ଗ୍ରାମାଞ୍ଚଳ, ଜନଜାତି ଅଞ୍ଚଳରେ ଶିକ୍ଷାର ପାର୍ଥକ୍ୟକୁ ଦୂର କରିବ ନୂଆ ଶିକ୍ଷାନୀତି: ଧର୍ମେନ୍ଦ୍ର
ଭୁବନେଶ୍ୱର,୧।୯(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ ଶିକ୍ଷା ନୀତି ୨୦୨୦ ତଥା ଏହାର ଅଧୀନରେ ଗଠିତ ସ୍ବତନ୍ତ୍ର ଶିକ୍ଷା ଜୋନ ଗ୍ରାମାଞ୍ଚଳ ତଥା ଜନଜାତି ଅଞ୍ଚଳରେ ଥିବା ଶିକ୍ଷାର ପାର୍ଥକ୍ୟକୁ ଦୂର କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିବ। ଓଡ଼ିଶା ସମେତ…
୨୫ ଓଏଏସ୍ ଅଫିସର୍ଙ୍କ ବଦଳି
ଭୁବନେଶ୍ୱର,୧।୯ (ବ୍ୟୁରୋ): ରାଜ୍ୟ ସରକାର ସୋମବାର ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ୨୫ ଜଣ ଓଏଏସ୍ ଅଧିକାରୀଙ୍କୁ ବିଭିନ୍ନ ସ୍ଥାନକୁ ବଦଳି କରାଯାଇଛି। ସେମାନଙ୍କ ମଧ୍ୟରେ ଶୈଳେନ୍ଦ୍ର କୁମାର ଦ୍ୱିବେଦୀଙ୍କୁ ପର୍ଯ୍ୟଟନ ବିଭାଗ ଅତିରିକ୍ତ ସଚିବ, କୃଷ୍ଣପ୍ରସାଦ ପତିଙ୍କୁ ଇଆଣ୍ଡ୍ଆଇଟି…
ଆଜିଠୁ ଜେଇଇ ମେନ୍
ଭୁବନେଶ୍ୱର, ୧।୯(ବ୍ୟୁରୋ): ଓଡ଼ିଶା ସମେତ ସାରା ଦେଶରେ ମଙ୍ଗଳବାରଠାରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ ମେନ୍) ଆରମ୍ଭ ହେଉଛି। ଏହା ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଚଳିତବର୍ଷ ରାଜ୍ୟର ମୋଟ ୭ ସହରରେ ୨୬ଟି କେନ୍ଦ୍ର କରାଯାଇଥିବାବେଳେ ପ୍ରାୟ ୩୭ହଜାର…
ପ୍ରଶାନ୍ତ ଭୂଷଣ ରାୟ: ସାଧାରଣରେ ନାପସନ୍ଦ
ଭୁବନେଶ୍ୱର,୧।୯(ବ୍ୟୁରୋ): ଦୀର୍ଘଦିନ ଧରି ଜାତୀୟସ୍ତରଠାରୁ ଆରମ୍ଭକରି ଆଞ୍ଚଳିକ ଗଣମାଧ୍ୟମ ଏବଂ ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଥିବା ସାମାଜିକ କର୍ମୀ ତଥା ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କ ଅଦାଲତ ଅବମାନନା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ସୁପ୍ରିମକୋର୍ଟ ଶୁଣାଇଥିବା ରାୟ ବେଶ୍ ଆଶ୍ଚର୍ଯ୍ୟ…
ବଳାତ୍କାର ପୀଡିତାଙ୍କ ପାଇଁ କାମ କରନ୍ତି ଏହି ପ୍ରସିଦ୍ଧ କ୍ରିକେଟରଙ୍କ ସ୍ତ୍ରୀ
ଚେନ୍ନାଇ ସୁପର କିଙ୍ଗ୍ସର ଭେଟେରାନ ଖେଳାଳି ଫାଫ ଡୁ ପ୍ଲେସିସ ଦ୍ୱିତୀୟ ଥର ପାଇଁ ପିତା ହୋଇଛନ୍ତି। ଡୁ ପ୍ଲେସିଙ୍କ ସ୍ତ୍ରୀ ଇମାରି ଏକ ଶିଶୁ କନ୍ୟାକୁ ଜନ୍ମ ଦେଇଛନ୍ତି। ଫାଫ ଡୁ ପ୍ଲେସିସ ଏବଂ ଇମାରି ୭ ବର୍ଷ ପୂର୍ବେ…
ପ୍ରଣବଙ୍କ ବିୟୋଗରେ ମନ୍ତ୍ରୀ, ରାଜନେତାଙ୍କ ଶୋକ
ଭୁବନେଶ୍ୱର,୧।୯(ବ୍ୟୁରୋ): ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ, ରାଜ୍ୟମନ୍ତ୍ରୀ ଓ ବିଭିନ୍ନ ରାଜନୈତିକ ଦଳର ନେତାମାନେ ଶୋକ ପ୍ରକାଶ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଣବଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ଟୁଇଟ୍ କରି ଧର୍ମେନ୍ଦ୍ର ଶୋକ ବାର୍ତ୍ତାରେ…
