Home Left

ତ୍ୱଚା ଅନୁସାରେ ସାବୁନ

ବର୍ତ୍ତମାନ ବିଭିନ୍ନ ବ୍ରାଣ୍ଡର ଭଳିକି ଭଳି ସୁଗନ୍ଧଯୁକ୍ତ ସାବୁନ ମାର୍କେଟରେ ଉପଲବ୍ଧ। ହେଲେ ପ୍ରତ୍ୟେକ ସାବୁନ ଯେ ସମସ୍ତଙ୍କୁ ସୁଟ କରିବ ତାହା କହିବା କଷ୍ଟକର। ତେଣୁ କେଉଁ ସାବୁନ କେଉଁଭଳି ସ୍କିନ୍‌ ପାଇଁ ବ୍ୟବହାର କରିବା ଭଲ ଜାଣି ରଖନ୍ତୁ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ଅନ୍ତିମ ବିଦାୟ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧।୯: ଦେଶର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କର ସୋମବାର ପରଲୋକ ହୋଇଛି। ଦିଲ୍ଲୀସ୍ଥିତ ଆର୍ମି ହସ୍ପିଟାଲରେ ତାଙ୍କର ପରଲୋକ ହେବାପରେ ତାଙ୍କର ପାର୍ଥିବ ଶରୀରକୁ ଶେଷ ଦର୍ଶନ ପାଇଁ ୧୦ ରାଜାଜୀ ମାର୍ଗରେ ରଖାଯାଇଛି। ମଙ୍ଗଳବାର ସକାଳେ ରାଷ୍ଟ୍ରପତି ରାମନାଥ କୋବିନ୍ଦ,…

ଏଚ୍‌ଆଇଭି ପଜିଟିଭ ସତ୍ତ୍ୱେ ବିବାହ କଲେ ଯୁବକ: ସ୍ତ୍ରୀ ଆକ୍ରାନ୍ତ ହେବାରୁ ନେଲେ ଏଭଳି ପଦକ୍ଷେପ

ଚଣ୍ଡିଗଡ଼, ୧।୯: ହରିୟାଣାର ଜିନ୍ଦର ଜଣେ ଯୁବକ ଏଚ୍‌ଆଇଭି ସଂକ୍ରମିତ ହୋଇଥିଲେ। ଏହାକୁ ଲୁଚାଇ ସେ ବିବାହ କଲେ। ପରେ ତାଙ୍କ ସ୍ତ୍ରୀ ମଧ୍ୟ ଏଥିରେ ସଂକ୍ରମିତ ହେଲେ। ଏହା ଜଣାପଡ଼ିବା ପରେ ପୀଡିତା ସ୍ତ୍ରୀ ମହିଳା ପୋଲିସ ଷ୍ଟେଶନରେ ସ୍ବାମୀଙ୍କ…

ଆରଜନ୍ମରେ ଘୋଡା ହୋଇ ଜନ୍ମ ନେବାକୁ ଚାହୁଁଥିଲେ ପ୍ରଣବ ମୁଖାର୍ଜୀ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧।୮: ଦୀର୍ଘ ଦିନର ଅସୁସ୍ଥତା ପରେ ସୋମବାର ପୂର୍ବତନ ରାଷ୍ଟ୍ରପତି ମୁଖାର୍ଜୀଙ୍କ ଦେହାନ୍ତ ହୋଇଥିଲା। ସେ ଆର୍ମି ରିସର୍ଚ୍ଚ ଏବଂ ରେଫରାଲ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା। ପ୍ରଣବ ମୁଖାର୍ଜୀଙ୍କ ଦେହାନ୍ତରେ ସାରା ଦେଶରେ ଶୋକର…

ଅକ୍ଟୋବରରେ ଖୋଲିପାରେ ନନ୍ଦନକାନନ

ବାରଙ୍ଗ,୧।୯(ଡି.ଏନ୍‌.ଏ.): କରୋନା ପାଇଁ ପ୍ରାଣୀ ଉଦ୍ୟାନ ନନ୍ଦନକାନନ ୫ମାସରୁ ଊର୍ଦ୍ଧ୍ୱ ହେବ ବନ୍ଦ ରହିଛି। ତେବେ ଅକ୍ଟୋବର ପ୍ରଥମ ସପ୍ତାହରେ ନନ୍ଦନକାନନ ଖୋଲିବା ପାଇଁ ଆଲୋଚନା ଆରମ୍ଭ ହୋଇଛି। ନନ୍ଦନକାନନ ପକ୍ଷରୁ ଏଥିପାଇଁ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଥିବା ଜଣାପଡ଼ିଛି। ନନ୍ଦନକାନନ ଖୋଲିଲେ…

କରୋନା ପାଇଁ ଇଞ୍ଜେକଶନ ନୁହେଁ ବରଂ ଭଲ କାମ କରିବ ନାଜାଲ ସ୍ପ୍ରେ!

