ବ୍ରାଜିଲିଆନ ଡିଏଗୋଙ୍କ ସହ ଓଏଫ୍ସିର ଚୁକ୍ତି
ଭୁବନେଶ୍ୱର, ୧ା୯(କ୍ରୀଡ଼ା ପ୍ରତିନିଧି)- ଇଣ୍ଡିଆନ ସୁପରଲିଗ୍ର ୭ମ ସଂସ୍କରଣ ପାଇଁ ବ୍ରାଜିଲିଆନ ଷ୍ଟ୍ରାଇକର ଡିଏଗୋ ମୌରିସିଓଙ୍କ ସହ ଚୁକ୍ତି କରିଛି ଓଡ଼ିଶା ଏଫସି (ଓଏଫସି)। ଭୁବନେଶ୍ୱର ଭିତ୍ତିକ ଫ୍ରାଞ୍ଚାଇଜ୍ ସହିତ ଡିଏଗୋ ଏକ ବର୍ଷିଆ ଚୁକ୍ତି କରିଛନ୍ତି ବୋଲି ସୋମବାର ପ୍ରକାଶ…
ଆଶାକର୍ମୀଙ୍କ ବେଆଇନ ନିଯୁକ୍ତିକୁ ନେଇ ଦାବିପତ୍ର
ମୁରିବାହାଲ, ୧ା୯(ଡି.ଏନ୍.ଏ.) ବଲାଙ୍ଗୀର ଜିଲା ଜିଲା ଆଦିବାସୀ କଲ୍ୟାଣ ସଂଘ ମୁରିବାହାଲ ଶାଖା ଓ ଯୁବ କନ୍ଧ ସମାଜ ପକ୍ଷରୁ ବେଆଇନ ଆଶାକର୍ମୀ ନିଯୁକ୍ତି ପ୍ରସଙ୍ଗରେ ସୋମବାର ମୁରିବାହାଲ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଦାବିପତ୍ର ଦିଆଯାଇଛି। ସ୍ଥାୟୀ ବାସିନ୍ଦା ପ୍ରମାଣପତ୍ର ନଥିଲେ…
କ୍ରିକେଟ୍ ଗ୍ରାଉଣ୍ଡରୁ ମ୍ୟୁଜିକ ଷ୍ଟୁଡିଓ : ଦୁଇ ଓପନର: ଏବେ କମ୍ପୋଜର, ସିଙ୍ଗର୍
ଲିଟିଲ ମାଷ୍ଟର ସଚିନ ତେନ୍ଦୁଲକରଙ୍କ ‘କ୍ରିକେଟ ୱାଲି ବିଟ୍’ ହେଉ କି ଅଲରାଉଣ୍ଡର ସୁରେଶ ରାଇନାଙ୍କ ‘ବିଟିୟା ରାନୀ କିମ୍ବା ଅଷ୍ଟ୍ରେଲୀୟ ପେସ୍ ତାରକା ବ୍ରେଟ୍ ଲୀଙ୍କ ‘ଉମି’ ଗୀତ, ଏହି କ୍ରିକେଟ ତାରକାମାନେ ଗୀତ ଗାଇ କଳାଜଗତରେ ଏକ ସ୍ବତନ୍ତ୍ର…
ଆଇସୋଲେଶନର ଓ୍ବାର୍ଡରୁ ଫେରାର୍ ହେଲା କଏଦୀ
ରାମପୁର, ୩୧।୮: ଉତ୍ତର ପ୍ରଦେଶ ରାମପୁର ଜିଲାର କୋଭିଡ୍ ଆଇସୋଲେଶନ ସେଣ୍ଟରରୁ ଜଣେ କଏଦୀ ଫେରାର୍ ହୋଇଯାଇଛି। କିଛିଦିନ ତଳେ ଜେଲରେ ଥିବା କିଛି କଏଦୀଙ୍କ ନିକଟରେ କରୋନା ଲକ୍ଷଣ ପ୍ରକାଶ ପାଇଥିଲା। ଏହାପରେ ସେହି କଏଦୀମାନଙ୍କୁ ରାମପୁର ଜୋହର ବିଶ୍ୱବିଦ୍ୟାଳୟ…
ସିଏସ୍କେ ସହ ଶେଷ ହୋଇପାରେ ରାଇନାଙ୍କ କ୍ୟାରିୟର
ଦୁବାଇ, ୩୧ା୮: ଚଳିତ ବର୍ଷର ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ) ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ହେବାକୁ ଯାଉଛି। ବିଭିନ୍ନ ଦଳର ଖେଳାଳିମାନେ ସେଠାରେ ପହଞ୍ଚତ୍ବା ପରେ କରୋନା କଟକଣା ଜନିତ କ୍ୱାରାଣ୍ଟାଇନ୍ ଅବଧି ଶେଷ କରି ଅଭ୍ୟାସ ଆରମ୍ଭ କରିଛନ୍ତି।…
ବନ୍ୟାରେ ଭାସି ଯାଉଥିବା ଯୁବକ ମନ୍ଦିର ଚୂଳ ଧରି ବଞ୍ଚିଗଲେ
ଭୋପାଳ, ୩୧।୮: କୁହାଯାଏ, ବୁଡ଼ିଯାଉଥିବା ଲୋକ କୁଟା ଖିଅକୁ ମଧ୍ୟ ଭରସା କରିଥାଏ। କିନ୍ତୁ ଏଠାରେ ବୁଡ଼ି ଯାଉଥିବା ଜଣେ ଲୋକକୁ ମନ୍ଦିର ଚୂଳ ସାହାରା ଦେଇଛି। ମନ୍ଦିରରେ ଅବସ୍ଥାପିତ ଭଗବାନ ନିଜେ ସିନା ବନ୍ୟା ଜଳରେ ବୁଡ଼ି ଯାଇଥିଲେ, କିନ୍ତୁ…
୩୦ ତାରିଖ ମଧ୍ୟରେ ୟୁଜି, ପିଜି ଶେଷବର୍ଷ ସେମିଷ୍ଟର ପରୀକ୍ଷା
ଭୁବନେଶ୍ୱର,୩୧।୮(ବ୍ୟୁରୋ) – ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ମାର୍ଗଦର୍ଶିକା ଅନୁସାରେ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଓ ସ୍ବୟଂଶାସିତ ମହାବିଦ୍ୟାଳୟର ଅଣ୍ଡର ଗ୍ରାଜୁଏଟ୍(ୟୁଜି) ଏବଂ ପୋଷ୍ଟ ଗ୍ରାଜୁଏଟ୍(ପିଜି) ଶେଷବର୍ଷ ସେମିଷ୍ଟର ପରୀକ୍ଷା ସେପ୍ଟେମ୍ବର ୩୦ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ। ଅକ୍ଟୋବର ୩୧…
ପୋଲିସ ସାମ୍ନାରେ ଦିଅର-ଭାଉଜଙ୍କ ବିବାହ କଲେ ଗ୍ରାମବାସୀ
ପାଟନା, ୩୧।୮: ବିହାରର ବୈଶାଳୀ ଜିଲାରୁ ଏକ ସମ୍ବେଦଳଶୀଳ ଘଟଣା ସାମ୍ନାକୁ ଆସିଛି। ଯେଉଁଥିରେ ଦିଅର ଓ ଭାଉଜଙ୍କୁ ଆପତ୍ତିଜନକ ଅବସ୍ଥାରେ ଦେଖିବା ପରେ ଗ୍ରାମବାସୀ ଉଭୟଙ୍କ ବିବାହ ପୋଲିସ ସାମ୍ନାରେ କରାଇଦେଇଛନ୍ତି। ଜିଲାର ତିସିଅତ ଥାନା ଲକ୍ଷ୍ମୀନାରାୟଣପୁର ଗ୍ରାମରେ ଏହି…
ସନ୍ନିଙ୍କ ପରେ କଲେଜ ମେରିଟ ଲିଷ୍ଟରେ ନେହା କକ୍କରଙ୍କ ନାମ
ନୂଆଦିଲ୍ଲୀ, ୩୧।୮-ପଶ୍ଚିମବଙ୍ଗର ଏକ କଲେଜର ମେରିଟ ତାଲିକାରେ ଗତକାଲି ଅଭିନେତ୍ରୀ ସନ୍ନି ଲିଓନିଙ୍କ ନାମ ଆସିଥିଲା। ବର୍ତ୍ତମାନ ଏହି ତାଲିକାରେ ବଲିଉଡ ଗାୟିକା ନେହା କକ୍କରଙ୍କ ନାମ ମଧ୍ୟ ଯୋଡି ହୋଇଯାଇଛି। ପଶ୍ଚିମବଙ୍ଗର ମାଲଦା ଜିଲାର ଏକ କଲେଜର ପ୍ରବେଶିକା ପରୀକ୍ଷାର…
ଗୁଣ୍ଡୁଚିମୂଷା ଗଛରେ ଚଢ଼ି ଏମିତି ଖାଉଛି ଅମୃତଭଣ୍ଡା
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଫଟୋ ବହୁତ ଭାଇରାଲ…
ଘରେ କରୁଥିବା ଆପଣଙ୍କ ଏହି ଛୋଟ ଭୁଲ୍: କରିପାରେ ବଡ଼ କ୍ଷତି
ଅଜାଣତରେ ଘରେ ଏପରି କିଛି କାର୍ଯ୍ୟ ହୋଇଥାଏ ଯାହା ଛୋଟ ହେଲେ ମଧ୍ୟ ବାସ୍ତୁବିତ୍ଙ୍କ ଅନୁଯାୟୀ, ଏହା ଅନେକ କ୍ଷତି କରିଥାଏ। ଜାଣନ୍ତୁ ସେ ସମ୍ପର୍କରେ… ଘରର ମୁଖ୍ୟ ପ୍ରବେଶ ଦ୍ୱାରରେ ଅନ୍ଧକାର ରଖିବା ଅତ୍ୟନ୍ତ ଖରାପ। ମୁଖ୍ୟ ଫାଟକରୁ ରଙ୍ଗ…
ଫେସ୍ବୁକରୁ ପ୍ରେମ; ବିବାହ ପାଇଁ ଗୁଜରାଟରୁ ପାଟନା ଆସିଲେ ହୀରା ବ୍ୟବସାୟୀଙ୍କ ଝିଅ
ପାଟନା, ୩୧।୮: ଫେସ୍ବୁକ୍ରୁ ଆରମ୍ଭ ହୋଇଥିଲା ବନ୍ଧୁତ୍ୱ। ଏହାପରେ ଏହା ପ୍ରେମକୁ ରୂପାନ୍ତରିତ ହୋଇଥିଲା। ପରିବର୍ତ୍ତନଶୀଳ ଦୁନିଆରେ ଏବଂ ଡିଜିଟାଲ ଦୁନିଆରେ ଏହା ଏକ ସାଧାରଣ କଥା। କିନ୍ତୁ ବିହାରର ପାଟନାରେ ଏମିତି ଏକ ବିବାହ ଅନୁଷ୍ଠିତ ହୋଇଯାଇଛି ଯାହା ସମସ୍ତଙ୍କ…
Archives