ବାଲୁବଜାରକୁ ମୂର୍ତ୍ତିପୂଜା ଅନୁମତି
କଟକ ଅଫିସ,୧।୯: କଟକରେ ଦୁର୍ଗାପୂଜାକୁ ନେଇ ନାନା କଳ୍ପନାଯଳ୍ପନା ଜାରି ରହିଥିବା ବେଳେ ସହରର ସର୍ବପୁରାତନ ବାଲୁ ବଜାର ପୂଜା କମିଟିକୁ ମୂର୍ତ୍ତି ନିର୍ମାଣ ଓ ପୂଜା ପାଇଁ ସୋମବାର ହାଇକୋର୍ଟ ଅନୁମତି ଦେଇଛନ୍ତି। କିନ୍ତୁ ଏହି ପୂଜା ସରକାରୀ କୋଭିଡ୍…
ମହାବାତ୍ୟାରେ କେନ୍ଦ୍ରାପଡ଼ା ଆସିଥିଲେ ପ୍ରଣବଦା
କେନ୍ଦ୍ରାପଡ଼ା ଅଫିସ, ୧।୯: ଭାରତର ପୂର୍ବତନ ରାଷ୍ଟ୍ରପତି ଭାରତ ରନତ୍ ପ୍ରଣବ ମୁଖାର୍ଜୀଙ୍କର ସୋମବାର ଦେହାନ୍ତ ପରେ କେନ୍ଦ୍ରାପଡ଼ା ଜିଲାର ଉପାନ୍ତ ଅଞ୍ଚଳରେ ବହୁ ଲୋକ ଶୋକ ବ୍ୟକ୍ତ କରିଛନ୍ତି। ମହାକାଳପଡ଼ା ରାମନଗର ଗ୍ରାମର ତରୁଣକାନ୍ତି କାଞ୍ଜିଲାଲ କହିଛନ୍ତି, ୧୯୯୯ ମହାବାତ୍ୟା…
ଅନ୍ତିମ ସଂସ୍କାରର ୧୦ ଦିନ ପରେ ଯୁବତୀ କହିଲେ ମୁଁ ବଞ୍ଚିଛି: ଆଉ ତା’ପରେ
ପାଟନା,୧।୯: ବିହାରର ବୈଶାଳୀ ଜିଲାରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ଯୁବତୀଙ୍କ ଅନ୍ତିମ ସଂସ୍କାରର ୧୦ ଦିନ ପରେ ତାଙ୍କର ଏକ ଭିଡିଓ ସାମ୍ନାକୁ ଆସିଛି। ଭିଡିଓରେ ସେ ଜୀବିତ ଥିବା କହିଛନ୍ତି। ସମ୍ପୃକ୍ତ ଯୁବତୀଙ୍କୁ ବଳାତ୍କାର…
‘ଲୋକଙ୍କ ଆବଶ୍ୟକତା ପୂରଣ କର’
ଭୁବନେଶ୍ୱର,୧।୯(ବ୍ୟୁରୋ): କୋଭିଡ୍ ମହାମାରୀ ସମୟରେ ଲୋକମାନଙ୍କର ବଢୁଥିବା ପାୈର ସେବା ଆବଶ୍ୟକତାକୁ ପୂରଣ କର। ସୋମବାର ସ୍ବାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସମସ୍ତ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକୁ ଏହି ଆହ୍ବାନ ଦେଇଛନ୍ତି। ଲୋକସେବା ଭବନରେ ଅନୁଷ୍ଠିତ…
କରୋନା ମୁକାବିଲା: ଓଡ଼ିଶା ଆସିବେ କେନ୍ଦ୍ରୀୟ ଟିମ୍
ଭୁବନେଶ୍ୱର, ୧।୯(ବ୍ୟୁରୋ): କରୋନା ମୁକାବିଲା ପାଇଁ କେନ୍ଦ୍ରୀୟ ଟିମ୍ ଓଡ଼ିଶା ଆସିବେ। କୋଭିଡ୍ ପରିଚାଳନାରେ ରାଜ୍ୟ ସରକାରଙ୍କୁ ଏହି ଟିମ୍ ସହାୟତା କରିବେ। ବିଶେଷକରି କଣ୍ଟେନମେଣ୍ଟ, ସର୍ଭେଲାନ୍ସ, ଟେଷ୍ଟିଂ ଆଦିରେ କେନ୍ଦ୍ରୀୟ ଟିମ୍ ପ୍ରଶାସନକୁ ଆବଶ୍ୟକ ସହାୟତା ଯୋଗାଇ ଦେବେ ବୋଲି…
ଯୁକ୍ତ୨ ନାମଲେଖା ଆବେଦନ ଅବଧି ବୃଦ୍ଧି
ଭୁବନେଶ୍ୱର, ୧।୯(ବ୍ୟୁରୋ): ଯୁକ୍ତ୨ ନାମଲେଖା ପାଇଁ ଆବେଦନ ଅବଧିକୁ ବୃଦ୍ଧି କରାଯାଇଛି। ରାଜ୍ୟରେ ବନ୍ୟା ସ୍ଥିତି ଉପୁଜିଥିବାରୁ ରାଜ୍ୟ ସରକାର ଆବେଦନ ପାଇଁ ଛାତ୍ରୀଛାତ୍ରଙ୍କୁ ଅଧିକ ସମୟ ଦେଇଛନ୍ତି। ପୂର୍ବରୁ ସେପ୍ଟେମ୍ବର ୪ ଶେଷ ତାରିଖ ରହିଥିଲା। ଏବେ ଆଉ ୭…
Archives