ଲଣ୍ଡନ,୧।୯: କରୋନା ଭାଇରସକୁ ଦୂରେଇବାକୁ ଏବେ ବିଭିନ୍ନ ଦେଶରେ ଶହ ଶହ ଭ୍ୟାକ୍ସିନ ପ୍ରସ୍ତୁତିରେ ଲାଗିପଡିଛନ୍ତି ବିଶେଷଜ୍ଞମାନେ। ହେଲେ କରୋନା ଭ୍ୟାକ୍ସିନ କେମିତି ହୋଇଥିବ କେମିତି ଶରୀରରେ କାମ କରିବ ତାକୁ ନେଇ ଏପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ତଥ୍ୟ ଦିଆଯାଇ ନାହିଁ।…

ପ୍ରଣବଙ୍କ ବିୟୋଗରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ

ଭୁବନେଶ୍ୱର, ୧।୯ (ବ୍ୟୁରୋ): ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ରାଜ୍ୟ ସରକାର ୭ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରିବାକୁ ଘୋଷଣା କରିଛନ୍ତି। ଅଗଷ୍ଟ ୩୧ ତାରିଖରୁ ସେପ୍ଟେମ୍ବର ୬ ତାରିଖ ପର୍ଯ୍ୟନ୍ତ ଏହି ଶୋକ ପାଳନ କରାଯିବ। ଏହି ସମୟରେ…

ପଡିଆକୁ ଯିବା ପୂର୍ବରୁ ଟଏଲେଟ୍‌ ଯାନ୍ତି, ରୋହିତ୍‌ ଶର୍ମାଙ୍କୁ ମୋଜା ମାଗନ୍ତି ଏହି କ୍ରିକେଟର୍‌

ଭାରତୀୟ କ୍ରିକେଟ ଦଳର ଦୁଇ ଓପନର୍‌ ରୋହିତ ଶର୍ମା ଏବଂ ଶିଖର ଧାଓ୍ବନଙ୍କ ମଧ୍ୟ ଭଲ ବନ୍ଧୁତା ଅଛି। ଦୁହେଁ କ୍ରିକେଟ୍‌ ପଡିଆରେ ଅନେକ ରେକର୍ଡ ମଧ୍ୟ ହାସଲ କରିଛନ୍ତି। ଦୁହେଁ ପରସ୍ପର ମଜା ମଧ୍ୟ କରନ୍ତି। ନିକଟରେ ଗୌରବ କପୁରଙ୍କ…

ସମ୍‌ରେ କରୋନା ଟିକାର ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷଣ ଖୁବ୍‌ଶୀଘ୍ର

ଭୁବନେଶ୍ୱର, ୧।୯(ବ୍ୟୁରୋ): ଭାରତର ନିଜସ୍ବ କୋଭିଡ୍‌-୧୯ ଟିକା ‘କୋଭାକ୍‌ସିନ’ର ଦ୍ୱିତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ଖୁବ୍‌ଶୀଘ୍ର ସମ୍‌ ହସ୍ପିଟାଲରେ ଆରମ୍ଭ ହେବ। ଏ ନେଇ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ପ୍ରଥମ ପର୍ଯ୍ୟାୟ ପରୀକ୍ଷଣ ପ୍ରକ୍ରିୟା ଜାରି ରହିଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟ…

ଭାଜପାର ‘ସେବା ହିଁ ସଙ୍ଗଠନ’ ଇ-ବୁକ୍‌ ଉନ୍ମୋଚିତ

ଭୁବନେଶ୍ୱର,୧।୯(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡାଙ୍କ ଆହ୍ବାନକ୍ରମେ ଭାଜପା କାର୍ଯ୍ୟକର୍ତ୍ତାମାନେ ଭାରତୀୟ ପରମ୍ପରା ‘ନର ସେବା-ନାରାୟଣ ସେବା’କୁ ସମ୍ମାନ ଜଣାନ୍ତୁ। ଏହି ଲକ୍‌ଡାଉନ ସମୟରେ ସ୍ବେଚ୍ଛାକୃତଭାବେ ସେମାନଙ୍କ ଅଞ୍ଚଳରେ ବାସ କରୁଥିବା ଗରିବ, ଦିନମଜୁରିଆ, ଦୁଃଖୀଜନ ତଥା…

ରାତିରେ ୯ ଘଣ୍ଟା ଶୋଇଲେ ମିଳିବ ୧ ଲକ୍ଷ ଟଙ୍କା! ଏହି କମ୍ପାନୀ ଦେଇଛି ଏମିତି ଅଫର

ବର୍ତ୍ତମାନ ସମୟରେ ଲୋକେ ଆବଶ୍ୟକତା ଠାରୁ ଅଧିକ କିମ୍ବା କମ୍‌ ଶୋଉଥିବା ଦେଖିବାକୁ ମିଳୁଛି। ଏପରି ସ୍ଥତିରେ ଶୋଇବା ଏକ କଷ୍ଟକର ଜିନିଷରେ ପରିଣତ ହେଉଛି। ଯାହା ଉପରେ ଆମର ନିୟନ୍ତ୍ରଣ ନାହିଁ। କିନ୍ତୁ ଏଥିରେ ଯଦି ନିୟନ୍ତ୍ରଣ କରିପାରିବେ ତେବେ…

ଖରିଫ ଧାନ ସଂଗ୍ରହ ପଞ୍ଜୀକରଣ ଅବଧି ସେପ୍ଟେମ୍ବର ୭କୁ ବଢ଼ିଲା

ଭୁବନେଶ୍ୱର,୧।୯(ବ୍ୟୁରୋ): ଖରିଫ୍‌ ଧାନ ସଂଗ୍ରହ ନିମନ୍ତେ ଚାଷୀମାନଙ୍କ ନାମ ପଞ୍ଜୀକରଣ ଅବଧି ଅଗଷ୍ଟ ୩୧ରୁ ସେପ୍ଟେମ୍ବର ୭କୁ ବୃଦ୍ଧି କରାଯାଇଛି। ରାଜ୍ୟର ବନ୍ୟା ପରିସ୍ଥିତି ଏବଂ କୋଭିଡ୍‌-୧୯ ସ୍ଥିତିକୁ ଦୃଷ୍ଟିରେ ରଖି ଚାଷୀମାନଙ୍କ ନାମ ପଞ୍ଜୀକରଣ ସମୟସୀମା ବୃଦ୍ଧି କରାଯାଇଛି ବୋଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri