ୍ତେ ପେନ୍‌କିଲର ଉପରେ ନିର୍ଭର କରିଥାନ୍ତି। ହେଲେ ବାରମ୍ବାର ଏହାର ବ୍ୟବହାର ସ୍ବାସ୍ଥ୍ୟ ପ୍ରତି ହିତକର ନୁହେଁ। ତେଣୁ ଆପଣ ଚାହିଁଲେ ନିଜର ହେଉ କିମ୍ବା ପରିବାରର କୌଣସି ସଦସ୍ୟଙ୍କ…

ସିଙ୍ଗାପୁର ସିଫ୍ଟ ହେବେ ଅଭିନେତ୍ରୀ କାଜଲ: ଝିଅପାଇଁ ନେଲେ ଏଭଳି ପଦକ୍ଷେପ

କରୋନା ଭାଇରସ ଯୋଗୁ ସମସ୍ତ ବିଶ୍ୱ ଏବେ ଚିନ୍ତାରେ। ଏହାକୁ ଏଡ଼ାଇବା ପାଇଁ ସମସ୍ତେ ନିଜ ଘରେ ରହିବାକୁ ପସନ୍ଦ କରୁଛନ୍ତି। ବଲିଉଡ୍‌ କଳାକାରମାନେ ମଧ୍ୟ ନିଜ ପିଲାମାନଙ୍କ ପାଇଁ ଚିନ୍ତା କରୁଛନ୍ତି। ଅଭିନେତା ଅଜୟ ଦେବଗନ୍‌ ଏବଂ କାଜଲଙ୍କୁ ଝିଅ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri